କ୍ୱାରାଣ୍ଟାଇନ୍ ସେଣ୍ଟରକୁ ନେଇ ରାଜନୀତି
ଭୁବନେଶ୍ୱର, ୨୮।୫(ବ୍ୟୁରୋ): କରୋନା ସଙ୍କଟ ବଢି ଚାଲିଥିବାବେଳେ ବିଭିନ୍ନ ରାଜନୈତିକ ଦଳଗୁଡିକ ପକ୍ଷରୁ ପରସ୍ପର ବିରୋଧରେ କାଦୁଅଫିଙ୍ଗା ଜାରି ରଖିଛନ୍ତି। ରାଜ୍ୟରେ କ୍ୱାରାଣ୍ଟାଇନ୍ ସେଣ୍ଟରଗୁଡିକରେ ବ୍ୟାପକ ଅବ୍ୟବସ୍ଥା ଅଭିଯୋଗ ଆଣି ଉଭୟ କଂଗ୍ରେସ ଏବଂ ଭାଜପା ଗୁରୁବାର ସରକାରଙ୍କ ଉପରେ...
ରାଜ୍ୟରେ ୧୭ ଶହ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ୧୫ ଜିଲାରୁ ୬୩ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୬୩ କରୋନା ସଂକ୍ରମିତ ୧୫ ଜିଲାର। ସେମାନଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨ ରହିଛନ୍ତି। ଏହାଛଡ଼ା ଜଗତସିଂହପୁରରୁ ୧୧, ଗଞ୍ଜାମରୁ ୪, ବାଲେଶ୍ୱର-କଟକରୁ ୩, ଢେଙ୍କାନାଳରୁ ୯, ନୟାଗଡ଼ରୁ ୭, ବଲାଙ୍ଗିରରୁ ୬,...
ଗ୍ରାମାଞ୍ଚଳରେ କରୋନା ରୋଗୀଙ୍କ ପ୍ରତି ଘୃଣା ବଢୁଛି
ଭୁବନେଶ୍ୱର,୨୯। ୫ (ବ୍ୟୁରୋ): ବର୍ତ୍ତମାନ ଗ୍ରାମାଞ୍ଚଳ ତଥା ଗ୍ରାମପଞ୍ଚାୟତ ସ୍ତରରେ କରୋନା ରୋଗୀଙ୍କ ପ୍ରତି ଘୃଣା ଭାବ ବୃଦ୍ଧି ପାଉଛି। ଭବିଷ୍ୟତରେ ସ୍ବାଭାବିକ ଅବସ୍ଥା ବଜାୟ ରଖିବାକୁ ହେଲେ ଏଥିପ୍ରତି ଦୃଷ୍ଟି ଦେବାକୁ ପଡ଼ିବ। ସରକାରୀ ସ୍ତରରେ ଗ୍ରାମ୍ୟ କମିଟି...
CORONAVIRUS UPDATE: ଆଉ ୬୩ ନୂଆ ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି
ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ଶୁକ୍ରବାର ଆଉ ୬୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ କ୍ୱାରାଣ୍ଟାଇନ୍ କେନ୍ଦ୍ରର ହୋଇଥିବା ବେଳେ ୨ଟି ଲୋକାଲ୍ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା...
ଆରମ୍ଭ ହେଲା ଶ୍ରୀକ୍ଷେତ୍ରର ବିକାଶ କାର୍ଯ୍ୟ: ଉତ୍ତର ଦ୍ୱାର ପାର୍ଶ୍ୱ ଲକ୍ଷ୍ମୀବଜାର ଉଚ୍ଛେଦ
ପୁରୀ ଅଫିସ,୨୯ା୫: ପ୍ରାୟ ଅଢ଼େଇ ମାସ ପରେ ଶ୍ରୀକ୍ଷେତ୍ରର ବିକାଶ କାମ ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ସକାଳୁ ଶ୍ରୀମନ୍ଦିର ସୁରକ୍ଷା ଜୋନ୍ରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଛି ପ୍ରଶାସନ। ଶ୍ରୀମନ୍ଦିର ଉତ୍ତର ଦ୍ବାରପଟେ ଥିବା ଲକ୍ଷ୍ମୀବଜାରରେ...
ଜୁନ୍ ପହିଲାରୁ ସମୁଦ୍ରରେ ମାଛଧରା
ଭୁବନେଶ୍ୱର,୨୯।୫ (ବ୍ୟୁରୋ): ଜୁନ୍ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ। ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ମତ୍ସ୍ୟ ସମ୍ପଦର ସୁପରିଚାଳନା...
‘କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ’
ଭୁବନେଶ୍ୱର, ୨୯।୫(ବ୍ୟୁରୋ): କରୋନା ମୁକାବିଲାରେ ଓଡ଼ିଶା ଅଗ୍ରଣୀ ରାଜ୍ୟ ବୋଲି ଗୁରୁବାର କେନ୍ଦ୍ର କ୍ୟାବିନେଟ୍ ସଚିବ ରାଜୀବ ଗୌବାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆଲୋଚନା ହୋଇଛି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଏବଂ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ଶାସନ...
ଲୋକଙ୍କ ସରକାର
ଭୁବନେଶ୍ୱର,୨୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିନ୍ଦ୍ୱନ୍ଦୀ ନେତା । ଦୀର୍ଘ ୨୧ବର୍ଷ ଶାସନ ପରେ ମଧ୍ୟ ତାଙ୍କର ନିର୍ମଳ ଭାବମୂର୍ତ୍ତୀ ଏବେ ବି ଅମଳୀନ ରହିଛି। ବହୁ ବାଧା ବିଘ୍ନ ସତ୍ତ୍ୱେ ନବୀନ ଓ ବିଜୁ ଜନତା ଦଳ ରାଜ୍ୟବାସୀଙ୍କ...
ନବୀନଙ୍କ ପଞ୍ଚମ ପାଳିକୁ ପୂରିଲା ବର୍ଷେ: ବିପତ୍ତି ସତ୍ତ୍ୱେ ବିକାଶ ତ୍ୱରାନ୍ବିତ
ଭୁବନେଶ୍ୱର,୨୯।୫(ବ୍ୟୁରୋ): ୨୦୧୯ ମେ ୨୯ରେ ଲଗାତର ପଞ୍ଚମ ଥର ପାଇଁ ରାଜ୍ୟ ଶାସନ ଡୋରି ଧରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରେକର୍ଡ ସୃଷ୍ଟି କରିଛନ୍ତି। ଅସାଧାରଣ ଲୋକପ୍ରିୟତା ତାଙ୍କୁୁ ଜନପ୍ରିୟ ମୁଖ୍ୟମନ୍ତ୍ରୀରେ ପରିଣତ କରିପାରିଛି। ଶୁକ୍ରବାର ନବୀନଙ୍କ ପଞ୍ଚମ ପାଳି...
ଆସିବ ନୂଆ ପର୍ଯ୍ୟଟନ ନୀତି: କରୋନାଜନିତ ସମସ୍ୟା ଦୂର ଉପରେ ଫୋକସ୍
ଭୁବନେଶ୍ୱର,୨୯।୫(ବ୍ୟୁରୋ): କରୋନା ପରବର୍ତ୍ତୀ ସମୟରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ଓଡ଼ିଶା ଆଣିବ ନୂଆ ପର୍ଯ୍ୟଟନ ନୀତି। କରୋନା ସଂକ୍ରମଣ ଓ ଲକ୍ଡାଉନ୍ ଲାଗି ପର୍ଯ୍ୟଟନ କ୍ଷେତ୍ରରେ ଉପୁଜୁଥିବା ସମସ୍ୟାକୁ ଦୃଷ୍ଟିରେ ରଖି ବର୍ତ୍ତମାନର ଟୁରିଜମ୍ ପଲିସି ବା ପର୍ଯ୍ୟଟନ...
ଯାଜପୁରରେ ସର୍ବାଧିକ ସକ୍ରିୟ ସଂକ୍ରମିତ
ଭୁବନେଶ୍ୱର, ୨୭ା୫ (ବ୍ୟୁରୋ)- ରାଜ୍ୟରେ ଆଉ ୬୭ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚତ୍ଛି। ସେହିପରି ପୁଣି ୭୫ଜଣ ସୁସ୍ଥ ହୋଇଛନ୍ତି। ଫଳରେ ରାଜ୍ୟରେ ଏବେ ୭୬୬ଜଣ ସକ୍ରିୟ ସଂକ୍ରମିତ...
ଜୁନ୍ ପହିଲାରୁ ସମୁଦ୍ରରେ ମାଛଧରା ଅନୁମତି
ଭୁବନେଶ୍ୱର, ୨୮ା୫ (ବ୍ୟୁରୋ)- ଜୁନ୍ ପହିଲାରୁ ପୂର୍ବ ଉପକୂଳ ସାମୁଦ୍ରିକ ଜଳସୀମାରେ ମାଛ ଧରିପାରିବେ ମତ୍ସ୍ୟଜୀବୀ। ଏନେଇ ଅନୁମତି ଦେଇଛି ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ। ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ମତ୍ସ୍ୟ ସମ୍ପଦର...
Archives


