ରାଜ୍ୟ

ଇଟାଲୀୟ ଫିଲ୍ମ ନିର୍ମାତାଙ୍କ ସହ ହାତ ମିଳାଇଲେ ଜିତେନ୍ଦ୍ର

ଭୁବନେଶ୍ୱର, ୧୬।୯ (ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଖ୍ୟାତି ଅର୍ଜନ କରିଥିବା ଓଡ଼ିଶା ଜନ୍ମିତ ଫିଲ୍ମ ପ୍ରଡ୍ୟୁସର୍‌ ଓ ପ୍ରମୋଟର ଜିତେନ୍ଦ୍ର ମିଶ୍ର ଇଟାଲୀର ପ୍ରସିଦ୍ଧ ଚଳଚ୍ଚିତ୍ର ନିର୍ଦ୍ଦେଶକ ତଥା ପ୍ରଯୋଜକ ଉଲିସି ଲେଣ୍ଡାରୋଙ୍କ ସହ ହାତ ମିଳାଇଛନ୍ତି। ଉଭୟ ମିଶି ଚଳିତ…

କରୋନା: ଓଡ଼ିଶାରେ ମୃତ୍ୟୁ ହାର ଜାତୀୟଠୁ କମ୍‌

ଭୁବନେଶ୍ୱର, ୧୬।୯ (ବ୍ୟୁରୋ) :ରାଜ୍ୟରେ କରୋନାସ୍ଥିତି ଅଣାୟତ୍ତ ସ୍ଥିତିରେ ରହିଛି। ସଂକ୍ରମଣ ସହ ମୃତ୍ୟୁ ମଧ୍ୟ ବଢ଼ୁଛି। ଶେଷ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩,୬୪୫ଜଣ ସଂକ୍ରମିତ ହୋଇଥିବାବେଳେ ୮ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦ରେ ପହଞ୍ଚତ୍ଥିବାବେଳେ ମୃତ୍ୟୁ…

ଶ୍ରମିକଙ୍କ ମଜୁରି ସିଧାସଳଖ ଆକାଉଣ୍ଟକୁ ଯିବ

ଭୁବନେଶ୍ୱର,୧୬।୯(ବ୍ୟୁରୋ):ସମସ୍ତ ବିଭାଗ ଦ୍ୱାରା ହେଉଥିବା କାର୍ଯ୍ୟରେ ଶ୍ରମିକମାନଙ୍କ ମଜୁରିକୁ ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପଠାଯିବ। ଶ୍ରମିକମାନଙ୍କୁ ସେମାନଙ୍କ ଦେୟ ଦେବାକୁ ଆଉ ମଧ୍ୟସ୍ଥ ରହିବେ ନାହିଁ। ଏଥିପାଇଁ କାର୍ଯ୍ୟକାରୀ ହେବ ଇ-ମଷ୍ଟର ରୋଲ। ଇ-ମଷ୍ଟର ରୋଲ ଓ ବ୍ୟାଙ୍କ ଜରିଆରେ…

ଗୁରୁତର ନ ଥିଲେ କଟକ, ଭୁବନେଶ୍ୱର ପଠାଅ ନାହିଁ

ଭୁବନେଶ୍ୱର,୧୬।୯(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟାରେ ବୃଦ୍ଧି ଘଟି ଚାଲିଛି। କଟକ ଓ ଭୁବନେଶ୍ୱର ଏକ ପ୍ରକାର ହଟ୍‌ସ୍ପଟ୍‌ ପାଲଟିଛି। ଏପରି ସ୍ଥଳେ ଅନ୍ୟ ଜିଲାଗୁଡିକରୁ କମ୍‌ ଲକ୍ଷଣ ଥିବା କରୋନା ରୋଗୀଙ୍କୁ ଜିଲା ପ୍ରଶାସନ ଭୁବନେଶ୍ୱରକୁ ମନଇଚ୍ଛା ପଠାଇ ଦେଉଛନ୍ତି।…

ସ୍ତ୍ରୀ ଆଗରେ ଆଖିବୁଜିଲେ ସ୍ବାମୀ

ଢେଙ୍କାନାଳ ଅଫିସ, ୧୬।୯:କରୋନା ମାରିଦେଲା ମଣିଷପଣିଆ। ଡାକ୍ତରଖାନା ବାରଣ୍ଡାରେ ପଡ଼ି ଯନ୍ତ୍ରଣା ଭୋଗୁଥିଲେ ଅଥଚ, କେହି ପଚାରିଲେନି କି ପାଖ ମାଡ଼ିଲେନି। ଶେଷରେ ଛଟପଟ ହୋଇ ସ୍ତ୍ରୀଙ୍କ ଆଖି ଆଗରେ ଚାଲିଗଲା ସ୍ବାମୀ ଜୀବନ। ଢେଙ୍କାନାଳ ଜିଲା ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରୁ ଆସିଛି…

ଚନ୍ଦକାରେ ହେବ ହସ୍ତୀ ଥଇଥାନ କେନ୍ଦ୍ର

ଭୁବନେଶ୍ୱର,୧୬।୯(ବ୍ୟୁରୋ): ଚନ୍ଦକା-ଡମପଡ଼ା ବନ୍ୟପ୍ରାଣୀ ଅଭୟାରଣ୍ୟର କୁମାରଖୁଣ୍ଟିଠାରେ ହସ୍ତୀ ଥଇଥାନ କେନ୍ଦ୍ର ସ୍ଥାପନ ହେବ। ସାଢ଼େ ଦଶ ହେକ୍ଟର ପରିମିତ ସ୍ଥାନରେ ପ୍ରାୟ ୬ କୋଟି ଟଙ୍କା ବ୍ୟୟରେ ଏହି କେନ୍ଦ୍ର ନିର୍ମାଣ କରାଯିବ। ଆବଶ୍ୟକସ୍ଥଳେ ଏହିଭଳି ୪ଟି ଅସ୍ଥାୟୀ ହାତୀ ଆଶ୍ରୟସ୍ଥଳ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩,୭୧୪ ଆକ୍ରାନ୍ତ

ଭୁବନେଶ୍ୱର, ୧୫।୯ (ବ୍ୟୁରୋ): ଓଡ଼ିଶାରେ ମଙ୍ଗଳବାର ୩,୭୧୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୪୪ ଜଣ ସୁସ୍ଥ ହୋଇଛନ୍ତି। ସେହିଭଳି…

ରାଜଧାନୀରେ ବୋଲ ମାନୁନି କରୋନା: ଚିହ୍ନଟ ହେଲେ ଆଉ ୩୪୨ କରୋନା ପଜିଟିଭ୍‌; ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜଧାନୀରେ ମଙ୍ଗଳବାର ୩୪୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୬୯୩୩କୁ ବୃଦ୍ଧି ପାଇଛି। ସେଥିରୁ ୧୨୨୮୮ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୪୫୬୮ ଆକ୍ଟିଭ୍‌ କେସ୍‌ ରହିଛି। ଏହାଛଡ଼ା…

କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଓଡ଼ିଶା ଦ୍ରବ୍ୟ, ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ମଙ୍ଗଳବାର ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି। ଏଥିରେ ଓଡ଼ିଶା ଦ୍ରବ୍ୟ ଓ ସେବା କର ସଂଶୋଧନ ପ୍ରସ୍ତାବକୁ ମଞ୍ଜୁରୀ ଦିଆଯାଇଛି।…

ବୌଦ୍ଧ ଜିଲାରୁ ପ୍ରଥମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହି ୮ ମୃତକଙ୍କ ମଧ୍ୟରୁ ଜଣେ ବୌଦ୍ଧ ଜିଲାରୁ ରହିଛନ୍ତି। ସେ ଜଣେ ମହିଳା ହୋଇଥିବା ବେଳେ ବୟସ ୬୫ ବର୍ଷ ବୋଲି ସୂଚନା ମିଳିଛି। ତେବେ ସେ…

ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଆରମ୍ଭ

ଭୁବନେଶ୍ୱର, ୧୫।୯(ବ୍ୟୁରୋ) ହାଇସ୍କୁଲ ସପ୍ଲିମେଣ୍ଟାରି ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି।ଏହା ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତବର୍ଷ ୧୫୩ଟି କେନ୍ଦ୍ରରେ ୨୨ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ମାଟ୍ରିକ ସପ୍ଲିମେଣ୍ଟାରି ପରୀକ୍ଷା ଦେଉଥିବାବେଳେ ୮୮ କେନ୍ଦ୍ରରେ ଓପନ…

ପାନ୍ଥନିବାସକୁ ଘରୋଇକରଣ ଉଦ୍ୟମ ପ୍ରସଙ୍ଗ: ପୁନର୍ବିଚାର ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର(ବ୍ୟୁରୋ),୧୫।୯: ଲାଭରେ ଚାଲିବା ସତ୍ତ୍ୱେ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ଦ୍ୱାରା ପରିଚାଳିତ ପାନ୍ଥ ନିବାସଗୁଡ଼ିକୁ ଘରୋଇ ହୋଟେଲ ସଂସ୍ଥା ହାତକୁ ଟେକିଦେବାକୁ ଚକ୍ରାନ୍ତ କରାଯାଉଛି। ରାଜ୍ୟ ପର୍ଯ୍ୟଟନ ବିଭାଗର କେତେଜଣ ବରିଷ୍ଠ ଅଧିକାରୀ ବ୍ୟକ୍ତିଗତ ଫାଇଦା ପାଇଁ ପାନ୍ଥ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri