ରାଜ୍ୟ

ଆଉ ଜଣେ ନିର୍ଦ୍ଦେଶକଙ୍କୁ ଗିରଫ କଲା ଇଓଡବ୍ଲ୍ୟୁ

ଭୁବନେଶ୍ୱର,୮।୯(ବ୍ୟୁରୋ):  ବହୁ କୋଟି ଟଙ୍କାର କ୍ୟୁ ନେଟ୍‌ ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା(ଇଓଡବ୍ଲ୍ୟୁ) ଅନ୍ୟତମ ନିର୍ଦ୍ଦେଶକଙ୍କୁ ଗିରଫ କରିଛି। ସେ ହେଲେ ପଟିଆ ମାରୁତି ଭିଲାର ଏମ୍‌ଆଇଜି-୧୦ରେ ରହୁଥିବା ପ୍ରଶାନ୍ତ କୁମାର ମହାନ୍ତି(୩୭)। ତାଙ୍କ ବିରୋଧରେ କ୍ରାଇମବ୍ରାଞ୍ଚ ଦଫା…

୧୨ ପଇସା କମିଲା ଡିଜେଲ

ଭୁବନେଶ୍ୱର,୮।୯:  ସୋମବାର ଭୁବନେଶ୍ୱରରେ ଡିଜେଲ ଦର ୧୨ ପଇସା କମିଛି। ଏଠାରେ ଡିଜେଲ ଦର ଲିଟର ପିଛା ୧୨ ପଇସା ହ୍ରାସ ପାଇ ୭୯.୬୦ ଟଙ୍କା ସ୍ତରରେ ରହିଛି। ଏଠାରେ ପେଟ୍ରୋଲ ଦର ଅପରିବର୍ତ୍ତିତ ୮୨.୬୪ ଟଙ୍କା ଥିବା ଜଣାପଡିଛି। ଦେଶର…

ବିସ୍ମିତ, ବିଦ୍ୟାଶ୍ରୀଙ୍କ ନାମରେ ମାମଲା

ଖଇରା, ୮।୯(ଡି.ଏନ.ଏ.) : ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା ଦିନକୁ ଦିନକୁ ଦିନ ନୂଆମୋଡ ନେବାରେ ଲାଗିଛି। ଆଦିତ୍ୟଙ୍କ ସହ ସମ୍ପର୍କ ଥିବା ଖଇରା ଅଞ୍ଚଳର ଝିଅ ଚିନ୍ମୟୀ ମହାପାତ୍ର (୨୨)ଙ୍କୁ ସାଇକୋ ଲେଡିର ଆଖ୍ୟା ଦେଇ ବଦନାମ କରାଯାଇଥିବା…

ବିସ୍ମୟ ବାଳକ ଆୟୁଷ

ଆୟୁଷ ରଞ୍ଜନ ରାଉତ। ବୟସ ୧୪। ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ଏହି ଛାତ୍ର ଜଣକ ଏବେ ବିସ୍ମୟ ବାଳକ ଭାବେ ବେଶ୍‌ ଚର୍ଚ୍ଚା ସାଉଣ୍ଟିଛନ୍ତି। ସମ୍ବଲପୁର ଜିଲା ନାକଟିଦେଉଲ ବ୍ଳକ କୁଡାନାଳି ଗ୍ରାମର ସରୋଜ ଓ ରଶ୍ମିତାଙ୍କ ପୁଅ ହେଉଛନ୍ତି…

୬୪ ଓଇଏସଙ୍କ ପଦୋନ୍ନତି

ଭୁବନେଶ୍ୱର,୮।୯(ବ୍ୟୁରୋ): ରାଜ୍ୟର ୬୪ଜଣ ଓଇଏସ ଅଧିକାରୀଙ୍କୁ ସୋମବାର ରାଜ୍ୟ ସରକାର ପଦୋନ୍ନତି ଦେଇଛନ୍ତି। ସରକାର ପଦୋନ୍ନତି ଦେଇଥିବା ଗ୍ରୁପ-ବି ଓଇଏସ ଅଧିକାରୀଙ୍କୁ ଗ୍ରୁପ-ଏକୁ ପଦୋନ୍ନତି କରିଛନ୍ତି। ଏହି ପ୍ରକ୍ରିୟାରେ ବହୁ ବ୍ଲକ ଶିକ୍ଷା ଅଧିକାରୀଙ୍କୁ ଅନ୍ୟ ସ୍ଥାନକୁ ବଦଳି କରାଯାଇଥିବା ବେଳେ…

ତିକ୍ତତାର ଅଠା ଖିଅରେ ବର୍ଷା-ଅନୁଭବ

ଉତ୍ତମ-ଅପରାଜିତା, ବିଜୟ-ତନ୍ଦ୍ରା, ଶ୍ରୀରାମ-ତ୍ରିପୁରା, ସିଦ୍ଧାନ୍ତ-ମାମା, ଦୁଷ୍ମନ୍ତ-କାଜଲ, ବବି-କୋଏଲଙ୍କ ପରେ ଅନୁଭବ-ବର୍ଷା। ରିଲ୍‌ ଲାଇଫ୍‌ରୁ ରିଏଲ ଲାଇଫ୍‌ର ଯାତ୍ରାକୁ ନେଇ ଏହି ଯୋଡ଼ିଙ୍କ ନଁା ଚର୍ଚ୍ଚାରେ। ହେଲେ ଏବେ ରାଜ୍ୟର ବେଶ୍‌ ପରିଚିତ ଯୋଡ଼ି ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଓ…

୯ ବର୍ଷରେ ଗଲାଣି ୩୩୧୫ ଜୀବନ

ଭୁବନେଶ୍ୱର, ୮।୯(ବ୍ୟୁରୋ): ବନ୍ୟା, ବାତ୍ୟା ଭଳି ବଜ୍ରପାତ ମଧ୍ୟ ରାଜ୍ୟରେ ଅନ୍ୟ ଏକ ଭୟଙ୍କର ବିପତ୍ତି ଭାବେ ଦେଖାଦେଇଛି। ପ୍ରତ୍ୟେକ ବର୍ଷ ବଜ୍ରପାତରେ ୩୦୦ରୁ ୪୦୦ ଲୋକଙ୍କର ଜୀବନ ଯାଉଛି। ଜଳବାୟୁରେ ପରିବର୍ତ୍ତନ ଏବଂ ଆଗୁଆ ସୂଚନା ନ ମିଳିବାରୁ ବହୁ…

କଟକରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୭।୯-କଟକ ସହରରୁ ଆଜି ୨୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୧୪୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ୧୦୩ ରହିଛି। ନୟାବଜାରରୁ ୯ ଜଣ, ମହତାବ ରୋଡରୁ ୬, ସିଡିଏ ସେକ୍ଟର-୭ ରୁ…

ରାଜଧାନୀରେ ବ୍ୟାଙ୍କ୍‌ ଲୁଟ୍‌: କର୍ମଚାରୀଙ୍କ ମୁଣ୍ଡରେ ଖେଳନା ବନ୍ଧୁକ ଲଗାଇ ଲୁଟିନେଲେ ୨.୮୦ଲକ୍ଷ

ଭୁବନେଶ୍ୱର,୭ା୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୁଣି ଏକ ବଡ଼ ଧରରଣ ଲୁଟ୍‌ ହୋଇଛି। ଏଥର ଲୁଟେରାମାନେ ବ୍ୟାଙ୍କକୁ ଟାର୍ଗେଟ କରିଛନ୍ତି। କର୍ମଚାରୀଙ୍କ ମୁଣ୍ଡରେ ଖେଳଣା ବନ୍ଧୁକ ଲଗାଇ ୨ଲକ୍ଷ ୮୦ହଜାର ଟଙ୍କା ଲୁଟି ନେଇଛନ୍ତି। ଇନ୍‌ଫୋସିଟି ଥାନା ଅନ୍ତର୍ଗତ ନନ୍ଦନବିହାରସ୍ଥିତ ଇଣ୍ଡିଆ…

ବିଧାନସଭା ଅଧିବେଶନ ପୂର୍ବରୁ ବିଧାୟକ, କର୍ମଚାରୀଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ୱର, ୭ା୯(ବ୍ୟୁରୋ)- ଚଳିତମାସ ଶେଷ ସୁଦ୍ଧା ବିଧାନସଭା ଅଧିବେଶନ ବସିବ। ବୈଠକ ବସିବାର ଦୁଇଦିନ ପୂର୍ବରୁ ବିଧାୟକ ଓ କର୍ମଚାରୀମାନଙ୍କର କୋଭିଡ-୧୯ ପରୀକ୍ଷା କରାଯିବ। ଅଧିବେଶନର ପ୍ରସ୍ତୁତି ଓ ବିଧାୟକମାନଙ୍କର କରୋନା ପରୀକ୍ଷା ନେଇ ସୋମବାର ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ…

ଏଣିକି ରାତି ସାଢେ ୧୦ଟା ଯାଏ ଖୋଲିବ ମଦ ଦୋକାନ

ଭୁବନେଶ୍ୱର,୬।୮(ବ୍ୟୁରୋ)-ଏଣିକି ସମଗ୍ର ରାଜ୍ୟରେ ଦିନ ୧୦ଟାରୁ ରାତି ୧୦ଟା ୩୦ ପର୍ଯ୍ୟନ୍ତ ମଦ ଦୋକାନ ଖୋଲା ରହିବ। ଏ ନେଇ ସୋମବାର ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଦେଶୀ, ବିୟର, ଦେଶୀ ମଦ ଦୋକନ ରାତି ସାଢେ…

ରାଜ୍ୟରେ ଆଉ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୭।୯(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୦୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୯୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୨୪୨, ବରଗଡରୁ ୧୬୮, ଗଞ୍ଜାମରୁ ୧୫୪, କଟକରୁ ୧୫୦, ରାୟଗଡାରୁ ୧୩୯, ବାଲେଶ୍ୱରରୁ ୯୭, ସୁନ୍ଦରଗଡରୁ ୯୭,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri