ଭୁଶୁଡ଼ିଲା ପାନୀୟ ଜଳ ପ୍ରକଳ୍ପ
ପରଜଙ୍ଗ,୫।୧୨(ଡି.ଏନ.ଏ.)-ଜନସାଧାରଣଙ୍କୁ ବିଶୁଦ୍ଧ ପାନୀୟ ଜଳ ଯୋଗାଇ ଦେବାକୁ ବସୁଧା ଯୋଜନାରେ ନିର୍ମାଣ ହୋଇଥିଲା ପାନୀୟ ଜଳ ପ୍ରକଳ୍ପ। ମାସେ ତଳେ ସରିଥିବା ଏହି ପ୍ରକଳ୍ପ ଶତାଧିକ ପରିବାରର ଶୋଷ ମେଣ୍ଟାଉଥିଲା। ହେଲେ ଶୁଖିଲା ପାଗରେ ହଠାତ୍ ଭୁଶୁଡ଼ିଗଲା। ଫଳରେ ଲକ୍ଷାଧିକ ଟଙ୍କା…
ବିନା ହେଲମେଟରେ ବାଇକ ପଛରେ ବସିଲେ ଗଣିବେ ଜରିମାନା
ଭୁବନେଶ୍ୱର,୫।୧୨- ଦୁଇ ଚକିଆ ଯାନ ଚଳାଉଥିବା ଏବଂ ପଛରେ ବସିଥିବା ବ୍ୟକ୍ତି ହେଲ୍ମେଟ ପିନ୍ଧିବେ। ଉଭୟଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ କରାଯାଇଛି । ଯଦି ପଛରେ ବସିଥିବା ବ୍ୟକ୍ତି ହେଲ୍ମେଟ ପିନ୍ଧି ନ ଥିବେ ତେବେ ଗାଡ଼ି ଚାଳକଙ୍କ ଡ୍ରାଇଭିଂ ଲାଇସେନ୍ସ…
ଭୁବନେଶ୍ୱରରୁ ଆଜି ପୁଣି ୩୪ ପଜିିଟିଭ୍ ଚିହ୍ନଟ: ୪୩ ସୁସ୍ଥ
ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ଆଉ ୩୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୬ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ରିମାଣ୍ଡ ଅବଧି ଶେଷ: ଜେଲଗଲେ ପାଠକ ବାପ-ପୁଅ
ଭୁବନେଶ୍ୱର, ୫।୧୨(ବ୍ୟୁରୋ): ରିମାଣ୍ଡ ଅବଧି ଶେଷ ହେବା ପରେ ପୁଣି ଥରେ ଶନିବାର ଜେଲ ଗଲେ ଆଇଏଫ୍ଏସ୍ ଅଭୟକାନ୍ତ ପାଠକ ଏବଂ ପୁଅ ଆକାଶ ପାଠକ। ଜେଲ ଯିବାବେଳେ ଅଭୟକାନ୍ତଙ୍କ କହିଛନ୍ତି ଯେ, ସବୁ ପ୍ରମାଣ ଦେବି। ମୋ ବିରୋଧରେ ଷଡଯନ୍ତ୍ର…
ରାଜ୍ୟରେ ମ୍ୟାଲେରିଆ ୪୦.୩୯% କମିଛି
ଭୁବନେଶ୍ୱର, ୫।୧୨(ବ୍ୟୁରୋ): ମ୍ୟାଲେରିଆ ହ୍ରାସ କରିବାରେ ଭାରତ ଯଥେଷ୍ଟ ଅଗ୍ରଗତି କରିଛି। ୨୦୧୮ ତୁଳନାରେ ୨୦୧୯ରେ ୧୭.୬% ହ୍ରାସ ପାଇଥିବା ବିଶ୍ୱ ମ୍ୟାଲେରିଆ ରିପୋର୍ଟ-୨୦୨୦ରେ ପ୍ରକାଶ ପାଇଛି। ତେବେ ଦେଶରେ ମ୍ୟାଲେରିଆ ହ୍ରାସ କରାଇବାରେ ଓଡ଼ିଶାର ପ୍ରମୁଖ ଅବଦାନ ରହିଛି। ରାଜ୍ୟରେ…
ମଙ୍ଗଳାଯୋଡ଼ିରେ ‘ମାଲାର୍ଡ’ ପକ୍ଷୀ
ଭୁବନେଶ୍ୱର,୫।୧୨(ବ୍ୟୁରୋ) : ଶୀତ ଆରମ୍ଭରୁ ବିହଙ୍ଗ ଭୂସ୍ବର୍ଗ ମଙ୍ଗଳାଯୋଡ଼ିକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। ପ୍ରଥମଥର ସେଠାରେ ବିରଳ ପ୍ରଜାତିର ‘ମାଲାର୍ଡ’ ପକ୍ଷୀ ଶୁକ୍ରବାର ଠାବ ହୋଇଛି। ବାର୍ଡ ଗାଇଡ୍ ମଧୁ ବେହେରା ଏହି ପକ୍ଷୀଟିକୁ ଦେଖି ତା’ର ଫଟୋ…
ପାଣି ପାଇଁ ପଡ଼ିଲାଣି ଭାଳେଣି
ପାରାଦୀପ,୫।୧୨(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଞ୍ଚଳବାସୀଙ୍କ ଏବେଠାରୁ ପାଣି ପାଇଁ ଭାଳେଣି ପଡିଲାଣି। କାରଣ ବନ୍ଦର ପ୍ରଶାସନ ସମସ୍ତ ଅଧିବାସୀଙ୍କୁ ପାଣି କମ୍ ବ୍ୟବହାର କରିବାକୁ ଡାକବାଜି ଯନ୍ତ୍ର ଯୋଗେ ସୂଚନା ଦେଇଛନ୍ତି। ତାଳଦଣ୍ଡା କେନାଲର ନବୀକରଣ ପାଇଁ ପାରାଦୀପ ଅଞ୍ଚଳକୁ ପାଣି…
ଅବହେଳିତ ଅବସ୍ଥାରେ ଦଧିବାମନ
ଖୋର୍ଦ୍ଧା ଅଫିସ,୫।୧୨: ଖୋର୍ଦ୍ଧା ସନ୍ନିକଟ ମୁସଲମାନ ଅଧ୍ୟୁଷିତ କେରଙ୍ଗ ପଞ୍ଚାୟତର ଦିବ୍ୟସିଂହଦେବପୁର ଗ୍ରାମରେ ରହିଛି ଦଧିବାମନ ମନ୍ଦିର। ତତ୍କାଳୀନ ଖୋର୍ଦ୍ଧା ରାଜା ଦିବ୍ୟସିଂହ ଦେବଙ୍କ ନାମରେ ସ୍ଥାପିତ ଏହି ଗ୍ରାମରେ ପ୍ରାୟ ୪ଶହ ବର୍ଷ ହେଲା ପ୍ରଭୁ ଦଧିବାମନ ପୂଜା ପାଇଆସୁଛନ୍ତି।…
ଏସ୍ଆଇଟିର ତଦନ୍ତ ଜାରି
ନୟାଗଡ଼ ଅଫିସ,୫।୧୨: ଏସ୍ଆଇଟି (ସ୍ପେଶାଲ ଇନ୍ଭେଷ୍ଟିଗେଶନ୍ ଟିମ୍) ଦ୍ୱାରା ପରୀ ହତ୍ୟା ଘଟଣାର ତଦନ୍ତ ଜାରି ରହିଛି। ୪ଦିନ ଭିତରେ ଟିମ୍ ୨ଥର ଯଦୁପୁରରେ ପହଞ୍ଚତ୍ ଘଟଣାର ତନାଘନା ଚଳାଇଛି। ପୋଲିସ ଆଇଜି ଅରୁଣ ବୋଥ୍ରାଙ୍କ ନେତୃତ୍ୱରେ ଟିମ୍ ଶୁକ୍ରବାର ପରୀର…
ଫେରିବା ପରେ ବି ଗ୍ରହଣ କରାଗଲାନି
ପୁରୀ ଅଫିସ, ୫।୧୨: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶରେ ଲାଗିଥିବା ଚନ୍ଦ୍ର- ସୂର୍ଯ୍ୟ କେହି ନେଇଯାଇଥିବା ଅଭିଯୋଗ ହୋଇଥିଲା। ନାଗାର୍ଜୁନ ବେଶ ପରଦିନ ଅର୍ଥାତ୍ ଗତ ୨୮ ତାରିଖରେ ଏହି ଘଟଣା ସାମ୍ନାକୁ ଆସିଥିଲା। ଏ ନେଇ ହଟଚମଟ ସୃଷ୍ଟି ହୋଇଥିଲା।…
କାର୍ଯ୍ୟରେ ଅବହେଳା: ନିଲମ୍ବିତ ହେଲେ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ
ପଦ୍ମପୁର,୫।୧୧(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ମ୍ୟୁନିସପାଲିଟିର କାର୍ଯ୍ୟନିର୍ବାହୀ ଅଧିକାରି ତାପସ ରଞ୍ଜନ ଜେନା ଓ କନିଷ୍ଠ ଯନ୍ତ୍ରୀ ଦେବକାନ୍ତ ନାୟକଙ୍କୁ ଶନିବାର କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଓ ଲକ୍ଷ୍ୟ ଧାର୍ଯ୍ୟ ପୂରଣ ନ କରିବାରୁ ସେମାନଙ୍କୁ ନିଲମ୍ବନ କରାଯାଇଥିବା…
ରାଜ୍ୟରେ ପୁଣି ୪୦୯ କରୋନା ପଜିଟିଭ୍ ଚିହ୍ନଟ, ୫ ମୃତ
ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
Archives


