ଛାଡ଼ପତ୍ର ଦେଲା କିଏ: ରାଜଧାନୀରେ ଆଲୋଚନା ହେଉଛି, କାହାର ପୂରିଲା ବେଳକାଳ
ଭୁବନେଶ୍ୱର,୬।୩(ସୁନିତ୍ ମିଶ୍ର):୨୦୧୪ ମସିହାରେ ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଭାଜପା ସମର୍ଥିତ ଏନ୍ଡିଏ ସରକାର ଆସିଥିଲା। ଏହା ପରଠାରୁ ୨୦୨୪ ପର୍ଯ୍ୟନ୍ତ କେନ୍ଦ୍ର ସରକାରଙ୍କ ଅନେକ ନିଷ୍ପତ୍ତିରେ ତତ୍କାଳୀନ ବିଜେଡି ସରକାର ଉପରେପଡ଼ି ଖୋଲାଖୋଲି ସମର୍ଥନ ଦେଇଆସୁଥିଲା। ଏପରିକି ବିଜେଡି…
ଭୋଜି ଖାଇ ଫେରୁଥିବା ବେଳେ କଲଭର୍ଟ ତଳକୁ ଖସିଲା ବାଇକ୍, ୨……
ନନ୍ଦପୁର,୬।୩(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକରେ ସଡ଼କ ଦୁର୍ଘଟଣା । କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ସ୍ଥିତ ବୁଧବାର ସାପ୍ତାହିକ ହାଟର ମୋଡରେ ପୂର୍ତ୍ତବିଭାଗ ତରଫରୁ ନିର୍ମାଣଧିନ ଡ୍ରେନ ଓ କଲଭର୍ଟ ତଳକୁ ଏକ ବାଇକ୍ ଓଡି୧୦ ୟୁ…
୩୯ ଡିଗ୍ରୀ ଟପିଲା ପାରଦ, ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ବର୍ଷା ସମ୍ଭାବନା
ଭୁବନେଶ୍ୱର,୬।୩(ବନ୍ଦନା ସେଠୀ): ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାପମାତ୍ରା ବୃଦ୍ଧି ପାଇବା ସହିତ ସକାଳେ କୁହୁଡ଼ି ଓ ଦିନରେ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗୁରୁବାର ପାରଦ ୩୯ ଡିଗ୍ରୀ…
ଛାତ୍ର ମୃତ୍ୟୁ ନେଲା ନୂଆ ମୋଡ଼: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
ଭବାନୀପାଟଣା,୫ା୩ (ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲାରେ ବୁଧବାର ହୋଲି ଖେଳ ପାଇଁ ଚାରିଆଡ଼େ ଉତ୍ସବର ମାହୋଲ ଥିବାବେଳେ ଭବାନୀପାଟଣା ସହରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଥିଲା। ହୋଲି ଖେଳି ସାରି ସାଙ୍ଗମାନଙ୍କ ସହ ପୋଖରୀକୁ ଗାଧୋଇବାକୁ ଯାଇଥିବା ଜଣେ…
ବିରିପୁରରେ ମାଙ୍କଡ଼ ଆତଙ୍କ: ୮ ଆହତ, ଭୟଭୀତ ଗ୍ରାମବାସୀ
ଗଞ୍ଜାମ,୫।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ବିରିପୁର ଗ୍ରାମରେ ମାଙ୍କଡ଼ ଆତଙ୍କ ଯୋଗୁଁ ଭୟଭୀତ ଅବସ୍ଥାରେ ଗ୍ରାମବାସୀ । ଗୋଟିଏ ମାଙ୍କଡ଼ ଆତଙ୍କ ଖେଳାଇଥିବା ନେଇ ଜଣାପଡିଛି । କିଛି ଦିନ ମଧ୍ୟରେ ଗ୍ରାମର ୮ଜଣକୁ କାମୁଡି…
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଆତ୍ମହତ୍ୟାର କାରଣ ଜାଣିଲେ….
କୋରାପୁଟ,୫।୩(ଅମିତାଭ ବେହେରା ): କୋରାପୁଟ ସର୍କିଟ ହାଉସ ନିକଟରେ ଥିବା ରିଜର୍ଭ ଫରେଷ୍ଟ ପାହାଡ଼ରେ ମହିଳାଙ୍କ ଆତ୍ମହତ୍ୟା । ଗୁରୁବାର ଅପରାହ୍ନରେ ମହିଳା ବେକରେ ଦଉଡି ଦେଇ ଆତ୍ମହତ୍ୟା କରିଥିବା ଜଣାପଡିଛି । ଘଟଣା ସ୍ଥଳରେ କୋରାପୁଟ ଟାଉନ ଥାନା ପୋଲିସ…
ବଗିଚାକୁ ଯାଇଥିବା ବେଳେ ଯୁବକଙ୍କୁ ଗୋଡାଇ ଗୋଡାଇ କାମୁଡିଲା ବାର୍ହା, ତାପରେ…
ତୁମୁଡିବନ୍ଧ,୫।୩(ଦୀପକ କୁମାର ପରାସେଠ): ବାର୍ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଏପରି ଘଟଣା କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଳକ ଲଂକାଗଡ଼ ପଞ୍ଚାୟତର ହାତିମୁଣ୍ଡା ଗ୍ରାମରେ ଦେଖିବାକୁ ମିଳିଛି ଗୁରୁତର ଯୁବକ ହେଲେ ଲଂକାଗଡ଼ ପଞ୍ଚାୟତର ପୂର୍ବତନ ସରପଞ୍ଚ ହର…
ମଦ ପିଇ ହୋଲି ଖେଳୁଥିଲେ ଦୁଇ ସାଙ୍ଗ, ନିଶାରେ ଚୂର୍ ଥାଇ ଭୁଲିଗଲେ ସବୁକିଛି, ପରେ ଘଟିଲା ଏମିତି…
ଯାଜପୁରରୋଡ୍,୫ା୩(ପବିତ୍ର ରଞ୍ଜନ ମହାନ୍ତି): ହୋଲି ହେଲା କାଳ, ରଙ୍ଗ ବୋଳାବୋଳି ସହ ଖୁସିର ପର୍ବ ପରେ ଘରେ ପଡ଼ିଛି କାନ୍ଦବୋବାଳି। ପୋଖରୀରେ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ବୁଧବାର ହୋଲି ଖେଳିବା ପରେ ୟୁପିରୁ ଆସି…
ଛେଣ୍ଡିପଦା ବିଧାୟକଙ୍କ ଗାଡ଼ି ଧକ୍କାରେ ଯୁବକ ଆହତ, ବାମ ଗୋଡରେ ଲାଗିଛି…..
ଢେଙ୍କାନାଳ,୫।୩(ରତନ ନାୟର): ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରାଙ୍କ ଫରଚ୍ୟୁନର ଗାଡ଼ି ଧକ୍କାରେ ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଗୁରୁବାର ଛେଣ୍ଡିପଦା ବିଧାୟକ ନିଜ ଗାଡ଼ିରେ ଛେଣ୍ଡିପଦାରୁ ଢେଙ୍କାନାଳ ଦେଇ ଭୁବନେଶ୍ୱର ଯାଉଥିବା ବେଳେ ରାସ୍ତାରେ ଏହି ଦୁର୍ଘଟଣା ହୋଇଛି ।…
ଦିଗପହଣ୍ଡିରେ ପ୍ରବାଦ ପୁରୁଷ ବିଜୁବାବୁଙ୍କ ଜୟନ୍ତୀ ପାଳିତ
ଦିଗପହଣ୍ଡି,୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ କବିସୂର୍ଯ୍ୟ କଲ୍ୟାଣ ମଣ୍ଡପ ପରିସରରେ ଗୁରୁବାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୧୦ ତମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ବିଜେଡ଼ି ଦିଗପହଣ୍ଡି ବ୍ଲକ…
୭ରୁ ଭଞ୍ଜନଗର ବାର୍ ଆସୋସିଏଶନ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ, ଏଥର ମହିଳା ଆଇନଜୀବୀଙ୍କ ପାଇଁ ରହିଛି…
ଭଞ୍ଜନଗର,୫ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର୍ ଆସୋସିଏଶନ ନିର୍ବାଚନ ମାର୍ଚ୍ଚ ୨୮ରେ ହେବ। ଏଥିପାଇଁ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥିପତ୍ର ଦାଖଲ ସମୟ ଧାର୍ଯ୍ୟ ହୋଇଛି। ୧୧ ତାରିଖରେ ଯାଞ୍ଚ ହେବ। ଯୋଗ୍ୟ ପ୍ରାର୍ଥୀ ତାଲିକା ୧୨…
ଗାଁ ଯାତ୍ରା ଦେଖିବାକୁ ଭଉଣୀକୁ ଆଣିବା ପାଇଁ ଯାଇଥିଲେ ଭାଇ, ରାସ୍ତାରେ ଛକିଥିଲା ଯମ, ଘଟିଲା…
ପରଜଙ୍ଗ,୫ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ଅଧୀନ ଭାଲୁମୁଣ୍ଡା-ଆଲୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର କୁମୁସିସ୍ଥିତ ମାଧିଆ ରଗୁଡ଼ି ପାଖରେ ଅନୁଗୋଳରୁ ପଣ୍ଡୁଆ ଯାଉଥିବା ସୋନି ନାମକ ଏକ ଘରୋଇ ବସ୍ ସାମ୍ନାପଟୁ ଆସୁଥିବା ବାଇକ୍କୁ ଧକ୍କା ଦେଇଥିଲା।…

