ରାଜ୍ୟ

ଭୂତଳ ପୋଲ ନିର୍ମାଣ ଦାବି ତେଜୁଛି: ଜାତୀୟ ରାଜପଥ ୪୯ରେ ଭୂତଳ ପୋଲ ନିର୍ମାଣ ପାଇଁ ବୈଠକ

  ଦେବଗଡ଼, ୧୧।୧୨(ଡି.ଏନ.ଏ.) ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ) ପକ୍ଷରୁ ଦେବଗଡ଼ ଜିଲା ବାରକୋଟ ବ୍ଲକ କଣ୍ଢଳ ଗ୍ରାମଦେଇ ଯାଇଥିବା ମୁମ୍ବାଇ-କୋଲକାତା ସଂଯୋଗକାରୀ ୪୯ ନମ୍ବର ଜାତୀୟ ରାଜପଥ ଫୋର୍‌ଲେନ୍‌ କାର୍ଯ୍ୟ ଚାଲିଛି। କଣ୍ଢଳଠାରେ ଏକ ଅଣ୍ଡର ପାସ୍‌ (ଭୂତଳ ରାସ୍ତା)ନିର୍ମାଣ ଦାବି…

ଜିଲାସ୍ତରୀୟ ଶିଶୁ, କିଶୋର ଶ୍ରମିକ ସର୍ବେକ୍ଷଣ

ଦେବଗଡ, ୧୧।୧୨(ଡି.ଏନ.ଏ)-ଭାରତ ସରକାରଙ୍କ ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟ ନିୟମ ଅନୁଯାୟୀ ଦେବଗଡ ଜିଲାରେ ୬ ରୁ ୧୮ ବର୍ଷ ବୟସର ଶିଶୁ ଓ କିଶୋର ଶ୍ରମିକ ସର୍ବେକ୍ଷଣ କାର୍ଯ୍ୟ କରିବା ପାଇଁ ଜାତୀୟ ଶିଶୁଶ୍ରମିକ ପ୍ରକଳ୍ପର ଅଧ୍ୟକ୍ଷ-ତଥା ଜିଲାପାଳ ସୁଧାଂଶୁ…

ବଲାଙ୍ଗୀର ପ୍ରଶାସନର କଡ଼ା ଆଭିମୁଖ୍ୟ, ରାସ୍ତା ଉପରେ ବେପାର ମନା

ବଲାଙ୍ଗୀର ଅଫିସ,୧୧ା୧୨ ବଲାଙ୍ଗୀର ସହର ମୁଖ୍ୟ ରାସ୍ତା ଉପରେ ଆଗକୁ ଆଉ ବେପାର କରିବାକୁ ଦିଆଯିବ ନାହିଁ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ ଗ୍ରହଣ କରାଯାଉଛି। ରାସ୍ତା ଉପରେ ଯେଉଁ ଉଠାଦୋକାନୀ ଓ ପନିପରିବା ବ୍ୟବସାୟୀ ବେପାର…

ଭାତୃଭାବ ଜାଗ୍ରତ ହେଲେ ବିଶ୍ୱରେ ଶାନ୍ତି ପ୍ରତିଷ୍ଠା ସମ୍ଭବ

ବଲାଙ୍ଗୀର ଅଫିସ/ପୁଇଁତଲା, ୧୧ା୧୨ (ଡି.ଏନ୍‌.ଏ.) ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟରେ ‘କୃତିତ୍ୱ ହିଁ ପ୍ରେରଣାର ଉତ୍ସ’ ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଥିଲା। ପ୍ରଧାନଶିକ୍ଷୟିତ୍ରୀ ସୁଜାତା ପୁରୋହିତଙ୍କ…

ଶହୀଦଙ୍କୁ ମିଳୁନି ସମ୍ମାନ

ଢେଙ୍କାନାଳ ଅଫିସ, ୧୧।୧୨: ଶହୀଦ ଶବ୍ଦ କାନରେ ବାଜିବା ମାତ୍ରକେ ସମ୍ମାନରେ ନଇଁଯାଏ ମଥା। ଭାରତ ମାତାର ସୁରକ୍ଷା ପାଇଁ ଜୀବନ ବଳିଦାନ ଦେଇଥିବା ଏପରି ବୀର ଜନ୍ମମାଟିକୁ କରିଛନ୍ତି ଗୌରବାନ୍ବିତ। ସେମାନଙ୍କ ତ୍ୟାଗ, ବୀରତ୍ୱର ଗାଥାକୁ ଝୁରି ହେଉଛନ୍ତି ଦେଶବାସୀ। ହେଲେ…

ଶେଷ ହେଉନି ସମ୍ପ୍ରସାରଣ

ଅନୁଗୋଳ ଅଫିସ, ୧୧।୧୨: କେନ୍ଦ୍ରାଞ୍ଚଳ ଦେଇ ପୂର୍ବରୁ ପଶ୍ଚିମ ଓଡ଼ିଶାକୁ ଯୋଡ଼ୁଥିବା ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ ହେଉଛି। ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଏହି କାର୍ଯ୍ୟ ଠିକାସଂସ୍ଥା ଗାୟତ୍ରୀ ପ୍ରୋଜେକ୍ଟକୁ ଦିଆଯାଇଛି। କିନ୍ତୁ…

ଜମି ହରାଉଛନ୍ତି ଏସ୍‌ସି, ଏସ୍‌ଟି

ଯାଜପୁର ଅଫିସ,୧୧ା୧୨:ରାଜ୍ୟର ୯ ଜିଲାରେ ୨୦୦୯-୧୦ରୁ ୨୦୧୯-୨୦ ବର୍ଷ ମଧ୍ୟରେ ଅନୁସୂଚିତ ଜାତି(ଏସ୍‌ସି) ଓ ଜନଜାତି(ଏସ୍‌ଟି)ଙ୍କ ୨୩୩୭.୮୧୧ ଏକର ଜମି ବିକ୍ରି ପାଇଁ ୭,୮୪୭ ସାଧାରଣ ବର୍ଗଙ୍କ ସପକ୍ଷରେ ଅନୁମତି ତଥା ଭୂସଂସ୍କାର (ଓଏଲ୍‌ଆର୍‌) ପ୍ରମାଣପତ୍ର ଦିଆଯାଇଛି। ଏଥିରେ ଖଣି ଓ…

ମୁଖ୍ୟମନ୍ତ୍ରୀ ନାହିଁ କଲେ

ଭୁବନେଶ୍ୱର,୧୧ା୧୨(ବ୍ୟୁରୋ):କୋଭିଡ-୧୯ ମହାମାରୀ ସଂକ୍ରମଣ ଆଶଙ୍କାରେ ଗତ ୯ ମାସ ହେବ ରାଜ୍ୟରେ ସମସ୍ତ ସ୍କୁଲ, କଲେଜ ଓ ଅନ୍ୟାନ୍ୟ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କେତେକ କ୍ଷେତ୍ରରେ ଅନ୍‌ଲାଇନରେ ପଢା ହେଉଛି। ତେବେ ଅଧିକାଂଶ ପିଲା ଏହି ଶିକ୍ଷାଦାନରୁ ବଞ୍ଚିତ ହେଉଛନ୍ତି। ପାଠପଢା…

ଗ୍ୟାଙ୍ଗଷ୍ଟର ଧଳସାମନ୍ତଙ୍କ ଘରୁ ୫୦୦ ରାଉଣ୍ଡ ଗୁଳି ଜବତ

କଟକ ଅଫିସ, ୧୦।୧୨-ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ଓ ସୁଶୀଳ ଧଳସାମନ୍ତଙ୍କ କଟକ ସ୍ଥିତ ସିଡିଏ ବାସଭବନରେ ଗୁରୁବାର ପୋଲିସ ଚଢାଉ କରି ବନ୍ଧୁକ, ଗୁଳି ଓ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ଜବତ କରିଛି। ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୮ କରୋନା ଆକ୍ରାନ୍ତ: ଅନୁଗୋଳ ଜିଲାରୁ ସର୍ବାଧିକ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୪୫୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବଲାଙ୍ଗୀରରୁ ୪୪, ଖୋର୍ଦ୍ଧାରୁ ୪୧, ସୁନ୍ଦରଗଡ଼ରୁ ୩୭, ମୟୂରଭଞ୍ଜରୁ ୩୫, କଟକରୁ ୨୪, ନୂଆପଡ଼ାରୁ ୨୪, ଜଗତସିଂହପୁରରୁ ୨୨, ଯାଜପୁରରୁ…

ଗଛରେ ପିଟି ହେଲା ବାଇକ: ଚାଲିଗଲା ୩ ଜୀବନ

ମାଲକାନଗିରି,୧୦ା୧୨(ଡି.ଏନ୍‌.ଏ.)-ମାଲକାନଗିରି କାଲିମେଳା ମୁଖ୍ୟରାସ୍ତା ଏମ୍‌ଭି-୧୬ ଗ୍ରାମ ନିକଟରେ ଗୁରୁବାର ବାଇକ୍‌ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି। ମୃତକମାନେ ହେଲେ ମୁକୁନ୍ଦ ପଡିଆମି (୩୦), ରାଜା ମାଢି (୪୨) ଓ ସିନ୍ଧ୍ରିମାଳ…

ପରୀ ହତ୍ୟା ମାମଲା: ନୟାଗଡ଼ ସଦର ଆଇଆଇସି ସସ୍‌ପେଣ୍ଡ

ନୟାଗଡ଼ ଅଫିସ, ୧୦।୧୨: ନୟାଗଡ଼ ସଦର ଥାନା ଆଇଆଇସି ରୀତାରାଶୀ ସାହୁଙ୍କୁ ସସ୍‌ପେଣ୍ଡ କରାଯାଇଥିବା ବେଳେ ଏସ୍‌ଡିପିଓ ନିରଞ୍ଜନ ପାଢ଼ୀଙ୍କୁ କନ୍ଧମାନ ଡିଏସ୍‌ପି ଭାବେ ବଦଳି କରାଯାଇଛି। ଏ ନେଇ ପୋଲିସ ମୁଖ୍ୟାଳୟ ସୂତ୍ରରୁ ସୂଚନା ଦିଆଯାଇଛି। ପରୀ ହତ୍ୟା ଘଟଣାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri