ରାଜ୍ୟ

କଟକରୁ ଆଜି ୧୪୭ ଆକ୍ରାନ୍ତ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୫୭

କଟକ ଅଫିସ,୩୧।୮-କଟକ ସହରରୁ ସୋମବାର ଆଉ ୧୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୭ ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରାଣ୍ଟାଇନରୁ ୯୦ ଜଣ ଚିହ୍ନଟ ହୋଇଥିବାବେଳେ ୫୭ ଲୋକାଲ କେସ। ରାଣୀହାଟରୁ ୭, ବାମ୍ଫିସାହିରୁ ୬, ମଙ୍ଗଳବାଗରୁ ୪, ସିଡିଏ ସେକ୍ଟର-୭ରୁ ୩,…

କୃଷି ମନ୍ତ୍ରୀ ଅରୁଣ କୁମାର ସାହୁଙ୍କୁ କରୋନା

ଭୁବନେଶ୍ୱର,୩୧।୮(ବ୍ୟୁରୋ): କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସୋମବାର ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ସେ ହୋମ୍‌ ଆଇସୋଲେଶନରେ ଥିବା ବେଳେ ନିକଟରେ ତାଙ୍କ କଣ୍ଟାକ୍ଟରେ ଆସିଥିବା ଲୋକଙ୍କୁ ଆବଶ୍ୟକ…

ରାଜ୍ୟରେ ୪ ଯାଏ ବର୍ଷା: ଏ ସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ୱର,୩୧।୮(ବ୍ୟୁରୋ): ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସେଷ୍ଟେମ୍ବର ୪ ଯାଏ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ୱର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ସୋମବାର ପାଣିପାଗ ବିଭାଗ କେନ୍ଦୁଝର,…

ଏଥର ଝଲସିବନି ରାଜଧାନୀ: ଆଡ଼ମ୍ବରଶୂନ୍ୟ ହେବ ପୂଜା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): କରୋନା ମହାମାରୀ ଯୋଗୁ ସମସ୍ତ ପୂଜାପର୍ବ ଉପରେ କଟକଣା ଲାଗିଛି। ସେହିପରି ଭୁବନେଶ୍ୱରେ ଦୁର୍ଗାପୂଜା କେମିତି ହେବ ସେନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭିନ୍ନ କମିଟି ସଦସ୍ୟଙ୍କ ସହ କମିଶନରେଟ ପୋଲିସର ଏହି ବୈଠକ ହୋଇଥିଲା। ଏହି ବୈଠକରେ…

ରାଜ୍ୟରୁ କରୋନା ନେଲାଣି ୪୯୨ ଜୀବନ, ଆଜି ୧୦ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୯୨ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକମାନଙ୍କ ମଧ୍ୟରେ ଖୋର୍ଦ୍ଧା ଓ କନ୍ଧମାଳ ଜିଲାରୁ…

CORONAVIRUS UPDATE: ଆଜି ଚିହ୍ନଟ ହୋଇଛନ୍ତି ୨୬୦୨ ପଜିଟିଭ୍‌, ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬କୁ ବୃଦ୍ଧି

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ସୋମବାର ୩୦ ଜିଲାରୁ ୨୬୦୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୦୩,୫୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ…

ବିଧାୟକ ବ୍ୟୋମକେଶ ରାୟ କରୋନା ସଂକ୍ରମିତ

ଭଦ୍ରକ ଅଫିସ, ୩୧।୮: ଚାନ୍ଦବାଲି ବିଧାୟକ ତଥା ଜିଲା ଯୋଜନା ବୋର୍ଡ ଅଧକ୍ଷ ବ୍ୟୋମକେଶ ରାୟ କରୋନା ସଂକ୍ରମିତ ହୋଇଥିବା ନିଜ ଟୁଇଟର ମାଧ୍ୟମରେ ସୂଚନା ଦେଇଛନ୍ତି। ସେହିଭଳି ଚାନ୍ଦବାଲି ତହସିଲଦାର ସୁଶାନ୍ତ ସୁତାର କରୋନା ସଂକ୍ରମିତ ଥିବା ଜିଲାପାଳ ଡ଼…

ୟୁଜି, ପିଜି ଶେଷ ସେମିଷ୍ଟର ପରୀକ୍ଷା ନେଇ ଆଜି ବୈଠକ

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ୟୁଜି ଓ ପିଜି ଶେଷ ସେମିଷ୍ଟର ପରୀକ୍ଷା ନେଇ ସୋମବାର ବୈଠକ ବସିବ। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଭିଡିଓ କନ୍‌ଫରେନ୍ସରେ ହେବାକୁ ଥିବା ଏହି ବୈଠକରେ ସବୁ ବିଶ୍ୱବିଦ୍ୟାଳୟ କୁଳପତି, ପରୀକ୍ଷା ନିୟନ୍ତ୍ରକ ଏବଂ ସମସ୍ତ…

ଆଜି ସ୍ବାୟତ୍ତ ଶାସନ ଦିବସ

ଭୁବନେଶ୍ବର, ୩୧।୮(ବ୍ୟୁରୋ)ଆଜି ହେଉଛି ସ୍ବାୟତ୍ତ ଶାସନ ଦିବସ। ଏହି ଦିନରେ ରାଜଧାନୀ ଭୁବନେଶ୍ୱରରେ ପ୍ରତିବର୍ଷ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସହ ୩ଦିନ ଧରି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଉଦ୍‌ଘାଟନ, ସଭା ଓ ବୈଠକ ଚାଲିଥାଏ। କିନ୍ତୁ ଏବର୍ଷ ସେପରି କିଛି ସ୍ବତନ୍ତ୍ର କାର୍ଯ୍ୟକ୍ରମ…

ବନ୍ୟା ଭସାଇନେଲା ଯାଆଁଳ

ଢେଙ୍କାନାଳ ଅଫିସ, ୩୧।୮: ଢେଙ୍କାନାଳ ଜିଲା ଗଁଦିଆ ଅଞ୍ଚଳର ମତ୍ସ୍ୟଚାଷୀଙ୍କୁ ଦୁଃଖ ଦେଇଛି ବ୍ରାହ୍ମଣୀ ବନ୍ୟା। ବଢ଼ିପାଣିରେ ଯାଆଁଳ ଭାସିଯାଇଛନ୍ତି। ସୀମିତ ସମ୍ବଳରେ ମାଛଚାଷ କରି ଦୁଇ ପଇସା ରୋଜଗାର ଆଶାରେ ଥିବା ଚାଷୀମାନେ ଏବେ ଚିନ୍ତାରେ ପଡ଼ିଛନ୍ତି। ବ୍ଲକ ମତ୍ସ୍ୟ…

ଶ୍ରୀମନ୍ଦିରରେ ମାରା ହେଲା ଭୋଗ

ପୁରୀ ଅଫିସ, ୩୧।୮: ଦୀର୍ଘଦିନ ପରେ ଶ୍ରୀମନ୍ଦିରରେ ଭୋଗ ମାରା ହୋଇଛି। ଜଣେ ସେବାୟତଙ୍କ ପାଇଁ ଶନିବାର ରାତିରେ ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ମହାପ୍ରଭୁଙ୍କ ନୀତିକାନ୍ତି ବିଳମ୍ବ ହୋଇଥିଲା। ଫଳରେ ଠାକୁରଙ୍କ ରାତ୍ରପହୁଡ଼ ହୋଇପାରି ନ ଥିଲା। ସେହିପରି ଭୋଗ…

ଆଜିଠାରୁ ସେପ୍ଟେମ୍ବର ୨ ଯାଏ ବର୍ଷା

ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ଦାଉ ସାଜିଥିବାବେଳେ ସୋମବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିବ। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ ଅନୁଯାୟୀ ରାଜ୍ୟରେ ଦକ୍ଷିଣପଶ୍ଚିମ ମାୈସୁମୀ ବାୟୁ ସକ୍ରିୟ ରହିଛି। ଏଥିସହିତ ମଧ୍ୟ ପ୍ରଦେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri