ରାଜ୍ୟ

ରାଜଧାନୀରେ ବଢ଼ୁଛି ଆରୋଗ୍ୟ ହାର

ଭୁବନେଶ୍ୱର,୧୫।୯ (ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ସୁସ୍ଥ ସଂଖ୍ୟା ବଢିବାରେ ଲାଗିଛି। ଗତ ୩ଦିନ ହେବ କ୍ରମାଗତ ଭାବେ ପଜିଟିଭ୍‌ ହାର କମୁଥିବା ଓ ସୁସ୍ଥ ହାର ବୃଦ୍ଧି ପାଉଥିବା ଦେଖିବାକୁ ମିିଳିଛି। ଗତ…

ଜେଲ୍‌ରୁ ବାହାରି ଶୋଭାଯାତ୍ରାରେ ଯିବା ମହଙ୍ଗା ପଡ଼ିଲା: ୪ ଗିରଫ

ଭୁବନେଶ୍ୱର,୧୫।୯ (ବ୍ୟୁରୋ)ଏୟାରଫିଲ୍ଡ ଥାନାଞ୍ଚଳରେ ଘଟିଥିବା ବହୁ ଚର୍ଚ୍ଚିତ ଅମରେଶ ନାୟକ ହତ୍ୟା ମାମଲାରେ ୪ ଅଭିଯୁକ୍ତଙ୍କୁ ଜାମିନ ମିଳିବା ପରେ ଗତ ଗୁରୁବାର ଝାରପଡ଼ା ଜେଲରୁ ମୁକୁଳିଥିଲେ। ବିନା ପୋଲିସ ଅନୁମତି ତଥା କୋଭିଡ୍‌ ନିୟମକୁ ଉଲ୍ଲଂଘନ କରି ସେମାନେ ବାଇକ୍‌…

ପୋଲିସ ଚାକିରିରେ ଜାଲ୍‌ ଡକ୍ୟୁମେଣ୍ଟ ର଼୍ୟାକେଟ

ଭୁବନେଶ୍ୱର,୧୫।୯ (ବ୍ୟୁରୋ): ପୋଲିସ ଚାକିରିଟିଏ ପାଇବା ପାଇଁ ଅନେକଙ୍କ ପ୍ରାୟ ଇଚ୍ଛା ଥାଏ। ଏଥିପାଇଁ ଅନେକ ଯୁବକ ଶାରୀରିକ ଏବଂ ମାନସିକ ସ୍ତରରେ ପ୍ରସ୍ତୁତ ହୁଅନ୍ତି। କିନ୍ତୁ ଏବେ କେତେଜଣ ଠକ ଏହି ଚାକିରି କରାଇ ଦେବା ପାଇଁ ଗଳାବାଟ ବାଛିଛନ୍ତି।…

ପୁଣି ରାଜ୍ୟରେ ୮ ମୁଣ୍ଡ ନେଲା କରୋନା: ଜାଣନ୍ତୁ କେଉଁ ଜିଲାରୁ ଅଛନ୍ତି ଅଧିକ ସଂଖ୍ୟକ ମୃତକ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୮ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୪୫ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୮…

CORONAVIRUS UPDATE: ରାଜ୍ୟରେ ୩୬୪୫ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୧୫।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୬୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୫୮୬୫୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୫୧ ଜଣ…

ଓଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର ୧୫।୯(ବ୍ୟୁରୋ): ରାଜ୍ୟ ସରକାର ସୋମବାର ଓଏଏସ୍‌ ଅଫିସର ସ୍ତରରେ ଏକ ବଡଧରଣର ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ, ପଞ୍ଚାୟତିରାଜ ଓ ରାଜସ୍ବ ବିଭାଗ ପକ୍ଷରୁ ଏନେଇ ପୃଥକ୍‌ ବିଜ୍ଞପ୍ତି ପ୍ରକାଶ ପାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି…

କରୋନା ପଜିଟିଭ ଜାଣି ସମୀରଙ୍କ ସହ କଥା ହେଲେ ନବୀନ

ଭୁବନେଶ୍ୱର ୧୫।୯(ବ୍ୟୁରୋ):ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କରୋନା ସଂକ୍ରମିତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ସହ ଟେଲିଫୋନ ଯୋଗେ କଥା ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ସମୀରଙ୍କ ଆରୋଗ୍ୟ କାମନା କରିଛନ୍ତି। ଏନେଇ ଟୁଇଟ୍‌ ଯୋଗେ…

ଆଶୀର୍ବାଦଙ୍କୁ କ୍ଲିନ୍‌ଚିଟ୍‌

କଟକ ଅଫିସ,୧୫।୯: ରାଜ୍ୟ କ୍ରୀଡାର ବରିଷ୍ଠ ସଙ୍ଗଠକ ଆଶୀର୍ବାଦ ବେହେରାଙ୍କୁ ସୁପ୍ରିମ୍‌କୋର୍ଟ କ୍ଲିନ୍‌ଚିଟ୍‌ ଦେଇଛନ୍ତି। ଓଡ଼ିଶା ଅଲିମ୍ପିକ ଆସୋସିଏଶନ(ଓଓଏ) ପକ୍ଷରୁ ବିବାଦୀୟ ଜମି ଉପରେ ଦୋକାନ ଗୃହ, କଲ୍ୟାଣ ମଣ୍ଡପ ନିର୍ମାଣକୁ ନେଇ ସିବିଆଇ ଜାଲରେ ଆଶୀର୍ବାଦ ଛନ୍ଦି ହୋଇଥିଲେ। ପରବର୍ତ୍ତୀ…

ମା’ବିରଜାଙ୍କ ରଥଯାତ୍ରା ପାଇଁ ହାଇକୋର୍ଟରେ ପିଟିଶନ

ଯାଜପୁର ଟାଉନ, ୧୫।୯ (ଡି.ଏନ୍‌.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ଶାରଦୀୟ ଦୂର୍ଗାପୂଜା ଅବସରରେ ହେଉଥିବା ରଥଯାତ୍ରା ଚଳିତବର୍ଷ କରାଇବାକୁ ସେବାୟତ ପରିଷଦ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ପ୍ରତିବର୍ଷ ମା’ଙ୍କର ଦୂର୍ଗାପୂଜା ଅବସରରେ ସ୍ବତନ୍ତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଚଳିତ ବର୍ଷ…

ଲଗେଜ୍‌ରେ ବନ୍ଧୁକ ନେଇ ବିମାନଯାତ୍ରା

ଭୁବନେଶ୍ୱର,୧୫।୯(ବ୍ୟୁରୋ): ହାଇସିକ୍ୟୁରିଟ୍‌ ଜୋନ୍‌ କୁହାଯାଉଥିବା ବିମାନ ବନ୍ଦର ଭିତରକୁ ଜଣେ ଯାତ୍ରୀ ବନ୍ଧୁକ ନେଇଯାଇଥିଲେ। ବିମାନ ଭିତରକୁ ଚଢିବା ସମୟରେ ସୁରକ୍ଷାକର୍ମୀ ଲଗେଜ ଯାଞ୍ଚ କରିବାବେଳେ ଯାତ୍ରୀ ଜଣଙ୍କ ଧରାପଡିଛନ୍ତି। ତାଙ୍କ ନିକଟରୁ ବନ୍ଧୁକ ଜବତ କରାଯିବା ସହ ଏୟାରପୋର୍ଟ ଥାନାକୁ…

ପଞ୍ଚଭୂତରେ ଲୀନ ‘ହାକିମବାବୁ’

ଭୁବନେଶ୍ୱର(ବ୍ୟୁରୋ),୧୫।୯: କୋହଭରା ଶୋକାକୁଳ ପରିବେଶ ମଧ୍ୟରେ ଶେଷ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ଜଗତର ‘ହାକିମବାବୁ’ଙ୍କ ଅନ୍ତିମ ଯାତ୍ରା। ପଞ୍ଚଭୂତରେ ଲୀନ ହୋଇଛନ୍ତି ବରିଷ୍ଠ ଅଭିନେତା ଓ ନିର୍ଦ୍ଦେଶକ ଅଜିତ୍‌ ଦାସ। କରୋନାରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…

ପୁରୀରେ ଅଷ୍ଟ୍ରେଲିଆନ ଅଙ୍ଗୁର

ପୁରୀ ଅଫିସ, ୧୫।୯: ସାଧାରଣତଃ ଥଣ୍ଡା ଜଳବାୟୁ ପରିବେଶଭିତ୍ତିକ ଅଞ୍ଚଳରେ ଅଙ୍ଗୁର ଚାଷ କରାଯାଇଥାଏ। କିନ୍ତୁ ପୁରୀରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସମୁଦ୍ର କୂଳିଆ ଅଞ୍ଚଳ ଏବଂ ଗରମ ପରିବେଶରେ ଫଳିଛି ପେନ୍ଥା ପେନ୍ଥା ଅଙ୍ଗୁର, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri