ଆସିପାରେ ଆଉ ଏକ ବାତ୍ୟା: ୮ରେ ଲଘୁଚାପ
ଭୁବନେଶ୍ୱର,୭।୬(ବ୍ୟୁରୋ): ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିବା ପରିସ୍ଥିତି ଉପୁଜିଲାଣି। କେନ୍ଦ୍ରୀୟ ବଙ୍ଗୋପସାଗର ମ୍ୟାନ୍ମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ।...
ଏସ୍ସିବି ଆଇସୋଲେଶନ୍ ୱାର୍ଡରୁ ୨ କରୋନା ରୋଗୀ ଚିହ୍ନଟ
କଟକ ଅଫିସ,୬ା୬-ଏସ୍ସିବି ଆଇସୋଲେଶନ୍ ୱାର୍ଡରୁ ଶନିବାର ୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ଦୁଇ ଜଣ ନିଜଠାରେ କରୋନାର ଲକ୍ଷଣ ସନ୍ଦେହ କରି ତିନି ଦିନ ତଳେ ଏସ୍ସିବିର କରୋନା ଓପିଡିକୁ ଚିକିତ୍ସା ପାଇଁ ଆସିଥିଲେ। ପରେ...
ଜୀବନସାଥୀ ଖୋଜି ଯୁବତୀ ହରାଇଲେ ୩ ଲକ୍ଷ
ଭୁବନେଶ୍ୱର,୬ା୬(ବ୍ୟୁରୋ)- କ୍ୟାପିଟାଲ ଥାନା ଅନ୍ତର୍ଗତ ଗଙ୍ଗନଗରର ଜଣେ ଯୁବତୀ ମାଟ୍ରିମୋନିଆଲ ସାଇଟ୍ରେ ଜୀବନସାଥୀ ଖୋଜି ୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଠକେଇର ଶିକାର ହୋଇଛନ୍ତି। ଏ ନେଇ ଯୁବତୀ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗକ୍ରମେ ଦଫା ୪୧୯,୪୨୦,୪୬୮,୪୭୧,୩୪...
ବିଦେଶ ଫେରନ୍ତା ଫୋନ୍ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ: କଡ଼ା ଚେତାବନୀ ଦେଲେ ସରକାର
ଭୁବନେଶ୍ୱର, ୬।୬(ବ୍ୟୁରୋ)- ବିଦେଶ ଫେରନ୍ତାକୁ ରାଜ୍ୟ ସରକାର କଡ଼ା ଚେତାବନୀ ଦେଇଛନ୍ତି। ୧୦୪ କିମ୍ବା ରାଜ୍ୟ କଲ୍ ସେଣ୍ଟରରୁ ଯାଉଥିବା ଫୋନ୍ ନ ଉଠାଇଲେ କାର୍ଯ୍ୟାନୁଷ୍ଠାନ ହେବ। ୧୦୪ ନମ୍ବରେ ପଞ୍ଜୀକରଣ କରିଥିବା ଫୋନ୍ ନମ୍ବର ସୁଇଚ୍ ଅଫ୍ ଥିଲେ...
କୂଅ ସଫା କାଳ ହେଲା: ଶ୍ୱାସରୁଦ୍ଧ ହୋଇ ୨ଭାଇ ମୃତ
ଜଗନ୍ନାଥପ୍ରସାଦ,୬ା୬(ଡି.ଏନ୍.ଏ.)- ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଜଗନ୍ନାଥପାଟଣା ଗ୍ରାମରେ ଶନିବାର କୂଅ ସଫା କରିବାବେଳେ ଶ୍ୱାସରୁଦ୍ଧ ହୋଇ ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ କୈଳାସ ପ୍ରଧାନ (୪୮) ଓ ପ୍ରଦୀପ କୁମାର ପ୍ରଧାନ (୩୬)। ପୁତୁରା ବାବୁ...
୨ଦିନ ଜଙ୍ଗଲରେ ରହିଲେ ପ୍ରବାସୀ: ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ପଳାଇଥିଲେ
ଭଞ୍ଜନଗର,୬।୬(ଡି.ଏନ.ଏ)- ସଙ୍ଗରୋଧ କେନ୍ଦ୍ର ଯିବା ରାସ୍ତାରୁ ଖସି ଗଁାକୁ ଚାଲିଗଲେ। ଗ୍ରାମବାସୀ ବିରୋଧ କରିବାରୁ ୨ଦିନ ଗଁା ପାଖ ଜଙ୍ଗଲରେ ରହିଲେ। ଶନିବାର ସକାଳେ ଘଟଣାଟି ଲୋକଲୋଚନକୁ ଆସିବା ପରେ ପୋଲିସ ଓ ସ୍ଥାନୀୟ ପ୍ରଶାସନ ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର...
୧୦ରେ ଓଡିଶା ଛୁଇଁବ ମୌସୁମୀ: ଉପକୂଳ, ଦକ୍ଷିଣ ଓଡିଶାରେ ଅତି ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୬ା୬(ବ୍ୟୁରୋ)-ବାତ୍ୟା ‘ଅମ୍ଫନ’ର କ୍ଷତ ଭରି ନ ଥିବା ବେଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ମୁଣ୍ଡ ଟେକିଲାଣି। କେନ୍ଦ୍ରୀୟ ବଙ୍ଗୋପସଗାର ମିଆଁମାର ଉପକୂଳରେ ଆସନ୍ତା ୮ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଲଘୁଚାପ କ୍ଷେତ୍ର ଓ...
ସୋମବାରଠୁ ଗଡ଼ିବ ଓଏସ୍ଆର୍ଟିସି ବସ୍
ଭୁବନେଶ୍ୱର, ୬ା୬(ବ୍ୟୁରୋ)- ସୋମବାରଠୁ ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍ଆର୍ଟିସି) ପକ୍ଷରୁ ବସ୍ ସେବା ଆରମ୍ଭ ହେବ। ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୬୬ ରୁଟ୍ରେ ନିଜର ବସ୍ ସେବା ଆରମ୍ଭ କରାଯିବ। ମୋଟ୍ ୯୬ ବସ୍କୁ ନେଇ ଓଏସ୍ଆରଟିସି...
କେନ୍ଦ୍ର ନିର୍ଦ୍ଦେଶରେ ବଦଳିଥିଲା ମାସ୍କ ଦାମ୍: ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୬ା୬(ବ୍ୟୁରୋ)-ପର୍ସନାଲ ପ୍ରୋଟେକ୍ଟିଭ୍ ଇକ୍ୟୁପ୍ମେଣ୍ଟ(ପିପିଇ) କିଟ୍ ବିବାଦ ନେଇ ଶନିବାର ମୁହଁ ଖୋଲିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ନବ ଦାସ। ପ୍ରଥମେ ରାଜ୍ୟକୁ ମନଇଚ୍ଛା ପିପିଇ କିଟ୍ ଓ ଭେଣ୍ଟିଲେଟର ମଗାଇ ଦେଇ ତାହାକୁ ରଖିବାକୁ ମନାକରିବା ଏବଂ କିଣାବିକାରେ ହୋଇଥିବା...
ଭୁବନେଶ୍ୱରରୁ ୫ ଚିହ୍ନଟ, ଜଣେ ସ୍ଥାନୀୟ ସଂକ୍ରମିତ
ଭୁବନେଶ୍ୱର,୬।୬(ବ୍ୟୁରୋ)- ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ରେକର୍ଡ ସଂଖ୍ୟକ ପଜିଟିଭ ମାମଲା ସାମ୍ନାକୁ ଆସିଛି। ଗୋଟିଏ ଦିନରେ ୧୭୩ ମାମଲା ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରୁ ୫ ନୂଆ ମାମଲା ଚିହ୍ନଟ ହୋଇଥିବା ବିଏମସି ପକ୍ଷରୁ ଟୁଇଟ ଯୋଗେ...
‘ରେଭେନ୍ଶାରେ ବାତିଲ ହେବନି ପରୀକ୍ଷା’ ଖବର ସମ୍ପର୍କିତ ସ୍ପଷ୍ଟୀକରଣ
ଭୁବନେଶ୍ୱର, ୬।୬-‘ରେଭେନ୍ଶାରେ ବାତିଲ୍ ହେବନି ପରୀକ୍ଷା’ ସମ୍ପର୍କିତ ଏକ ଖବର ଧରିତ୍ରୀରେ ୬ ଜୁନ୍ ଶନିବାର ଇ-ପେପରର ପୃଷ୍ଠା ୧୨ରେ ପ୍ରକାଶ ପାଇଥିଲା। ଏଥିରେ ପରୀକ୍ଷା ବାତିଲ ସମ୍ପର୍କରେ ଯେଉଁ ତଥ୍ୟ ପ୍ରଦାନ କରାଯାଇଛି, ସେଥିରେ ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକ...
ଲକ୍ଡାଉନ୍ କୋହଳ ଅର୍ଥ ନୁହେଁ ‘ଅଲ୍ କ୍ଲିୟର’: ବାଗ୍ଚୀ
ଭୁବନେଶ୍ୱର,୬।୬(ବ୍ୟୁରୋ): ଜୁନ୍-ଜୁଲାଇର ସମ୍ଭାବ୍ୟ ପରିସ୍ଥିତି ମୂଳରେ ଗୋଟିଏ ଆତ୍ମସଚେତନତାର କଥା। ସେଇଟି ହେଲା ଲକ୍ଡାଉନ୍ରେ କୋହଳ ଅର୍ଥ ନୁହେଁ କରୋନାର ଶେଷ। ଏହା ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହାର ଅର୍ଥ ମଧ୍ୟ ନୁହେଁ ‘ଅଲ୍ କ୍ଲିୟର’। ଯୁଦ୍ଧ ସମୟରେ ଶତ୍ରୁର ଆଶଙ୍କା...
Archives


