ରାଜ୍ୟ

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ: ଚିକିତ୍ସାଳୟରେ ଭର୍ତ୍ତି

ଜୟପୁର,୭।୬(ଡି.ଏନ.ଏ): ପଦ୍ମଶ୍ରୀ କମଳା ପୂଜାରୀ ଗତ ଶନିବାର ମଧ୍ୟାହ୍ନରେ ଅସୁସ୍ଥ ଯୋଗୁ ଜୟପୁରସ୍ଥିତ ଜିଲା ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ରବିବାର ତାଙ୍କ ସ୍ବାସ୍ଥ୍ୟ ସ୍ଥିର ରହିଥିବା ସହିତ ଆସନ୍ତା ସୋମବାର ଡିସଚାର୍ଜ କରାଯିବ ବୋଲି ଚିକତ୍ସାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ପ୍ରକାଶ...

ଗ୍ୟାସରୁ ନିଆଁ ଲାଗି ଜଳିଗଲା ଆଇରନ ବୋଝେଇ ଟ୍ରକ

ବଇଣ୍ଡା,୭।୬(ଡି.ଏନ.ଏ.)-କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ଥାନା ଶୁଶବଠାରେ ରବିବାର ସକାଳେ ଏକ ଆଇରନ ବୋଝେଇ ଟ୍ରକରେ ନିଆଁ ଲାଗି ଜଳିଯାଇଛି। ଏଥିରେ ଟ୍ରକରେ ବସିଥିବା ଚାଳକ ଓ ହେଲପର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଘଟଣାରୁ ଜଣାପଡ଼ିଛି, ପାରାଦୀପରୁ ସମ୍ବଲପୁର...

ଜୁନ୍‌ ୩୦ ଯାଏ କୌଣସି ରାଜନୈତିକ କାର୍ଯ୍ୟକ୍ରମ କରିବ ନାହିଁ ବିଜେଡି

ଭୁବନେଶ୍ୱର,୭।୬(ବ୍ୟୁରୋ): ଭାଜପାର ଭର୍ଚୁଆଲ ରାଲି ନେଇ ବିଜେଡି ନେତା ସଞ୍ଜୟ ଦାସବର୍ମା ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, କିଏ କ’ଣ ରାଲି କଲା ସେଥିରେ ଆମର କୌଣସି ସମ୍ପର୍କ ନାହିଁ। ଜୁନ ୩୦ ଯାଏ ଆମେ କୌଣସି ରାଜନୈତିକ କାର୍ଯ୍ୟକ୍ରମ...

CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୭୮ କରୋନା ଆକ୍ରାନ୍ତ, ଦିନକରେ ସର୍ବାଧିକ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟରେ ପୁଣି ୧୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୧,୮୯୪ରେ ପହଞ୍ଚିଛି। ସୁସ୍ଥ ବ୍ୟକ୍ତିମାନଙ୍କ ମଧ୍ୟରେ ଖୋର୍ଦ୍ଧାର ୩୯, ଗଜପତିର ୨୩, ନୂଆପଡ଼ାର ୨୨, ଭଦ୍ରକର ୧୭, ନୟାଗଡ଼ର ୧୫,...

ରାଜ୍ୟ ସଙ୍ଗୀତ ‘ବନ୍ଦେ ଉତ୍କଳ ଜନନୀ’ ଗାନ ସମୟରେ ପାଳନ କରାଯିବ ଏସବୁ ନିୟମ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ତେବେ ଏହାକୁ ଗାଇବା ସମୟରେ କେଉଁସବୁ ନିୟମ ପାଳନ କରାଯିବ ସେ ସମ୍ପର୍କରେ ଆସନ୍ତୁ ଜାଣିବା…...

‘ବନ୍ଦେ ଉତ୍କଳ ଜନନୀ’କୁ ମିଳିଲା ରାଜ୍ୟ ସଙ୍ଗୀତ ମାନ୍ୟତା

ଭୁବନେଶ୍ୱର,୭ା୬(ବ୍ୟୁରୋ): କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ରଚିତ ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତ ମାନ୍ୟତା ମିଳିଛି। ରବିବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‌ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ...

ଆରମ୍ଭ ହେଲା କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର,୭ା୬(ବ୍ୟୁରୋ): ରବିବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ ହୋଇଛି। ନବୀନ ନିବାସରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଏହି ବୈଠକ ଆରମ୍ଭ ହୋଇଥିବା ବେଳେ ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରୁଛନ୍ତି।

ରାଜ୍ୟକୁ ଫେରିଛନ୍ତି ୩ ଲକ୍ଷ ଓଡ଼ିଆ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜ୍ୟକୁ ୨ଶହ ଶ୍ରମିକ ସ୍ପେଶାଲ ଟ୍ରେନ୍‌ରେ ୩ ଲକ୍ଷ ଓଡ଼ିଆ ଫେରିଛନ୍ତି। ସେମାନଙ୍କର ଥର୍ମାଲ ସ୍କ୍ରିନିଂ କରାଯାଇଛି। ସମସ୍ତଙ୍କ ପାଇଁ ଖାଦ୍ୟ ବ୍ୟବସ୍ଥା ସହ ସେମାନଙ୍କୁ ଜିଲାକୁ ପଠାଯାଇଛି। ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌ରେ ରହିବାର ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀଙ୍କ...

ସୁନ୍ଦରଗଡ଼ ଜିଲାପାଳ ଦେଲେ ତଥ୍ୟ: ୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ଆର୍‌ଜିଏଚ୍‌ର ୨ ଡାକ୍ତର, ୬ କଏଦୀ

ସୁନ୍ଦରଗଡ଼,୭।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଗତ ୨୪ ଘଣ୍ଟା ମଧ୍ୟରେ ୧୮ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣଙ୍କ ପକ୍ଷରୁ ଖବରଦାତା ସମ୍ମିଳନୀରେ ତଥ୍ୟ ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୫ଜଣ ପୁରୁଷ ଓ ୩...

ଚିନ୍ତା ବଢ଼ାଇଲାଣି ଭୁବନେଶ୍ୱର: ପଟିଆ ଅଞ୍ଚଳରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୭।୬(ବ୍ୟୁରୋ): ରାଜଧାନୀରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆ ଅଞ୍ଚଳର ଗୋଟିଏ ପରିବାରର ୨ଜଣ କରୋନା ସକ୍ରମିତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୪୦ ବର୍ଷୀୟ ପୁରୁଷ ଓ ୮ ବର୍ଷୀୟ ଝିଅ ଅଛନ୍ତି। ଉଭୟଙ୍କ ଦିଲ୍ଲୀ...

ଭିଜିଲାନ୍ସ ଜାଲରେ ଥୁଆମୂଳ-ରାମପୁର ଏଏସ୍‌ଆଇ: ୫୦ ହଜାର ଲାଞ୍ଚ ନେଉଥିବା ବେଳେ ଗିରଫ

କେସିଙ୍ଗା,୭।୬: କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଏଏସ୍‌ଆଇ ସୁମେଶ୍ୱର ବାଗ ଲାଞ୍ଚ ନେଉଥିବା ବେଳେ ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୁମେଶ୍ୱର ରାୟଗଡ଼ା ଜିଲା ଅଧୀନ କାଶୀପୁର ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ମାଲିଗାଁର ପବିତ୍ର ନାଏକଙ୍କଠାରୁ ୫୦ ହଜାର...

ବିପଜ୍ଜନକ କାର୍ଯ୍ୟରେ ନାହିଁ ଲଗାମ: ବିଦ୍ୟୁତ୍‌ କରେଣ୍ଟ ଦେଇ ମାଛଧରା, କମ୍‌ ଖର୍ଚ୍ଚରେ ମିଳୁଛି ବେଶି ଲାଭ

ନୟାଗଡ଼ ଅଫିସ/ଓଡଗାଁ,୭।୬(ସ୍ବ.ପ୍ର.): ମାଛ ମାରିବାକୁ ନୂଆ କୌଶଳ ଆପଣେଇଛନ୍ତି କେତେଜଣ ଯୁବକ। ଜାଲ ବଦଳରେ ବିଦ୍ୟୁତ୍‌ କରେଣ୍ଟ ଦେଇ ବିନା ପରିଶ୍ରମ ଓ କମ୍‌ ଖର୍ଚ୍ଚରେ ମାଛ ମାରୁଛନ୍ତି। ଏଭଳି ଦୃଶ୍ୟ ନୟାଗଡ ଜିଲା ଓଡଗାଁ ବ୍ଲକ ଶରଧାପୁର ପଞ୍ଚାୟତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri