ପୋଲିସ ମାନୁନି କଟକଣା, ଜନସାଧାରଣଙ୍କୁ ଜରିମାନା
ସମ୍ବଲପୁର, ୧୧।୪(ବ୍ୟୁରୋ): ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଦେଖାଦେଇଛି। ଏହାକୁ ମୁକାବିଲା ପାଇଁ ସରକାର ନୂଆ ଗାଇଡ୍ଲାଇନ କରିଛନ୍ତି। ୧୪ ଦିନିଆ ମାସ୍କ ପିନ୍ଧା ଅଭିଯାନ ଭଳି କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ…
ଟିକା ନେବା ସତ୍ତ୍ୱେ ଯୁବ ଡାକ୍ତରଙ୍କ ଜୀବନ ଗଲା
ଭୁବନେଶ୍ୱର, ୧୧ା୪ (ବ୍ୟୁରୋ): ରାଜ୍ୟର ବହୁ ଡାକ୍ତର ଏବେ ସଂକ୍ରମିତ। କେତେଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରବିବାର ଆଉଜଣଙ୍କ ଜୀବନ ନେଇଛି କରୋନା। ଭୁବନେଶ୍ୱରର ଏକ ଘରୋଇ ମେଡିକାଲର ଜଣେ ଯୁବ ଡାକ୍ତରଙ୍କର କରୋନାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ଡାକ୍ତରଙ୍କ…
ମାଣ୍ଡିଆକେକ୍ ପ୍ରସ୍ତୁତି ପ୍ରଣାଳୀକୁ ସ୍ବୀକୃତି
ସମ୍ବଲପୁର,୧୧।୪(ବ୍ୟୁରୋ): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସ୍ୟୁ)କୁ ଆଉ ଏକ ସଫଳତା ମିଳିଛି। ହୋମ୍ ସାଇନ୍ସର ପିଜି ଓ ସ୍କୁଲ ଅଫ କେମେଷ୍ଟ୍ରି ବିଭାଗର ମିଳିତ ମାଣ୍ଡିଆ ପ୍ରସ୍ତୁତିି ପ୍ରଣାଳୀକୁ ଜାତୀୟ ସ୍ତରରେ ମାନ୍ୟତା ମିଳିଛି। ଭାରତୀୟ ପ୍ରଣାଳୀ ଅଫିସ ଭାରତ ସରକାରଙ୍କ ପକ୍ଷରୁ…
୧୫ ଯାଏ ଝଡ଼ବର୍ଷା
ଭୁବନେଶ୍ୱର,୧୧ା୪(ବ୍ୟୁରୋ): ଆସନ୍ତା ୧୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ଜାରି ରହିବ। ଆସନ୍ତା ୩ରୁ ୪ ଦିନ ଯାଏ ରାଜ୍ୟର ସର୍ବୋଚ୍ଚ ତାପମାତ୍ରାରେ ସେତେଟା ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।…
୧୪ ଭକ୍ତଙ୍କୁ ନେଇ ଚଡ଼କମେଳା
ଭୋଗରାଇ, ୧୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ପୂର୍ବଭାରତର ପ୍ରସିଦ୍ଧ ଶୈବପୀଠ ହୁଗୁଳି ଗ୍ରାମର ଜଳଯନ୍ତ୍ର ଦେବତା ଶ୍ରୀ ଚନ୍ଦନେଶ୍ୱର ମହାଦେବଙ୍କ ଚୈତ୍ର ଚଡ଼କମେଳାର ଶନିବାର ଥିଲା ୪ର୍ଥ ଅର୍ଘ୍ୟ। ଏହି ଅବସରରେ ମହାଦେବଙ୍କଠାରେ ଶ୍ରେଷ୍ଠ ଭକ୍ତ ଉପବୀତଧାରୀ ପାଟଭକ୍ତ, ଦେଉଳିଆ ଓ…
ରାଜ୍ୟରେ କରୋନାର ସଙ୍ଗିନ ସ୍ଥିତି: ଦିନକରେ ୧୩୭୯ ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରୁ ସର୍ବାଧିକ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଚିନ୍ତା ବଢ଼ାଉଛି। ପରିସ୍ଥିତି ସଙ୍ଗିନ ହେବାରେ ଲାଗିଛି। ରବିବାର ରାଜ୍ୟରେ ୧୩୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୮୦୮ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୫୭୧ ଜଣ ଲୋକାଲ କେସ୍ ଥିବା…
ହିସାବ ଦେବେ ମନ୍ତ୍ରୀ, ମେ ୧୫ରୁ ୨୫ କାର୍ଯ୍ୟ ସମୀକ୍ଷା କରିବେ ନବୀନ
ଭୁବନେଶ୍ୱର,୧୧।୪(ବ୍ୟୁରୋ): ଆସନ୍ତା ମେ’ ୨୯ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଗଠିତ ବିଜେଡି ସରକାର ପଞ୍ଚମ ପାଳିର ଦ୍ୱିତୀୟ ବର୍ଷ ପୂରଣ କରିବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ମନ୍ତ୍ରୀମାନେ ନିଜ ବିଭାଗର ବର୍ଷକ କାର୍ଯ୍ୟର ହିସାବ ଦେବେ। ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି…
ପାରଦ ବଢ଼ାଉଛି ପାଣି ଚିନ୍ତା
ବଇଣ୍ଡା,୧୧ା୪: ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ମାସାଧିକ ହେଲା ଜଙ୍ଗଲ ଜଳୁଛି। ଫଳରେ ତାପମାତ୍ରାରେ ନିୟମିତ ବୃଦ୍ଧି ପରିଲକ୍ଷିତ ହେଉଛି। ଦିନକୁ ଦିନ ପାରଦ ଉପରମୁହାଁ ହେଉଥିବାରୁ ବହୁ ଗାଁରେ ପିଇବା ପାଣି ଚିନ୍ତା ବଢ଼ିଯାଇଛି। କିନ୍ତୁ ଗ୍ରୀଷ୍ମ ମୁକାବିଲା ଦିଗରେ ଏ…
ବଦଳୁନି ଆପରାଧିକ ମନୋଭାବ
ଅନୁଗୋଳ ଅଫିସ, ୧୧ା୪: ଅପରାଧରେ ଜଡ଼ିତ ଅଭିଯୋଗରେ ଜେଲ ପଠାଯାଉଛି। ମାସ ମାସ ଧରି କାରାଗାରାରେ ରଖାଯାଇ ଦଣ୍ଡିତ କରାଯାଉଛି। ଆପରାଧିକ କାର୍ଯ୍ୟ ଛାଡ଼ି ସାଧାରଣ ଜୀବନକୁ ଫେରିବା ପାଇଁ ଜେଲ୍ ସଂସ୍କାର ପ୍ରକ୍ରିୟାରେ ବହୁ ନୀତିଶିକ୍ଷା ଦିଆଯାଉଛି। ହେଲେ କେତେଜଣ…
ବାସନ୍ତିକ ଦୁର୍ଗାପୂଜାରେ ଭକ୍ତଙ୍କୁ ମନ୍ଦିର ମନା
ବରଗଡ଼ ଅଫିସ,୧୦।୪: ବରଗଡ଼ ଜିଲାରେ ରବିବାରଠାରୁ ଆରମ୍ଭ ହେଉଛି ବାସନ୍ତିକ ଦୁର୍ଗାପୂଜା (ଚୈତ୍ର ପର୍ବ)। ହେଲେ ଜିଲାରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚୈତ୍ର ପର୍ବରେ ଭକ୍ତଙ୍କ ମନ୍ଦିର ପ୍ରବେଶକୁ ନେଇ କଟକଣା ଲାଗୁ ହୋଇଛି । ଶନିବାର ବରଗଡ଼ ଜିଲାପାଳଙ୍କ…
ପୋଲିସକୁ ମାଡ଼ ମାରି ଜେଲ ଗଲେ ୨ ଭାଇ
ଆରଡ଼ି,୧୦।୪: ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ପୋଲିସ ଶନିବାର ଅପରାହ୍ନରେ ମାସ୍କ ଓ ହେଲ୍ମେଟ ଚେକିଂ କରୁଥିବା ବେଳେ ମାଡ଼ ମାରିବା ଅଭିଯୋଗରେ ୨ ଭାଇଙ୍କୁ ଜେଲ ଯିବାକୁ ପଡ଼ିଛି। ସେମାନେ ହେଲେ ଯାଜପୁର ଜିଲା ଅର୍ଦ୍ଦାଉଳିଆ ଗ୍ରାମର ଶୁଭ ରଞ୍ଜନ…
ଯାତ୍ରୀବାହୀ ବସ୍ରେ ନିଆଁ
ଉଦଳା,୧୦।୪: ମୟୂରଭଞ୍ଜ ଜିଲା ଉଦଳା ବସ୍ଷ୍ଟାଣ୍ଡଠାରୁ ୧ କି.ମି. ଦୂର ଉଦଳା-କପ୍ତିପଦା କେନାଲ ଛକ ନିକଟରେ ଶନିବାର ଏକ ଯାତ୍ରୀବାହୀ ବସ୍ରେ ନିଆଁ ଲାଗି ଯାଇଥିଲା। ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ବେଳେ ୨୦ରୁ ଅଧିକ ଯାତ୍ରୀ ଅଳ୍ପକେ…

