ରାଜ୍ୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ସେଠୀଙ୍କ ପରଲୋକ

ଭଦ୍ରକ ଅଫିସ,୯।୬: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅର୍ଜୁନ ଚରଣ ସେଠୀଙ୍କର ସୋମବାର ପରଲୋକ ଘଟିଛି। ତାଙ୍କୁ ୭୯ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍‌ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରାତିରେ ତାଙ୍କର ଦେହାନ୍ତ ଘଟିଛି। ଶିକ୍ଷକତାରୁ ରାଜନୈତିକ...

ପିପିଇ କିଟ୍‌, ମାସ୍କ କିଣାରେ ଦୁର୍ନୀତି ଅଭିଯୋଗ: ସିବିଆଇ ତଦନ୍ତ ପାଇଁ ଜନସ୍ବାର୍ଥ ମାମଲା

କଟକ ଅଫିସ,୯।୬: କରୋନା ଭୁତାଣୁର ମୁକାବିଲା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ) କିଟ୍‌ ଓ ମାସ୍କ କିଣିଛନ୍ତି ରାଜ୍ୟ ସରକାର। ଏଥିରେ ଦୁର୍ନୀତି ହୋଇଥିବା ଅଭିଯୋଗ ଉଠିବା ପରେ ସୋମବାର ଏହାର ସିବିଆଇ କିମ୍ବା ବିଚାରବିଭାଗୀୟ ତଦନ୍ତ ପାଇଁ...

ସ୍ନାନଯାତ୍ରାରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: କାର୍ଯ୍ୟାନୁଷ୍ଠାନ ପାଇଁ ହାଇକୋର୍ଟରେ ମାମଲା

କଟକ ଅଫିସ,୯।୬: ପୁରୀ ଶ୍ରୀମନ୍ଦିରରେ ତିନି ଠାକୁରଙ୍କ ସ୍ନାନଯାତ୍ରା ବେଳେ ଲକ୍‌ଡାଉନ୍‌ ନିୟମର ଉଲ୍ଲଂଘନ ହୋଇଛି। ମୁଦିରସ୍ତ, ସେବାୟତ ଓ ଦଇତାପତିମାନେ ମାସ୍କ ପିନ୍ଧି ନ ଥିଲେ କିମ୍ବା ସାମାଜିକ ଦୂରତ୍ୱ ପାଳନ କରି ନ ଥିଲେ। ତେଣୁ ସେମାନଙ୍କ...

ଜୁନ୍‌ ୩୦ ଯାଏ ଧାର୍ମିକ ସ୍ଥଳ ବନ୍ଦ ରହିବ

ଭୁବନେଶ୍ୱର,୯।୬(ବ୍ୟୁରୋ) :କେନ୍ଦ୍ର ସରକାର ଧାର୍ମିକ ସ୍ଥଳ, ଶପିଂମଲ ଖୋଲିବାକୁ ଅନୁମତି ଦେଇଛନ୍ତି। ତେବେ ରାଜ୍ୟ ସରକାର କରୋନା ସ୍ଥିତିକୁ ଦେଖି କଟକଣା ଜାରି କରିପାରିବେ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଜାରି ଗାଇଡଲାଇନରେ କୁହାଯାଇଥିଲା। ରାଜ୍ୟ ସରକାର ଦ୍ୱନ୍ଦ୍ୱ...

ଜୁଲାଇ ୭ରୁ ଉତ୍କଳ ବିଶ୍ୱବିଦ୍ୟାଳୟ ଯୁକ୍ତ୩ ଷଷ୍ଠ ସେମିଷ୍ଟର

ଭୁବନେଶ୍ୱର, ୯।୬(ବ୍ୟୁରୋ)- ଉତ୍କଳ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜର ଯୁକ୍ତ୩ ଷଷ୍ଠ ସେମିଷ୍ଟର ପରୀକ୍ଷା ପାଇଁ ତାରିଖ ଘୋଷଣା କରାଯାଇଛି। ଜୁଲାଇ ୭ରୁ ପରୀକ୍ଷା ଆରମ୍ଭ ହୋଇ ୨୩ରେ ତାରିଖରେ ଶେଷ ହେବ। ପ୍ରାକ୍ଟିକାଲ ପରୀକ୍ଷା ଜୁଲାଇ...

ଓମ୍‌ଫେଡ: ଦୁଗ୍ଧକୁ ପାଣି

ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ଗୌରବ ବୋଲାଉଥିବା ଓଡ଼ିଶା ରାଜ୍ୟ ସମବାୟ ଦୁଗ୍ଧ ଉତ୍ପାଦକ ମହାସଂଘ(ଓମ୍‌ଫେଡ୍‌)ର ଜନ୍ମ ୧୯୮୦ରେ ହୋଇଥିଲା। ଦୀର୍ଘ ୪ଦଶନ୍ଧି ପରେ ଏହି ସମବାୟ ସଂସ୍ଥାର ଆର୍ଥିକ ପରିସ୍ଥିତି ଅତ୍ୟନ୍ତ ଜଟିଳ ହୋଇଥିବାର ଖବର ମିଳିଛି। ଜଣାପଡ଼ିଛି ଯେ, ଏହି...

