ମା’ବିରଜାଙ୍କ ରଥଯାତ୍ରା ପାଇଁ ହାଇକୋର୍ଟରେ ପିଟିଶନ
ଯାଜପୁର ଟାଉନ, ୧୫।୯ (ଡି.ଏନ୍.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ଶାରଦୀୟ ଦୂର୍ଗାପୂଜା ଅବସରରେ ହେଉଥିବା ରଥଯାତ୍ରା ଚଳିତବର୍ଷ କରାଇବାକୁ ସେବାୟତ ପରିଷଦ ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ପ୍ରତିବର୍ଷ ମା’ଙ୍କର ଦୂର୍ଗାପୂଜା ଅବସରରେ ସ୍ବତନ୍ତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଥାଏ। ଚଳିତ ବର୍ଷ…
ଲଗେଜ୍ରେ ବନ୍ଧୁକ ନେଇ ବିମାନଯାତ୍ରା
ଭୁବନେଶ୍ୱର,୧୫।୯(ବ୍ୟୁରୋ): ହାଇସିକ୍ୟୁରିଟ୍ ଜୋନ୍ କୁହାଯାଉଥିବା ବିମାନ ବନ୍ଦର ଭିତରକୁ ଜଣେ ଯାତ୍ରୀ ବନ୍ଧୁକ ନେଇଯାଇଥିଲେ। ବିମାନ ଭିତରକୁ ଚଢିବା ସମୟରେ ସୁରକ୍ଷାକର୍ମୀ ଲଗେଜ ଯାଞ୍ଚ କରିବାବେଳେ ଯାତ୍ରୀ ଜଣଙ୍କ ଧରାପଡିଛନ୍ତି। ତାଙ୍କ ନିକଟରୁ ବନ୍ଧୁକ ଜବତ କରାଯିବା ସହ ଏୟାରପୋର୍ଟ ଥାନାକୁ…
ପଞ୍ଚଭୂତରେ ଲୀନ ‘ହାକିମବାବୁ’
ଭୁବନେଶ୍ୱର(ବ୍ୟୁରୋ),୧୫।୯: କୋହଭରା ଶୋକାକୁଳ ପରିବେଶ ମଧ୍ୟରେ ଶେଷ ହୋଇଛି ଓଡ଼ିଆ ଚଳଚ୍ଚିତ୍ର ଜଗତର ‘ହାକିମବାବୁ’ଙ୍କ ଅନ୍ତିମ ଯାତ୍ରା। ପଞ୍ଚଭୂତରେ ଲୀନ ହୋଇଛନ୍ତି ବରିଷ୍ଠ ଅଭିନେତା ଓ ନିର୍ଦ୍ଦେଶକ ଅଜିତ୍ ଦାସ। କରୋନାରେ ଆକ୍ରାନ୍ତ ହୋଇ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…
ପୁରୀରେ ଅଷ୍ଟ୍ରେଲିଆନ ଅଙ୍ଗୁର
ପୁରୀ ଅଫିସ, ୧୫।୯: ସାଧାରଣତଃ ଥଣ୍ଡା ଜଳବାୟୁ ପରିବେଶଭିତ୍ତିକ ଅଞ୍ଚଳରେ ଅଙ୍ଗୁର ଚାଷ କରାଯାଇଥାଏ। କିନ୍ତୁ ପୁରୀରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସମୁଦ୍ର କୂଳିଆ ଅଞ୍ଚଳ ଏବଂ ଗରମ ପରିବେଶରେ ଫଳିଛି ପେନ୍ଥା ପେନ୍ଥା ଅଙ୍ଗୁର, ଯାହାକି ସମସ୍ତଙ୍କୁ ଆଶ୍ଚର୍ଯ୍ୟ…
ମନ୍ତ୍ରୀ, ବିଧାୟକଙ୍କ ସମେତ ଭାଜପା ରାଜ୍ୟ ସଭାପତିଙ୍କୁ କରୋନା
ଭୁବନେଶ୍ୱର ୧୫।୯(ବ୍ୟୁରୋ):ରାଜ୍ୟର ଏକାଧିକ ନେତା ଓ ମନ୍ତ୍ରୀ ବର୍ତ୍ତମାନ କରୋନା ସଂକ୍ରମଣର ଶୀକାର ହେଉଛନ୍ତି। ଲଗାତର ଭାବେ ଏହିଭଳି ଖବର ସାମ୍ନାକୁ ଆସୁଥିବା ବେଳେ ସୋମବାର ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ତାଙ୍କ ସ୍ତ୍ରୀ…
ଶିଶୁ ସାହିତି୍ୟକ ନଦିଆ ବିହାରୀ ମହାନ୍ତିଙ୍କ ପରଲୋକ
କଟକ ଅଫିସ,୧୫।୯: ପ୍ରଖ୍ୟାତ ଶିଶୁ ସାହିତି୍ୟକ ନଦିଆ ବିହାରୀ ମହାନ୍ତି(୯୦)ଙ୍କର ସୋମବାର ପରଲୋକ ଘଟିଛି। ସେ କରୋନାରେ ଆକ୍ରାନ୍ତ ହୋଇ ଦୁଇଦିନ ତଳେ ମଙ୍ଗଳାବାଗର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ସେଠାରେ ଅପରାହ୍ନ ୨ଟା ୨୦ ମିନିଟ୍ରେ ପରଲୋକ ହୋଇଛି।…
ନିୟନ୍ତ୍ରଣରେ ନାହିଁ ଆଳୁ, ପିଆଜ ଦର
ଭୁବନେଶ୍ୱର,୧୫।୯(ବ୍ୟୁରୋ): କରୋନା ମହାମାରୀ ରୋଜଗାରକୁ ଛଡାଇ ନେଇଥିବା ବେଳେ ବଜାରର ଆଳୁ, ପିଆଜ ଓ ପରିବା ଦର ବୋଝ ଉପରେ ନଳିତା ବିଡା ହୋଇଛି। ଦର ବୃଦ୍ଧି ଗରିବ ମଧ୍ୟବିତ୍ତ ପରିବାରକୁ ଅତିଷ୍ଠ କରିଛି। ଏଭଳି ସଙ୍କଟ ସମୟରେ ବଜାରରେ ପରିବା…
ଆଜି କ୍ୟାବିନେଟ୍
ଭୁବନେଶ୍ୱର ୧୫।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଏହି ବୈଠକ ଭିଡିଓ କନଫରେନ୍ସ ମାଧ୍ୟମରେ ହେବ। କରୋନାରେ ଆକ୍ରାନ୍ତ ଥିବା ମନ୍ତ୍ରୀ ଭିଡିଓ କନଫରେନ୍ସରେ ସାମିଲ ହେବେ…
ବନ୍ଦ ହେଲା ଟିଏମ୍ସି, ସିସିଏଚ୍:କୋଭିଡ୍ ରୋଗୀଙ୍କ ପାଇଁ ୫୦% ଶଯ୍ୟା, ୮୦% ଆଇସିୟୁ ସଂରକ୍ଷିତ ରଖିବେ ଘରୋଇ ହସ୍ପିଟାଲ
ଭୁବନେଶ୍ୱର,୧୫।୯(ବ୍ୟୁରୋ): କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ପଞ୍ଚାୟତ ଓ ପୌରାଞ୍ଚଳରେ କୋଭିଡ୍ କେୟାର ସେଣ୍ଟର(ସିସିସି), ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମ୍ସି) ଓ କୋଭିଡ୍ କେୟାର ହୋମ୍ (ସିସିଏଚ୍)ର ବ୍ୟବସ୍ଥା କରିଥିଲେ। କିନ୍ତୁ ଏବେ ଟିଏମ୍ସି ଓ ସିସିଏଚ୍ଗୁଡ଼ିକ ଖାଲି…
କୁମ୍ଭୀର ଉଦ୍ଧାର ଘଟଣା: ଡେପୁଟି ରେଞ୍ଜରଙ୍କ ସମେତ ୩ ନିଲମ୍ବିତ
ଦିଗପହଣ୍ଡି,୧୪ା୯(ଡି.ଏନ.ଏ)-ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ତଲାସିଙ୍ଗି ଗ୍ରାମ ଚାଷଜମିରୁ ଶନିବାର ଏକ କୁମ୍ଭୀର ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ବନ ବିଭାଗ ପକ୍ଷରୁ ନିର୍ଦ୍ଧାରିତ ଷ୍ଟାଣ୍ଡାର୍ଡ ଅପରେଶନ ପ୍ରୋସିଡିଓର (ଏସ୍ଓପି) ପାଳନ କରାଯାଇ ନ ଥିବା ଅଭିଯୋଗରେ ଦିଗପହଣ୍ଡିର ଭାରପ୍ରାପ୍ତ ଡେପୁଟି…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୮୨ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୪।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୩୮୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୦୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୪୪, ବରଗଡରୁ ୨୬୨, ଯାଜପୁରରୁ ୧୭୭, ମୟୂରଭଞ୍ଜରୁ ୧୭୫, ଭଦ୍ରକରୁ ୧୬୭, ବାଲେଶ୍ୱରରୁ ୧୫୬, ଢେଙ୍କାନାଳରୁ ୧୪୬,…
ବନ୍ଦ ହେବ କୋଭିଡ କେୟାର ସେଣ୍ଟର
ଭୁବନେଶ୍ୱର,୧୪।୯(ବ୍ୟୁରୋ)-କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମସ୍ତ ପଞ୍ଚାୟତ ଓ ପୌରାଞ୍ଚଳରେ କୋଭିଡ୍ କେୟାର ସେଣ୍ଟର(ସିସିସି), ଟେମ୍ପରାରି ମେଡିକାଲ ସେଣ୍ଟର (ଟିଏମ୍ସି) ଓ କୋଭିଡ୍ କେୟାର ହୋମ୍ (ସିସିଏଚ୍)ର ବ୍ୟବସ୍ଥା କରିଥିଲେ। କିନ୍ତୁ ଏବେ ଟିଏମ୍ସି ଓ ସିସିଏଚ୍ଗୁଡ଼ିକ ଖାଲି ପଡୁଛି।…
Archives


