ରାଜ୍ୟ

କରୋନାକୁ ହରାଇଲେ ୮୭ ବର୍ଷୀୟ କୃପାସିନ୍ଧୁ

ଭୁବନେଶ୍ୱର, ୧୩।୯ (ବ୍ୟୁରୋ): କରୋନା ମହାମାରୀକୁ ହରାଇଛନ୍ତି ୮୭ ବର୍ଷୀୟ କୃପାସିନ୍ଧୁ ସାହୁ। ସେ ଭୁବନେଶ୍ୱରସ୍ଥିତ ସମ୍‌ କୋଭିଡ ହସ୍ପିଟାଲ୍‌ ଓ ସମ୍‌ ଅଲ୍ଟିମେଟ୍‌ ମେଡିକେୟାରରେ ଚିକିତ୍ସିତ ହେବା ପରେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବରିଷ୍ଠ ନାଗରିକ ସଂଘର…

ଆଉ ଶୁଭିବନି ଖୁମ୍ପିଦେଲୁ…ଧେ…ତ୍‌

‘ନାଁ ଟା ତା’ହେଲେ ମିନା… ଭଲ ନାଚିଲ…, ଖୁମ୍ପି ଦେଲୁ…ଭଲ କଲୁ…ଧେ…ତ୍‌।’ ୯୦ ଦଶକରେ ଯାତ୍ରା ଜଗତରେ ଛାଇ ହୋଇଯାଇଥିବା ଭିଲେନ ଭିକୁ ସେଠ୍‌ଙ୍କ ଏହି ଦମ୍‌ଦାର ସଂଳାପକୁ କିଏ ବା ଭୁଲିପାରିବ। ‘ଶାଗୁଣା ବସିଛି ଡେଣା ମେଲାଇ’ ଯାତ୍ରାର ଏହି…

ଆଜି ଆଉ ୧୦ ଜୀବନ ନେଲା କରୋନା, ୬୨୬ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୦ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୬୨୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧରୁ ୩ କରୋନା ଆକ୍ରାନ୍ତଙ୍କ…

ମୁଖ୍ୟମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି: ରାଜ୍ୟରେ ଲାଗୁ ହେଉ ଆୟୁଷ୍ମାନ୍‌ ଭାରତ

ଭୁବନେଶ୍ୱର,୧୩।୯(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟରେ ଜାତୀୟ ଡିଜିଟାଲ ସ୍ବାସ୍ଥ୍ୟ ମିଶନ(ଏନ୍‌ଡିଏଚ୍‌ଏମ୍‌) ଏବଂ ଆୟୁଷ୍ମାନ ଭାରତ ଯୋଜନା ଲାଗୁ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଧର୍ମେନ୍ଦ୍ର ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଏହି ଯୋଜନାଗୁଡିକ ରାଜ୍ୟବାସୀଙ୍କ ଜୀବନରେ…

CORONAVIRUS UPDATE: ରାଜ୍ୟରୁ ଆଜି ୩,୯୧୩ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ବୃଦ୍ଧି

ଭୁବନେଶ୍ୱର,୧୩ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୧୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦, ୮୦୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨,୩୪୮…

ଘାରିଲାଣି ଅର୍ଥଚିନ୍ତା: ନଭେମ୍ବରରେ ଅତିରିକ୍ତ ବଜେଟ

ଭୁବନେଶ୍ୱର,୧୩ା୯(ବ୍ୟୁରୋ): କୋଭିଡ୍‌-୧୯ କେବଳ ସ୍ବାସ୍ଥ୍ୟ ନୁହେଁ ଅର୍ଥନୀତିକୁ ମଧ୍ୟ ଉଜାଡି ଦେଇଛି। ରାଜ୍ୟର ଆର୍ଥିକ ଅବସ୍ଥା ଗୁରୁତର ସଙ୍କଟ ଦେଇ ଗତିକରୁଛି। ରାଜସ୍ବ ଆଦାୟ କମିବା ଯୋଗୁ ପରିସ୍ଥିତି ଆହୁରି ବିଗିଡିବାରେ ଲାଗିଛି। ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ରୀୟ ଅନୁଦାନ କମିବା…

ଜଳଭଣ୍ଡାରରେ ଲୀନ ହେବ ଅଷ୍ଟାଦଶ ଶତାବ୍ଦୀର ମନ୍ଦିର

କେନ୍ଦୁଝର, ୧୩ା୯ (ସ୍ବ.ପ୍ର.)-କୁହାଯାଉଛି ଏହା ଅଷ୍ଟାଦଶ ଶତାବ୍ଦୀର ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କ ମନ୍ଦିର। ବିଚ୍ଛନ୍ନାଞ୍ଚଳ ଷଢେଇକଳା ଗଡଜାତ ଅଞ୍ଚଳର ସୁରମ୍ୟ ବଣପାହାଡ ପରିବେଷ୍ଟିତ ଅଞ୍ଚଳରେ ନିର୍ମିତ ହୋଇଛି ଏହି ଉତ୍କଳୀୟ କଳାଭାସ୍କର୍ଯ୍ୟର ସପ୍ତଚୂଡା ଅଦ୍ୱିତୀୟ ଶ୍ରୀ ରଘୁନାଥ ରାମମନ୍ଦିର। ଏହି ମନ୍ଦିର…

ଆସନ୍ତାକାଲି ଏନ୍‌ଇଇଟି: ପରୀକ୍ଷା ଦେବେ ୩୭,୪୫୯ ଛାତ୍ରୀଛାତ୍ର

ଭୁବନେଶ୍ୱର,୧୨।୯(ବ୍ୟୁରୋ) – ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ସର୍ବ ଭାରତୀୟ ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି(ୟୁଜି) ଆସନ୍ତାକାଲି ରାଜ୍ୟର ୭ଟି ସହରରେ ଅନୁଷ୍ଠିତ ହେବ। ଭୁବନେଶ୍ୱର, କଟକ, ବାଲେଶ୍ୱର, ବ୍ରହ୍ମପୁର, ରାଉରକେଲା, ସମ୍ବଲପୁର, ଅନୁଗୋଳର ୮୩ଟି ସେଣ୍ଟରରେ ମୋଟ…

ଏଣିକି ବଜାରରେ ମିଳିବ କରୋନା ଔଷଧ

ଭୁବନେଶ୍ୱର, ୧୨।୯(ବ୍ୟୁରୋ)- ଏଣିକି ବଜାରରେ କରୋନା ଔଷଧ ମିଳିବ। କରୋନା ଆକ୍ରାନ୍ତଙ୍କ ଚିକିତ୍ସା ପାଇଁ ବ୍ୟବହାର ହେଉଥିବା ଫାଭିପିରାଭିର୍‌ ଟାବ୍‌ଲେଟ୍‌ ଓ ରେମ୍‌ଡେସିଭିର ଇଞ୍ଜେକ୍ସନ ବିକ୍ରି ପାଇଁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ପକ୍ଷରୁ ଅନୁମତି ଦିଆଯାଇଛି। ଏହି ପରିପ୍ରେକ୍ଷୀରେ…

ପାଟଣାଗଡ ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୨।୯(ବ୍ୟୁରୋ)-ପାଟଣାଗଡ ବିଧାୟକ ସରୋଜ କୁମାର ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ରିପୋର୍ଟ ପଜିଟିିଭ ଆସିଛି। ଶନିବାର ସେ ଟୁଇଟ୍‌ କରି ଏହି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ହୋମ କ୍ୱାରାଣ୍ଟାଇନରେ ଅଛନ୍ତି। ତାଙ୍କ ସଂସ୍ସର୍ଶରେ ଆସିଥିବା ଲୋକମାନଙ୍କୁ…

କଂଗ୍ରେସ ପ୍ରଭାରୀ ଚେଲ୍ଲା କୁମାରଙ୍କୁ କରୋନା

ଭୁବନେଶ୍ୱର ୧୨।୯(ବ୍ୟୁରୋ)-ଓଡିଶା ନୂତନ ପ୍ରଭାରୀ ଚେଲ୍ଲା କୁମାର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ତାଙ୍କର କୋଭିଡ-୧୯ ପରୀକ୍ଷାରେ ପେଜିଟିଭ ଆସିଛି। ଯେଉଁମାନେ କିଛିଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୨୧୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୨।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୨୧୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ  ସର୍ବାଧିକ ୬୪୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୮୧, କଟକରୁ  ୨୭୫, ବରଗଡରୁ ୨୧୮, ରାୟଗଡାରୁ ୨୦୬, ଗଞ୍ଜାମରୁ ୧୨୬, କେନ୍ଦୁଝରରୁ ୧୧୬, ଯାଜପୁରରୁ ୧୧୨,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri