ରାଜ୍ୟ

ପରୀ ମୃତ୍ୟୁ ମାମଲା: ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କଲେ ଏନ୍‌ସିପିସିଆର୍‌

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ନୟାଗଡ଼ ଜିଲା ପରୀ ମୃତ୍ୟୁ ଘଟଣାରେ ଜାତୀୟ ଶିଶୁ ସୁରକ୍ଷା ଅଧିକାର କମିଶନ(ଏନ୍‌ସିପିସିଆର୍‌) ସୋମବାର ନିଜଆଡୁ ମାମଲାକୁ ଗ୍ରହଣକରି ଆସନ୍ତା ୧୦ ଦିନ ମଧ୍ୟରେ ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ମୃତକଙ୍କ ଜନ୍ମ ସାର୍ଟିଫିକେଟ ଏବଂ…

ରିକ୍ସା, କାନ୍ଧରେ ବୁହା ହେଉଛନ୍ତି ରୋଗୀ

କଟକ ଅଫିସ,୧।୧୨: ସରକାର ସ୍ବାସ୍ଥ୍ୟସେବାକୁ ଲୋକାଭିମୁଖୀ କରିବା ପାଇଁ ଅନେକ ଯୋଜନା କରିଛନ୍ତି। ଏପରି କି ହସ୍ପିଟାଲଗୁଡିକର ଭିତ୍ତିଭୂମି ବିକାଶ ସହ ଉନ୍ନତ ଚିକିତ୍ସା ପ୍ରଦାନ ନିମନ୍ତେ ବହୁ କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ଏବେ ବି ରାଜ୍ୟର ପ୍ରମୁଖ…

ରତ୍ନସିଂହାସନରେ ଦାରୁଦିଅଁଙ୍କ ସୁନାବେଶ

ପୁରୀ ଅଫିସ, ୧।୧୨: ଧର୍ମମାସ କାର୍ତ୍ତିକ ଶେଷ ହୋଇଛି। ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ତିଥିରେ ସୋମବାର ରତ୍ନ ସିଂହାସନରେ ଦାରୁଦିଅଁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁବିଗ୍ରହଙ୍କ ସୁନାବେଶ ହୋଇଥିଲା। ପୁଷ୍ପାଳକ ସେବକମାନେ ବିଭିନ୍ନ…

‘ସଚେତନତା ହିଁ ଚିକିତ୍ସା’

କଟକ ଅଫିସ, ୧।୧୨: ଏଡ୍‌ସ ଏକ ଭୂତାଣୁଜନିତ ରୋଗ। ଏଚ୍‌ଆଇଭି ଭାଇରସ୍‌ ଏହି ରୋଗ ସଂକ୍ରମଣର କାରଣ। ରାଜ୍ୟରେ ଅକ୍ଟୋବର ୨୦ ସୁଦ୍ଧା ପ୍ରାୟ ୫୨ ହଜାର ସଂକ୍ରମିତ ଚିହ୍ନଟ ହୋଇଛନ୍ତି ା ସେଥିମଧ୍ୟରୁ ଗଞ୍ଜାମରେ ସର୍ବାଧିକ ଓ ପରେ ଅନୁଗୋଳ,…

ଆଜିଠୁ ୬୯ ରୁଟ୍‌ରେ ‘ମୋ ବସ୍‌’

ଭୁବନେଶ୍ୱର,୧।୧୨(ବ୍ୟୁରୋ): ସୋମବାର ଡିସେମ୍ବର ପହିଲାରୁ ୬୯ ରୁଟ୍‌ରେ ଗଡ଼ିବ ‘ମୋ ବସ୍‌’। ଭୁବନେଶ୍ୱର, କଟକ, ପୁରୀ, ଖୋର୍ଦ୍ଧା ଓ କୋଣାର୍କର ମୋଟ ୭୦ ରୁଟ୍‌ ମଧ୍ୟରୁ କେବଳ ରୁଟ୍‌ ନଂ.୨୯ କଳିଙ୍ଗ ବିହାରରୁ ସାଇ ମନ୍ଦିର ପର୍ଯ୍ୟନ୍ତ ମୋ ବସ୍‌ ଚଳାଚଳ…

ଗତବର୍ଷ ତୁଳନାରେ ଖରିଫ ଧାନ ସଂଗ୍ରହ ୮୫ % ବଢ଼ିଛି

ଭୁବନେଶ୍ୱର,୧।୧୨(ବ୍ୟୁରୋ): ନଭେମ୍ବର ପ୍ରଥମ ସପ୍ତାହରୁ ରାଜ୍ୟରେ ଖରିଫ ଧାନ ସଂଗ୍ରହ ଆରମ୍ଭ ହୋଇଛି। ସୋମବାର ସୁଦ୍ଧା ରାଜ୍ୟର ୧୧ ଜିଲାରେ ମୋଟ ୨,୩୮,୪୫୨ ମେଟ୍ରିକ୍‌ ଟନ ଧାନ ସଂଗ୍ରହ କରାଯାଇଛି। ଗତବର୍ଷ ଏହି ସମୟରେ ଯେତିକି ଖରିଫ ଧାନ ସଂଗ୍ରହ ହୋଇଥିଲା…

ଶ୍ରୀଲଙ୍କା ଉପକୂଳ ମୁହାଁଇଛି ବାତ୍ୟା

ଭୁବନେଶ୍ୱର,୧।୧୨(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୋମବାର ଅବପାତ(ଡିପ୍ରେସନ)ରେ ପରିଣତ ହୋଇଛି। ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି। ଅବପାତ ଶ୍ରୀଲଙ୍କାର ତ୍ରିଙ୍କୋମାଳି ଠାରୁ ୭୦୦ କି.ମି. ଏବଂ ପୂର୍ବ-ଦକ୍ଷିଣ-ପୂର୍ବ କନ୍ୟାକୁମାରୀଠାରୁ ୧୧୦୦ କି.ମି. ଦୂରରେ କେନ୍ଦ୍ରୀଭୂତ…

ଚାକିରି ନାଁରେ ୬ଲକ୍ଷ ଠକେଇ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ବ୍ୟାଙ୍କରେ ଚାକିରି କରାଇ ଦେବାକୁ କହି ୬ଲକ୍ଷ ଠକେଇ ଅଭିଯୋଗରେ ଜଣେ ମହିଳାଙ୍କୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ। ସେ ହେଲେ ଭଦ୍ରକ ଜିଲା ବାସୁଦେବପୁର ବେତଡା ଗ୍ରାମର ଜୟନ୍ତୀ ପରିଡା(୩୦)। ଜୟନ୍ତୀ ବାଲେଶ୍ୱର ଜିଲା ନୀଳଗିରି କାଣ୍ଡଗରଡିରେ…

ମାସ୍କ ନ ପିନ୍ଧିଲେ ୨୫ ଫୁଟ ଯାଇପାରେ ଛିଙ୍କ

ଭୁବନେଶ୍ୱର, ୧।୧୨(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି। ମାସ୍କ, ସାମାଜିକ ଦୂରତା ବଜାୟ ରଖିବାକୁ ଗୁରୁତ୍ୱ ଦିଆଯାଉଛି। ତେବେ ଛିଙ୍କିବା ସମୟରେ ମାସ୍କ କାହିଁକି ଗୁରୁତ୍ୱପୂର୍ଣ୍ଣ ଓ ଏହା କେତେଦୂର ସଂକ୍ରମଣ ରୋକିବାରେ ସକ୍ଷମ ତାହାକୁ ନେଇ…

କୋଣାର୍କ ଉତ୍ସବ: ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ

ଭୁବନେଶ୍ୱର,(ବ୍ୟୁରୋ)/କୋଣାର୍କ,୧।୧୨(ଡି.ଏନ୍‌.ଏ.) : କୋଭିଡ୍‌ କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଆରମ୍ଭ ହେଉଛି ବିଶ୍ୱପ୍ରସିଦ୍ଧ କୋଣାର୍କ ଉତ୍ସବ। ଏଥିପାଇଁ ସୂର୍ଯ୍ୟମନ୍ଦିର ପାଦଦେଶ ଉତ୍ସବମୁଖର ହୋଇଉଠିଥିବାବେଳେ ଦୁଲୁକିବ ମୁକ୍ତାକାଶ ରଙ୍ଗମଞ୍ଚ। ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୫ଦିନ ଧରି ଚାଲିବାକୁ ଥିବା ଏହି ଉତ୍ସବରେ ଚଳିତବର୍ଷ…

ଟିକାକରଣକୁ ଜନ-ଅଭିଯାନ ରୂପ ଦେବ ଓଡ଼ିଶା

ଭୁବନେଶ୍ୱର, ୧।୧୨(ବ୍ୟୁରୋ): କୋଭିଡ୍‌ ଟିକାକୁ ନେଇ ଦିନକୁ ଦିନ ଆଶା ଦୃଢ଼ୀଭୂତ ହେବାରେ ଲାଗିଛି। ଏପରିସ୍ଥଳେ ରାଜ୍ୟରେ ଟିକାକରଣ ପାଇଁ ଜୋର୍‌ଦାର ପ୍ରସ୍ତୁତି ଚାଲିଛି। ତେବେ ଏହି ଟିକାକରଣକୁ ଏକ ଜନ-ଅଭିଯାନ ରୂପ ଦେବା ପାଇଁ ଓଡ଼ିଶା ପ୍ରସ୍ତୁତ ଥିବା ମୁଖ୍ୟ…

ଟାର୍ଗେଟରେ ପ୍ରଦୀପ, ପାଠକ

ବ୍ରହ୍ମପୁର ଅଫିସ,୧।୧୨: ଏବେ କ୍ରାଇମ୍‌ବ୍ରାଞ୍ଚର ଟାର୍ଗେଟରେ ରହିଛନ୍ତି ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଏବଂ ଆଇଏଫଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ। ଉଭୟ ବାପପୁଅ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଏବଂ ଠକେଇ ଅଭିଯୋଗରେ ଜେଲରେ ଅଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri