ରାଜ୍ୟ

କରୋନା ମୁକାବିଲା: ଓଡ଼ିଶା ଆସିବେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର, ୧।୯(ବ୍ୟୁରୋ): କରୋନା ମୁକାବିଲା ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶା ଆସିବେ। କୋଭିଡ୍‌ ପରିଚାଳନାରେ ରାଜ୍ୟ ସରକାରଙ୍କୁ ଏହି ଟିମ୍‌ ସହାୟତା କରିବେ। ବିଶେଷକରି କଣ୍ଟେନମେଣ୍ଟ, ସର୍ଭେଲାନ୍ସ, ଟେଷ୍ଟିଂ ଆଦିରେ କେନ୍ଦ୍ରୀୟ ଟିମ୍‌ ପ୍ରଶାସନକୁ ଆବଶ୍ୟକ ସହାୟତା ଯୋଗାଇ ଦେବେ ବୋଲି…

ଯୁକ୍ତ୨ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର, ୧।୯(ବ୍ୟୁରୋ): ଯୁକ୍ତ୨ ନାମଲେଖା ପାଇଁ ଆବେଦନ ଅବଧିକୁ ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ରାଜ୍ୟ ସରକାର ଆବେଦନ ପାଇଁ ଛାତ୍ରୀଛାତ୍ରଙ୍କୁ ଅଧିକ ସମୟ ଦେଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ଶେଷ ତାରିଖ ରହିଥିଲା। ଏବେ ଆଉ ୭…

ମଉଳୁଛି କୁମ୍ଭକାରଙ୍କ ଆଶା

ବଅଁରପାଳ,୧ା୯(ଡି.ଏନ.ଏ.) – ଖରା ହେଉ କି ବର୍ଷା, ସର୍ବଦା ଚଳଚଞ୍ଚଳ ଥାଏ କୁମ୍ଭାରଶାଳ। ବର୍ଷକ ବାର ମାସ ମାଟି ସାମଗ୍ରୀ ବିକି ଭଲ ଆୟ କରନ୍ତି କୁମ୍ଭକାରମାନେ। ବିଶେଷକରି ଭାଦ୍ରବ ମାସରୁ ଆରମ୍ଭ ହେଉଥିବା ପୂଜା ଋତୁରେ ବିଭିନ୍ନ ଦେବଦେବୀଙ୍କ ମୂର୍ତ୍ତି…

ଆଶାକର୍ମୀଙ୍କ ବେଆଇନ ନିଯୁକ୍ତିକୁ ନେଇ ଦାବିପତ୍ର

ମୁରିବାହାଲ, ୧ା୯(ଡି.ଏନ୍‌.ଏ.) ବଲାଙ୍ଗୀର ଜିଲା ଜିଲା ଆଦିବାସୀ କଲ୍ୟାଣ ସଂଘ ମୁରିବାହାଲ ଶାଖା ଓ ଯୁବ କନ୍ଧ ସମାଜ ପକ୍ଷରୁ ବେଆଇନ ଆଶାକର୍ମୀ ନିଯୁକ୍ତି ପ୍ରସଙ୍ଗରେ ସୋମବାର ମୁରିବାହାଲ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରୀଙ୍କୁ ଦାବିପତ୍ର ଦିଆଯାଇଛି। ସ୍ଥାୟୀ ବାସିନ୍ଦା ପ୍ରମାଣପତ୍ର ନଥିଲେ…

୩୦ ତାରିଖ ମଧ୍ୟରେ ୟୁଜି, ପିଜି ଶେଷବର୍ଷ ସେମିଷ୍ଟର ପରୀକ୍ଷା

ଭୁବନେଶ୍ୱର,୩୧।୮(ବ୍ୟୁରୋ) – ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ମାର୍ଗଦର୍ଶିକା ଅନୁସାରେ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ ଓ ସ୍ବୟଂଶାସିତ ମହାବିଦ୍ୟାଳୟର ଅଣ୍ଡର ଗ୍ରାଜୁଏଟ୍‌(ୟୁଜି) ଏବଂ ପୋଷ୍ଟ ଗ୍ରାଜୁଏଟ୍‌(ପିଜି) ଶେଷବର୍ଷ ସେମିଷ୍ଟର ପରୀକ୍ଷା ସେପ୍ଟେମ୍ବର ୩୦ ତାରିଖ ମଧ୍ୟରେ ଅନୁଷ୍ଠିତ ହେବ। ଅକ୍ଟୋବର ୩୧…

ରାଜ୍ୟ ସରକାରଙ୍କ ସେପ୍ଟେମ୍ବର ଗାଇଡ୍‌ଲାଇନ: ଜାଣନ୍ତୁ କ’ଣ ରହିବ ଖୋଲା, କ’ଣ ପଡିବ ତାଲା

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ସେପ୍ଟେମ୍ବର ପାଇଁ ଗାଇଡଲାଇନ ଜାରି କରାଯାଇଛି। ଏହି ଗାଇଡଲାଇନ ଅନୁଯାୟୀ କଣ୍ଟେନମେଣ୍ଟ ଜୋନରେ ସେପ୍ଟେମ୍ବର ୩୦ ଯାଏ ଲକ ଡାଉନ ଜାରି ରହିବ। ତେବେ ରାଜ୍ୟରେ ଲାଗୁ ହେଉଥିବା ରାତ୍ରିକାଳୀନ କର୍ଫ୍ୟୁ ଏବଂ ସପ୍ତାହାନ୍ତ ଶଟଡାଉନ…

୧୧ ତାରିଖକୁ ବଢିଲା ଯୁକ୍ତ ୨ ନାମଲେଖା ଆବେଦନ ଅବଧି

ଭୁବନେଶ୍ୱର, ୩୧।୮(ବ୍ୟୁରୋ)- ଯୁକ୍ତ୨ ନାମଲେଖା ପାଇଁ ଆବେଦନ କରିବାର ଅବଧି ବୃଦ୍ଧି କରାଯାଇଛି। ରାଜ୍ୟରେ ବନ୍ୟା ସ୍ଥିତି ଉପୁଜିଥିବାରୁ ଆବେଦନର ଅବଧିକୁ ରାଜ୍ୟ ସରକାର ଘୁଞ୍ଚାଇଛନ୍ତି। ପୂର୍ବରୁ ସେପ୍ଟେମ୍ବର ୪ ତାରିଖ ପର୍ଯ୍ୟନ୍ତ ଆବେଦନ କରାଯାଇପାରିବ ବୋଲି କୁହାଯାଇଥିଲା। ଏବେ ଆଉ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪,୦୫୩ ଆକ୍ରାନ୍ତ: ରାୟଗଡାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୪୦୫୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାୟଗଡା ଜିଲାରୁ ସର୍ବାଧିକ ୬୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୮, ଖୋର୍ଦ୍ଧାରୁ ୩୭୦, ଯାଜପୁରରୁ ୩୩୯, ଗଞ୍ଜାମରୁ ୨୩୩, ସୁନ୍ଦରଗଡରୁ ୨୧୭, କୋରାପୁଟରୁ ୧୭୫, ଭଦ୍ରକରୁ ୧୭୨,…

ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କଲେ ନବୀନ

ଭୁବନେଶ୍ୱର,୩୧।୮(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିଛନ୍ତି। ଏହାପରେ ଏକ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେଇ ବନ୍ୟା ପରିସ୍ଥିତି, ରିଲିଫ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କରିଥିଲେ। ବନ୍ୟା ଯୋଗୁ ସ୍ଥାନାନ୍ତରିତ ସବୁ ଲୋକଙ୍କୁ ଆଶ୍ରୟସ୍ଥଳରେ…

ଭୁବନେଶ୍ୱରରେ ପୁଣି ୪୦୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାର ୪୦୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦,୪୨୫ରେ ପହଞ୍ଚିଛି। ତେବେ ଆଜି ୨୭ ନଂ. ଓ୍ବାର୍ଡରୁ ସର୍ବାଧିକ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୮…

କଟକରୁ ଆଜି ୧୪୭ ଆକ୍ରାନ୍ତ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୫୭

କଟକ ଅଫିସ,୩୧।୮-କଟକ ସହରରୁ ସୋମବାର ଆଉ ୧୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୭ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ୫୭ ଲୋକାଲ କେସ। ରାଣୀହାଟରୁ ୭, ବାମ୍ଫିସାହିରୁ ୬, ମଙ୍ଗଳବାଗରୁ ୪, ସିଡିଏ ସେକ୍ଟର-୭ରୁ ୩,…

କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୋମବାର ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ହୋମ୍‌ ଆଇସୋଲେଶନରେ ଥିବା ବେଳେ ନିକଟରେ ତାଙ୍କ କଣ୍ଟାକ୍ଟରେ ଆସିଥିବା ଲୋକଙ୍କୁ ଆବଶ୍ୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri