ରାଜ୍ୟ

ସୁନ୍ଦରଗଡ଼ରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଲା

ସୁନ୍ଦରଗଡ଼, ୩୦।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୧ ଜଣ ପୁରୁଷ ଥିବାବେଳେ ୨ ଜଣ ମହିଳା ଅଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୪ ଛୁଇଁଛି। ତେବେ...

ବରଗଡ଼ରେ ପୁଣି ୬ ନୂଆ କରୋନା ପଜିଟିଭ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଲା

ବରଗଡ଼ ଅଫିସ, ୩୦।୫: ବରଗଡ଼ ଜିଲାରେ ଶନିବାର ୬ ନୂଆଁ କରୋନା (କୋଭିଡ -୧୯) ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ଜଣ ଭେଡେନ ବ୍ଲକ ଏବଂ ଅନ୍ୟ ୨ଜଣ ଭଟଲି ବ୍ଲକ ଅଞ୍ଚଳର ବୋଲି ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ...

ରାଜଧାନୀରେ ହାଇପ୍ରୋଫାଇଲ ଜୁଆ ଆଡ୍ଡା ଉପରେ ଚଢ଼ାଉ: ୯ ଗିରଫ, ୩ କାର୍‌ , ୧ ଲକ୍ଷ ୫୩ ହଜାର ଜବତ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): କରୋନା କଟକଣା ଭିତରେ ରାଜଧାନୀ ଭୁବନେଶ୍ୱରରେ ହାଇ ପ୍ରୋଫାଇଲ ଜୁଆ ଆଡ୍ଡା ଚାଲିଛି। ନୟାପଲ୍ଲୀ ଭିଆଇପି କଲୋନୀରେ ଏକ ହୋଟେଲରେ ଏହି ଜୁଆ ଆଡ୍ଡା ଚାଲିଥିବା ଖବର ପାଇ ନୟାପଲ୍ଲୀ ପୋଲିସର ଶୁକ୍ରବାର ବିଳମ୍ବିତ ରାତିରେ ଚଢ଼ାଉ...

ଭିଡିଓ କନଫରେନ୍ସିଂରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଆରମ୍ଭ

ପୁରୀ ଅଫିସ, ୩୦।୫: ଆଗକୁ ଆସୁଛି ସ୍ନାନ ଯାତ୍ରା ଓ ରଥଯାତ୍ରା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଥିବା ବେଳେ ଶନିବାର ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ବୈଠକ ଚାଲିଥିବା ବେଳେ ଭୁବନେଶ୍ୱରରେ ଗଜପତି ମହାରାଜା...

ଶ୍ରୀକ୍ଷେତ୍ରରେ ରଥର ଚକ ଅଖ ଡେରା ନୀତି ସମ୍ପନ୍ନ

ପୁରୀ ଅଫିସ, ୩୦।୫: ରଥଖଳାରେ ତିନିରଥର ସମସ୍ତ ଚକ ଅଖ ଡେରା ସରିଛି। ବିଧି ଅନୁଯାୟୀ ଭଉଁରୀରେ ତିନିରଥର ୬ଟି ଚକ ଏବଂ ୩ଟି ଅଖ ଡେରା ହୋଇଥିଲା। ଏହାପରେ ପରମ୍ପରା ଅନୁଯାୟୀ ଶୀତଳ ଷଷ୍ଠୀ ପରଦିନ ପଞ୍ଚମହାଦେବ ରଥଖଳାରେ...

ରାଜ୍ୟରେ ୧୮ ଶହ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୧୮ ଜିଲାରୁ ୯୬ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଚିହ୍ନଟ ହୋଇଥିବା ୯୬ କରୋନା ସଂକ୍ରମିତ ୧୮ ଜିଲାର। ସେମାନଙ୍କ ମଧ୍ୟରୁ ସର୍ବାଧିକ ୧୦ ଜଣ ଲେଖାଏ କେନ୍ଦ୍ରାପଡ଼ା ଓ ଗଜପତି ଜିଲାର ରହି ରହିଛନ୍ତି। ସେହିପରି ଖୋର୍ଦ୍ଧା ଜିଲାର ୯ ଜଣ ରହିଥିବା...

CORONAVIRUS UPDATE: ରାଜ୍ୟରେ ପୁଣି ୯୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୩୦।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯୬ କରୋନା ପଜିଟିଭ ଚିହ୍ନଟ ହୋିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୧୯ରେ ପହଞ୍ଚିଛି। ତେବେ ସମସ୍ତ ନୂଆ ଆକ୍ରାନ୍ତ କ୍ୱାରାଣ୍ଟାଇନ କେନ୍ଦ୍ରର। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ...

୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ କାର୍ଯ୍ୟକ୍ଷମ ଉପରେ ଗୁରୁତ୍ୱ

କେନ୍ଦୁଝର, ୩୦ା୫(ଡି.ଏନ.ଏ.)-ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ନିମନ୍ତେ ଶୁକ୍ରବାର ଜିଲାପାଳ ଆଶିଷ ଠାକରେଙ୍କ ଅଧ୍ୟକ୍ଷତାରେ ଦରବାର ହଲ୍‌ଠାରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ା ବୈଠକରେ ଓଡ଼ିଶାର ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷାମନ୍ତ୍ରୀ ଇଂ...

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା

ବନ୍ତ, ୩୦।୫(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ଆଗରପଡା ଥାନା ଅଞ୍ଚଳର ଜଣେ ଯୁବକ ବିବାହ ପ୍ରତିଶ୍ରୁତ ଦେଇ ଶାରିରୀକ ସମ୍ପର୍କ ରଖିବା ପରେ ପ୍ରତାରଣା କରିଥିବା ଅଭିଯୋଗ ହୋଇଛି। ଯୁବତୀ ଜଣକ ଏବେ ଗର୍ଭବତୀ ଅଛନ୍ତି...

ବାରିପଦାରୁ ଭୁବନେଶ୍ୱର ଗଡ଼ିଲା ବସ୍‌

ବାରିପଦା ଅଫିସ,୩୦ା୫- ଦୀର୍ଘ ୨ ମାସ ପରେ ବାରିପଦାରୁ ଭୁବନେଶ୍ୱରକୁ ଗଡ଼ିଛି ବସ୍‌। ଶୁକ୍ରବାର ୩ଟି ବସ୍‌ରେ ୨୬ ଯାତ୍ରୀ ଭୁବନେଶ୍ୱର ଯାଇଛନ୍ତି। ପ୍ରଥମ ବସ୍‌ଟି ସକାଳ ୫ଟା ୩୦ରେ ବାରିପଦା ଛାଡ଼ିଥିବା ବେଳେ ସେଥିରେ ୧୧ ଜଣ, ୧୦ଟା୪୫ରେ...

ମାଛ ଚାଷ ଦେଇଛି ପରିଚୟ

ବାରିପଦା ଅଫିସ,୩୦ା୫- ବର୍ତ୍ତମାନ ସମୟରେ ଜୀବିକା ବଞ୍ଚାଇବା କଷ୍ଟକର ହୋଇପଡ଼ିଛି। କରୋନା ମହାମାରୀ ଯୋଗୁ ପ୍ରବାସୀମାନେ ଘରମୁହାଁ ହେଉଛନ୍ତି। ସେହିଭଳି ଅନେକ ସ୍ଥାନରେ ଯୁବତୀଯୁବକମାନେ ଚାକିରି ପଛରେ ଗୋଡ଼ାଇ ନ ପାରି ନିରାଶ ହୋଇ ଘରେ ବସି ରହୁଛନ୍ତି। ହେଲେ...

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ବନ୍ଦ ପ୍ରତିବାଦରେ ବ୍ଲକ ଘେରାଉ

ବାଙ୍ଗିରିପୋଷି,୩୦ା୫(ଡି.ଏନ.ଏ.)- ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ କାମ ବନ୍ଦ ପ୍ରତିବାଦରେ ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ବ୍ଲକ ବୁଢୀଖମାରୀ ପଞ୍ଚାୟତ ଅନ୍ତର୍ଗତ ଯୋକା (ଆତନାବେଡା) ଗ୍ରାମର ଶତାଧିକ ମହିଳା ଓ ପୁରୁଷ ଶୁକ୍ରବାର ବ୍ଲକ କାର୍ଯ୍ୟାଳୟ ଘେରାଉ କରିବା ସହ ସମସ୍ତ ଅଧିକାରୀଙ୍କୁ ତାଲାବନ୍ଦ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri