ରାଜ୍ୟରେ ୨ ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ସୁନ୍ଦରଗଡ଼ରୁ ସର୍ବାଧିକ ୪୫୮, ଖୋର୍ଦ୍ଧାରୁ ୩୪୮ ଜଣ
ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ବର୍ତ୍ତମାନ ଏହି ସଂଖ୍ୟା ୨ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୬୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ…
କବିତା ଜଲାନ୍ ସିଭିଲ୍ ଆଭିଏଶନ ଡିଡିଜି
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଓଡ଼ିଶା କ୍ୟାଡର୍ ଆଇପିଏସ୍ କବିତା ଜଲାନ୍ଙ୍କୁ ବ୍ୟୁରୋ ଅଫ୍ ସିଭିଲ୍ ଆଭିଏଶନ୍ (ବେସାମରିକ ଜାହାଜ ଚଳାଚଳ) ଡିଡିଜି ଭାବେ ନୂଆ ନିଯୁକ୍ତି ମିଳିଛି। ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇ ଏହି ପଦବୀରେ ଯୋଗ ଦେବେ। ଜଲାନ୍ଙ୍କ ଡେପୁଟେଶନ ନେଇ ଗତ…
ଅଭିନେତା ବଦ୍ରି ନାରାୟଣ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ୱର,୧୪।୪(ବ୍ୟୁରୋ): ବରିଷ୍ଠ ଚଳଚ୍ଚିତ୍ର, ଟିଭି, ବେତାର ଓ ମଞ୍ଚ ଅଭିନେତା, ନିର୍ଦ୍ଦେଶକ ତଥା ଓଡ଼ିଶା ସଂଗୀତ ନାଟକ ଏକାଡେମୀ ପୁରସ୍କାର ବିଜେତା ଅଭିନେତା ବଦ୍ରି ନାରାୟଣ ମହାପାତ୍ରଙ୍କ ମଙ୍ଗଳବାର ପରଲୋକ ହୋଇଛି। ତାଙ୍କ ପରଲୋକରେ କଳାହାଣ୍ଡି କଳା ଜଗତରେ ଗଭୀର ଶୋକର…
ଚାକିରି ନାଁରେ ନାବାଳିକାଙ୍କୁ ଯୌନ ଶୋଷଣ
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଏକ ପେପର କମ୍ପାନୀରେ ଚାକିରି ଦେବାକୁ କହି ଜଣେ ନାବାଳିକାଙ୍କୁ ଭୁବନେଶ୍ୱର ଭରତପୁର ଥାନା ତାରିଣୀ ବସ୍ତିରେ ଏକ ଘରେ ରଖି ଦେହ ବ୍ୟବସାୟରେ ଲଗାଯାଉଥିବା ନେଇ ଅଭିଯୋଗ ହୋଇଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳିକାଙ୍କ ସବତ ମା’ଙ୍କ ମଧ୍ୟ…
ଓଏସ୍ଏଲ୍ଏସ୍ଏ ସଦସ୍ୟ ସଚିବ ଭାବେ ଦାୟିତ୍ୱ ନେଲେ ବିଦ୍ୟୁତ୍ ମିଶ୍ର
କଟକ ଅଫିସ,୧୪ା୪: ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ (ଓଏସ୍ଏଲ୍ଏସ୍ଏ)ର ସଦସ୍ୟ ସଚିବ ଭାବେ ବିଦ୍ୟୁତ୍ କୁମାର ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ କଟକସ୍ଥିତ ବିଭାଗୀୟ କାର୍ଯ୍ୟାଳୟରେ ଡେପୁଟି ସେକ୍ରେଟାରି ଜ୍ୟୋତି ରଞ୍ଜନ ଦାଶ ଓ କମଳାକାନ୍ତ କର…
ଏପ୍ରିଲ ୧୭ରେ ବିଜୁ ଶ୍ରାଦ୍ଧ ଦିବସ
ଭୁବନେଶ୍ୱର,୧୪ା୪(ବ୍ୟୁରୋ): ଆସନ୍ତା ୧୭ ତାରିଖରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ପାଳିତ ହେବ। ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ ରାଜ୍ୟସ୍ତରରେ ତଥା ନିର୍ବାଚନମଣ୍ଡଳୀସ୍ତରରେ କୋଭିଡ୍ ନିୟମ ଅନୁଯାୟୀ ପାଳନ କରିବାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ…
ଭର୍ତ୍ତୃହରିଙ୍କୁ ନେଇ ବିଜେଡି-ଭାଜପା ରାଜନୀତି ତେଜିଲା
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): କଟକ ଏମ୍ପି ଭର୍ତ୍ତୃହରି ମହତାବଙ୍କୁ ନେଇ ବିଜେଡି-ଭାଜପା ମୁହାଁମୁହିଁ ହୋଇଛନ୍ତି। ଭର୍ତ୍ତୃହରି ମହତାବଙ୍କ ଅଭିଜ୍ଞତା କଥା କହି ବିଜେଡିକୁ ଟାର୍ଗେଟ କରିଛି ଭାଜପା। ଏହାକୁ ବିଜେଡି ମଧ୍ୟ ପ୍ରସଙ୍ଗ କରି ଭାଜପା ଉପରେ ବର୍ଷିଛି। ଭର୍ତ୍ତୃହରିଙ୍କୁ ନେଇ ବିଜେଡି-ଭାଜପା…
ୟାକୁବଙ୍କୁ ୭ଦିନିଆ ରିମାଣ୍ଡରେ ନେଲା ପୋଲିସ
କଟକ ଅଫିସ, ୧୪।୪: ଏସ୍ସିବିରୁ ଫେରାର ଗ୍ୟାଙ୍ଗ୍ଷ୍ଟର ହାଇଦରଙ୍କ ସହଯୋଗୀ ୟାକୁବ ଖାନ୍ଙ୍କୁ ମଙ୍ଗଳବାର କମିଶନରେଟ ପୋଲିସ ୭ଦିନିଆ ରିମାଣ୍ଡରେ ନେଇଛି। ୟାକୁବ୍ ସୋମବାର ଚାଉଳିଆଗଞ୍ଜ ପୋଲିସ ନିକଟରେ ଆତ୍ମସମର୍ପଣ କରିଥିଲେ। ନିଲମ୍ବିତ କନଷ୍ଟେବଳ ମହମ୍ମଦ ମୌସୁମ୍ଙ୍କ ଅଭିଯୋଗକ୍ରମେ ରୁଜୁ ହୋଇଥିବା…
ପ୍ରତିଷ୍ଠା ହେବ ଓଡ଼ିଶା ଜଳ ଏକାଡେମୀ
ଭୁବନେଶ୍ୱର, ୧୪ା୪(ବ୍ୟୁରୋ): ଭୁବନେଶ୍ୱରରେ ଏକ ସେଣ୍ଟର ଅଫ୍ ଏକ୍ସେଲେନ୍ସି ଭାବେ ‘ଓଡ଼ିଶା ଜଳ ଏକାଡେମୀ’ ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଏକାଡେମୀ ଜଳ ଏବଂ ବର୍ଜ୍ୟଜଳ ସେବା ଯୋଗାଣ କ୍ଷେତ୍ରରେ ଗ୍ରାହକ ସନ୍ତୁଷ୍ଟି ଓ ସେବାର ଗୁଣବତ୍ତା…
ଏ ବର୍ଷ ଭଲ ବର୍ଷିବ
ଭୁବନେଶ୍ୱର, (ବ୍ୟୁରୋ)/ ନୂଆଦିଲ୍ଲୀ, ୧୪ା୪: ଚଳିତ ବର୍ଷ ଦକ୍ଷିଣ ପଶ୍ଚିମ ମୌସୁମୀ ସ୍ବାଭାବିକ ରହିବ। ପ୍ରଶାନ୍ତ ମହାସାଗରରେ ଏଲ-ନିନ୍ୟୋର ପ୍ରଭାବ ନାହିଁ। ପାଗ ଅନୁକୂଳ ରହିବ। ଓଡ଼ିଶା ସମେତ ସମଗ୍ର ଦେଶରେ ଭଲ ବର୍ଷା ହେବ। ଘରୋଇ ପାଣିପାଗ ସଂସ୍ଥା ସ୍କାଏମେଟ…
ଚିନ୍ତା ବଢ଼ାଇଛି ଟିକା ଅଭାବ
୧୧ ଜିଲାରେ ଟିକାକରଣ ବନ୍ଦ ଭୁବନେଶ୍ୱର, ୧୪।୪(ବ୍ୟୁରୋ): ରାଜ୍ୟରେ ଗୋଟିଏ ପଟେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲୁଥିବା ବେଳେ ଟିକା ଅଭାବ ଚିନ୍ତା ବଢ଼ାଇଦେଲାଣି। ଟିକା ଅଭାବରୁ ଏବେ ୧୧ଟି ଜିଲାରେ ଟିକାକରଣ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିବା…
ପଣା ସଂକ୍ରାନ୍ତି-ରମ୍ଜାନ ପାଇଁ ଗାଇଡ୍ଲାଇନ୍; ଏସବୁ ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି କରାଯାଇଛି। ବୁଧବାରଠାରୁ ରମ୍ଜାନ ଆରମ୍ଭ ହେଉଥିବାରୁ ଗହଳିକୁ ଏଡ଼ାଇବା ଲାଗି ସିଏମ୍ସି କଠୋର ଗାଇଡ୍ଲାଇନ୍…

