ରାଜ୍ୟ

ଯୁକ୍ତ ୨ କଳା ରେଜଲ୍ଟ ପ୍ରକାଶିତ: ପାସହାର ୬୭.୫୬%

ଭୁବନେଶ୍ୱର, ୫।୯(ବ୍ୟୁରୋ) – ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ଶିକ୍ଷା ପରୀକ୍ଷାଫଳ ଶନିବାର ପ୍ରକାଶ ପାଇଛି। ସିଏଚ୍‌ଏସ୍‌ଇ କାର୍ଯ୍ୟାଳୟରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଘୋଷଣା…

ଗଞ୍ଜାମରେ କରୋନା ନେଲାଣି ୨୦୦ ଜୀବନ

ଛତ୍ରପୁର, ୫ା୯(ଡି.ଏନ୍‌.ଏ.)- କରୋନାରେ ଗଞ୍ଜାମ ଜ଼ିଲାର ୨୦୦ ଜଣଙ୍କ ମୃତ୍ୟୁ ଘଟିଲାଣି। ଜ଼ିଲାରେ ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବା ବେଳେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟପକ୍ଷରେ ଜିଲାରେ ମୃତ୍ୟୁ ସଂଖ୍ୟା କମୁ ନ ଥିବାରୁ ଚିନ୍ତା ବଢିଛି…

ଆନନ୍ଦପୁର ବିଧାୟକଙ୍କୁ କରୋନା

କେନ୍ଦୁଝର, ୫।୯(ସ୍ବ.ପ୍ର.)-କେନ୍ଦୁଝର ଜିଲା ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଶନିବାର ଟୁଇଟ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ହୋମ କ୍ୱାରାଣ୍ଟାଇନ୍‌ରେ ରହିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ବନ୍ଧୁ ତଥା ସମର୍ଥକମାନଙ୍କୁ…

କଟକ ସହରରୁ ଆଜି ୧୮୪ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୫।୯-କଟକ ସହରରୁ ଶନିବାର ୧୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୦୭ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୪୪୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୪୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୯୫୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୫୧, ମୟୂରଭଞ୍ଜରୁ ୨୧୩, ଭଦ୍ରକରୁ ୧୬୪, ଢେଙ୍କାନାଳରୁ ୧୬୧, ରାୟଗଡାରୁ ୧୫୪, ଗଞ୍ଜାମରୁ ୧୪୮, ଯାଜପୁରରୁ ୧୪୪,…

ଭୋଜି ସାରି ଫେରୁଥିବାବେଳେ ପୋଲ ତଳକୁ ଖସି ପଡିଲା ବାଇକ: ୨ ମୃତ

ପରଜଙ୍ଗ,୫ା୯(ଡି.ଏନ.ଏ.)-ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଭାଲୁମୁଣ୍ଡା-ଆଳୁଅଝରଣ ପୂର୍ତ୍ତ ବିଭାଗ ରାସ୍ତାର ପୋଲ ତଳକୁ ଏକ ବାଇକ୍‌ ଖସି ଶନିବାର ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ପାଟରପଦା ଗ୍ରାମର ସରୋଜ ନାୟକ ଓ ବସନ୍ତପଡା ଗ୍ରାମର ସୁବ୍ରତ ସାହୁ। ପାଟରପଦା…

ଭୁବନେଶ୍ୱରରୁ ପୁଣି ବାହାରିଲେ ୪୦୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୫।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୨୪୨ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୧୬୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ସେହିପରି ଆଜି ୩୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ବିଏମସି ପକ୍ଷରୁ…

୪ କିମି ଭାରରେ ବୁହା ହେଲେ ଗର୍ଭବତୀ

ଚିତ୍ରକୋଣ୍ଡା,୫ା୯(ଡି.ଏନ.ଏ.): ଏବେବି ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ ହୋଇ ରହିଛି। ଉପଯୁକ୍ତ ସଚେତନତା ଓ ବିଭିନ୍ନ ସ୍ବାସ୍ଥ୍ୟ ସେବା ସମ୍ପର୍କରେ ପରାମର୍ଶର ଅଭାବ ଯୋଗୁ ବିଭିନ୍ନ ସମୟରେ ରୋଗୀଙ୍କ ମୃତ୍ୟୁ ଘଟୁଛି। ଏଇଭଳି ଏକ ଘଟଣା ଘଟିଛି ଚିତ୍ରକୋଣ୍ଡା ପଞ୍ଚାୟତ ସମିତି…

ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ପରଲୋକ

ତିର୍ତ୍ତୋଲ,୫ା୯(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲର ପୂର୍ବତନ ବିଧାୟକ ରବୀନ୍ଦ୍ର ନାଥ ଭୋଇଙ୍କ ଶୁକ୍ରବାର ରାତିରେ କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ ବର୍ଷ ବୟସ ହୋଇଥିଲା। ତାଙ୍କ ବିୟୋଗରେ ସମଗ୍ର ତିର୍ତ୍ତୋଲ ଅଞ୍ଚଳ…

ଆଜି ଆଉ ୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୮ରେ ପହଞ୍ଚିଲା

ଭୁବନେଶ୍ୱର,୫।୯(ବ୍ୟୁରୋ): ଶନିବାର ରାଜ୍ୟରୁ ଆଉ ୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୮କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲାରୁ ୨ କରୋନା…

CORONAVIRUS UPDATE: ରାଜ୍ୟରୁ ଆଜି ୩,୫୪୩ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୧,୨୦,୨୨୧କୁ ବୃଦ୍ଧି

ଭୁବନେଶ୍ୱର,୫ା୯(ବ୍ୟୁରୋ): ଶନିବାର ମୋଟ୍‌ ୩୦ ଜିଲାରୁ ୩୫୪୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧, ୨୦, ୨୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ…

ଗଞ୍ଜାମରୁ ସୁରଟ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୯(ବ୍ୟୁରୋ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମବେଦନା ଜଣାଇବା ସହ ୨ ଲକ୍ଷ ଟଙ୍କା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri