ରାଜ୍ୟ

ଜେଲ ଗଲେ ଅବସରପ୍ରାପ୍ତ ସେନା କର୍ମଚାରୀ

ଭୁବନେଶ୍ୱର,୯ା୯ (ବ୍ୟୁରୋ): ଖଣ୍ଡଗିରି ଥାନା ଅନ୍ତର୍ଗତ ଭରତପୁର ଅଞ୍ଚଳରେ ପଡୋଶୀଙ୍କ ସହ ବଚସାକୁ କେନ୍ଦ୍ରକରି ଗୁଳି ମାଡ଼ କରିଥିବା ଅଭିଯୁକ୍ତ ଅବସରପ୍ରାପ୍ତ ସେନା କର୍ମଚାରୀଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ଭରତପୁର ବିଜୁନଗର ବସ୍ତିରେ ରହୁଥିବା ଅଶ୍ୱିନୀ କୁମାର ରାଉତ।…

୫ ବର୍ଷରେ ୫୦ ପ୍ରତିଶତ ଫୁଏଲ୍‌ ଷ୍ଟେଶନ ହେବ ସୌରଚାଳିତ: ଧର୍ମେନ୍ଦ୍ର

ଭୁବନେଶ୍ୱର ୯।୯(ବ୍ୟୁରୋ): ରାଷ୍ଟ୍ରାୟତ ତୈଳ କମ୍ପାନୀଗୁଡିକର ମାଲିକାନାରେ ଥିବା ଦେଶର ପ୍ରାୟ ୫୦ ପ୍ରତିଶତ ଫ୍ୟୁଏଲ୍‌(ଇନ୍ଧନ) ଷ୍ଟେସନକୁ ଆସନ୍ତା ୫ ବର୍ଷରେ ସୌରଚାଳିତ କରାଯିବ। ଆନ୍ତର୍ଜାତିକ ସୌର ଆଲିଆନ୍ସ (ଆଇଏସଏ)ପକ୍ଷରୁ ଆୟୋଜିତ ପ୍ରଥମ ବିଶ୍ୱ ସୌର ବୈଷୟିକ ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର…

ବର୍ଷାଙ୍କୁ ଅନୁଭବଙ୍କ ଭାବପୂର୍ଣ୍ଣ ଚିଠି: ‘ସାଇବାବା ତୁମର ସମସ୍ତ ଇଚ୍ଛା ପୂରଣ କରନ୍ତୁ’

କଟକ ଅଫିସ,୯ା୯: ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ଏବେ କୋର୍ଟକୁ ଯାଇସାରିଲାଣି। ଉଭୟଙ୍କ ପ୍ରସଙ୍ଗକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଏବେ ଏକ ଚିଠି ଭାଇରାଲ ହେଉଛି। ଏହି…

ଋଣ ପରିଶୋଧ ନ କଲେ ବାଜ୍ୟାପ୍ତ ହେବ ବନ୍ଧକ ସମ୍ପତ୍ତି

ଭୁବନେଶ୍ୱର ୯।୯(ବ୍ୟୁରୋ): କରୋନା ମହାମାରୀ ଯୋଗୁ ରାଜ୍ୟ ଅର୍ଥନୀତି ମାନ୍ଦାବସ୍ଥା ଦେଇ ଗତି କରୁଛି। ରାଜ୍ୟ ସରକାର ବିଭିନ୍ନ ବକେୟା, ଋଣ ଓ ଟିକସ ଆଦାୟ କରିବାକୁ ଗୁରୁତ୍ୱ ଦେଉଛନ୍ତି। ରାଜ୍ୟ ଅର୍ଥନିଗମରୁ ବହୁ ଶିଳ୍ପ ସଂସ୍ଥା ଋଣ ନେଇ ପରିଶୋଧ…

କେଶରୀ ଇଷ୍ଟେଟ ନିର୍ଦ୍ଦେଶକ ଗିରଫ

ଭୁବନେଶ୍ୱର,୯ା୯ (ବ୍ୟୁରୋ): ଘର ଦେବା ଆଳରେ ଜମାକାରୀଙ୍କଠାରୁ ସାଢେ ୫ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ କେଶରୀ ଇଷ୍ଟେଟର ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ଫରେଷ୍ଟ ପାର୍କ ପ୍ଲଟ ନଂ.୨୬୧ରେ ରହୁଥିବା ଅକ୍ଷୟ କୁମାର ଚୌଧୁରୀ। କ୍ରାଇମବ୍ରାଞ୍ଚ…

ସଂକ୍ରମଣ ୧ଲକ୍ଷ ୩୧ ହଜାର ପାର୍‌

ଭୁବନେଶ୍ୱର, ୯ା୯(ବ୍ୟୁରୋ): କରୋନାରେ ରାଜ୍ୟରେ ଦୈନିକ ୩ହଜାର ଉପରେ ଆକ୍ରାନ୍ତ ହେଉଛନ୍ତି। ଶେଷ ୨୪ ଘଣ୍ଟା ମଧ୍ୟରେ ୪୧,୨୭୫ ନମୁନା ପରୀକ୍ଷା କରାଯାଇଥିବାବେଳେ ସେଥିରୁ ୩,୪୯୦ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସଙ୍ଗରୋଧରୁ ୨୦୯୪ଜଣ ଥିବାବେଳେ ୧୩୯୬ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି।…

କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଲା

ଭୁବନେଶ୍ୱର, ୯ା୯(ବ୍ୟୁରୋ): ରାଜ୍ୟରେ କୋଭିଡ୍‌-୧୯ ସଂକ୍ରମଣ ହୁ ହୁ ହୋଇ ବଢି ଚାଲିଛି। ଏହି ସମୟରେ ଆରୋଗ୍ୟ ହାର ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ରାଜ୍ୟରେ ମଙ୍ଗଳବାର ସୁଦ୍ଧା କରୋନା ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ଟପିଛି। ଏହି ବଡ଼…

ବର୍ଷାଙ୍କୁ ଅନୁଭବଙ୍କ ଭାବପୂର୍ଣ୍ଣ ଚିଠି ‘ସାଇବାବା ତୁମର ସମସ୍ତ ଇଚ୍ଛା ପୂରଣ କରନ୍ତୁ’

କଟକ ଅଫିସ,୮ା୯- ଓଲିଉଡର ଚର୍ଚ୍ଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ଏବେ କୋର୍ଟକୁ ଯାଇସାରିଲାଣି। ଉଭୟଙ୍କ ପ୍ରସଙ୍ଗକୁ ନେଇ ବିଭିନ୍ନ କଳ୍ପନାଜଳ୍ପନା ଲାଗି ରହିଥିବାବେଳେ ଏବେ ଏକ ଚିଠି ଭାଇରାଲ ହେଉଛି। ଏହି…

ରାଉରକେଲା କୋଭିଡ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର ୮।୯(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ମଙ୍ଗଳବାର ରାଉରକେଲା ଗସ୍ତ କରି କୋଭିଡ ସ୍ଥିତିର ସମୀକ୍ଷା କରିଛନ୍ତି। ଏହି…

ଭୁବନେଶ୍ୱରରୁ ଆଜି ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୮।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ଆଉ ୩୭୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନରୁ ୧୪୫ ଓ ଲୋକାଲ କଣ୍ଟାକ୍ଟ କେସ ୨୩୧ ରହିଛି। ଏ ନେଇ ବିଏମସି ପକ୍ଷରୁ ଟୁଇଟ କରି ସୂଚନା ଦିଆଯାଇଛି। ଆଜି ସୁଦ୍ଧା ବିଏମସି ଅଞ୍ଚଳରୁ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭୮୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୮।୯(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୨୭୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୩୦, ପୁରୀରୁ ୧୯୨, ମୟୂରଭଞ୍ଜରୁ ୧୫୩, ଗଞ୍ଜାମରୁ ୧୧୫, ବାଲେଶ୍ୱରରୁ ୭୮, କେନ୍ଦୁଝରରୁ ୭୬, ବରଗଡରୁ…

ପରିବା ଟ୍ରକରୁ ଜବତ ହେଲା ୫ କୁଇଣ୍ଟାଲ ଗଞ୍ଜେଇ

ଭୁବନେଶ୍ୱର,୮।୯(ବ୍ୟୁରୋ)-ଭୁବନେଶ୍ୱର ଖଣ୍ଡଗିରି ନିକଟରୁ ମଙ୍ଗଳବାର ୫ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ କରାଯାଇଛି। ଏକ ବାଇଗଣ ଓ ବନ୍ଧାକୋବି ବୋଝେଇ ଟ୍ରକରେ ଗଞ୍ଜେଇ ଲୋଡ ହୋଇ ଆନ୍ଧ୍ରପ୍ରଦେଶରୁ ବିହାର ଅଭିମୁଖେ ଯାଉଥିବାବେଳେ ଡିଆରଆଇ(ରାଜସ୍ବ ଗୁଇନ୍ଦା ବିଭାଗ) ପକ୍ଷରୁ ଚଢାଉ କରାଯାଇ ଉକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri