କାଳିଆ ଆବେଦନ ଖୋଲାଥିବା କହି ଚାଷୀଙ୍କୁ ଭୁଆଁ ବୁଲାଉଛନ୍ତି ସରକାର
ଭୁବନେଶ୍ୱର,୪ା୯(ବ୍ୟୁରୋ):କାଳିଆ ଯୋଜନାକୁ ନେଇ ସରକାର ରାଜ୍ୟବାସୀଙ୍କୁ ଅନେକ ମିଛ କହିଛନ୍ତି। ୨୦୧୯ ନିର୍ବାଚନ ଜିତିବା ପରଦିନ କାଳିଆ ଅର୍ଥ ଦେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଥିଲେ। କିନ୍ତୁ ଯୋଗ୍ୟ ଚାଷୀଙ୍କୁ ଏଯାବତ୍ କାଳିଆ ଅର୍ଥ ପ୍ରଦାନ ନ କରିବା…
ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ମାମଲା: ‘ସାଇକୋ ଲେଡି’ ପ୍ରସଙ୍ଗରେ ମୁହଁ ଖୋଲିଲେ ଯୁବତୀ
ଭୁବନେଶ୍ୱର,୪।୯ (ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ମୃତ୍ୟୁ ଘଟଣାକୁ ଇତିମଧ୍ୟରେ ୨ମାସ ପାଖାପାଖି ବିତିବାକୁ ବସିଲାଣି। ଜିଆର୍ପି ପରେ ମାସେ ହେବ କ୍ରାଇମବ୍ରାଞ୍ଚ ତଦନ୍ତ କରୁଥିଲେ ମଧ୍ୟ କିଛି ବି ସୁରାକ ମିଳିପାରୁନି। ଏଭଳିସ୍ଥଳେ ବର୍ତ୍ତମାନ ଆଦିତ୍ୟଙ୍କ ମୃତ୍ୟୁ ପଛରେ ‘ସାଇକୋ ଲେଡି’…
୨୦ରୁ ଅକ୍ଟୋବର ୧୦ ମଧ୍ୟରେ ୟୁଜି, ପିଜି ପରୀକ୍ଷା
ଭୁବନେଶ୍ୱର,୪ା୯(ବ୍ୟୁରୋ): ରାଜ୍ୟରେ ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ଆସନ୍ତା ୨୦ରୁ ଆରମ୍ଭ ହୋଇ ଅକ୍ଟୋବର ୧୦ ମଧ୍ୟରେ ସରିବ। ଏନେଇ ୟୁଜିସି ଅନୁମତି ମିଳିବା ପରେ ଗୁରୁବାର ଉଚ୍ଚଶିକ୍ଷା ବିଭାଗ ସଚିବ ଶାଶ୍ୱତ ମିଶ୍ର ସମସ୍ତ ଜିଲାପାଳ ଓ…
୬ ଯାଏ ରେଭେନ୍ଶା ଶଟ୍ଡାଉନ୍
କଟକ ଅଫିସ,୪ା୯:ରେଭେନ୍ଶା ବିଶ୍ୱବିଦ୍ୟାଳୟ କ୍ୟାମ୍ପସ ପରିସରରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଯେଉଁଥିପାଇଁ ବିଶ୍ୱବିଦ୍ୟାଳୟକୁ ବାରମ୍ବାର ବନ୍ଦ କରିବାକୁ ପଡୁଛି। ପୂର୍ବରୁ କୁଳପତିଙ୍କ କାର୍ଯ୍ୟାଳୟରେ ଜଣେ କର୍ମଚାରୀ ଓ ତାଙ୍କ ପରିବାରର ଦୁଇଜଣ ସଦସ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏଥିପାଇଁ…
ଝଲସିବନି ଆଲୁମିନିୟମ ନଗରୀ
ବଅଁରପାଳ, ୪ା୯(ଡି.ଏନ.ଏ.) ଚଳିତ ବର୍ଷ ଝଲସିବନି ଆଲୁମିନିୟମ ନଗରୀ। କରୋନା ଯୋଗୁ ବନ୍ଦ ହେବାକୁ ଯାଉଛି ୩୦ ବର୍ଷର ପରମ୍ପରା। ଏଥର ମୂର୍ତ୍ତି ବଦଳରେ ନାଲ୍କୋରେ ଫଟୋରେ ଦେବଶିଳ୍ପୀ ପୂଜା ପାଇବେ ବୋଲି ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଛି। ଏ ନେଇ…
ଖତ ହେଉଛି ଜବତ ଗାଡ଼ି
ଅନୁଗୋଳ ଅଫିସ, ୪ା୯ – ଖତ ଖାଉଛି କୋଟି କୋଟି ଟଙ୍କାର ଗାଡ଼ି। ନୂଆ ମଡେଲ ଠାରୁ ଆରମ୍ଭ କରି ପୁରୁଣା ସ୍କୁଟର ପର୍ଯ୍ୟନ୍ତ ବହୁ ଗାଡ଼ି ବର୍ଷ ବର୍ଷ ଧରି ପଡ଼ିରହିଛି ଥାନାରେ। ଜିଲାର ବିଭିନ୍ନ ଥାନା, ଅବକାରୀ କାର୍ଯ୍ୟାଳୟରେ…
ଛଟେନପାଲିଠାରେ ଡିଏଭି ପକ୍ଷରୁ ବିଦ୍ୟାଳୟ ଖୋଲାଯିବା ନେଇ ଚୁକ୍ତି
ସୁନ୍ଦରଗଡ, ୪ା୯ (ଡି.ଏନ୍.ଏ.) ଆଦିବାସୀ ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ ସୁନ୍ଦରଗଡ ବିଧାନସଭା କ୍ଷେତ୍ରରେ ଏକ ଉନ୍ନତମାନର ଇଂରାଜୀ ମାଧ୍ୟମ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ସକାଶେ ସ୍ଥାନୀୟ ବିଧାୟିକା କୁସୁମ ଟେଟେଙ୍କ ପକ୍ଷରୁ ହୋଇଥିବା ଦାବିକୁ ଏମସିଏଲ ପୂରଣ କରିବାକୁ ଯାଉଛି।…
୬ ମାସ ପରେ ୧୭ ପଇସା କମିଲା ଡିଜେଲ
ଭୁବନେଶ୍ୱର,୪ା୯: ପ୍ରାୟ ୬ ମାସ ପରେ ପ୍ରଥମ ଥର ଲାଗି ଡିଜେଲ ଦର କମିଥିବା ନଜରକୁ ଆସିଛି। ଗୁରୁବାର ଭୁବନେଶ୍ୱରରେ ଡିଜେଲ ଲିଟର ପିଛା ୧୭ ପଇସା ହ୍ରାସ ପାଇ ୭୯.୮୬ ଟଙ୍କାକୁ ଖସିଛି। ଏଠାରେ ପେଟ୍ରୋଲ ଅପରିବର୍ତ୍ତିତ ୮୨.୬୪ ଟଙ୍କା…
ଖୋର୍ଦ୍ଧା, କଟକ ପାଇଁ ସତର୍କତା ଜରୁରୀ
ଭୁବନେଶ୍ୱର,୪ା୯(ବ୍ୟୁରୋ):ରାଜ୍ୟରେ କୋଭିଡ୍ ପରିସ୍ଥିତି ଜାତୀୟସ୍ତର ଠାରୁ ଭଲ ରହିଛି। ତେବେ କଟକ ଓ ଖୋର୍ଦ୍ଧା ଜିଲାରେ ପଜିଟିଭ କେସ୍ ବଢୁଛି। ଏହି ଦୁଇ ଜିଲାରେ ରଣନୀତିକୁ ସୁଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରିଷ୍ଠ ଅଧିକାରୀମାନଙ୍କୁ ପରାମର୍ଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଗୁରୁବାର…
ସଙ୍କଟରେ ଶହେ ବର୍ଷର କୌଳିକ ବୃତ୍ତି
କେନ୍ଦୁଝର, ୪।୯(ସ୍ବ.ପ୍ର.) – କେନ୍ଦୁଝର ସହରର ଆଟୋପୁର ସାହିର ପିଟା ବାସନ ଜିଲା ଓ ଜିଲା ବାହାରେ ପ୍ରସିଦ୍ଧି ଲାଭ କରିଛି। ପ୍ରୋତ୍ସାହନ ଅଭାବରୁ ଏହି ଶହେ ବର୍ଷର ପିଟା ବାସନ ପରମ୍ପରା ଲୋପ ପାଇବାକୁ ବସିଲାଣି। ଆଜିକାଲି ମେଶିନରେ ଆଲୁମିନିୟମରୁ…
ଗେଙ୍ଗୁଟି ନଦୀ ବନ୍ଧ ୨୦୦ ଫୁଟ ଧସିଲା
ଧାମନଗର,୪ା୯(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ଦଳାଙ୍ଗ ପଣ୍ଡାସାହି ନିକଟରେ ଗେଙ୍ଗୁଟି ନଦୀ ବନ୍ଧ ପ୍ରାୟ ୨ ଶହ ଫୁଟ ଲମ୍ବରେ ଧସିଯାଇଛି। ଏନେଇ ସ୍ଥାନୀୟ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ସୂଚନା ଥାଉକି ୪ ବର୍ଷ ତଳେ ଗେଙ୍ଗୁଟି ନଦୀର…
କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଡେପୁଟି ଡାଇରେକ୍ଟରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ
ଭୁବନେଶ୍ୱର,୩ା୯ (ବ୍ୟୁରୋ)- ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡିଛନ୍ତି ଆଉଜଣେ ଉଚ୍ଚପଦସ୍ଥ ସରକାରୀ ଅଫିସର। ସେ ହେଲେ ଡାଇରେକ୍ଟୋରେଟ୍ ଅଫ୍ ଫ୍ୟାକ୍ଟୋରିଜ୍ ଆଣ୍ଡ୍ ବଏଲର୍ସ ବା କାରଖାନା ଓ ବାଷ୍ପିତ୍ର ନିର୍ଦ୍ଦେଶାଳୟର ଡେପୁଟି ଡାଇରେକ୍ଟର ରମେଶ ଚନ୍ଦ୍ର ବେହେରା। ଆୟ ବହିର୍ଭୂତ ସମ୍ପତ୍ତି…
Archives


