ରାଜ୍ୟ

ଦିନକୁ ଦିନ ସ୍ଥିତି ଗମ୍ଭୀର: ଭୁବନେଶ୍ୱରରେ ଲାଗୁ ହେବ ଗଞ୍ଜାମ ଫର୍ମୁଲା

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଗଞ୍ଜାମ ପରେ ଏବେ ଖୋର୍ଦ୍ଧାରେ କରୋନା ସ୍ଥିତି ଗମ୍ଭୀର। ଫଳରେ ରାଜଧାନୀରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଏମ୍‌ସି ପକ୍ଷରୁ ଗଞ୍ଜାମ ଫର୍ମୁଲା ଲାଗୁ କରିବା ନେଇ ନିଷ୍ପତ୍ତି ନିଆଯାଇଛି। ଏହି ସମୟରେ…

ଏବର୍ଷ କେବଳ ପରମ୍ପରା ବଜାୟ ରଖିବା ପାଇଁ ହେବ ପୂଜା: ରାଜ୍ୟ ସରକାରଙ୍କ ପକ୍ଷରୁ ଗାଇଡଲାଇନ୍‌ ଜାରି

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ସେପ୍ଟେମ୍ବର, ଅକ୍ଟୋବର, ନଭେମ୍ବରର ପର୍ବପର୍ବାଣୀ ପାଇଁ ଗୁରୁବାର ଗାଇଡଲାଇନ୍‌ ଜାରି କରାଯାଇଛି। ଆଗକୁ ଆସୁଥିବା ଦୁର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀପୂଜା ପାଳନ ନେଇ ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ମଣ୍ଡପରେ ପୂଜା ପାଇଁ ଜିଲାପାଳ, କମିଶନରଙ୍କଠାରୁ…

ଆଗକୁ ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ: ନବୀନଙ୍କ ସହଯୋଗ ଲୋଡ଼ିଲେ ନୀତିଶ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ଆଗକୁ ରାଜ୍ୟ ସଭା ଉପାଧ୍ୟକ୍ଷ ନିର୍ବାଚନ। ଉପାଧ୍ୟକ୍ଷ ପଦ ପାଇଁ ଜେଡିୟୁ ପକ୍ଷରୁ ହରିବଂଶ ନାରାୟଣ ସିଂହଙ୍କୁ ପ୍ରାର୍ଥୀ କରାଯାଇଛି। ତେବେ ତାଙ୍କୁ ସମର୍ଥନ କରିବାକୁ ନେଇ ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର…

ଆଜି ଆଉ ୧୧ ଜୀବନ ନେଲା କରୋନା, ୫୯୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୧୦ା୯(ବ୍ୟୁରୋ): ଗୁରୁବାର ରାଜ୍ୟରୁ ଆଉ ୧୧ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା, କଟକ ଓ…

CORONAVIRUS UPDATE: ଆଜି ରାଜ୍ୟରେ ପୁଣି ୩୯୯୧ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୦।୯(ବ୍ୟୁରୋ): ରାଜ୍ୟରେ ପୁଣି ୩୯୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୧୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୬୭୬ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

କଟକଣା ସହ ଆରମ୍ଭ ହେବ ଡିଏଲ୍‌, ଏଲ୍‌ଏଲ୍‌ ଟେଷ୍ଟିଂ

ଭୁବନେଶ୍ୱର,୧୦ା୯(ବ୍ୟୁରୋ): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ଡିଏଲ ଓ ଏଲଏଲ ପାଇଁ ବନ୍ଦ ହୋଇଯାଇଥିବା ଡ୍ରାଇଭିଂ ଟେଷ୍ଟ ପୁଣିଥରେ ଆରମ୍ଭ ହେବ। ଆସନ୍ତା ଦୁଇରୁ ୩ ଦିନ ମଧ୍ୟରେ ଡିଏଲ ଓ ଲର୍ଣ୍ଣିଂ ଲାଇସେନ୍ସ ପାଇଁ ଟେଷ୍ଟ ଆରମ୍ଭ ହେବ…

ସିନେମାଟୋଗ୍ରାଫର ଗାଗାରିନ୍‌ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଓଡ଼ିଶା ଜନ୍ମିତ ବିଶିଷ୍ଟ ସିନେମାଟୋଗ୍ରାଫର ଗାଗାରିନ ମିଶ୍ରଙ୍କ ବୁଧବାର ପରଲୋକ ଘଟିଛି। ମୁମ୍ବାଇର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କୁ ୬୭ ବର୍ଷ ହୋଇଥିଲା। ହୃଦ୍‌ଘାତରେ ତାଙ୍କର ମୃତ୍ୟୁ ଘଟିଥିବା ପରିବାର ପକ୍ଷରୁ କୁହାଯାଇଛି। ସେ…

ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦ା୯(ବ୍ୟୁରୋ):ଆସନ୍ତା ୧୩ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେପ୍ଟେମ୍ବର ୧୨…

କରୋନା ସମୟରେ ନନ୍ଦନକାନନରେ ନୂଆ ଅତିଥି

ବାରଙ୍ଗ,୯ା୯(ଡି.ଏନ୍‌.ଏ.): କରୋନା ସମୟରେ ପ୍ରାଣୀ ଉଦ୍ୟାନ ନନ୍ଦନକାନନର ୪୨ନଂ ଏନକ୍ଲୋଜରରେ ରହୁଥିବା ଗୟଳ ବୁଧବାର ସକାଳେ ଗୋଟିଏ ଶାବକ ଜନ୍ମ ଦେଇଛି। ମାଆ ଓ ଛୁଆ ଉଭୟ ସୁସ୍ଥ ଥିବା ନନ୍ଦନକାନନ ଉପନିର୍ଦ୍ଦେଶକ ବିମଳ ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି। ଏହି ଶାବକ…

ଭୋଟ ଦେଇପାରିବେ କୋଭିଡ୍‌ ସଂକ୍ରମିତ

ଭୁବନେଶ୍ୱର,୯ା୯(ବ୍ୟୁରୋ)-ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହେବ। ଏହି ଉପନିର୍ବାଚନରେ କୋଭିଡ୍‌ ଆକ୍ରାନ୍ତ ଭୋଟ ଦେଇ ପାରିବେ। ଆଇସୋଲେଶନ୍‌ ସେଣ୍ଟରରେ କୋଭିଡ୍‌ ସଂକ୍ରମିତ ନିଜର ମତଦାନ…

ଆଇଏଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୯ା୯(ବ୍ୟୁରୋ)-ରାଜ୍ୟ ସରକାର ଆଇଏଏସ୍‌ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ବୁଧବାର ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସଙ୍କୁ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି…

ଆରପାରିରେ ସାରଦା ପ୍ରସନ୍ନ ନାୟକ

ଭୁବନେଶ୍ୱର,୯।୯(ବ୍ୟୁରୋ)-ଓଡ଼ିଆ ଚଳଚ୍ଚିତ୍ର ଜଗତର ବହୁମୁଖୀ ପ୍ରତିଭା ତଥା ଅଲ୍‌ରାଉଣ୍ଡର ଭାବେ ପରିଚିତ ସାରଦା ପ୍ରସନ୍ନ ନାୟକଙ୍କ ବୁଧବାର ସନ୍ଧ୍ୟାର ପରଲୋକ ଘଟିଛି। ତାଙ୍କୁ ୯୩ ବର୍ଷ ହୋଇଥିଲା। ସୋମବାର ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri