କୁନି ଝୁମର ଶିଳ୍ପୀ ମୋହିତଙ୍କୁ ନେଇ ଚର୍ଚ୍ଚା
ଚମ୍ପୁଆ, ୯।୬(ଡି.ଏନ.ଏ.)-ସାମ୍ପ୍ରତିକ ପରିସ୍ଥିତିରେ ଜନ ସାଧାରଣଙ୍କ ମନୋରଞ୍ଜନ ପାଇଁ ବେଶ ଖରାକ ଯୋଗାଉଛି ଝୁମର ସଙ୍ଗୀତ। କୁରୁମାଲି ଭାଷାରେ ଏହି ସଙ୍ଗୀତ କୁଡୁମି ସମ୍ପ୍ରଦାୟର ପ୍ରମୁଖତା ବହନ କରୁଥିବା ବେଳେ ସମ୍ପ୍ରଦାୟ ବାହାରେ ମଧ୍ୟ ଏହାର ଆଦୃତ୍ତି ବଢିବାରେ ଲାଗିଛି।...
କ୍ୱାରାଣ୍ଟାଇନ୍ ସେଣ୍ଟର ପରିଦର୍ଶନ କଲେ ଡବ୍ଲ୍ୟୁଏଚ୍ଓ ଅଧିକାରୀ: ଅନ୍ତେବାସୀଙ୍କୁ ସମସ୍ୟା ପଚାରି ବୁଝିଲେ
ବନ୍ତ, ୯।୬(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ବ୍ଲକର ୨୫ଟି କ୍ୱାରାଣ୍ଟାଇନ୍ ସେଣ୍ଟର ଓ ଅତିରିକ୍ତ ସେଣ୍ଟରରେ ପ୍ରବାସୀ ଓଡିଆମାନଙ୍କୁ ଆଇଶୋଲେଶନରେ ରଖାଯାଇଛି। ସମସ୍ତ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଅନ୍ତେବାସୀମାନଙ୍କ ପାଇଁ ସମସ୍ତ ସୁବିଧା ଉପଲବ୍ଧ କରାଯାଇଛି। ଏହି ପରିପ୍ରେକ୍ଷୀରେ କ୍ୱାରାଣ୍ଟାଇନ୍ ସେଣ୍ଟରଗୁଡିକରେ ବିଭିନ୍ନ...
ସମ୍ପୂର୍ଣ୍ଣ ଋଣ ଛାଡ଼ ଦାବି କଲେ ମହିଳା ଗୋଷ୍ଠୀ
ବାରିପଦା ଅଫିସ, ୯ା୬- ନିଜର ବ୍ୟବସାୟକୁ ବୃଦ୍ଧି କରିବା ପାଇଁ ପୂର୍ବରୁ ସ୍ବୟଂ ସହାୟିକା ଗୋଷ୍ଠୀ (ଏସ୍ଏଚଜି)ର ମହିଳାମାନେ ବିଭିିନ୍ନ ଅର୍ଥ ଲଗାଣକାରୀ ସଂସ୍ଥାଠାରୁ ଟଙ୍କା ଋଣ ଆଣିଥିଲେ। ସୁଧ ସହ ସେମାନେ ନିୟମିତ କିସ୍ତି ପୈଠ କରୁଥିଲେ। ହେଲେ...
ଛାତ୍ରୀଛାତ୍ରଙ୍କୁ ପରୀକ୍ଷା ନିୟନ୍ତ୍ରକଙ୍କ ଦୁର୍ବ୍ୟବହାର: ଅଭିଯୋଗ ବିଶ୍ୱବିଦ୍ୟାଳୟ ଫାଟକରେ ୪ ଘଣ୍ଟା ପଡ଼ିଲା ତାଲା
ବାରିପଦା ଅଫିସ,୯ା୬- ମୟୂରଭଞ୍ଜ ଜିଲା ବାରିପଦାର ତକତପୁରସ୍ଥିତ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ ସୋମବାର କେତେଜଣ ଛାତ୍ରୀଛାତ୍ରଙ୍କୁ ଦୁର୍ବ୍ୟବହାର କରିଥିବା ନେଇ ଅଭିଯୋଗ ହୋଇଛି। ପ୍ରତିବାଦରେ ଛାତ୍ରୀଛାତ୍ରମାନେ ଅପରାହ୍ନ ୧୧ଟା ୩୦ରୁ ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା...
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ : ବିନା ଅଧ୍ୟାପକରେ ଚାଲିଛି ଏମ୍ଜେଏମ୍ସି ବିଭାଗ
ବ୍ରହ୍ମପୁର ଅଫିସ,୯ା୬-ଓଡ଼ିଶାର ପ୍ରମୁଖ ବିଶ୍ୱବିଦ୍ୟାଳୟ ମଧ୍ୟରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ (ଭଞ୍ଜବିହାର) ଅନ୍ୟତମ। ଓଡିଶା ତଥା ରାଜ୍ୟ ବାହାରୁ ବହୁ ଛାତ୍ରୀଛାତ୍ର ଏହି ବିଶ୍ୱବିଦ୍ୟାଳୟକୁ ଅଧ୍ୟୟନ କରିବାକୁ ଆସିଥାନ୍ତି। ଏଥି ସହ ଉଚ୍ଚତର ଗବେଷଣା କରି ଏଠାକାର ଛାତ୍ରୀଛାତ୍ରମାନେ ଦେଶ ବିଦେଶରେ...
ଆଇଟିଆଇର ପୁଣି ନୂଆ ଉଦ୍ଭାବନ: ପ୍ରସ୍ତୁତ କଲା ୟୁଭିସି ସୋଲ ସାନିଟାଇଜର
ବ୍ରହ୍ମପୁର ଅଫିସ,୯ା୬-କୋଭିଡ୍-୧୯ ମୁକାବିଲା ତଥା ସଂକ୍ରମଣରୁ କରୋନା ଯୋଦ୍ଧାଙ୍କୁ ସୁରକ୍ଷା ଦେବା ଉଦ୍ଦେଶ୍ୟରେ ଗୋଟିଏ ପରେ ଗୋଟିଏ ଉଦ୍ଭାବନକରି ଏବେ ସାରା ଦେଶରେ ବ୍ରହ୍ମପୁର ଆଇଟିଆଇ ଅନ୍ୟ ଆଇଟିଆଇ ପାଇଁ ଉଦାହରଣ ପାଲଟିଛି। ସୋମବାର ପୁଣି ଆଉ ଏକ ଉଦ୍ଭାବନ...
ସୁରକ୍ଷିତ ହେଲେ ବଢ଼ିବ ସୁନାମ
ଢେଙ୍କାନାଳ ଅଫିସ, ୯।୬ ଗୌରବମୟ ଇତିହାସର ମୂକସାକ୍ଷୀ ବୀରାଶାଳ ଏୟାରଷ୍ଟ୍ରିପ୍। ସତୁରି ଦଶକରେ ପରିକଳ୍ପନା କରାଯାଇଥିବା ଏହି ଏୟାରଷ୍ଟ୍ରିପ୍ ପୂର୍ଣ୍ଣାଙ୍ଗ ରୂପ ପାଇଥିଲା ୨୦୧୯ରେ। ସୋମବାର ପ୍ରଶିକ୍ଷଣ ଚାଲିଥିବାବେଳେ ଏଠାରେ ବିମାନ ଦୁର୍ଘଟଣା ଘଟି ଜଣେ କ୍ୟାପ୍ଟେନ୍ ଏବଂ ଅନ୍ୟଜଣେ...
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ପରଲୋକ
ଭୁବନେଶ୍ୱର,୮ା୬(ବ୍ୟୁରୋ)-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ସୋମବାର ପରଲୋକ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ତାଙ୍କ ପୁଅ ଅଭିମନ୍ୟୁ ସେଠୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅର୍ଜୁନ ଭଦ୍ରକ ଲୋକସଭା...
ବଜ୍ରପାତ ନେଲା ୧୦ ଜୀବନ
ଭୁବନେଶ୍ୱର, ୮।୬(ବ୍ୟୁରୋ) – ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସହ ବର୍ଷା ହୋଇଛି। ଏହି ସମୟରେ ବଜ୍ରପାତ ଘଟି ୧୦ ଜଣଙ୍କ ଜୀବନ ଯାଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକରେ ଜଣେ ନାବାଳକ, କେନ୍ଦୁଝର ଆନନ୍ଦପୁର ଅଞ୍ଚଳରେ ଜଣେ...
ମଙ୍ଗଳବାରଠୁ ଆଉ ୨ ରୁଟ୍ରେ ଗଡ଼ିବ ମୋ’ ବସ୍
ଭୁବନେଶ୍ୱର,୮ା୬(ବ୍ୟୁରୋ)-ଜନସାଧାରଣଙ୍କ ସୁବିଧାକୁ ପ୍ରାଥମିକତା ଦେଇ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ) ପକ୍ଷରୁ ଆଉ ୨ଟି ରୁଟ୍ରେ ମୋ’ବସ୍ ଚଳାଚଳ କରାଯିବ। ଆସନ୍ତାକାଲି ଅର୍ଥାତ୍ ମଙ୍ଗଳବାରଠାରୁ ପୁଣିଥରେ ୨୪ ଓ ୨୮ ନଂ ରୁଯ୍ରେ ମୋ’ ବସ୍ ଚଳାଚଳ କରିବ।...
ଆସନ୍ତାବର୍ଷ ପାଠ୍ୟକ୍ରମରେ ସ୍ଥାନ ପାଇବ ରାଜ୍ୟ ସଙ୍ଗୀତ
ଭୁବନେଶ୍ୱର, ୮।୬(ବ୍ୟୁରୋ)- ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ଆସନ୍ତା ଶିକ୍ଷାବର୍ଷଠାରୁ ପାଠ୍ୟକ୍ରମରେ ଏହା ସ୍ଥାନ ପାଇବ। ଏ ବର୍ଷ ବହି ବଣ୍ଟନ ସରିଛି। ସୁବିଧା ହେଲେ ସ୍ବତନ୍ତ୍ର ପୁସ୍ତିକା ବଣ୍ଟାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା...
ମାଲକାନଗିରି, ନବରଙ୍ଗପୁର ଜିଲା କରୋନା ମୁକ୍ତ: ୨୮ଜିଲାରେ ୯୯୦ ସକ୍ରିୟ ରୋଗୀ
ଭୁବନେଶ୍ୱର,୮।୬(ବ୍ୟୁରୋ)-କରୋନା କବଳରେ ସାରା ରାଜ୍ୟ। ଦିନକୁ ଦିନ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସଂକ୍ରମିତଙ୍କ ସଂଖ୍ୟା ଯେତିକି ମାତ୍ରାରେ ବଢ଼ିବାରେ ଲାଗିଛି, ସୁସ୍ଥ ରୋଗୀଙ୍କ ସଂଖ୍ୟା ମଧ୍ୟ ସେହି ମାତ୍ରାରେ ବଢ଼ୁଛି। ତେଣୁ ବିଭିନ୍ନ ଜିଲାରେ ସକ୍ରିୟ ରୋଗୀଙ୍କ...
Archives


