୫ କୋଟିର ବ୍ୟାଙ୍କ ଠକେଇ
ଭୁବନେଶ୍ୱର,୨୯ା୮(ବ୍ୟୁରୋ): ରାଜଧାନୀରେ ବଡ଼ ଧରଣର ବ୍ୟାଙ୍କ୍ ଠକେଇ ହୋଇଛି। ସୁଧମୂଳ ମିଶି ୫ କୋଟି ଟଙ୍କାକୁ ଆଦାୟ କରିବାକୁ ଯାଇ ବ୍ୟାଙ୍କ କର୍ତ୍ତୃପକ୍ଷ ହରଡ଼ଘଣାରେ ପଡିଛନ୍ତି। ଅଭିଯୁକ୍ତ ବନ୍ଧକ ରଖିଥିବା ପ୍ଲଟ୍ଗୁଡ଼ିକୁ ଜବତ ପାଇଁ ଯିବାବେଳେ ଅଧିକାରୀମାନେ ଖୋଜିଖୋଜି ନୟାନ୍ତ ହୋଇଛନ୍ତି।…
ପିଜି ନାମଲେଖା ଆବେଦନ ଅବଧି ବଢ଼ିଲା
ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ପିଜି ପାଠ୍ୟକ୍ରମରେ ନାମଲେଖା ପାଇଁ କମନ ଏଣ୍ଟ୍ରାନ୍ସ ଟେଷ୍ଟ ଆବେଦନର ଅବଧିକୁ ବୃଦ୍ଧି କରାଯାଇଛି। ସେପ୍ଟେମ୍ବର ୧୦ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ଆବେଦନ କରିପାରିବେ। ପୂର୍ବରୁ ଆବେଦନର ଶେଷ ତାରିଖ ଅଗଷ୍ଟ ୩୧ ଥିଲା।…
ନଭେମ୍ବରକୁ ଘୁଞ୍ଚିଲା ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା
କଟକ ଅଫିସ୍,୨୯ା୮: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍ସି) ପକ୍ଷରୁ ଚଳିତ ବର୍ଷର ସିଭିଲ୍ ସର୍ଭିସ୍ ମୁଖ୍ୟ ପରୀକ୍ଷା ଅକ୍ଟୋବର ବଦଳରେ ନଭେମ୍ବରରେ ହେବ। ଶୁକ୍ରବାର ଏନେଇ ନୋଟିସ୍ ଜାରି କରାଯାଇଛି। କରୋନା ଯୋଗୁ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ ପ୍ରକାର କଟକଣା…
ପେଟ୍ରୋଲ ୧୧ ପଇସା ବଢ଼ିଲା
ଭୁବନେଶ୍ୱର,୨୯ା୮: ଚଳିତ ମାସରେ ପେଟ୍ରୋଲ ଦର ବୃଦ୍ଧି ଖାଉଟିଙ୍କ ଚିନ୍ତା ବଢାଇ ଚାଲିଛି। ବର୍ତ୍ତମାନ କରୋନା ସଂକ୍ରମଣ ଯୋଗୁ ଲୋକମାନେ ଆଶଙ୍କାରେ ଥିବା ବେଳେ ତୈଳ ଦର ବୃଦ୍ଧି ସମସ୍ୟାକୁ ଜଟିଳ କରୁଛି। ଶୁକ୍ରବାର ଭୁବନେଶ୍ୱରରେ ପେଟ୍ରୋଲ ଲିଟର ୧୧ ପଇସା…
ଅସହ୍ୟ ହେଉଛି ପରିବା ଦର
ଭୁବନେଶ୍ୱର,୨୯ା୮(ବ୍ୟୁରୋ): କରୋନା ମାଡ଼ରେ ଲୋକମାନଙ୍କ ଆର୍ଥିକ ସ୍ଥିତି ଦୋହଲି ଯାଇଛି। ଅନ୍ୟ ପକ୍ଷରେ ବର୍ଷା ଓ ବନ୍ୟା ଦୁର୍ଦ୍ଦଶାକୁ ଆହୁରି ବଢ଼ାଇ ଦେଇଛି। ଏପରି ସ୍ଥଳେ ଅତ୍ୟାବଶ୍ୟକ ସାମଗ୍ରୀ ଆଳୁ ଓ ପିଆଜ ଦର ହୁ ହୁ ହୋଇ ବଢ଼ିଚାଲିଛି। ଖୁଚୁରା…
‘କ୍ଷୟକ୍ଷତି ଆକଳନ କରି ତୁରନ୍ତ ଜଣାଅ’
ବାରିପଦା ଅଫିସ, ୨୯ା୮- ବିପର୍ଯ୍ୟୟ ପ୍ରଶମନ ଓ ରାଜସ୍ବ ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ବନ୍ୟା ପରିସ୍ଥିତିର ସମୀକ୍ଷା କରିଥିଲେ। ଜିଲାପାଳ ବିନୀତ ଭରଦ୍ୱାଜ, ଉପଜିଲାପାଳ ପି ଅନ୍ବେଷା ରେଡ୍ଡି, ପିଡି ଡିଆରଡିଏ ସ୍ବଧାଦେବ…
ଉଛୁଳୁଛି ନଦନଦୀ
ଭୁବନେଶ୍ୱର, ୨୯ା୮(ବ୍ୟୁରୋ): ଲଘୁଚାପ ବର୍ଷା ପରେ ରାଜ୍ୟରେ ବନ୍ୟା ବିପତ୍ତି ଦେଖାଦେଇଛି। ଉତ୍ତର ଓଡ଼ିଶା ବନ୍ୟାରେ ଉବୁଟୁବୁ ହେଉଛି। ଯାଜପୁର, ବାଲେଶ୍ୱର, ମୟୂରଭଞ୍ଜ ଜିଲାରେ ହଜାର ହଜାର ଏକର ଚାଷଜମି ଜଳମଗ୍ନ ହେବା ସହିତ ବହୁ ଲୋକ ଜଳବନ୍ଦୀ ହୋଇଛନ୍ତି। କାନ୍ଥପଡ଼ି…
ଅଚଳ ସ୍ଲୁଇସ୍ ଗେଟ୍ ଚାଷୀଙ୍କ ପାଇଁ କାଳ
ବାହାନଗା, ୨୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ଖରାସାହାପୁର ପଞ୍ଚାୟତର ଏକ ଅଚଳ ସ୍ଲୁଇସ୍ ଗେଟ୍ ଚାଷୀଙ୍କ ପାଇଁ କାଳ ସାଜିଛି। ଫଳରେ ହଜାର ହଜାର ହେକ୍ଟର ଚାଷ ଜମିରେ ଏବେ ବନ୍ୟାଜଳ ପ୍ରବାହିତ ହେଉଛି। ଗତ ତିନିଦିନ ଧରି ଲଘୁଚାପଜନିତ ବର୍ଷା…
ଜୀବନ, ଜୀବିକା ସୁରକ୍ଷା ଦାବିରେ ବିକ୍ଷୋଭ
ବାଲେଶ୍ୱର ଅଫିସ, ୨୯।୮-ବାଲେଶ୍ୱର ଫକୀରମୋହନ ଗୋଲେଇରେ କରୋନା ମହାମାରୀ ସମୟରେ ଜୀବନ ଓ ଜୀବିକାର ସୁରକ୍ଷା ଦାବିରେ ଉତ୍କଳ ମହିଳା ସମିତି, ଅଖିଳ ଭାରତ ଗଣତାନ୍ତ୍ରିକ ମହିଳା ସମିତି ଓ ନ୍ୟାଶନାଲ୍ ଫେଡେରେଶନ ଅଫ୍ ଇଣ୍ଡିଆନ ଓମେନ୍ସ୍ ତରଫରୁ ଶତାଧିକ ମହିଳା…
ଶାରିଶୂଆକୁ ସଜେଇବାକୁ ନିଆଗଲା ପଦକ୍ଷେପ : ସ୍ଥାନ ଅନୁଧ୍ୟାନ ପାଇଁ ପହଞ୍ଚିଲେ ଇଞ୍ଜିନିୟରିଂ ଟିମ୍
ଖଇରା, ୨୯।୮(ଡି.ଏନ.ଏ)-ବଦଳିବ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ସୌନ୍ଦର୍ଯ୍ୟ। ଖଣି ମାଫିଆମାନଙ୍କ ଲୋଲୁପ ଦୃଷ୍ଟିରୁ ବାହାରି ଏବେ ପର୍ଯ୍ୟଟକମାନଙ୍କ ପାଇଁ ନୂଆ ସମ୍ଭାବନା ସୃଷ୍ଟି କରିବାକୁ ଯାଉଛି ା ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ…
ଅନୁମୋଦନରେ ବିଳମ୍ବ କରୁଛି ତାମଡ଼ା
ଅନୁଗୋଳ ଅଫିସ, ୨୯ା୮ ଜମି କିସମ ପରିବର୍ତ୍ତନ ପାଇଁ ଆସୁଥିବା ଫାଇଲ ପଡ଼ିରହୁଛି। ଏହାକୁ ମାସେ ମଧ୍ୟରେ ଅନୁମୋଦନ ଦେବାର ନିୟମ ରହିଥିଲେ ବି ତାହାକୁ ପାଳନ କରାଯାଉ ନାହିଁ। ଦୁର୍ନୀତିକୁ ପ୍ରଶ୍ରୟ ଦେବାକୁ ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା) କାର୍ଯ୍ୟାଳୟରେ…
ଗାଡି ଯାଞ୍ଚବେଳେ ଏସ୍ଆଇଙ୍କୁ ପିଟିଲେ: ୨ଗିରଫ
ଗଞ୍ଜାମ,୨୮ା୮(ଡି.ଏନ୍.ଏ.)-ଗଞ୍ଜାମ ଥାନାରେ କାର୍ଯ୍ୟରତ ଏସ୍ଆଇ ଚନ୍ଦନ ବେହେରା ଶୁକ୍ରବାର ଗାଡି ଯାଞ୍ଚ କରୁଥିବାବେଳେ ୨ ଯୁବକ ତାଙ୍କୁ ଆକ୍ରମଣ କରିଛନ୍ତି। ଏନେଇ ୨ଜଣଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ରମ୍ଭା ଥାନା ନିଳାଦ୍ରୀପୁର ଗ୍ରାମର ସତୀଶ ସ୍ବାଇଁ (୩୦) ଓ ସୂର୍ଯ୍ୟକାନ୍ତ…
Archives


