ଥାନା ହାଜତରେ ମୃତ୍ୟୁ ଘଟଣା: କେ.ରମେଶଙ୍କ ବ୍ୟବଚ୍ଛେଦ ରିପୋର୍ଟରେ ୧୬ କ୍ଷତଚିହ୍ନ
ପୁରୀ ଅଫିସ,୬ା୧୨: ପୁରୀ ବାସେଳିସାହି ଥାନା ହାଜତରେ ନଭେମ୍ବର ୧୯ରେ କେ. ରମେଶ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ହେପାଜତରେ ଏହି ଘଟଣା ଘଟିଥିବାରୁ ରାଜ୍ୟରେ ଚର୍ଚ୍ଚାର ଶିରୋନାମା ପାଲଟିଥିଲା। ଘଟଣାର ପ୍ରାୟ ୧୫ଦିନରେ ମୃତକ ରମେଶଙ୍କ ବ୍ୟବଚ୍ଛେଦ…
ସ୍ବଚ୍ଛ ସର୍ବେକ୍ଷଣ ନାଁରେ ଅର୍ଥଶ୍ରାଦ୍ଧ
ଖୋର୍ଦ୍ଧା ଅଫିସ,୬ା୧୨: ସ୍ବଚ୍ଛ ସର୍ବେକ୍ଷଣ ତାଲିକାରେ ଖୋର୍ଦ୍ଧା ସହରକୁ ଶୀର୍ଷତା ସ୍ଥାନରେ ରଖିବା ଲାଗି ପୌର ପରିଷଦ ପକ୍ଷରୁ ‘ସ୍ବଚ୍ଛ ଭାରତ ସୁସ୍ଥ ଭାରତ’ ଅଭିଯାନ ଆରମ୍ଭ ହୋଇଛି। ଖୋର୍ଦ୍ଧା ସହରରେ ୨୨ଟି ଓ୍ବାର୍ଡ ରହିଥିବା ବେଳେ ତନ୍ମଧ୍ୟରୁ ୨୦ଟି ଓ୍ବାର୍ଡ…
ଏସ୍ସିବିକୁ ଗୌରବାନ୍ବିତ କରିଛନ୍ତି ପୁରାତନ ଛାତ୍ର
ଭୁବନେଶ୍ୱର,(ବ୍ୟୁରୋ)/କଟକ ଅଫିସ, ୬ା୧୨: ରାଜ୍ୟର ସର୍ବ ପୁରାତନ ଚିକିତ୍ସା ପ୍ରତିଷ୍ଠାନ ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡିକାଲ କଲେଜର ବିଶ୍ୱସ୍ତରୀୟ ଓ୍ବେବ୍ସାଇଟ, ପୁରାତନ ଛାତ୍ରସଂଘ ଏବଂ ଏହାର ଓ୍ବେବ୍ସାଇଟକୁ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,…
ଷଡ଼ଯନ୍ତ୍ର ଚାଲିଛି, ଫେରିଲେ ଗୁମର ଖୋଲିବି : ଆକାଶ
ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଆକାଶ ପାଠକ ନିଜକୁ ଟାଟା ମୋଟର୍ସର ପାସେଞ୍ଜର କାର୍ ଡିଭିଜନର ପରିଚାଳନା ନିର୍ଦ୍ଦେଶକ ପରିଚୟ ଦେଇ ଗଞ୍ଜାମ ଜିଲା ଗୋପାଳପୁର ଅଞ୍ଚଳର ବହୁ ଯୁବତୀଯୁବକଙ୍କୁ ଠକେଇ କରିଥିବା ଅଭିଯୋଗ ହୋଇଥିଲା। କିନ୍ତୁ ଟାଟା କମ୍ପାନୀ ପକ୍ଷରୁ ଆକାଶଙ୍କ ଚାକିରିକୁ ଅସ୍ବୀକାର…
ବଢ଼ୁଛି କୁଣ୍ଡାତେଲ ଚାହିଦା
ଭୁବନେଶ୍ୱର,୬ା୧୨(ବ୍ୟୁରୋ): ରାଜ୍ୟରେ ୧୨ଟି ରାଇସବ୍ରାନ୍ (ଧାନ କୁଣ୍ଡା ତେଲ) ୟୁନିଟ୍ କାର୍ଯ୍ୟକ୍ଷମ ରହିଛି। ସେଥିରୁ ବରଗଡ଼ ଜିଲାରେ ୭ଟି ଥିବା ବେଳେ ଯାଜପୁରରେ ୧, ଖୋର୍ଦ୍ଧା ୧, କୋରାପୁଟ ୨ ଏବଂ ବାଲେଶ୍ୱରରେ ଗୋଟିଏ ରାଇସବ୍ରାନ୍ ୟୁନିଟ୍ କାର୍ଯ୍ୟକ୍ଷମ ରହିଛି। ଏହି…
ନ୍ୟସ୍ତସ୍ବାର୍ଥ ବ୍ୟକ୍ତି ଚାଷୀଙ୍କ ଆଢୁଆଳରେ ଆନ୍ଦୋଳନ କରୁଛନ୍ତି
ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଚାଷୀଙ୍କୁ ଦିଆଯାଉଥିବା ଟୋକନ ଏବଂ ଧାନକିଣାରେ ଅନିୟମିତତା ହେଉଥିବା ନେଇ କେତେକ ସଂଗଠନ ଚାଷୀଙ୍କ ନାମରେ ନିଜର ନ୍ୟସ୍ତ ସ୍ବାର୍ଥ ପାଇଁ ଆନ୍ଦୋଳନ କରୁଛନ୍ତି ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି।…
୨୪ ଘଣ୍ଟାରେ ୧୩ ଡ୍ରାଇଭିଂ ଲାଇସେନ୍ସ ରଦ୍ଦ: ୩୦ ହଜାର ଜରିମାନା ଆଦାୟ
ଦେବଗଡ, ୬।୧୨(ଡ଼ି.ଏନ୍.ଏ.)- କୋଭିଡ଼୍-୧୯ ନିୟମକୁ ଦୃଷ୍ଟିରେ ରଖି କରୋନା ସଂକ୍ରମଣ ପ୍ରତିହତ ପାଇଁ ଦେବଗଡ ଆରକ୍ଷୀ ଅଧିକ୍ଷକ ମନୋଜ ମହାନ୍ତଙ୍କ ନିର୍ଦ୍ଦେଶ କ୍ରମେ ଜାତୀୟ ରାଜପଥ ତଥା ଅନ୍ୟ ରାସ୍ତାରେ ଯାନବାହାନକୁ କଡାକଡି ଯାଞ୍ଚ କରାଯାଊଛି। ଗତ ୨୪ ଘଣ୍ଟ ମଧ୍ୟରେ…
ତାମିଲନାଡୁରୁ ବ୍ରହ୍ମପୁର ସୁନା ଚାଲାଣ : ୪କେଜି ସୁନା, ୨୩୫କେଜି ରୂପା ଅଳଙ୍କାର ଜବତ
ବ୍ରହ୍ମପୁର ଅଫିସ,୫ା୧୨- ଅନ୍ଧପସରା ରୋଡ୍ରେ ଗାଡିମୋଟର ଯାଞ୍ଚ ବେଳେ ଶନିବାର ଏକ ଗହଣା ଚାଲାଣ ରାକେଟ୍ର ପର୍ଦ୍ଦାଫାସ୍ କରିଛି ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ। ଏକ କାରରୁ ୪ କେଜି ସୁନା ଓ ୨୩୫ କେଜି ରୂପା ଅଳଙ୍କାର ଜବତ କରଛି।…
ଚିଲିକାରେ ୪, ୮୭୦୦୦ ବିଦେଶୀ ପକ୍ଷୀ
ବାଲୁଗଁା,୫ା୧୨(ଡି.ଏନ୍.ଏ.)-ନିଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ବୃଦ୍ଧି ପାଇବାରେ ଲାଗିଛି। ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ କଳରବରେ ସମଗ୍ର ଚିଲିକା ଏବେ ଚଳଚଞ୍ଚଳ ହୋଇ ଉଠିଛି ା ଡିସେମ୍ବର ୧ ସୁଦ୍ଧା ସମଗ୍ର ଚିଲିକାରେ ୪, ୮୭୦୦୦ ରଙ୍ଗବେରଙ୍ଗ ବିଭିନ୍ନ ପ୍ରଜାତିର ପକ୍ଷୀଙ୍କ…
ଟିକାକରଣ ପାଇଁ କମିଟି ଗଠନ କଲେ ସରକାର
ଭୁବନେଶ୍ୱର, ୫।୧୨(ବ୍ୟୁରୋ)- ଖୁବ୍ଶୀଘ୍ର ଦେଶରେ କରୋନା ଟିକା ଉପଲବ୍ଧ ହେବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଟିକାକରଣ ବ୍ୟବସ୍ଥା ଯେଭଳି ସୁଗମ ହୋଇପାରିବ ସେଥିପାଇଁ ବିଭିନ୍ନ କମିଟି ଗଠନ କରିଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୬୦୫ କରୋନା ଆକ୍ରାନ୍ତ: କଟକରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୫।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ସର୍ବାଧିକ ୬୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୬୭, ସୁନ୍ଦରଗଡରୁ ୬୭, ଅନୁଗୋଳରୁ ୬୩, ମୟୂରଭଞ୍ଜରୁ ୩୭, କଳାହାଣ୍ଡିରୁ ୩୫, କେନ୍ଦ୍ରାପଡାରୁ ୨୬, କେନ୍ଦୁଝରରୁ ୨୪, ବରଗଡରୁ…
ରାଜ୍ୟରେ କରୋନା ଦ୍ୱିତୀୟ ଲହରି ଆଶଙ୍କା ନାହିଁ
ଭୁବନେଶ୍ୱର, ୫।୧୨(ବ୍ୟୁରୋ)-କରୋନାର ଦ୍ୱିତୀୟ ଲହରି ଆଶଙ୍କା ଓଡ଼ିଶାରେ ନାହିଁ। ଡିସେମ୍ବର ମାସରେ କରୋନାର ଦ୍ୱିତୀୟ ଲହରି ଆସିବ ବୋଲି ଆଶଙ୍କା କରାଯାଉଥିଲା। ତାହା ଆଉ ଆସି ନ ପାରେ ବୋଲି ସ୍ବାସ୍ଥ୍ୟ ବିଭାଗ ବୈଷୟିକ କମିଟି ମୁଖପାତ୍ର ତଥା ଏସ୍ସିବି ମେଡିସିନ୍…
Archives


