ରାଜ୍ୟ

ପୁରୀରେ ଜାରି ହେଲା ୧୪୪ ଧାରା: ପତିତପାବନ ଦର୍ଶନ ବନ୍ଦ

ପୁରୀ ଅଫିସ, ୨୬।୧୧: ମହାପ୍ରଭୁଙ୍କ ନାଗାର୍ଜୁନ ବେଶ ଲାଗି ପୁରୀରେ ୧୪୪ ଧାରା ଜାରି କରାଯାଇଛି। ଗୁରୁବାର ରାତି ୨ଟାରୁ ବେଶ ଓଲାଗି ପର୍ଯ୍ୟନ୍ତ ଏହା ଜାରି ରହିବ। ମରିଚକୋଟ ଛକରୁ ସିଂହଦ୍ୱାର ଓ ମନ୍ଦିର ଚତୁଃପାର୍ଶ୍ୱରେ ଏହି ଧାରା ଲାଗୁ…

ସ୍ବାଭିମାନ ଅଞ୍ଚଳରେ ମାଓବାଦୀ-ପୋଲିସ ଗୁଳି ବିନିମୟ: ମାଓନେତା କିଶୋର ମୃତ, ଜଣେ ଆହତ

ମାଲକାନଗିରି/ଚିତ୍ରକୋଣ୍ଡା,୨୬।୧୧(ଡି.ଏନ୍‌.ଏ.): ଆନ୍ଧ୍ର ଓଡିଶା ସୀମାନ୍ତ ନକ୍ସଲ ଉପଦ୍ରୁତ ଆଦିବାସୀବହୁଳ ଉପାନ୍ତ ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳ ଯନ୍ତ୍ରୀ ପଞ୍ଚାୟତ ନିକଟସ୍ଥ ଜଙ୍ଗଲରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁରୁବାର ଗୁଳିବିନିମୟ ଜାରି ରହିଛି। ପୋଲିସ ପକ୍ଷରୁ ସର୍ଚ୍ଚ ଅପରେସନ ଜାରି ରହିଥିବା…

୩ ଲକ୍ଷ ୨୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କାର ନକଲି ନୋଟ ଜବତ: ଜଣେ ଗିରଫ

କୋରାପୁଟ,୨୬।୧୧(ସ୍ବ.ପ୍ର.): କୋରାପୁଟ ଜିଲାର ସୁନାବେଡ଼ା ଥାନା ଅଞ୍ଚଳରୁ ବୁଧବାର ବିଳମ୍ବିତ ରାତ୍ରରେ ଏସ୍‌ଟିଏଫ ଦ୍ୱାରା ଜଣେ ବ୍ୟକ୍ତିଠାରୁ ୩ ଲକ୍ଷ ୨୮ ହଜାର ୩ ଶହ ଟଙ୍କାର ନକଲି ନୋଟ ଜବତ କରାଯାଇଛି । ଘଟଣାରେ ଜଣକୁ ଗିରଫ କରାଯାଇଥିବା ଜଣାପଡ଼ିଛି…

କୋଭିଡ୍‌ ଯୋଗୁ ରାଜ୍ୟକୁ ଫେରିଛନ୍ତି ୧୦ ଲକ୍ଷ ଶ୍ରମିକ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):କୋଭିଡ୍‌-୧୯ ଯୋଗୁ ରାଜ୍ୟକୁ ୧୦,୭,୩୩୦ଜଣ ଶ୍ରମିକ ଫେରି ଆସିଛନ୍ତି। ସେମାନଙ୍କ ଜୀବିକା ଉପାର୍ଜନ ପାଇଁ ସରକାର ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଯୋଜନା ମାଧ୍ୟମରେ ରୋଜଗାର ସୁଯୋଗ ସୃଷ୍ଟି କରିବା ଲାଗି ବହୁବିଧ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ତେବେ କେତେ ଶ୍ରମିକ…

ଲଘୁ ଖଣିଜ ନିର୍ଦ୍ଦେଶାଳୟ: ଆରମ୍ଭରୁ ଦୁର୍ବଳ

ଯାଜପୁର ଅଫିସ,୨୬ା୧୧:ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ କ୍ରମେ ୧୩ା୮ା୨୦୧୯ରେ ସ୍ବତନ୍ତ୍ର ଲଘୁଖଣିଜ ନିର୍ଦ୍ଦେଶାଳୟ ଗଠିତ ହୋଇଛି। ରାଜ୍ୟର ଲଘୁଖଣିଜ ପଦାର୍ଥଗୁଡିକର ସୁବିନିଯୋଗ ଓ ପରିଚାଳନା ଏହାର ଲକ୍ଷ୍ୟ। ଲୋକସେବା ଭବନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରୁଛି। ଏଥିରେ ନିର୍ଦ୍ଦେଶକଙ୍କ ସମେତ ୨୯ଟି ପଦବୀ…

ରାଜ୍ୟରେ ପୁଣି ୬୪୪ କରୋନା ପଜିଟିଭ୍‌ ଚିହ୍ନଟ, ୧୭ ମୃତ

ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌…

ପଟ୍ଟଚିତ୍ର,ଦିଆସିଲି କାଠି ଓ କାଗଜରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୬ା୧୧:ଦିନକ ପରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଏହି ବେଶକୁ ପଟ୍ଟଚିତ୍ରରେ ଦେଖାଇବାକୁ ଚେଷ୍ଟା କରିଛନ୍ତି ଶିଳ୍ପୀ ପଙ୍କଜ ବେହେରା। ପଙ୍କଜ କହିଛନ୍ତି, କରୋନା କଟକଣା ଯୋଗୁ ଏଥର ଶ୍ରଦ୍ଧାଳୁ ନାଗାର୍ଜୁନ ବେଶ ଦେଖିପାରିବେ ନାହିଁ। ତେଣୁ ପଟ୍ଟଚିତ୍ରରେ ଅବିକଳ ଏହି…

ଆଜି ଦେଶବ୍ୟାପୀ ଧର୍ମଘଟ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): କେନ୍ଦ୍ରର ଭାଜପା ସରକାର ଶ୍ରମିକମାନଙ୍କ ସ୍ବାର୍ଥକୁ ଅଣଦେଖା କରି ପାର୍ଲାମେଣ୍ଟରେ ଆଣିଥିବା ଶ୍ରମିକକୋଡ୍‌କୁ ବାତିଲ, କୃଷକ ବିରୋଧୀ ଆଇନ ଏବଂ ରାଷ୍ଟ୍ରୀୟ ସମ୍ପତ୍ତିକୁ ଘରୋଇକରଣ କରିବା ବିରୋଧରେ ଗୁରୁବାର ୬ଟି କେନ୍ଦ୍ରୀୟ ଶ୍ରମିକ ସଂଗଠନ ଯଥା ଆଇଏନ୍‌ଟିୟୁସି, ଏଆଇଟିୟୁସି, ଏଚ୍‌ଏମ୍‌ଏସ୍‌,…

ପରୀ ହତ୍ୟା ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର, ୨୬ା୧୧(ବ୍ୟୁରୋ):ନୟାଗଡ଼ ଜିଲା ଯଦୁପୁର ଗ୍ରାମର ଅଶୋକ ସାହୁ ଏବଂ ସୌଦାମିନୀ ସାହୁଙ୍କ ୫ ବର୍ଷର ଝିଅ ପରୀ ହତ୍ୟା ମାମଲାର ତଦନ୍ତ କ୍ରାଇମବ୍ରାଞ୍ଚ କରିବ। ବୁଧବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର। ପରୀକୁ ନ୍ୟାୟ…

୩ ବିଶ୍ୱବିଦ୍ୟାଳୟ କୁଳପତି ପଦବୀ ପୂରଣ ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର, ୨୬ା୧୧ (ବ୍ୟୁରୋ): ରାଜ୍ୟର ଆଉ ୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦବୀ ପୂରଣ ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରେଭେନ୍‌ଶା, ସମ୍ବଲପୁର ଓ ଓଡ଼ିଶା ମୁକ୍ତ ବିଶ୍ୱବିଦ୍ୟାଳୟ ପାଇଁ ବୁଧବାର ଏହି ବିଜ୍ଞପ୍ତି ପ୍ରକାଶ ପାଇଛି।…

ଆଇଏଫ୍‌ଏସ୍‌ ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଇଏଫ୍‌ଏସ୍‌ ଅଫିସର ତଥା ରାଜ୍ୟ ଅତିରିକ୍ତ ପିସିସିଏଫ୍‌ ଅଭୟକାନ୍ତ ପାଠକଙ୍କ ଘରେ ଭିଜିଲାନ୍ସ ରେଡ୍‌ ହୋଇଛି। ଓଡ଼ିଶା ସମେତ ୪ ରାଜ୍ୟରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରି ସମ୍ପତ୍ତି ଯାଞ୍ଚ କରିଛି। ଭୁବନେଶ୍ୱରର ୫ ସ୍ଥାନ,…

ସୁନ୍ଦରଗଡ଼ରେ ଦ୍ୱିତୀୟ ଏମ୍‌ସ ହେଉ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ଓଡ଼ିଶାରେ ଆଉ ଏକ ଏମ୍‌ସ ପ୍ରତିଷ୍ଠା ପାଇଁ କେନ୍ଦ୍ର ସ୍ବାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଛନ୍ତି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ସୁନ୍ଦରଗଡ଼ ଜିଲାରେ ରାଜ୍ୟର ଦ୍ବିତୀୟ ଏମ୍‌ସ ପ୍ରତିଷ୍ଠା ପାଇଁ ସେ ଚିଠିରେ ଉଲ୍ଲେଖ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri