୮ରୁ ଯୁକ୍ତ୩ ଇ-ନାମଲେଖା ପାଇଁ ଆବେଦନ
ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଇ-ନାମଲେଖା ପାଇଁ ଆସନ୍ତା ୮ ତାରିଖ ପୂର୍ବାହ୍ନ ୧୧ଟାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୨୨ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଚାଲିବ। ଏନେଇ ଶୁକ୍ରବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ…
ଆଜି ଯୁକ୍ତ୨ କଳା ପରୀକ୍ଷାଫଳ
ଭୁବନେଶ୍ୱର,୫।୯(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ କଳା ପରୀକ୍ଷା ଫଳ ଆଜି ପ୍ରକାଶ ପାଇବ। ଏଥିସହିତ ଧନ୍ଦାମୂଳକ ଶିକ୍ଷା ପରୀକ୍ଷା ଫଳ ମଧ୍ୟ ବାହାରିବ ବୋଲି ଶୁକ୍ରବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ…
ନଭେମ୍ବର ୨୯ ପୂର୍ବରୁ ଉପନିର୍ବାଚନ
ଭୁବନେଶ୍ୱର/ନୂଆଦିଲ୍ଲୀ, ୫।୯(ବ୍ୟୁରୋ): ଆସନ୍ତା ନଭେମ୍ବର ୨୯ ତାରିଖ ପୂର୍ବରୁ ଓଡିଶାରେ ଖାଲି ରହିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଆସନ ଲାଗି ଉପନିର୍ବାଚନ ଅନୁଷ୍ଠିତ ହେବ। ବିଧାୟକଙ୍କ ମୃତ୍ୟୁ ଯୋଗୁ ଉଭୟ ଆସନ ଖାଲି ରହିଛି। ଏହାକୁ ମିଶାଇ ଦେଶରେ…
ମହିଳା କର୍ମଚାରୀଙ୍କୁ ଅସଦାଚରଣ ଅଭିଯୋଗ: ବଲାଙ୍ଗୀର ଉପଜିଲାପାଳ ନିଲମ୍ବିତ
ବଲାଙ୍ଗୀର ଅଫିସ, ୪ା୯-ବଲାଙ୍ଗୀର ଉପଜିଲାପାଳ ସଞ୍ଜୟ କୁମାର ମିଶ୍ରଙ୍କ ବିରୋଧରେ ତାଙ୍କ ଅଫିସ୍ର ଜଣେ ମହିଳା କର୍ମଚାରୀ ସଙ୍ଗିନ ଅଭିଯୋଗ ଆଣିଛନ୍ତି। ଉପଜିଲାପାଳ ମିଶ୍ର ନିଜ ଅଫିସ ଚ୍ୟାମ୍ବର ଭିତରେ ସମ୍ପୃକ୍ତ ମହିଳା କର୍ମଚାରୀଙ୍କୁ ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି…
ଭୁବନେଶ୍ୱରରୁ ଆଜି ୫୫୦ ନୂଆ ପଜିଟିଭ ଚିହ୍ନଟ: ସେଥିରୁ ୩୦୭ ଲୋକାଲ କଣ୍ଟାକ୍ଟ କେସ
ଭୁବନେଶ୍ୱର,୪।୯(ବ୍ୟୁରୋ)-ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱରରୁ ୫୫୦ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ୫୫୦ ଆକ୍ରାନ୍ତଙ୍କ ମଧ୍ୟରେ ୨୪୩ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୩୦୭ ଲୋକାଲ କଣ୍ଟାକ୍ଟ କେସ ରହିଛି। ଅପରପକ୍ଷରେ ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରୁ ୨୭୨…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୮୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୪।୯(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୯୮୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୬୫୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୩, ଗଞ୍ଜାମରୁ ୨୧୨, ମୟୂରଭଞ୍ଜରୁ ୨୦୭, ସମ୍ବଲପୁରରୁ ୧୩୩, ବଲାଙ୍ଗୀରରୁ ୧୨୬, ନୟାଗଡରୁ ୧୧୪, ପୁରୀରୁ ୧୧୪, ବାଲେଶ୍ୱରରୁ…
ଗଞ୍ଜାମ ଜିଲା: ୧୦୦ ତଳକୁ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା
ଛତ୍ରପୁର,୪ା୯(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ କରୋନା ସ୍ଥିତିରେ ସୁଧାର ଆସିବାରେ ଲାଗିଛି । ଦୀର୍ଘ ୨ ମାସ ପରେ ଗତ ୨୪ ଘଣ୍ଟାରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳକୁ ଖସିଛି। ଜିଲାରେ ୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୭ କରୋନା…
ଗିରଫ ପରେ ବାରିପଦା ବିଧାୟକଙ୍କୁ ଜାମିନ
ବାରିପଦା ଅଫିସ,୪ା୯-ମୟୂରଭଞ୍ଜ ଜିଲା ସମନ୍ବିତ ଆଦିବାସୀ ଉନ୍ନୟନ ସଂସ୍ଥା(ଆଇଟିଡିଏ)ର ସହକାରୀ ନିର୍ବାହୀଯନ୍ତ୍ରୀ ଗଣପତି ଜେନାଙ୍କୁ ମାଡ଼ ମାରିବା ଅଭିଯୋଗରେ ବାରିପଦା ବିଧାୟକ ପ୍ରକାଶ ସୋରେନଙ୍କୁ ଶୁକ୍ରବାର ଟାଉନ ଥାନା ପୋଲିସ ଗିରଫ କରିଛି। ତାଙ୍କ ନାମରେ ଦଫା ୨୯୪, ୩୨୩, ୩୨୪,…
ବିଧାୟକ ପ୍ରଶାନ୍ତ ମୁଦୁଲି କରୋନା ସଂକ୍ରମିତ
ଭୁବନେଶ୍ୱର,୪।୯(ବ୍ୟୁରୋ)-ବିଜେଡିର ଆଉ ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଜଗତସିଂହପୁର ବିଧାୟକ ତଥା ବିଜେଡି ବରିଷ୍ଠ ନେତା ପ୍ରଶାନ୍ତ କୁମାର ମୁଦୁଲି ଶୁକ୍ରବାର କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ତାଙ୍କ ସାମାଜିକ ଗଣମାଧ୍ୟମ ଜରିଆରେ ସୂଚନା ଦେଇଛନ୍ତି।…
ଗୋଟିଏ ଗୋଡରେ ସ୍କେଟିଂ କରୁଛନ୍ତି ଯୁବକ: ଦେଖନ୍ତୁ ଭିଡିଓ
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ଗୋଡରେ ଜଣେ ଯୁବକ ସ୍କେଟିଂ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି, ଯୁବକ ଜଣକ ଦୁଇ ହାତରେ ୨ଟି ଷ୍ଟିକ ଧରି ଗୋଟିଏ ଗୋଡରେ ସ୍କେଟିଂ କରୁଛନ୍ତି।…
ଏମ୍ପି ରମେଶ ମାଝିଙ୍କୁ କରୋନା
ଭୁବନେଶ୍ୱର,୪ା୯(ବ୍ୟୁରୋ): ନବରଙ୍ଗପୁର ଏମ୍ପି ରମେଶ ମାଝିଙ୍କୁ କରୋନା ହୋଇଥିବା ନେଇ ନିଜେ ସୋସିଆଲ ମିଡିଆରେ ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ଜଣାଇଛନ୍ତି। ଏଥିସହ ନିକଟରେ ତାଙ୍କ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି ସେମାନଙ୍କୁ…
ଆଜି ଆଉ ୯ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୫୩୧ରେ ପହଞ୍ଚିଲା
ଭୁବନେଶ୍ୱର,୪ା୯(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୫୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବଲାଙ୍ଗୀର, ଗଞ୍ଜାମ, କଟକ ଏବଂ…
Archives


