ରାଜ୍ୟ

ଜେଇଇ ମେନ୍‌ ଆରମ୍ଭ

ଭୁବନେଶ୍ୱର, ୨।୯(ବ୍ୟୁରୋ)- କରୋନା କଟକଣା ମଧ୍ୟରେ ମଙ୍ଗଳବାରଠାରୁ ଯୁଗ୍ମ ପ୍ରବେଶିକା ପରୀକ୍ଷା(ଜେଇଇ) ମେନ୍‌ ଆରମ୍ଭ ହୋଇଛି। ଦେଶରେ ୯ଲକ୍ଷରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଉଥିବାବେଳେ ଓଡ଼ିଶାର ୭ ସହରରେ ହୋଇଥିବା ୨୬ଟି ପରୀକ୍ଷା କେନ୍ଦ୍ରରେ ୩୮ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ପରୀକ୍ଷା ଦେଉଛନ୍ତି।…

୬ ମାସ ପରେ ଖୋଲିଲା ସୂର୍ଯ୍ୟମନ୍ଦିର

କୋଣାର୍କ,୨।୯(ଡି.ଏନ୍‌.ଏ.): ମହାମାରୀ କରୋନା ଯୋଗୁ ଦୀର୍ଘ ୬ମାସ ଧରି ବନ୍ଦ ରହିଥିବା ବିଶ୍ୱ ଐତିହ୍ୟ କୋଣାର୍କର ସୂର୍ଯ୍ୟମନ୍ଦିର ମଙ୍ଗଳବାର ଖୋଲିଛି। ଏହା କେନ୍ଦ୍ର ସରକାରଙ୍କ ଅନଲକ ୪.୦ ଗାଇଡ୍‌ଲାଇନ ଅନୁଯାୟୀ ପର୍ଯ୍ୟଟକ ପରିଦର୍ଶନ ପାଇଁ ଖୋଲାଯାଇଛି। ସୂଚନା ଥାଉ କି, ଦେଶ…

ପାଣି ଖସୁନି, ଦୁର୍ଦ୍ଦଶା ବଢୁଛି

ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିରେ ସୁଧାର ଆସିଛି। ବ୍ରାହ୍ମଣୀ, ବୈତରଣୀ, ସୁବର୍ଣ୍ଣରେଖା, ବୁଢାବଳଙ୍ଗ ଏବଂ ଜଳକା ନଦୀରେ ଆଉ ବନ୍ୟା ବିପଦ ନାହିଁ। ତେବେ ବନ୍ୟା ଛାଡିବା ପରେ ମଧ୍ୟ ଦୁର୍ଦ୍ଦଶା କମିନାହିଁ। ଧାନଜମିରେ ପାଣି ବୁଡି ରହିଥିବା ବେଳେ ଏବେ…

ଜମି ଗଲେ ଓୟୁଏଟି କରିବ କ’ଣ

ଭୁବନେଶ୍ୱର,୨ା୯(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଅଧୀନ ୨୧୩.୮୧ ଏକର ମୂଲ୍ୟବାନ ଜମିକୁ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ସାଧାରଣ ପ୍ରଶାସନ (ଜି.ଏ.) ବିଭାଗକୁ ହସ୍ତାନ୍ତର କରିଛି। ପାଠପଢ଼ା, ଗବେଷଣା, ନୂଆ ବିହନ ସୃଷ୍ଟି ପାଇଁ ବ୍ୟବହାର…

ବଜ୍ରପାତ ନେଲା ୬ ଜୀବନ

ଆନନ୍ଦପୁର/ବାଲେଶ୍ୱର ଅଫିସ,୨ା୯(ସ୍ବ.ପ୍ର.): ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ବଜ୍ରପାତ ଘଟି ୬ ଜଣଙ୍କ ପ୍ରାଣହାନି ଘଟିଛି। ମୃତକଙ୍କ ମଧ୍ୟରେ କେନ୍ଦୁଝର ଜିଲାର ୪ ଓ ବାଲେଶ୍ୱରର ୨ ଜଣ ରହିଛନ୍ତି। କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ବିଭିନ୍ନ ସ୍ଥାନରେ ମଙ୍ଗଳବାର…

ସୁସ୍ଥ ହେଲେ ଆଉ ୩୪୮୪ କରୋନା ଆକ୍ରାନ୍ତ: ୮୦ହଜାର ଟପିଲା ଆରୋଗ୍ୟ ସଂଖ୍ୟା

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ଆଉ ୩୪୮୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତନ୍ମଧ୍ୟରୁ ସର୍ବାଧିକ ୮୯୦ଜଣ ଖୋର୍ଦ୍ଧାର ଅଛନ୍ତି। ଏହାକୁ ମିଶାଇ ମୋଟ ଆରୋଗ୍ୟ ସଂଖ୍ୟା ୮୦୭୭୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ବରୀ ବିଧାୟିକାଙ୍କୁ କରୋନା

ବରୀ,୧।୯(ଡି.ଏନ୍‌.ଏ.): ଯାଜପୁର ଜିଲା ବରୀ ବିଧାୟିକା ସୁନନ୍ଦା ଦାସ କରୋନା ସଂକ୍ରମିତ ହୋଇଛନ୍ତି। ଏନେଇ ସେ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ତାଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ବେଳେ ସେ ଏବେ ହୋମ୍‌ ଆଇସୋଲେଶନରେ ଅଛନ୍ତି। କିଛି ଦିନ ଭିତରେ…

କଟକ ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହେଲେ ଆଉ ୧୯୮ ଆକ୍ରାନ୍ତ: ମୋଟ ସଂଖ୍ୟା ୫୦୦୦ ଟପିଲା

କଟକ ଅଫିସ,୧।୯: କଟକ ମହାନଗର ନିଗମ ଅଞ୍ଚଳରୁ ମଙ୍ଗଳବାର ଆଉ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୬୭ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌ କେସ ରହିଥିବା ବେଳେ ୫୭ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ୭୪ ଲୋକାଲ କଣ୍ଟାକ୍ଟ କେସ୍‌ ରହିଛି। ଏହାକୁ…

ଭୁବନେଶ୍ୱରର ଏହି ବିଧାୟକଙ୍କୁ କରୋନା: ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ ପରୀକ୍ଷା କରାଇନେବାକୁ ପରାମର୍ଶ

ଭୁବନେଶ୍ୱର,୧।୯(ବ୍ୟୁରୋ): ଭୁବନେଶ୍ୱର(ଉତ୍ତର) ବିଧାୟକ ସୁଶାନ୍ତ କୁମାର ରାଉତଙ୍କୁ କରୋନା। ସଂକ୍ରମିତ ହେବା ନେଇ ଚିହ୍ନଟ ହେବା ପରେ ସେ ହୋମ୍‌ ଆଇସୋଲେଶନରେ ଅଛନ୍ତି। ଏବେ ତାଙ୍କ ସ୍ବାସ୍ଥାବସ୍ଥା ଭଲ ରହିଛି। ତେବେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନଙ୍କୁ ପରୀକ୍ଷା କରାଇ ନେବାକୁ…

ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୩୦୭ କରୋନା ଆକ୍ରାନ୍ତ: ଓୟୁଏଟି କଲୋନୀରୁ ସର୍ବାଧିକ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜଧାନୀରେ ହୁ ହୁ ହୋଇ ମାଡ଼ିଚାଲିଛି କରୋନା। ମଙ୍ଗଳବାର ପୁଣି ଭୁବନେଶ୍ୱରରୁ ୩୦୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୩୫ କ୍ୱାରାଣ୍ଟାଇନ୍‌ର ଥିବା ବେଳେ ୧୭୨ ଲୋକାଲ କେସ୍‌ ରହିଛି। ତେବେ କ୍ୱାରାଣ୍ଟାଇନ୍‌ କେସ୍‌ ମଧ୍ୟରୁ ୨୦ଜଣ ଓୟୁଏଟି କଲୋନୀରୁ…

ମାସେ ବଢ଼ିଲା ପୁରୀ ସ୍ବର୍ଗଦ୍ୱାର କଟକଣା

ପୁରୀ ଅଫିସ,୧ା୯: ମହାମାରୀ କରୋନା ସଂକ୍ରମଣକୁ ନଜରରେ ରଖି ସ୍ବର୍ଗଦ୍ୱାରରେ ପୁରୀ ଜିଲା ବାହାର ମୃତଦେହ ଦାହ ଉପରେ କଟକଣା ଲଗାଯାଇଛି । ଗତ ଜୁଲାଇ ୭ ତାରିଖରୁ ପୁରୀ ଜିଲା ବାହାର ମୃତଦେହ ସ୍ବର୍ଗଦ୍ୱାରରେ ଦାହ କରାଯାଇପାରିବ ନାହିଁ ବୋଲି…

ଏହିସବୁ ରୁଟ୍‌ରେ ସବୁଦିନ ଚାଲିବ ମୋ’ ବସ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): ଏଣିକି ସପ୍ତାହର ସମସ୍ତ ୭ ଦିନ ଚାଲିବ ‘ମୋ ବସ୍‌’। ଏ ନେଇ ମଙ୍ଗଳବାର ସୂଚନା ଦେଇଛନ୍ତି କ୍ରୁଟ୍‌ ତଥା ଓଏସ୍‌ଆର୍‌ଟିସି ପରିଚାଳନା ନିର୍ଦ୍ଦେଶକ ଅରୁଣ ବୋଥ୍ରା। ଅଧିକ ଡିମାଣ୍ଡ ଥିବା ୮ ଟି ରୁଟ୍‌ରେ ସପ୍ତାହର ସବୁଦିନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri