୧୯ ଜିଲାରୁ ୧୨୯ ପଜିଟିଭ୍: କେନ୍ଦ୍ରାପଡ଼ାରୁ ସର୍ବାଧିକ
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ଚିହ୍ନଟ ୧୨୯ ନୂଆ ପଜିଟିଭ୍ ୧୯ ଜିଲାର। ସେମାନଙ୍କ ମଧ୍ୟରୁ କେନ୍ଦ୍ରାପଡ଼ା ଜିଲାରେ ସର୍ବାଧିକ ୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାଛଡ଼ା ଗଜପତିରେ ୧୬, ନୂଆପଡ଼ାରେ ୧୨, ବଲାଙ୍ଗୀରରେ ୧୧, କେନ୍ଦୁଝରରେ ୩, ଗଞ୍ଜାମ-ଯାଜପୁରରେ ୧୦,...
CORONAVIRUS UPDATE: ରାଜ୍ୟରେ ଆଉ ୧୨୯ ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି
ଭୁବନେଶ୍ୱର,୩୧।୫(ବ୍ୟୁରୋ): ରାଜ୍ୟରେ ରବିବାର ୧୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୧,୯୪୮କୁ ବୃଦ୍ଧି ପାଇଛି। ସେଥିରୁ ମୋଟ ଆକ୍ଟିଭ୍ କେସ୍ ୮୮୯ ଥିବା ବେଳେ ୧୦୫୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।...
କେନ୍ଦୁପତ୍ର କେରି ଦାମ୍ ବଢ଼ାଇଲେ ସରକାର: ଉପକୃତ ହେବେ ୮ ଲକ୍ଷ ୩୫ ହଜାର ବନ୍ଧାଳି, ତୋଳାଳି
ଭୁବନେଶ୍ୱର,୩୧। ୫(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ଆର୍ଥିକ ଦୁଃସ୍ଥିତିରେ ଥିବା କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ରାଜ୍ୟ ସରକାର ସହାୟତା ପ୍ରଦାନ କରିବେ। ରାଜ୍ୟରେ କାର୍ଯ୍ୟରତ ୮ ଲକ୍ଷ ୩୫ ହଜାର କେନ୍ଦୁପତ୍ର ତୋଳାଳି, ବନ୍ଧାଳି ଓ ସାମୟିକ...
ଦାଦନ ଖଟିବାକୁ ଯାଇ ଫସିଛନ୍ତି ସ୍ବାମୀ:ସ୍ତ୍ରୀଙ୍କ କାନ୍ଧରେ ୪ ପିଲାଙ୍କ ବୋଝ
କୋକସରା, ୩୧।୫(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ସନପୋଡ଼ାଗୁଡ଼ା ଗ୍ରାମର ମୋହନ ମେହେର ପରିବାର ପ୍ରତିପୋଷଣ ପାଇଁ ଗତ ୬ମାସ ତଳେ ବେଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ ା ସେଠାରେ ଏକ ଘରୋଇ କମ୍ପାନୀରେ ଶ୍ରମିକ ଭାବେ କାମ କରୁଥିଲେ।...
ସତ୍ୟଜିତ୍ଙ୍କୁ ଅଗ୍ନିଶମ ଅତିରିକ୍ତ ଦାୟିତ୍ୱ; ଅରୁଣ ବୋଥ୍ରା ଓଏସ୍ଆର୍ଟିସି ଅଧ୍ୟକ୍ଷ
ଭୁବନେଶ୍ୱର,୩୦ା୫(ବ୍ୟୁରୋ)-ରାଜ୍ୟ ସରକାର ଆଇପିଏସ୍ ଅଫିସର ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ୧୯୮୮ ବ୍ୟାଚ ଆଇପିଏସ୍ ଅଫସର ତଥା ସ୍ପେଶାଲ୍ ଡିଜି (ଇଣ୍ଟେଲିଜେନ୍ସ) ସତ୍ୟଜିତ୍ ମହାନ୍ତିଙ୍କୁ ଅଗ୍ନିଶମ ଏବଂ ହୋମଗାର୍ଡ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସେସୁ ମୁଖ୍ୟ କାର୍ଯ୍ୟନିର୍ବାହୀ...
ବୌଦ୍ଧ ଜିଲା ହେଲା କରୋନା ମୁକ୍ତ: ସମସ୍ତ ୩୩ ପଜିଟିଭ ସୁସ୍ଥ
ବୌଦ୍ଧ,୩୦ା୫ (ସ୍ବ.ପ୍ର.)- ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ ଚାଲିଥିବା ବେଳେ ବହୁ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିବା ଆଶ୍ୱସ୍ତି ଆଣିଛି ା ଶନିବାର ବୌଦ୍ଧ ଜିଲା କରୋନା ମୁକ୍ତ ହୋଇଥିବା ସିଡିଏମଓ ଡା. ଲକ୍ଷ୍ମୀଧର ସାହୁ...
‘ବନ୍ଦେ ଉତ୍କଳ ଜନନୀ’: ନବୀନ ନିବାସରେ ମୁଖ୍ୟମନ୍ତ୍ରୀ, ପରିବାର ସହ ଗାଇଲେ ଧର୍ମେନ୍ଦ୍ର
ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କ ତ୍ୟାଗକୁ ସମ୍ମାନ ଜଣାଇଛନ୍ତିି ପ୍ରତିଟି ଓଡ଼ିଆ। ଶନିବାର ଅପରାହ୍ନ ୫.୩୦ ମିନିଟ୍ରେ ରାଜ୍ୟ , ଦେଶ ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ‘ବନ୍ଦେ ଉତ୍କଳ ଜନନୀ ଗାଇଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ...
କୋଭିଡ ଯୋଦ୍ଧାଙ୍କୁ ସମ୍ମାନ: ସବୁ ଓଡ଼ିଆ ଗାଇଲେ ‘ବନ୍ଦେ ଉତ୍କଳ ଜନନୀ’
ଭୁବନେଶ୍ୱର,୩୦।୫(ବ୍ୟୁରୋ): କୋଭିଡ ଯୋଦ୍ଧାଙ୍କୁ ସମ୍ମାନ ଜଣାଇ ପାଇଁ ଓଡ଼ିଶା ତଥା ବିଶ୍ୱର କୋଣ ଅନୁକୋଣରେ ଥିବା ଓଡ଼ିଆମାନେ ଶନିବାର ଅପରାହ୍ନ ୫.୩୦ ମିନିଟରେ ‘ବନ୍ଦେ ଉତ୍କଳ ଜନନୀ’ ଗାନ କରିଛନ୍ତି। ଯିଏ ଯେଉଁଠାରେ ଥିଲେ ସେ ସେହିଠାରେ ଛିଡ଼ା ହୋଇ...
ବିନା ଭକ୍ତରେ ସ୍ନାନଯାତ୍ରା, ରଥଯାତ୍ରା ନେଇ ପ୍ରସ୍ତାବ; ଶେଷ ନିଷ୍ପତ୍ତି ନେବେ ରାଜ୍ୟ ସରକାର
ପୁରୀ ଅଫିସ, ୩୦।୫: ଚଳିତ ବର୍ଷ ବିନା ଭକ୍ତରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ଅନୁଷ୍ଠିତ ହେବା ନେଇ ଶନିବାର ଭୁବନେଶ୍ୱର ଓ ପୁରୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ନିଳାଦ୍ରି...
ଟ୍ରେନ୍ ଚେନ୍ ଟାଣି ୧୫୩୪ ପ୍ରବାସୀ ଓହ୍ଲାଇବା ଘଟଣା: ୨୭ଟି ବସ୍ ଯୋଗେ କ୍ୱାରାଣ୍ଟାଇନ୍ ସେଣ୍ଟରକୁ ପଠାଇଲା ପ୍ରଶାସନ
ଛତ୍ରପୁର,୩୦ା୫(ଡି.ଏନ୍.ଏ.): ସୁରଟରୁ ବାଲେଶ୍ୱର ଯାଉଥିବା ଟ୍ରେନର ଚେନ୍ ଟାଣିି ଗଞ୍ଜାମ ଜିଲା ଛତ୍ରପୁର ଷ୍ଟେଶନ ନିକଟରେ ୧୫୩୪ ଜଣ ପ୍ରବାସୀ ଶୁକ୍ରବାର ସନ୍ଧ୍ୟାରେ ଓହ୍ଲାଇ ପଡ଼ିଥିଲେ। ଘଟଣାସ୍ଥଳରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଏସ୍ପି ବ୍ରିଜେଶ କୁମାର ରୟ,...
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୭୩ ଆକ୍ରାନ୍ତ, ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧୦୫୦
ଭୁବନେଶ୍ୱର,୩୦ା୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଅଦ୍ୟାବଧି ରାଜ୍ୟରେ ୧୦୫୦ ରୋଗୀ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜଣାପଡ଼ିଛି। ସୁସ୍ଥମାନଙ୍କ ମଧ୍ୟରେ ବୌଦ୍ଧରୁ ୨୮,...
ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ
ଭୁବନେଶ୍ୱର, ୩୦।୫(ବ୍ୟୁରୋ): ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ ହେଲା। ଏ ନେଇ ରେଲଓ୍ବେ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ତେବେ ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ପୁରୀକୁ ଟ୍ରେନ୍ ଚଳାଚଳ ବନ୍ଦ ରହିବ। ରାଜ୍ୟ ସରକାରଙ୍କ ପରାମର୍ଶ କ୍ରମେ ରେଲଓ୍ବେ ବିଭାଗ ପକ୍ଷରୁ...
Archives