କେସିଙ୍ଗାରେ ଏମ୍‌ଏସ୍‌ଏମ୍‌ଇ ପାର୍କ ପାଇଁ ଖର୍ଚ୍ଚ ହେବ ୧୦୦ କୋଟି

ଭୁବନେଶ୍ୱର,୯।୬(ବ୍ୟୁରୋ): କଳାହାଣ୍ଡି ଜିଲାର କେସିଙ୍ଗାରେ ପ୍ରତିଷ୍ଠା କରାଯାଉଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ପାର୍କ ପାଇଁ ୧୦୦ କୋଟି ଖର୍ଚ୍ଚ ହେବ। ସୋମବାର ଲୋକସେବା ଭବନରେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସମୀକ୍ଷା ବୈଠକରେ...

ସ୍ମୃତିରେ ନନ୍ଦିନୀ

ନନ୍ଦିନୀ ଶତପଥୀ, କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ଜଣେ ଅପ୍ରତିଦ୍ୱନ୍ଦ୍ୱୀ ଜନନାୟିକା। ଯାହାଙ୍କ ଅବଦାନରେ ଉଭୟ ରାଜନୀତି ଏବଂ ସାହିତ୍ୟ ବିଭିନ୍ନ ଭାବେ ପରିପୁଷ୍ଟ। ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କର ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରିକ ବିକାଶ।...

ଲଘୁଚାପ: ୧୦ରୁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୯।୬(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏଥିସହିତ ଓଡ଼ିଶାକୁ ମୌସୁମୀ ପ୍ରବେଶ କରିବ। ରାଜ୍ୟରେ ବିଭିନ୍ନ ସ୍ଥାନରେ ୩...

ରାଜକୋଷକୁ କରୋନା ମାଡ଼

ଭୁବନେଶ୍ୱର,୯।୬(ବ୍ୟୁରୋ): ମହାମାରୀ କରୋନା ସଂକ୍ରମଣ ସମଗ୍ର ବିଶ୍ୱ ପାଇଁ ବିପଦ ସାଜିଛି। ଏହା କେବଳ ଯେ ସ୍ବାସ୍ଥ୍ୟ ନୁହେଁ, ଆର୍ଥିକ ବ୍ୟବସ୍ଥାକୁ ମଧ୍ୟ ବିଗାଡ଼ି ଦେଇଛି। ଯାହାଫଳରେ ଗତ କିଛି ମାସ ହେବ ରାଜକୋଷ ଉପରେ ମଧ୍ୟ ଶକ୍ତ ଚାପ...

ଆଦିବାସୀଙ୍କୁ ମିଳୁନି ଶାଳମଞ୍ଜିର ମୂଲ୍ୟ

କେନ୍ଦୁଝର, ୯ା୬ (ସ୍ବ.ପ୍ର.)- ବଣ ପାହାଡ଼ ଘେରା ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ବଣ ଜଙ୍ଗଲ ଅର୍ଥନୀତି ଉପରେ ବନବାସୀମାନେ ନିର୍ଭରଶୀଳ। ବର୍ଷର ପ୍ରାୟ ୮ମାସ ଜଙ୍ଗଲରୁ ଫଳମୂଳ, ମଞ୍ଜି ଆଦି ଲଘୁବନଜାତ ଦ୍ରବ୍ୟ ସଂଗ୍ରହ କରି ଚଳନ୍ତି ା...

ସୋଲାର ସିଷ୍ଟମ ଅଚଳ, ପାଣି ପାଇଁ ହଇରାଣ

କେନ୍ଦୁଝର, ୯।୬(ସ୍ବ.ପ୍ର.) – ଯୋଡ଼ା ବ୍ଲକ ଅନ୍ତର୍ଗତ ଖଣି ଖାଦାନ ବହୁଳ ବଲାଣି ପଞ୍ଚାୟତ ଅନ୍ତର୍ଗତ ଜୁର୍ମିତା ତଳସାହିରେ ସୋଲାର ସିଷ୍ଟମ ଅଚଳ ଯୋଗୁ ବର୍ଷେ ହେଲା ଲୋକମାନେ ଜଳ ସଙ୍କଟରେ ଅଛନ୍ତି। ଏନେଇ ବାରମ୍ବାର ଅଭିଯୋଗ କରାଯାଇଥିଲେ ମଧ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri