ରାଜ୍ୟ

ରାଜ୍ୟରେ ପୁଣି ୪୦୯ କରୋନା ପଜିଟିଭ୍‌ ଚିହ୍ନଟ, ୫ ମୃତ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ରାଜ୍ୟରେ ଶନିବାର ୪୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

‘ମୋ ସ୍କୁଲ’ ଅଭିଯାନ ପ୍ରକଳ୍ପକୁ ୧୦.୭୫ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ‘ମୋ ସ୍କୁଲ’ ଅଭିଯାନର ୧୯ତମ କାର୍ଯ୍ୟକାରୀ ପରିଷଦ ବୈଠକ ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ସତ୍ୟବ୍ରତ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଓଡ଼ିଶାର ୨୮ଟି ଜିଲାରେ ଥିବା ୨,୬୫୭ ବିଦ୍ୟାଳୟର ମୋଟ…

ସାଉଥ୍‌କୋ, ଓ୍ବେସକୋ ହାତେଇଲା ଟିପିସିଏଲ୍‌

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ରାଜ୍ୟ ସରକାର ଗୋଟିଏ ପରେ ଗୋଟିଏ ବିଦ୍ୟୁତ୍‌ ବଣ୍ଟନ କମ୍ପାନୀକୁ ଘରୋଇ ସଂସ୍ଥା ହାତକୁ ଟେକି ଦେଉଛନ୍ତି। ନିକଟରେ ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ଘରୋଇ କମ୍ପାନୀ ଟାଟା ପାଓ୍ବାର କମ୍ପାନୀ ଲିମିଟେଡ(ଟିପିସିଏଲ୍‌)କୁ ସେଣ୍ଟ୍ରାଲ ଇଲେକ୍ଟ୍ରିସିଟି ସପ୍ଲାଏ ୟୁଟିଲିଟି(ସେସୁ)କୁ ହସ୍ତାନ୍ତର…

ଛଟେଇ ପରେ ହାରିଲେ ଜୀବନ

ଢେଙ୍କାନାଳ ଅଫିସ, ୫।୧୨: ପେଟପାଟଣା କଥା ବୁଝୁଥିଲା ଠିକା ଚାକିରି। କଷ୍ଟେମଷ୍ଟେ ଚଳିଯାଉଥିଲା ପରିବାର। ଚାକିରିରୁ ଛଟେଇ ପରେ ମାଡ଼ିବସିଲା ଚିନ୍ତା। ଅସହ୍ୟ ହେଲା ଆର୍ଥିକ ଅନଟନ। କରୋନା କାଳରେ ଆର୍ଥିକ ଦୁରାବସ୍ଥା ସାଙ୍ଗକୁ ମାନସିକ ଚାପ ସହି ନ ପାରି…

ପ୍ରତି ଶନିବାର ହାଇକୋର୍ଟ ସମେତ ସବୁ କୋର୍ଟ ବନ୍ଦ

କଟକ ଅଫିସ, ୫ା୧୨: ଚଳିତ ମାସର ପ୍ରତି ଶନିବାର କୋର୍ଟ କାର୍ଯ୍ୟ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗର ନିଷ୍ପତ୍ତିକ୍ରମେ ହାଇକୋର୍ଟ ଏହି ବିଜ୍ଞପ୍ତି ଜାରି କରିଛନ୍ତି। ଏହି ନିୟମ ଓଡ଼ିଶାର ସମସ୍ତ କୋର୍ଟ ଓ ଟ୍ରିବୁନାଲ ପାଇଁ…

୬ ବର୍ଷରେ ପିଲା ସଂଖ୍ୟା ୧୦ହଜାର କମିଛି

ଭୁବନେଶ୍ୱର, ୫।୧୨(ବ୍ୟୁରୋ): ରାଜ୍ୟରେ ସରକାରୀ ବିଦ୍ୟାଳୟରୁ ମୁହଁ ଫେରାଉଛନ୍ତି ପିଲା। ଅଭିଭାବକମାନେ ସେମାନଙ୍କ ପିଲାଙ୍କୁ ଘରୋଇ ସ୍କଲକୁ ନେଇଯାଉଥିବାରୁ ପ୍ରତିବର୍ଷ ନାମଲେଖା ହାର କମୁଛି। ଫଳରେ ବିଗତ କିଛିବର୍ଷ ହେବ ପିଲାଙ୍କ ସଂଖ୍ୟା କ୍ରମାଗତ ଭାବେ ହ୍ରାସ ପାଉଥିବାବେଳେ ଘରୋଇ ସ୍କୁଲରେ…

ଷ୍ଟାଟସ୍‌ ପାଇଁ ଠକେଇ କରୁଥିଲେ ଆକାଶ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଭିଜିଲାନ୍ସର ମାରାଥନ ଜେରାବେଳେ ସତ ମାନିଛନ୍ତି ନିଲମ୍ବିତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ। ଷ୍ଟାଟସ୍‌ ଦେଖାଇବାକୁ ସେ ଟାଟା ମୋର୍ଟସର ପାସେଞ୍ଜର ଡିଭିଜନର ପରିଚାଳନା ନିର୍ଦ୍ଦେଶକ ଥିବା ନେଇ ଜାଲ୍‌ କାଗଜପତ୍ର ପ୍ରସ୍ତୁତ କରିଥିଲେ। ଏହା ମାଧ୍ୟମରେ ଚାକିରି…

ଅତ୍ୟାଧୁନିକ ପରିମଳ ସେବାର ଶୁଭାରମ୍ଭ

ସୁନ୍ଦରଗଡ଼/ ରାଉରକେଲା ଅଫିସ୍‌, ୫।୧୨: ‘ସ୍ବଚ୍ଛତା ବିଷୟ ଉଠିଲେ ପ୍ରଥମେ ଗାନ୍ଧିଜୀଙ୍କ କଥା ମନକୁ ଆସିଥାଏ। ଗାନ୍ଧିଜୀ ସବୁବେଳେ ପରିମଳକୁ ଗୁରୁତ୍ୱ ଦେଉଥିଲେ। ବାସ୍ତବରେ ସୁସ୍ଥ ପରିବେଶ ହିଁ ଉନ୍ନତି ଏବଂ ଉନ୍ନତ ଜୀବନର ଆଧାର। ଶୁକ୍ରବାର ସୁନ୍ଦରଗଡ଼ ଜିଲା ପାଇଁ…

ଅଭୟକାନ୍ତଙ୍କ ହଜାରେ କୋଟିର ଜାଲିଆତି ଗନ୍ଧ

ଭୁବନେଶ୍ୱର,୫।୧୨(ବ୍ୟୁରୋ): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଓ ଠକେଇ ଅଭିଯୋଗରେ ଗିରଫ ହୋଇ ରିମାଣ୍ଡରେ ଆସିଥିବା ପାଠକ ବାପପୁଅଙ୍କୁ ଶୁକ୍ରବାର ଭିଜିଲାନ୍ସ ମାରାଥନ ଜେରା କରିଛି। ଜେରାବେଳେ ଆଇଏଫ୍‌ଏସ୍‌ ଅଫିସର ତଥା ନିଲମ୍ବିତ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ହଜାରେ କୋଟିର ଦୁର୍ନୀତି…

ସବ୍‌ପ୍ଲଟ୍‌୍‌ ମାଲିକଙ୍କୁ ବିଜ୍ଞପ୍ତି କଣ୍ଟା

ଭୁବନେଶ୍ୱର,୫ା୧୨(ବ୍ୟୁରୋ): ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକାଶିତ ଏକ ବିଜ୍ଞପ୍ତି ଅନୁଯାୟୀ ଲେ’ ଆଉଟ ପ୍ଲାନ ଅନୁମୋଦନ ହୋଇ ନ ଥିବା ପ୍ଲଟ୍‌ର ସବ୍‌ପ୍ଲଟ୍‌(ଛୋଟ ଜମି)ଗୁଡ଼ିକରେ ଘର ନିର୍ମାଣକୁ ବେଆଇନ ଘୋଷଣା କରାଯାଇଛି। ତଦନୁଯାୟୀ ୨୦୧୭ ମେ’ ପରଠାରୁ ସବ୍‌ପ୍ଲଟ୍‌କୁ ପ୍ଲାନ…

ସ୍ବାବଲମ୍ବୀ କରିଛି ସିଲେଇ

ଢେଙ୍କାନାଳ ଅଫିସ, ୫।୧୨ ମହିଳା ସ୍ବାବଲମ୍ବୀ ହେଲେ ସୁଦୃଢ଼ ହେବ ପରିବାରର ଆର୍ଥିକସ୍ଥିତି। ଏ କଥାକୁ ଘରେ ଘରେ ପହଞ୍ଚାଇବାକୁ ଅନବରତ ଉଦ୍ୟମ କରୁଛି ଢେଙ୍କାନାଳ ଜିଲା ନରେନ୍ଦ୍ରପୁରସ୍ଥିତ ଟାଟାଷ୍ଟିଲ୍‌ ବିଏସ୍‌ଏଲ୍‌। କମ୍ପାନୀ ପାର୍ଶ୍ୱବର୍ତ୍ତୀ ୬ ଗ୍ରାମରେ ଆରମ୍ଭ ହୋଇଥିବା ସିଲେଇ…

ଆୟ ବଢ଼ାଇଛି ଅତ୍ୟାଧୁନିକ କୌଶଳ

ଅନୁଗୋଳ ଅଫିସ, ୫।୧୨ ଶିଳ୍ପ ରାଜଧାନୀ ଅନୁଗୋଳରେ ପଥ ହୁଡ଼ିନି ଚାଷ। ଖଣି ଖାଦାନ ଭରା ଏହି ଜିଲାର ଚାଷୀ ଏବେ ବି ଭଲ ଲାଭ କମାଉଛନ୍ତି କୃଷି କ୍ଷେତ୍ରରୁ। ତେବେ ପାରମ୍ପରିକ ପରିବର୍ତ୍ତେ ଅନେକେ ଅତ୍ୟାଧୁନିକ ଜ୍ଞାନକୌଶଳ ଅବଲମ୍ବନ କରୁଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri