ରାଜ୍ୟ

ଶନିବାର, ରବିବାର ଶଟ୍‌ଡାଉନ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୋମବାର ବଡ ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସହରାଞ୍ଚଳରେ ସପ୍ତାହାନ୍ତ ଶଟ୍‌ଡାଉନ ଘୋଷଣା ହୋଇଛି। ଏହା ସବୁ ଶନିବାର…

ରାଜଧାନୀରୁ ୪୬୮ କରୋନା ଆକ୍ରାନ୍ତ ଚିହ୍ନଟ: ଲୋକାଲ କେସ୍‌ ବଢ଼ାଉଛି ଚିନ୍ତା

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ଚିନ୍ତା ବଢ଼ାଉଥିବା ବେଳେ ଭୁବନେଶ୍ୱରରେ ଏହା ବେକାବୁ ହେବାରେ ଲାଗିଲାଣି। ସୋମବାର ରାଜଧାନୀ ଭୁବନେଶ୍ୱରରୁ ୪୬୮ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୮୨ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩୮୬ ଲୋକାଲ କେସ ରହିଛନ୍ତି। ସହିପରି…

ପୁଣି କରୋନା ଆକ୍ରାନ୍ତ ହେଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ

ଭୁବନେଶ୍ୱର,୧୯।୪(ବୁ୍ୟୁରୋ): ବିରୋଧୀ ଦଳ ନେତା ତଥା ଭାଜପାର ବରିଷ୍ଠ ନେତା ପ୍ରଦୀପ୍ତ ନାୟକ ପୁଣି କରୋନା ଆକ୍ରାନ୍ତ ହୋଇଛନ୍ତି। ସେ ପୂର୍ବରୁ ମଧ୍ୟ କରୋନା ପଜିଟିଭ୍‌ ହୋଇଥିଲେ। ତାଙ୍କର କୋଭିଡ ଟେଷ୍ଟ ପଜିଟିଭ୍‌ ଆସିଥିବା ସେ ନିଜେ ଟୁଇଟ୍‌ କରି ସୋମବାର…

ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସରଙ୍କ ପରଲୋକ

ସୁନ୍ଦରଗଡ,୧୯।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାର ପ୍ରଥମ ଆଇଏଏସ୍‌ ଅଫିସର ଲିଭନିସ୍‌ କିଣ୍ଡୋଙ୍କର ରବିବାର ରାତିରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ହୋଇଥିଲା। ସେ ସୁନ୍ଦରଗଡ ଜିଲାର ପ୍ରଥମ ଆଦିବାସୀ ଆଇଏଏସ୍‌ ଅଫିସର ଭାବେ ପରିଚିତ ଥିଲେ। ଗତ ରାତିରେ…

ଜଙ୍ଗଲ, ଦ୍ୱୀପପୁଞ୍ଜ ମନ୍ତ୍ରଣାକକ୍ଷ

କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା,୧୯।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ୪୮କି.ମି. ସମୁଦ୍ରତଟ। ସମୁଦ୍ରତଟରେ ୬୮୨ବର୍ଗକି.ମି. ଜାତୀୟ ଉଦ୍ୟାନ ଭିତରକନିକା। ତଟ ସୁରକ୍ଷା ବାହିନୀ ତଟାଞ୍ଚଳର ସୁରକ୍ଷା ଦାୟିତ୍ୱରେ ଥିବା ବେଳେ ଜିଲାରେ ଜମ୍ବୁ, ତାଳଚୁଆ, ତନ୍ତିଆପାଳ ସାମୁଦ୍ରିକ ଥାନା, ରାଜନଗର ଓ ମହାକାଳପଡା ଥାନା ରହିଛି।…

ଆଜି ରାଜ୍ୟରେ ୪୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼

ଭୁବନେଶ୍ୱର,୧୯।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର ରାଜ୍ୟରୁ ୪,୪୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୭୨,୭୦୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଶ୍ରୀମନ୍ଦିରରେ ସୁରକ୍ଷାକର୍ମୀଙ୍କ ରକ୍ତଛିଟା

ପୁରୀ ଅଫିସ, ୧୯।୪:ଶ୍ରୀମନ୍ଦିରରେ ବହୁ ବ୍ୟବଧାନରେ ପୁଣି ଅଘଟଣ ଦେଖିବାକୁ ମିଳିଛି। ରବିବାର ଶ୍ରୀମନ୍ଦିର ଭିତରକାଠ ନିକଟରେ ପଡ଼ିଛି ରକ୍ତ ଛିଟା। ଯାହାଫଳରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଥିଲା। ମିଳିଥିବା ସୂଚନା ଅନୁଯାୟୀ, ମନ୍ଦିର ପରିସରରେ କାର୍ଯ୍ୟରତ ୨ ଶ୍ରୀଜଗନ୍ନାଥ…

ହାଇଦର ଫେରାର ହୋଇଥିବା କାର୍‌ କଟକ ଅଣାଗଲା

କଟକ ଅଫିସ, ୧୯ା୪:କଟକ ଏସ୍‌ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍‌ ହାଇଦର ଫେରାର ବେଳେ ବ୍ୟବହାର ହୋଇଥିବା କାର୍‌(ନଂ. ଓଡି୦୨ଏଏସ୍‌-୬୭୭୦)କୁ କମିଶନରେଟ୍‌ ପୋଲିସ ତେଲଙ୍ଗାନାରୁ ଓଡ଼ିଶା ଆଣିଛି। ରବିବାର ମଙ୍ଗଳାବାଗ ଥାନାରେ କାରଟିକୁ ରଖାଯାଇ ଅଧିକ ଖୋଳତାଡ ଜାରି ରହିଛି। ହାଇଦର ଏହି…

ପିପିଲି ଉପନିର୍ବାଚନ ସମୀକରଣ ବଦଳିବା ଚର୍ଚ୍ଚା

ଭୁବନେଶ୍ୱର, ୧୯ା୪(ବ୍ୟୁରୋ):କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ପରେ ପିପିଲି ଉପନିର୍ବାଚନ ସ୍ଥଗିତ ରହିଥିଲା। ନିର୍ବାଚନ କମିଶନ ଆସନ୍ତା ମେ ୧୩ରେ ପିପିଲିରେ ଭୋଟ ହେବା ନେଇ ସାନି ତାରିଖ ଘୋଷଣା କରିଛନ୍ତି। ଉପନିର୍ବାଚନ ଲାଗି କଂଗ୍ରେସ ପକ୍ଷରୁ କାହାକୁ ପ୍ରାର୍ଥୀ…

କରୋନା ପାଇଁ ସିଏମ୍‌ସିର ଟୋଲ୍‌ ଫ୍ରି ନମ୍ବର ଜାରି

କଟକ ଅଫିସ, ୧୯ା୪:ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଏହାର ପ୍ରଭାବ କଟକ ଜିଲାରେ ଦେଖିବାକୁ ମିଳିଛି। ରବିବାର କଟକ ଜିଲାରୁ ମୋଟ୍‌ ୧୯୮ ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ସେହିପରି କଟକ…

କଡ଼ା ହେଉନି ରାତ୍ରି କର୍ଫ୍ୟୁ

ଭୁବନେଶ୍ୱର,୧୯ା୪(ବ୍ୟୁରୋ):ସଂକ୍ରମଣ ରୋକିବାକୁ କଟକ ଓ ଭୁବନେଶ୍ୱର ରାତ୍ର କର୍ଫ୍ୟୁ ସହ ୧୪୪ ଧାରା ଲାଗୁ କରାଯାଇଛି। ରାତି ୯ରୁ ସକାଳ ୫ଟା ପର୍ଯ୍ୟନ୍ତ ଦ୍ୱୈତନଗରୀର ପୂରା କମିଶନରେଟ ପୋଲିସ ହାତରେ ରହୁଛି। ଶନିବାର ପ୍ରଥମ ରାତିରେ କର୍ଫ୍ୟୁ କଟକଣା ଅପେକ୍ଷା ପୋଲିସ…

ମସ୍କୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବ ‘ଆଡିୟୁ ଗୋଡାର୍ଡ’

ଭୁବନେଶ୍ୱର, ୧୯।୪ (ବ୍ୟୁରୋ): ଅମର୍ତ୍ତ୍ୟ ଭଟ୍ଟାଚାର୍ଯ୍ୟଙ୍କ ନିର୍ଦ୍ଦେଶିତ ତଥା ସ୍ବସ୍ତିକ ଆର୍ଟ ହାଉସ୍‌ ବ୍ୟାନରରେ ନିର୍ମିତ ହୋଇଥିବା ଫିଚର ଫିଲ୍ମ ‘ଆଡିୟୁ ଗୋଡାର୍ଡ’ର ଓ୍ବାଲର୍‌ଡ ପ୍ରିମିୟର ୪୩ତମ ମସ୍କୋ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ପ୍ରଦର୍ଶିତ ହେବାକୁ ମନୋନୀତ ହୋଇଛି। ଭାରତ-ଫ୍ରାନ୍ସ ପ୍ରଯୋଜନାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?