ପିଜି ନାମଲେଖା: ୫ରେ ପ୍ରଥମ ମେଧା ତାଲିକା
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)- ଉଚ୍ଚ ଶିକ୍ଷା ବିଭାଗ ୨୦୨୦-୨୧ ଶିକ୍ଷାବର୍ଷରେ ପିଜି ନାମଲେଖା ପାଇଁ ସମୟ ସୂଚୀ ପ୍ରକାଶ କରିଛି। ଡିସେମ୍ବର ୫ରେ ପ୍ରଥମ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରମାନେ ୯ ତାରିଖ ପୂର୍ବାହ୍ନ ୧୧ଟାରୁ ୧୧ ତାରିଖ ଅପରାହ୍ନ…
କାଳିଆ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ଯୋଡ଼ାମୁଣ୍ଡ ଶିଶୁ କାଳିଆର ମୃତ୍ୟୁରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଟୁଇଟ୍ରେ ଲେଖିଛନ୍ତି ଯେ, ଡାକ୍ତରଙ୍କ ଅଦମ୍ୟ ଚେଷ୍ଟା ଓ ଶ୍ରେଷ୍ଠ ଚିକିତ୍ସା ସତ୍ତ୍ୱେ କାଳିଆର ଦେହାନ୍ତ…
ସିଏଲ୍ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ନାମଲେଖା ଫି’ ଫେରାଇବାକୁ ନିର୍ଦ୍ଦେଶ
ଭୁବନେଶ୍ୱର, ୨୭।୧୧(ବ୍ୟୁରୋ)- ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରୁ ସିଏଲ୍ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ନାମଲେଖା ଫି’ ଫେରାଇବାକୁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। କେତେକ ଉଚ୍ଚ ମାଧ୍ୟମିକ ସ୍କୁଲ ସିଏଲ୍ସି ନେଇଥିବା ଛାତ୍ରୀଛାତ୍ରଙ୍କୁ ଫି’ ଫେରାଉ ନ ଥିବା ଅଭିଯୋଗ ଆସିବା ପରେ ଏଭଳି…
ମୁଲତବୀ ଆଲୋଚନା ଏଣିକି ୯୫ ମିନିଟ
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ବିଧାନସଭାରେ ମୁଲତବୀ ପ୍ରସ୍ତାବ ଆଲୋଚନା ପାଇଁ ସମୟ ନିର୍ଘଣ୍ଟ ପbନଃନିର୍ଦ୍ଧାରଣ ହୋଇଛି। ୯୦ମିନିଟ୍ ପରିବର୍ତ୍ତେ ଏଣିକି ମୁଲତବୀ ଆଲୋଚନା ୯୫ ମିନିଟ କରିବାକୁ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଘୋଷଣା କରିଛନ୍ତି। ବିରୋଧୀ ଦଳ ସଦସ୍ୟଙ୍କ ପକ୍ଷରୁ ବିଭିନ୍ନ ପ୍ରସଙ୍ଗରେ…
ଓଡ଼ିଆକୁ ପୋଲିସର ଅଣଦେଖା
ଭୁବନେଶ୍ୱର,୨୭।୧୧(ବ୍ୟୁରୋ): ଓଡ଼ିଆ ଭାଷାରେ ଓଡ଼ିଶା ଶାସନ ହେବ। ଆଇନ ଉଲ୍ଲଂଘନକାରୀଙ୍କ ପାଇଁ ଦଣ୍ଡବିଧାନ ନିମନ୍ତେ ଓଡ଼ିଶା ସରକାରୀ ଭାଷା (ସଂଶୋଧନ) ଆଇନ-୨୦୧୮ ଗୃହୀତ ହୋଇଛି। ହେଲେ ଉକ୍ତ ଆଇନର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଦେଖିବାକୁ ମିଳୁଛି। ଉଲ୍ଲଂଘନକାରୀଙ୍କ ବିରୋଧରେ ପ୍ରତିବାଦ କିମ୍ବା…
ପରୀକୁ ନ୍ୟାୟ ବିରୋଧୀଙ୍କ ଦାବି
ଭୁବନେଶ୍ୱର,୨୭।୧୧(ବ୍ୟୁରୋ):ନୟାଗଡ଼ ଜିଲାର ୫ବର୍ଷର ଶିଶୁ କନ୍ୟା ପରୀକୁ ନ୍ୟାୟ ଜିଦ୍ରେ ବିରୋଧୀ ଅଟଳ। ବୁଧବାର ପରୀ ହତ୍ୟା ପ୍ରସଙ୍ଗରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିବୃତି ରଖି ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚ କରିବ ବୋଲି ଘୋଷଣା କରିଥିଲେ ମଧ୍ୟ ଶାନ୍ତ…
ଆରୋଗ୍ୟ ହେଲେ ୭୩୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୬ ା୧୧(ବ୍ୟୁରୋ): ରାଜ୍ୟରେ ଗୁରୁବାର ଆଉ ୭୩୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୭୦, ମୟୂରଭଞ୍ଜରୁ ୫୩, ଅନୁଗୋଳରୁ ୪୪, ଜଗତସିଂହପୁରରୁ ୪୦, କଟକରୁ ୩୯, ନବରଙ୍ଗପୁରରୁ ୩୭, ନୂଆପଡାରୁ…
ରାସ୍ତାରେ ବାଘଛୁଆ: ଭିଡିଓ ଭାଇରାଲ
ଚୌଦ୍ୱାର,୨୬ା୧୧(ଡି.ଏନ୍.ଏ.):କଟକ ବନଖଣ୍ଡ ଅଧୀନ ଡାଳିଯୋଡ଼ା ଫରେଷ୍ଟ ରେଞ୍ଜର ରାମଚନ୍ଦ୍ରପୁରଶାସନ ଗ୍ରାମ ନିକଟ ଫାର୍ମହାଉସ ରାସ୍ତାରେ ୨ଟି ବାଘଛୁଆ ବୁଲୁଥିବା ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଫଳରେ ଉକ୍ତ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଛି। ଏହି…
ନକଲି ଘିଅ କାରଖାନାରେ ଚଢ଼ାଉ : ୫୦ ଲକ୍ଷ ଟଙ୍କାର ସାମଗ୍ରୀ ଜବତ
କଟକସଦର,୨୬।୧୧(ଡି.ଏନ୍.ଏ.)- କଟକସଦର ଥାନା ହରିଅନ୍ତା ପଞ୍ଚାୟତ ଉଲ୍ଲାର ଗ୍ରାମରେ ଥିବା ଏକ ନକଲି ଘିଅ କାରଖାନାରେ ପୋଲିସ ଗୁରୁବାର ଚଢ଼ାଉ କରି ବିଭିନ୍ନ ନାମୀଦାମୀ ଘିଅ କମ୍ପାନୀର ଲୋଗୋ, ଜରି ପ୍ୟାକେଟ, ନକଲି ଘିଅ ପ୍ରସ୍ତୁତ ପାଇଁ ସାମଗ୍ରୀ, ଓଜନ ଯନ୍ତ୍ରୀ…
ପାରିବାରିକ କଳହକୁ କେନ୍ଦ୍ର କରି ତଣ୍ଟି କାଟିଦେଲେ ଯୁବକ
ଛେଣ୍ଡିପଦା,୨୬ା୧୧(ଡି.ଏନ.ଏ.)- ଛେଣ୍ଡିପଦା ଥାନା ବରସାହି ପଞ୍ଚାୟତ ରଙ୍ଗମାଟିଆ ସାହିର ଖକନ ବେହେରା(୪୭) ଗୁରୁବାର ନିଜ ଘର ପୋଡ଼ିଦେବା ସହ ତଣ୍ଟି କାଟି ଗୁରୁତର ହେବା ଚର୍ଚ୍ଚାର ବିଷୟ ହୋଇଛି। ପାରିବାରିକ କଳହକୁ କେନ୍ଦ୍ରକରି ଖକନ ଏପରି କରିଥିବା ପୋଲିସ ସୂଚନା ଦେଇଛି।…
ବିନ୍ଦୁ ସାଗରରେ ଡଙ୍ଗା ଭସା ମନା: କଟକଣା ଜାରି କଲା ବିଏମ୍ସି
ଭୁବନେଶ୍ବର,୨୬।୧୧(ବ୍ୟୁରୋ)-ଚଳିତବର୍ଷ ମହାମାରୀ କରୋନାକୁ ଦୃଷ୍ଟିରେ ରଖି ସମସ୍ତ ଧାର୍ମିକ କାର୍ଯ୍ୟକ୍ରମ କଟକଣା ଭିତରେ ପାଳିତ ହେଉଛି। କାର୍ତ୍ତିକ ପୂର୍ଣ୍ଣିମାରେ ଡଙ୍ଗା ଭସାଇବା ଉପରେ କଟକଣା ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ଚଳିତ ବର୍ଷ ବିନ୍ଦୁ ସାଗରରେ ଡଙ୍ଗା ଭସାଇ ହେବ…
ଭୁବନେଶ୍ୱରରୁ ଆଜି ୪୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୩୮
ଭୁବନେଶ୍ୱର,୨୬।୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୪୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍ ୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
Archives


