ରାଜ୍ୟ

ସଙ୍ଗରୋଧ ଗୃହରେ ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୩୨ ପ୍ରବାସୀ

ଭଦ୍ରକ ଅଫିସ, ୨୭।୫: ଭଦ୍ରକ ଜିଲା ଭଣ୍ଡାରିପେଖରୀ ବ୍ଲକ ଜଳମଣ୍ଡୁଆ ପଞ୍ଚାୟତ ଭଗିବିନ୍ଧା ସଙ୍ଗରୋଧ କେନ୍ଦ୍ରରେ ମଙ୍ଗଳବାର ସନ୍ଧ୍ୟାରେ ଗ୍ୟାସଟାଙ୍କି ଫାଟିଯିବାରୁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ରୋଷେୟା ଆହତ ହୋଇଥିବା ବେଳେ ୩୨ ପ୍ରବାସୀ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡ଼ିଛି। ମିଳିଥିବା...

୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର, ୨୭ା୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ସମଗ୍ର ରାଜ୍ୟକୁ ଗ୍ରାସ କରିଛି। ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓ ଆଭ୍ୟନ୍ତରୀଣ କେଉଁଠି ନିସ୍ତାର ନାହିଁ। ପାରଦ ୪୫ ଡିଗ୍ରୀ ସେଲ୍‌ସିୟସ ଉପରକୁ ଚାଲିଯାଉଛି। ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦...

କରୋନା ମୁକାବିଲା: ୧୫ ଦିନ ଧରି ସଚେତନତା ସହ ତଥ୍ୟ ନିଆଯିବ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ କୋଭିଡ୍‌-୧୯ ସମ୍ପର୍କରେ ୧୫ଦିନ ଧରି ବ୍ୟାପକ ସଚେତନତା କରାଯିବ। ଏଥିସହ ବୟସ୍କ ଓ ସଂକ୍ରମିତ ଆଶଙ୍କା ଥିବା ଲୋକଙ୍କ ତଥ୍ୟ ନିଆଯିବ ବୋଲି ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଛନ୍ତି। ଏଣିକି...

କୋଭିଡ୍‌-୧୯କୁ ନେଇ ସ୍ବତନ୍ତ୍ର ଡାକ ଲଫାପା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): କୋଭିଡ଼-୧୯ ମହାମାରୀକୁ ନେଇ ପ୍ରସ୍ତୁତ ହୋଇଛି ସ୍ବତନ୍ତ୍ର ଡ଼ାକ ଲଫାଫା। ମଙ୍ଗଳବାର ରାଜଭବନରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ଏହାକୁ ଉନ୍ମୋଚନ କରିଛନ୍ତି। କରୋନା ଭୂତାଣୁ ସଂକ୍ରମଣକୁ ରୋକିବାରେ ମାସ୍କର ବ୍ୟବହାର ଅତ୍ୟନ୍ତ ଜରୁରୀ। ଏହି ସ୍ବତନ୍ତ୍ର...

ବିଗିଡ଼ିଲାଣି ତଦନ୍ତ, ବଢ଼ିପାରେ ଅପରାଧ

ତ୍ରିନାଥ ମହାନ୍ତି ଭୁବନେଶ୍ୱର,୨୭ା୫: କରୋନା ମହାମାରୀ ଭଳି ବିପତ୍ତିର ମୁକାବିଲା ପାଇଁ ପୋଲିସ କର୍ମଚାରୀ ଆଗ ଧାଡ଼ିର ଯୋଦ୍ଧା ସାଜିଛନ୍ତି। ଦୁଇମାସରୁ ଊର୍ଦ୍ଧ୍ୱ ହେବ ଆଇନଶୃଙ୍ଖଳା ରକ୍ଷା ସହ ସଂକ୍ରମଣ ରୋକିବା ଓ ଲକ୍‌ଡାଉନ୍‌କୁ ସଫଳ କରିବା ପାଇଁ ନିରନ୍ତର...

କରୋନାକୁ ନେଇ ଆରମ୍ଭ ହେଲାଣି ବୟାନବାଜି

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଦୀର୍ଘଦିନର ବ୍ୟବଧାନ ପରେ କିଛିଦିନ ହେବ ଓଡ଼ିଶାରେ ରାଜନୈତିକ ବୟାନବାଜି ଜୋର ଧରିବାକୁ ଯାଉଥିବା ଦେଖିବାକୁ ମିଳିଛି। କରୋନା ଏବେ ରାଜନୈତିକ ଲଢ଼େଇର ମୁଖ୍ୟ ଅସ୍ତ୍ର ପାଲଟିବାରେ ଲାଗିଛି। ଏହାର ମୁକାବିଲା ଲାଗି କେନ୍ଦ୍ର ଅର୍ଥ ଦେଉଥିବା ବେଳେ...

ଦିନକୁ ୨୦ ଲକ୍ଷ ଶ୍ରମଦିବସ ସୃଷ୍ଟି ହେବ

ଭୁବନେଶ୍ୱର,୨୭ା୫(ବ୍ୟୁରୋ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନାରେ ବର୍ତ୍ତମାନ ଦିନକୁ ୧୦ ଲକ୍ଷ ଶ୍ର୍ରମଦିବସ ସୃଷ୍ଟି ହୋଇଥିବା ବେଳେ ଏହାକୁ ୨୦ ଲକ୍ଷକୁ ବୃଦ୍ଧି କରିବାକୁ ଲକ୍ଷ୍ୟ ରଖାଯାଇଛି। ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ...

ବଢ଼ିଲା ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ମଧ୍ୟାହ୍ନଭୋଜନ ପାଇଁ ରାଜ୍ୟ ସରକାର ମଙ୍ଗଳବାର ଦର ବୃଦ୍ଧି କରିଛନ୍ତି। ପ୍ରାଥମିକ ସ୍କୁଲ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନଭୋଜନ ପାଇଁ ଜଣ ପିଛା ରାଶନ ବାବଦକୁ ୪ ଟଙ୍କା ୯୩ ପଇସା ରଖିଥିଲେ। ହେଲେ ଏହାକୁ ସରକାର ୫ ଟଙ୍କା...

ମଦ ଗ୍ରାହକଙ୍କୁ ଠକିଲେ ଏତଲା

ଭୁବନେଶ୍ୱର,୨୭।୫(ବ୍ୟୁରୋ): ଅନ୍‌ଲାଇନ ଜରିଆରେ ମଦ ବିକ୍ରି ସମୟରେ ଗ୍ରାହକ ଠକାମିର ଶିକାର ହେଉଥିବା ଖବର ପ୍ରକାଶ ପାଇବାପରେ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ଏକ ଚିଠି ମଙ୍ଗଳବାର ପ୍ରକାଶ କରାଯାଇଛି। ବିଭିନ୍ନ ସାମାଜିକ ଗଣମାଧ୍ୟମ ଏବଂ ପୋର୍ଟାଲ ଆଦିରେ ମଦ...

CORONAVIRUS UPDATE: ରାଜ୍ୟରେ ଆଉ ୭୬ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୫୯୩ରେ ପହଞ୍ଚିଲା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ୧୦ଜଣ ରହିଥିବା ବେଳେ ବାଲେଶ୍ୱର ୨, ଖୋର୍ଦ୍ଧା ୧୩, କଟକ ୧୧, ବଲାଙ୍ଗୀର ୧୬, ନୟାଗଡ଼ ୨, ଜଗତ୍‌ସିଂହପୁର ୬,...

ଅଭିନେତା ବିଜୟ ମହାନ୍ତି ଗୁରୁତର: ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ବରିଷ୍ଠ ଓଲିଉଡ୍‌ ଅଭିନେତା ବିଜୟ ମହାନ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହୃଦ୍‌ଘାତ ଯୋଗୁ ମେଡିକାଲରେ ଚିକିତ୍ସାଧିନ ଥିବା ଜଣାପଡ଼ିଛି। ସ୍ବାସ୍ଥାବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ...

ଏଯାବତ୍‌ ଓଡ଼ିଶାକୁ ୧୦୯ ଟ୍ରେନ୍‌ରେ ଫେରିଲେଣି ୧, ୫୩,୭୩୮ଜଣ ପ୍ରବାସୀ, ଗଞ୍ଜାମକୁ ସର୍ବାଧିକ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଭିନ୍ନ ରାଜ୍ୟରେ ଫସି ରହିଥିବା ପ୍ରବାସୀ ଏବେ ଓଡ଼ିଶା ମୁହାଁ। ଏହି କ୍ରମରେ ମଙ୍ଗଳବାର ସୁଦ୍ଧା ୧୦୯ ଟ୍ରେନ୍‌ରେ ୧,୫୩,୭୩୮ଜଣ ରାଜ୍ୟକୁ ଫେରିଲେଣି। ସେଥିରୁ ସର୍ବାଧିକ ୭୩୦୦୦ ଗଞ୍ଜାମ ଜିଲାକୁ ଫେରିଛନ୍ତି। ସେହିଭଳି ବଲାଙ୍ଗୀରକୁ ୧୧୦୦୦, ବାଲେଶ୍ୱରକୁ ୧୧୦୦୦,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri