୨୮ ଜିଲାକୁ ପଛରେ ପକାଇଲା ଖୋର୍ଦ୍ଧା
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ ୨୯ ଜିଲାରୁ ଆଉ ୩୦୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ଖୋର୍ଦ୍ଧାର ସର୍ବାଧିକ ୬୮୪ଜଣ ଥିବା ବେଳେ ଅନୁଗୋଳର ୨୫, ବାଲେଶ୍ୱରର ୧୩୮, ବରଗଡ଼ର ୧୨୪, ଭଦ୍ରକର ୪୦, ବଲାଙ୍ଗୀରର ୩୫, କଟକର ୩୩୭, ଦେବଗଡ଼ର ୨,…
ଓଡ଼ିଶାରେ ୧ ଲକ୍ଷ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା: ଆଜି ଚିହ୍ନଟ ହେଲେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ ରବିବାର ଆଉ ୩୦୧୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୮୬୮ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୧୧୪୬ ଲୋକାଲ କଣ୍ଟାକ୍ଟ ଅଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୧,୦୦,୯୩୪କୁ ବୃଦ୍ଧି ପାଇଛି। ତେବେ ବର୍ତ୍ତମାନ ୨୯୬୮୫ ଆକ୍ଟିଭ୍…
ଓଡ଼ିଶାରେ କୃଷି ପରେ କର୍ମ ସଂସ୍ଥାନ ଯୋଗାଉଛି ବୟନ ଶିଳ୍ପ: ମନ୍ତ୍ରୀ
ଭୁବନେଶ୍ୱର, ୩୦। ୮(ବ୍ୟୁରୋ): ଦେଶର ପୂର୍ବ ଓ ଉତ୍ତର ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକ ପାଇଁ ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ପକ୍ଷରୁ ଗ୍ରାମୀଣ କାରିଗରଙ୍କ ସଶକ୍ତୀକରଣ ନିମନ୍ତେ ‘ହସ୍ତକାରୀ’ ନାମରେ ଏକ ଅଭିନବ ଉପକ୍ରମ ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ଶନିବାର ଏକ…
ଏନ୍ସିଆର୍ବି ରିପୋର୍ଟ ପ୍ରକାଶ: ଜେଲ ବିଭାଗରେ ୬୦୮ ପଦବୀ ଖାଲି
ଭୁବନେଶ୍ୱର,୩୦। ୮(ବ୍ୟୁରୋ): ନ୍ୟାଶନାଲ କ୍ରାଇମ ରେକର୍ଡ ବ୍ୟୁରୋ (ଏନ୍ସିଆର୍ବି) ପକ୍ଷରୁ କାରାଗାର ପରିସଂଖ୍ୟାନ ରିପୋର୍ଟ-୨୦୧୯ ଶନିବାର ପ୍ରକାଶ ପାଇଛି। ଏହି ରିପୋର୍ଟ ଅନୁଯାୟୀ, ରାଜ୍ୟ ଜେଲ ବିଭାଗର ଖାଲି ପଡିଥିବା ପଦବୀ ସଂଖ୍ୟା ବୃଦ୍ଧି ପାଇଥିବାବେଳେ ବଜେଟ୍ ଅନୁଦାନ ମଧ୍ୟ ହ୍ରାସ…
ସୁଜାତାନଗରବାସୀ ଜଳବନ୍ଦୀ: ଏସ୍ଆର୍ସିଙ୍କୁ ଟୁଇଟ୍ ପରେ ମଧ୍ୟ ପଦକ୍ଷେପ ଶୂନ
ପୁରୀ ଅଫିସ,୩୦। ୮: ପ୍ରତିବର୍ଷ ବର୍ଷାଦିନେ ସୁଜାତାନଗର ଏବଂ ମାଟିତୋଟା ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ମାସାଧିକ କାଳ ସେମାନେ ଜଳବନ୍ଦୀ ଜୀବନ ବିତାଇଥାନ୍ତି। ଏଥର ମଧ୍ୟ ସମ୍ପୃକ୍ତ ଅଞ୍ଚଳରେ ସମାନ ଦୁର୍ଦ୍ଦଶା ଦେଖିବାକୁ ମିଳିଛି। ଦୁଇଦିନ ପୂର୍ବରୁ ହୋଇଥିବା ବର୍ଷା ଯୋଗୁ…
ପୁରୀରେ ନଦୀକୂଳିଆ ଲୋକେ ଛାନିଆ: କଣାସ ବ୍ଲକରେ ସ୍ଥିତି ଗମ୍ଭୀର
ପୁରୀ ଅଫିସ,୩୦। ୮: କରୋନା ଆତଙ୍କ ଥମି ନ ଥିବାବେଳେ ଆସୁଛି ବନ୍ୟା। ବୋଝ ଉପରେ ନଳିତା ବିଡ଼ା ସଦୃଶ ଏଭଳି ଦୁଃସ୍ଥିତିକୁ ସାମ୍ନା କରିବାକୁ ଯାଉଛନ୍ତି ଲୋକେ। ହୀରାକୁଦର ୪୬ଟି ଗେଟ୍ ଖୋଲାଯିବା ପରେ ମହାନଦୀରେ ବନ୍ୟା ଆସୁଛି। ବର୍ତ୍ତମାନ…
ଜେଇଇ ପାଇଁ ହେବନି ଲକ୍ଡାଉନ, ଶଟ୍ଡାଉନ୍
ଭୁବନେଶ୍ୱର,୩୦। ୮(ବ୍ୟୁରୋ): ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ(ମେନ୍) ଏବଂ ୧୩ ତାରିଖରେ ଏନ୍ଇଇଟି(ୟୁଜି) ପ୍ରବେଶିକା ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୮ ସହର ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଢେଙ୍କାନାଳ, ରାଉରକେଲା ଏବଂ ସମ୍ବଲପୁରରେ ୨୬ଟି…
ମହାନଦୀ ବିପଦ: ଆଜି ମୁଣ୍ଡଳୀରେ ପ୍ରବାହିତ ହେବ ୧୦.୫୦ ଲକ୍ଷ କ୍ୟୁସେକ ଜଳ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ପଡ଼ୋଶୀ ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ଓଡ଼ିଶା ପାଇଁ ବିପଦ ହୋଇ ମାଡ଼ିଆସୁଛି ମହାନଦୀର ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରର ୪୬ଟି ଗେଟ୍ ଖୋଲାଯାଇଥିବାରୁ ମହାନଦୀ ଭୟଙ୍କର ରୂପଧାରଣ କରିଛି। ଫଳରେ ପଶ୍ଚିମ ଓଡ଼ିଶାର ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଜିଲା ପରେ…
ପୀଡ଼ା ଭୋଗୁଛନ୍ତି ପ୍ରାଣୀଧନ
ବଇଣ୍ଡା, (ପରିକ୍ଷିତ ସାହୁ) ୩୦ା୮: କୃଷି ଅର୍ଥନୀତିର ପ୍ରମୁଖ ଅଙ୍ଗ ପ୍ରାଣୀ ସମ୍ପଦ। ଗୃହପାଳିତ ପ୍ରାଣୀଙ୍କ ଉପରେ ନିର୍ଭର କରେ ଚାଷୀଙ୍କ ସମୃଦ୍ଧି। ସେଥିପାଇଁ ଚାଷ ସହିତ ପଶୁପାଳନକୁ ଦିଆଯାଉଛି ଗୁରୁତ୍ୱ। ଏହାକୁ ଠିକଣା ଢଙ୍ଗରେ କାର୍ଯ୍ୟକାରୀ କରିବାକୁ ଅନେକ ଯୋଜନା…
କଟକରୁ ଆଜି ୧୯୬ ଆକ୍ରାନ୍ତ ଚିହ୍ନଟ
କଟକ ଅଫିସ,୨୯।୮-କଟକ ସହରରୁ ଶନିବାର ୧୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୨୦ ଜଣ ଚିହ୍ନଟ ହୋଇଥିବାବେଳେ ୭୬ ଜଣ ଆକ୍ରାନ୍ତ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି।…
ଭୁବନେଶ୍ୱରରୁ ପୁଣି ୫୦୫ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୯।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶନିବାର ୫୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରୁ ଆଜି ୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କର ମୃତ୍ୟୁ ହୋଇଛି। ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି।…
ଜେଇଇ ପାଇଁ ରାଜ୍ୟରେ ହେବ ନାହିଁ ଲକ୍ଡାଉନ, ଶଟ୍ଡାଉନ
ଭୁବନେଶ୍ୱର,୨୯ା୮(ବ୍ୟୁରୋ)-ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ଜେଇଇ(ମେନ୍) ଏବଂ ୧୩ ତାରିଖରେ ଏନ୍ଇଇଟି(ୟୁଜି) ପ୍ରବେଶିକା ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୮ ସହର ଅନୁଗୋଳ, ବାଲେଶ୍ୱର, ବ୍ରହ୍ମପୁର, ଭୁବନେଶ୍ୱର, କଟକ, ଢେଙ୍କାନାଳ, ରାଉରକେଲା ଏବଂ ସମ୍ବଲପୁରରେ ୨୬ଟି ପରୀକ୍ଷା କେନ୍ଦ୍ର…
Archives


