ରାଜ୍ୟ

ପୋଖରୀ ଖୋଳିବା ବେଳେ ବାହାରିଲା ଶିବ ଲିଙ୍ଗ

ଜହ୍ନାପଙ୍କ,୧୪।୪: ବୌଦ୍ଧ ବ୍ଲକ ମୁର୍ଷୁଣ୍ଢୀ ପଞ୍ଚାୟତ ଅଧୀନ ଜଗଦିଶପୁର ନିକଟରେ ପୋଖରୀ ଖୋଳା ଯିବା ସମୟରେ ଏକ ଶିବ ଲିଙ୍ଗ ଉଦ୍ଧାର ହୋଇଛି ।ଏହି ଖବର ପ୍ରଚାରିତ ହେବା ପରେ ଆଖପାଖ ଗାଁ ଲୋକଙ୍କ ଭିଡ ଜମିଥିଲା। ଲୋକେ ଶିବ ଲିଙ୍ଗରେ…

ଦିନକରେ ଭୁବନେଶ୍ୱରରୁ ୩୦୭ କରୋନା ପଜିଟିଭ

ଭୁବନେଶ୍ବର,୧୪।୪: ରାଜଧାନୀ ଭୁବନେଶ୍ବରରୁ ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ୩୦୭ ନୂଆ ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୬୯ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୨୩୮ ସ୍ଥାନୀୟ ଅଞ୍ଚଳରୁ ଆକ୍ରାନ୍ତ ହୋଇଛନ୍ତି। ଏନେଇ ଭୁବନେଶ୍ବର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ବୁଧବାର…

ପିପିଲିରେ ସାନି ନିର୍ବାଚନ: ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା

ଭୁବନେଶ୍ୱର,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ହୋଇଯାଇଛି। ଏନେଇ ରାଜ୍ୟ ନିର୍ବାଚନ ଅଧିକାରୀ(ସିଇଓ) ସୁଶୀଲ ଲୋହାନୀ କହିଛନ୍ତି, ଜିଲା ରିଟର୍ନିଂ ଅଫିସରଙ୍କ ରିପୋର୍ଟକୁ ଅପେକ୍ଷା କରାଯାଇଛି। ରିପୋର୍ଟ ଆସିବା ପରେ ଭାରତର ନିର୍ବାଚନ କମିଶନ(ଇସିଆଇ)ଙ୍କୁ…

ବନ୍ଦ ହୋଇପାରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୪।୪: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ ଯୋଗୁ ପିପିଲି ଉପର୍ନିବାଚନ ବନ୍ଦ ହୋଇପାରେ। ଜନପ୍ରତିନିଧି ଆଇନ ୧୯୫୧ର ସେକ୍ସନ ୫୨ ଅନୁଯାୟୀ, ନିର୍ବାଚନ ଲିଢୁଥିବା ପ୍ରାର୍ଥୀଙ୍କ ମତଦାନ ପୂର୍ବରୁ ଦେହାନ୍ତ ହେଲେ ନିର୍ବାଚନ କମିଶନ ସ୍ବତନ୍ତ୍ର କ୍ଷମତା ବଳରେ ନିର୍ବାଚନକୁ…

ପିପିଲି ଉପନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

ପୁରୀ ଅଫିସ୍‌,୧୪।୪: ପିପିଲି ଉପନିର୍ବାଚନ ପୂର୍ବରୁ ଏକ ଦୁଃଖଦ ଖବର ଆସିଛି। ଏହି ନିର୍ବାଚନରେ ଲଢୁଥିବା କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ବୁଧବାର ପରଲୋକ ଘଟିଛି। ଗତ କିଛିଦିନ ହେବ ସେ କରୋନା ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ…

ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଆଜି ଖୋଲିବ ଆଦିତ୍ୟ ଅଶ୍ୱିନୀ କୋଭିଡ୍‌ ହସ୍ପିଟାଲ

ଭୁବନେଶ୍ୱର,୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉ ଥିବା ବେଳେ ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ଗୁରୁତର ରୋଗୀଙ୍କୁ ମେଡିକାଲ ସୁବିଧା ଯୋଗାଇବାକୁ ପୁଣିଥରେ ବୁଧବାର ଆଦିତ୍ୟ ଅଶ୍ୱିନୀ କୋଭିଡ ହସ୍ପିଟାଲ ଖୋଲିବ। ସଂକ୍ରମଣ ବଢ଼ୁଥିବାରୁ ବିଏମ୍‌ସି ପକ୍ଷରୁ ଏହି…

କରୋନା ସ୍ଥିତି ସମୀକ୍ଷା: ଭୀମସାରରେ ଖୋଲିବ ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର, ୧୪।୪(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭୀମସାର)ରେ ହେବ ଦ୍ୱିତୀୟ କୋଭିଡ ହସ୍ପିଟାଲ। ଭୀମସାରର ନବନିର୍ମିିତ ମେଡିସିନ ୱାର୍ଡରେ ଏହି ହସ୍ପିଟାଲ ଖୋଲାଯିବ ବୋଲି ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…

ମା’ ହେଲା ମେଘା, ୩ ଶାବକକୁ ଦେଲା ଜନ୍ମ

ବାରଙ୍ଗ, ୧୪।୪(ଡି.ଏନ୍‌.ଏ.): ନନ୍ଦନକାନନରେ ଥିବା ବାଘୁଣୀ ମେଘା ୩ଟି ଛୁଆକୁ ଜନ୍ମ ଦେଇଛି । ମଙ୍ଗଳବାର ରାତିରେ ଏହି ଶାବକମାନେ ଜନ୍ମ ନେଇଥିବା ନନ୍ଦନକାନନ କର୍ତ୍ତୃପକ୍ଷ ପକ୍ଷରୁ ଜଣାପଡ଼ିଛି। ମହାବଳ ବାଘ ନନ୍ଦନ ସହ ମିଳନରେ ଏହି ଶାବକମାନେ ଜନ୍ମ ନେଇଛନ୍ତି।…

ଦିନରେ ରଙ୍ଗକାମ, ରାତିରେ ଚୋରି

ଭୁବନେଶ୍ୱର,୧୪।୪(ବ୍ୟୁରୋ): ନିଜର ୨ ସ୍ତ୍ରୀଙ୍କୁ ଗିଫ୍ଟ ଦେଇ ଖୁସି କରିବାକୁ ଜଣେ ବ୍ୟକ୍ତି ଆପଣାଇଥିଲେ ଅଭିନବ ତରିକା। ଦିନରେ ରଙ୍ଗମିସ୍ତ୍ରି ଭାବେ କାମ କରୁଥିବାବେଳେ ରାତିରେ ଚୋରି କରୁଥିଲେ। ସେଥିପାଇଁ ନିଜ ବ୍ୟାଗରେ ରଙ୍ଗଦେବା ଉପକରଣ ସହ ଝରକା, କବାଟ ସ୍କୃ…

ମେଷ ରାଶିରେ ସୂର୍ଯ୍ୟ

ଓଡ଼ିଆ ପରମ୍ପରାନୁଯାୟୀ ଆଜିଠାରୁ ନୂତନ ବର୍ଷ ଆରମ୍ଭ ହୋଇଥାଏ। ଓଡ଼ିଆ ସଂସ୍କୃତି ଓ କାଳ ଗଣନାରେ ଗୋଟିଏ ବର୍ଷ ବୈଶାଖରୁ ଆରମ୍ଭ ହୋଇ ଚୈତ୍ରରେ ସମାପ୍ତ ହୋଇଥାଏ। ସେହିଭଳି ଜ୍ୟୋତିଷ ଗଣନା ଅନୁଯାୟୀ ଏହି ଦିନକୁ ମେଷ ସଂକ୍ରାନ୍ତି ବୋଲି କୁହାଯାଏ।…

ମା’ ତାରିଣୀଙ୍କ ଚଇତିପର୍ବ

ଚଇତିପର୍ବ ମା’ ତାରିଣୀଙ୍କ ପ୍ରସିଦ୍ଧ ପର୍ବ ଭାବେ ପରିଚିତ। ଏହି ପର୍ବ ଲାଗି କେନ୍ଦୁଝର ଜିଲା ଘଟଗାଁସ୍ଥିତ ମା’ତାରିଣୀଙ୍କ ପୀଠରେ ମୁଖରିତ ହୋଇଉଠେ। ପୂର୍ବରୁ ଏହି ପର୍ବ କେବଳ ପଣା ସଂକ୍ରାନ୍ତି ଦିନହଁି ପାଳିତ ହେଉଥିଲା। ମାତ୍ର ୧୯୩୭ ମସିହା ପରଠାରୁ…

ପଣା ସଂକ୍ରାନ୍ତି

ପଣା ସଂକ୍ରାନ୍ତିକୁ ମହାବିଷୁବ ସଂକ୍ରାନ୍ତି କୁହାଯାଏ। ସୂର୍ଯ୍ୟ ଏହି ଦିନ ବିଷୁବରେଖାରେ ଅବସ୍ଥାନ କରନ୍ତି। ବର୍ଷକ ୩୬୫ ଦିନ ହେଉ ବା ୩୫୪ ଦିନ ହେଉ ସମୟ ଧାର୍ଯ୍ୟକୁ ୧/୧, ୩୬୦୦ର ବୃତ୍ତର ଧାର୍ଯ୍ୟ ରଖାଯାଏ। ଏମିତିକି ବାର୍ହ୍ୟସୂତ୍ୟ ବର୍ଷର ମାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?