ପରୀ ହତ୍ୟା ମାମଲା: ରାଜ୍ୟ ସରକାରଙ୍କୁ ଏନ୍ପିସିଆରଙ୍କ ଜବାବ ତଲବ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (NCPCR) ରିପୋର୍ଟ ତଲବ କରିଛନ୍ତି। ନିଜ ଆଡୁ ମାମଲା ରୁଜୁ କରି NCPCR ନୋଟିସ କରିଛନ୍ତି। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ…
ଭୁବନେଶ୍ୱରରୁ ଆଜି ପୁଣି ୨୮ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
୧୫ ଡିଗ୍ରୀ ତଳେ ରାଜ୍ୟର ୧୧ ସହର
ଭୁବନେଶ୍ୱର, ୩୦।୧୧(ବ୍ୟୁରୋ): ଶୀତରେ ଥରୁଛି ସାରା ଓଡ଼ିଶା। ରାଜ୍ୟର ୧୧ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିବା ରେକର୍ଡ କରାଯାଇଛି। ସୋନପୁର ରାଜ୍ୟର ସବୁଠୁ ଥଣ୍ଡା ସହର ପାଲଟିଛି। ଏଠାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ତଳେ ରହିଛି। ସେହିପରି ଓଡିଶାର…
ରାଜ୍ୟରେ ପୁଣି ୪୧୮ କରୋନା ପଜିଟିଭ୍ ଚିହ୍ନଟ, ୫ ମୃତ
ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୪୧୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୪୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୭୭ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ
ପୁରୀ ଅଫିସ,୩୦।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁଦିଅଙ୍କୁ ସୁନା ବେଶରେ ସଜାଯାଇଛି। ପୁଷ୍ପାଳକ ସେବକମାନେ ବିଭିନ୍ନ ରତ୍ନ ଅଳଙ୍କାର ଓ ପାଟବସ୍ତ୍ରରେ ଠାକୁରଙ୍କୁ…
ଓଡ଼ିଶାକୁ ଲୁଟୁଛନ୍ତି ଅଣ ଓଡ଼ିଆ ଅଫିସର
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକ ଏବଂ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରସଙ୍ଗ ରବିବାର ବିଧାନସଭାର ଶୂନ୍ୟକାଳରେ ଆଲୋଚନାର ମୁଖ୍ୟ ବିଷୟ ହୋଇଥିଲା। ଅଭୟକାନ୍ତ ଓ ତାଙ୍କ ପୁଅ ଆକାଶଙ୍କ ସହ ପୂର୍ବତନ ମନ୍ତ୍ରୀ ତଥା…
ପରୀ ପ୍ରସଙ୍ଗ: ଆନ୍ଦୋଳନ ଜିଦ୍ରେ ଭାଜପା
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ନୟାଗଡ଼ ଜିଲାର ପରୀ ହତ୍ୟାକାଣ୍ଡକୁ ନେଇ ରାଜନୈତିକ ଲଢ଼େଇ ଥମିବାର ନଁା ଧରୁନାହିଁ। କିନ୍ତୁ ବିଧାନସଭାରେ ଏହି ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ମଧ୍ୟରେ ମତଭେଦ ଦେଖିବାକୁ ମିଳିଲାଣି। ଉକ୍ତ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏସ୍ଆଇଟି ତଦନ୍ତ ନେଇ ଘୋଷଣା…
୧୬୩ ଆହାର କେନ୍ଦ୍ରରେ ୧୭୦୦ ଏସ୍ଏଚ୍ଜି ମହିଳା
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ) :ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଆହାର କାର୍ଯ୍ୟକ୍ରମ ସଫଳତାର ଶିଖର ଛୁଇଁଛି। ରାଜ୍ୟର ଗରିବ ଓ ଅସହାୟ ଲୋକଙ୍କୁ ଖାଦ୍ୟ ଯୋଗାଉଥିବା ଆହାର କେନ୍ଦ୍ରଗୁଡ଼ିକ ନୂଆ ରେକର୍ଡ ସୃଷ୍ଟି କରିଛି। ୧୬୩ ଆହାର କେନ୍ଦ୍ରରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍ଏଚ୍ଜି)ର…
ସହାୟତା ଡେସ୍କରୁ ମିଳୁନି ସହଯୋଗ
ଅନୁଗୋଳ ଅଫିସ, ୩୦।୧୧: ମେଡିକାଲ ଆସିଥିବା ରୋଗୀଟିଏ ଉପଯୁକ୍ତ ଚିକିତ୍ସା ସେବା ପାଇପାରୁ ନ ଥିବା ଅନେକ ସମୟରେ ଦେଖାଯାଇଥାଏ। ଏପରି କି ବିଭାଗୀୟ ଡାକ୍ତରଙ୍କ ନିକଟରେ ସେ କିପରି ତୁରନ୍ତ ପହଞ୍ଚିପାରିବ ତାହା ମଧ୍ୟ ଜାଣି ନ ଥାଏ। ଏପରି ରୋଗୀଙ୍କୁ…
ଗାଇବନ୍ଧା ଗାଁକୁ ନାହିଁ ରାସ୍ତା କି ପିଇବା ପାଇଁ ପାଣି ନାହିଁ; ସୋଲାର ପାଣି ଟାଙ୍କି ୨ ବର୍ଷ ହେବ ଅଚଳ
କୋକସରା, ୩୦।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତ ଅଧୀନ ଆଦିବାସୀ ବହୁଳ ଗାଁ ହେଉଛି ଗାଇବନ୍ଧା । ଏଠାରେ ୩୦ରୁ ଊଦ୍ଧ୍ୱର୍ର୍ ସାନ୍ତା ପରିବାରର ପାଖାପାଖି ୧ ଶହ ୫୦ରୁ ଊଦ୍ଧ୍ୱର୍ର୍ ଲୋକେ ବାସ କରନ୍ତି ।…
ଆରମ୍ଭରୁ ହାତ ଟେକିଲେଣି
ଯୋଡ଼ା,୩୦।୧୧(ଡି.ଏନ୍.ଏ.) ଚଳିତବର୍ଷ ମାର୍ଚ୍ଚରେ ଶେଷ ହୋଇଥିବା ରାଜ୍ୟର ବିଭିନ୍ନ ଖଣିମଣ୍ଡଳର ୧୭ଟି ଲୁହାପଥର ଖଣି ପାଇଁ ୨୦୧୯ ଶେଷ ଭାଗରେ ନିଲାମ ଡକାଯାଇଥିଲା। ସେଥିମଧ୍ୟରୁ ଯୋଡ଼ା ଖଣିମଣ୍ଡଳରେ ୯ଟି ଖଣି ରହିଥିଲା। ନିଲାମ ପ୍ରକ୍ରିୟାରେ ବହୁ କମ୍ପାନୀ ପ୍ରତିଦ୍ୱନ୍ଦ୍ୱିତା କରି ଖଣି…
ତେଲ ଦର ବୃଦ୍ଧି ଥମୁନି: ପେଟ୍ରୋଲ ୧.୩୫ ଟଙ୍କା, ଡିଜେଲ ୨.୧୯ ଟଙ୍କା ବଢ଼ିଲା
ଭୁବନେଶ୍ୱର,୩୦ା୧୧:ପେଟ୍ରୋଲ ଏବଂ ଡିଜେଲ ଦର ଥମୁନାହିଁ। ଗତ ୧୦ ଦିନ ମଧ୍ୟରେ ତେଲ ଦର ୯ ଥର ବୃଦ୍ଧି ପାଇଛି। ଏହାକୁ ନେଇ ଖାଉଟିଙ୍କ ମଧ୍ୟରେ ଗଭୀର ଅସନ୍ତୋଷ ଦେଖାଦେଇଛି। କରୋନା ମହାମାରୀ ସମୟରେ ଲଗାତର ତେଲ ଦର ବୃଦ୍ଧି ଯୋଗୁ…
Archives


