ବୁଲେଟ୍-ବାଇକ୍ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ବାଇକ୍ ଆରୋହୀଙ୍କ ଜୀବନ
ଓଡଗାଁ,୩୦।୯(ଆଦର୍ଶ କୁମାର ପଟ୍ଟନାୟକ): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା ଅଧୀନ ୨୧ ନମ୍ବର ରାଜ୍ୟ ରାଜପଥ ଗୋଡିପଲି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୁଲେଟ୍-ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୩ଜଣ…
ଦାନା ବାନ୍ଧିଲାଣି ଲଘୁଚାପ: ଓଡ଼ିଶା, ଆନ୍ଧ୍ର ଉପକୂଳ ଦେଇ କରିବ ଅତିକ୍ରମ
ଭୁବନେଶ୍ୱର,୩୦।୧: ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ବୁଧବାର ଅର୍ଥାତ୍ ଅକ୍ଟୋବର ୧ ବେଳକୁ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୩ ତାରିଖରେ ବେଳକୁ ଏହା ଦକ୍ଷିଣ…
ଖୁସିଖବର: ଚାଷୀଙ୍କୁ ଦିଆଗଲା ଦଶହରା ଭେଟି, ଆରମ୍ଭ ହେଲା…
ବଲାଙ୍ଗୀର,୩୦।୯(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଲୋୟର ସକତେଲ ଡ୍ୟାମ୍ର ଦ୍ୱିତୀୟ ବନ୍ୟାଜଳ ରବିବାର ଅପରାହ୍ଣ ୪ଟାରେ ଛଡାଯାଇଛି। ଡ୍ୟାମ ଭିତର ଜଳସ୍ତର ୧୯୯ ମିଟର ପହଞ୍ଚିବା ପରେ ଡ୍ୟାମ୍ର ସ୍ଥିତି ଆକଳନ କରାଯାଇ ବନ୍ୟା ଜଳ ଛଡାଯାଇଥିବା ସୂଚନା ମିଳିଛି।…
ବଡ଼ଦାଣ୍ଡରେ ରହିବନି ମଦ ଦୋକାନ: ମନ୍ତ୍ରୀ
ଭୁବନେଶ୍ୱର,୩୦।୯: ମା’ ଜଗତଜନନୀ ଦୁର୍ଗାଙ୍କ ମଙ୍ଗଳବାର ଅଷ୍ଟମୀ ପୂଜା ଅବସରରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ରାଜ୍ୟବାସୀଙ୍କୁ ଏକ ବଡ଼ ସୂଚନା ଦେଇଛନ୍ତି। ପୁରୀ ଶ୍ରୀମନ୍ଦିରର ୧ କିମି ପରିଧି ଏବଂ ବଡ଼ଦାଣ୍ଡରେ ମଦ ଦୋକାନ ରହିବ ନାହିଁ ବୋଲି ଆଇନ…
ଅକ୍ଟୋବର ୫, ୬ରେ ହେବାକୁ ଥିବା ପୋଲିସ SI ପରୀକ୍ଷା ସ୍ଥଗିତ ଘୋଷଣା, ଏହି ଦିନ ହେବା ନେଇ…
ଭୁବନେଶ୍ୱର,୩୦।୯: ପୋଲିସ SI ପରୀକ୍ଷା ସ୍ଥଗିତ ଘୋଷଣା। ଅକ୍ଟୋବର ୫ ଓ ୬ରେ ହେବାକୁ ଥିବା ଲିଖିତ ପରୀକ୍ଷା ସ୍ଥଗିତ ରଖାଯାଇଥିବା ନେଇ ସୂଚନା ମିଳିଛି। ଅପ୍ରତ୍ୟାଶିତ ଘଟଣାକ୍ରମକୁ ନେଇ ପରୀକ୍ଷା ସ୍ଥଗିତ ନିଷ୍ପତ୍ତି ହୋଇଛି। ଏନେଇ ମଙ୍ଗଳବାର OPRB ଅଧ୍ୟକ୍ଷଙ୍କ…
କାର୍ତ୍ତିକ ବ୍ରତ: ହବିଷିଆଳିଙ୍କ ପାଇଁ ହେବ ସ୍ବତନ୍ତ୍ର ସୁରକ୍ଷା ବ୍ୟବସ୍ଥା
ପୁରୀ,୩୦ା୯(ଅଜିତ୍ କୁମାର ମହାନ୍ତି): ଚଳିତ ବର୍ଷ କାର୍ତ୍ତିକ ବ୍ରତ ଅବସରରେ ପୁରୀରେ ହବିଷିଆଳି ମା’ମାନଙ୍କ ଆଗମନ ସହିତ ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ହେବ। ଏହାକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଏସ୍ପି ପ୍ରତୀକ ସିଂଙ୍କ ନିର୍ଦ୍ଦେଶାନୁସାରେ,…
ରିଆମାଳ ବନାଞ୍ଚଳରେ ମହାବଳ ବାଘ ଆତଙ୍କ, ପାଦ ଚିହ୍ନ ଠାବ ପରେ ଭୟରେ ଲୋକେ
ଦେବଗଡ,୩୦।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳରେ ମହାବଳ ବାଘ ଆତଙ୍କ । ଗତ କିଛି ଦିନ ହେଲା ବାଘ ବୁଲୁଥିବା ସୂଚନା ରହିଥିବା ବେଳେ ପ୍ରଥମଥର ପାଇଁ ବାଘ ପାଦ ଚିହ୍ନ ଲୋକ ଲୋଚନକୁ ଆସିଛି । ବାବାଜି…
ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକଙ୍କ କାର୍କୁ ପଛପଟୁ ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…
ଦେବଗଡ,୩୦।୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ ବଳମ ଗ୍ରାମରେ ପଂଚାୟତରାଜ ଓ ପାନୀୟ ଜଳ ଓ ଗ୍ରାମ ଉନ୍ନୟତନ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ କାର୍କୁ ଧକ୍କା ଦେଇ ୨ ଜଣ ବାଇକ ଆରୋହୀ ଆହତ ହୋଇଥିବା ଜଣାପଡିଛି ।…
ଆଜି ମା’ ଜଗତଜନନୀଙ୍କ ମହାଷ୍ଟମୀ ପୂଜା: ଗାଁଠୁ ସହର ଚଳଚଞ୍ଚଳ
ଭୁବନେଶ୍ୱର,୩୦।୯: ଦଶହରା ପାଇଁ ଗାଁଠୁ ସହର ସବୁଠି ଉତ୍ସବ ମୁଖର। ରଙ୍ଗୀନ ଆଲୋକମାଲାରେ ଝଲସୁଛି ପୀଠ ଓ ମଣ୍ଡପ। ସୋମବାର ମା’ଙ୍କ ସପ୍ତମୀ ପୂଜା ହୋଇଥିବା ବେଳେ ମଙ୍ଗଳବାର ମହାଷ୍ଟମୀରେ ମା’ଙ୍କ ନୀତିପୂଜା ଆରମ୍ଭ ହୋଇଛି। ଚାଲିଛି ହୋମଯଜ୍ଞ ସହ ସ୍ବତନ୍ତ୍ର…
କେନ୍ଦ୍ରୀୟ ଡେପୁଟେଶନରେ ଯିବେ ଏହି IAS ସ୍ବାମୀ-ସ୍ତ୍ରୀ: ୩ ସପ୍ତାହ ମଧ୍ୟରେ ରିଲିଭ୍ ହେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୩୦।୯(ସୁନିତ୍ ମିଶ୍ର):ରାଜ୍ୟରୁ ଓଡ଼ିଶା କ୍ୟାଡରର ଆଉ ଦୁଇ ଜଣ ଆଇଏଏସ୍ ଅଫିସର୍ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ୨୦୧୧ ବ୍ୟାଚ୍ ଆଇଏଏସ୍ ଅଫିସର ସମର୍ଥ ବର୍ମା ଏବଂ ୨୦୧୪ ବ୍ୟାଚ୍ ଆଇଏଏସ୍ ଅଫିସର ସ୍ବାଧାଦେବ ସିଂ କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ସ୍ବାଧା…
ଆଜି ଘୂର୍ଣ୍ଣିବଳୟ, ୧ରେ ଲଘୁଚାପ: ନବମୀ, ଦଶମୀରେ ଅଧିକ ବର୍ଷା
ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ବର୍ତ୍ତମାନ ରାଜ୍ୟରେ ହାଲୁକା ବର୍ଷା ଲାଗି ରହିଥିଲେ ମଧ୍ୟ ଦୁର୍ଗାପୂଜା ପାଇଁ ପ୍ରାୟତଃ ପାଗ ଅନୁକୂଳ ରହିଛି। ହେଲେ ଆଗକୁ ପାଗରେ ପରିବର୍ତ୍ତନ ଦେଖାଦେବ। ମଙ୍ଗଳବାର ଉତ୍ତର ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବାବେଳେ…
ଭୁବନେଶ୍ୱରରେ ୭ଟି ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’: ଜାଣନ୍ତୁ
ଭୁବନେଶ୍ୱର,୨୯।୯: ବିଜୟା ଦଶମୀ ଅବସରରେ ରାଜଧାନୀ ଭୁବନେଶ୍ୱରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଏହି ଉତ୍ସବ ଦେଖିବା ଲାଗି ବହୁ ଲୋକଙ୍କ ଭିଡ଼ ଆଶଙ୍କା ରହିଛି। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା…
Archives


