ରାଜ୍ୟ

ହାଜତ ମୃତ୍ୟୁ ମାମଲାର ବିଚାର ବିଭାଗୀୟ ତଦନ୍ତ ହେବ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ପୁରୀ ଓ ସୁନ୍ଦରଗଡ଼ ବୀରମିତ୍ରପୁର ହାଜତ ମୃତ୍ୟୁ ଘଟଣାରେ ମଙ୍ଗଳବାର ବିଧାନସଭାରେ ବିବୃତି ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ। ଉଭୟ ହାଜତ ମୃତ୍ୟୁ ଘଟଣାରେ ରାଜ୍ୟ ସରକାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ତଦନ୍ତ ପ୍ରକ୍ରିୟାରେ ଏନ୍‌ଏଚ୍‌ଆର୍‌ସିର ସମସ୍ତ ଗାଇଡ୍‌ଲାଇନକୁ…

ଡଙ୍ଗାଭସା ଉପରେ କଟକଣା

ଭୁବନେଶ୍ୱର, ୨୫ା୧୧(ବ୍ୟୁରୋ): ଆସନ୍ତା ୩୦ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଓ ବଡ଼ଓଷା ପର୍ବ ପାଳିତ ହେବ। ନଦୀ, ପୋଖରୀ କିମ୍ବା ଜଳାଶୟରେ ଡଙ୍ଗା ଭସାଇବା ଓ ବୁଡ଼ ପକାଇବା ଉପରେ ସରକାର କଟକଣା ଲଗାଇଛନ୍ତି। ଏ ନେଇ ମଙ୍ଗଳବାର ସ୍ବତନ୍ତ୍ର ରିଲିଫ୍‌…

ନ୍ୟାୟ ନ ପାଇଲେ ଆତ୍ମାହୁତି

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆମ ୫ବର୍ଷର ଝିଅକୁ ମାରିଦେଲେ। ତା’ ଆଖି, କିଡ୍‌ନୀ କାଢ଼ିନେଲେ। ଘଟଣାକୁ ୫ମାସ ବିତିଯାଇଥିଲେ ମଧ୍ୟ ଅଭିଯୁକ୍ତଙ୍କୁ ପୋଲିସ ଜାଣିଶୁଣି ଗିରଫ କରୁନାହିଁ। ଝିଅକୁ ନ୍ୟାୟ ନ ମିଳିବାରୁ ଆମେ ଆତ୍ମାହୁତି କରୁଛୁ ବୋଲି କହି ମଙ୍ଗଳବାର ବିଧାନସଭା ବାହାରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୬୪୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଆରୋଗ୍ୟ ହେଲେ ୬୪୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୭୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରାଯାଇଛି। ମଙ୍ଗଳବାର ଆରୋଗ୍ୟ ହୋଇଥିବା…

ପତିତପାବନଙ୍କ ହେବ ନାହିଁ ନାଗାର୍ଜୁନ ବେଶ

ପୁରୀ ଅଫିସ୍‌,୨୩।୧୧: ଆସନ୍ତା ୨୭ରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଦୀର୍ଘ ୨୫ ବର୍ଷ ପରେ ପଡିିଛି ଏହି ଦୁର୍ଲଭ ବେଶ। ଦାରୁଦିଅଁଙ୍କ ଏହି ବିରଳ ବେଶକୁ ଭକ୍ତମାନେ ଦେଖପାରିବେ ନାହିଁ। କରୋନା ମହାମାରୀ ପାଇଁ ଏଭଳି ନିଷ୍ପତ୍ତି ହୋଇଛି। ତେବେ ପତିତପାବନଙ୍କୁ…

IIFL ଲୁଟ୍‌ ଘଟଣା: ଭାଇ, ସାଙ୍ଗଙ୍କୁ ଲଗାଇ ଡକାୟତି କରିଥିଲେ କର୍ମଚାରୀ

କଟକ ଅଫିସ, ୨୪।୧୧: କଟକ ନୟାସଡ଼କସ୍ଥିତ IIFL ବ୍ରାଞ୍ଚରେ ଗତ ୧୯ ତାରିଖରେ ଏକ ବଡ଼ ଧରଣର ଲୁଟ୍‌ ହୋଇଥିଲା। IIFLର ଲାଲା ଅମ୍ରିତ ରାୟ ନାମକ କର୍ମଚାରୀ ହିଁ ଏହି ଲୁଟ ଘଟଣାରେ ମୁଖ୍ୟ ମାଷ୍ଟରମାଇଣ୍ଡ । ସେ ନିଜ…

ଡିସେମ୍ବରରେ ଖୋଲିପାରେ ଶ୍ରୀମନ୍ଦିର: ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୨୪।୧୧: ଡିସେମ୍ବର ମାସରେ ଖୋଲିପାରେ ଶ୍ରୀମନ୍ଦିର। ଏହି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. କ୍ରିଷନ କୁମାର। ମୁଖ୍ୟ ପ୍ରଶାସକଙ୍କ ସୂଚନା ଅନୁଯାୟୀ, ଆସନ୍ତା ମାସର ୨ୟ କିମ୍ବା ୩ୟ ସପ୍ତାହରେ ଶ୍ରୀମନ୍ଦିର ଖୋଲିବାକୁ ଯୋଜନା ରହିଛି।…

ବିଧାନସଭାରେ ଉଠିଲା ‘ପରୀ’ ହତ୍ୟା ଘଟଣା

ଭୁବନେଶ୍ୱର, ୨୪।୧୧(ବ୍ୟୁରୋ): ବିଧାନସଭାରେ ଉଠିଲା ୫ ବର୍ଷର ଝିଅ ‘ପରୀ’ ହତ୍ୟା ଘଟଣା। ଗୃହରେ କଂଗ୍ରେସ ବିଧାୟକ ନରସିଂହ ମିଶ୍ର ଏହି ଘଟଣା ଉଠାଇଛନ୍ତି। ନୟାଗଡ଼ର ୫ ବର୍ଷର ଝିଅ ପରୀ ହତ୍ୟା ଘଟଣାରେ ନ୍ୟାୟ ପାଇଁ ମା’ବାପା ବିଧାନସଭା ସମ୍ମୁଖରେ…

ପରୀ ହତ୍ୟାକାଣ୍ଡ ଘଟଣା: ନ୍ୟାୟ ନ ମିଳିବାରୁ ବିଧାନସଭା ସମ୍ମୁଖରେ ମା’ ବାପାଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର/ନୟାଗଡ଼ ଅଫିସ,୨୪।୧୧(ବ୍ୟୁରୋ): ନୟାଗଡ଼ ସଦର ଥାନା ଯଦୁପୁର ଗ୍ରାମରେ ପ୍ରାୟ ୪ମାସ ତଳେ ଘଟିଥିବା ପରୀ (୫) ନାମକ ଶିଶୁକନ୍ୟା ହତ୍ୟା ଘଟଣାରେ ଏଯାଏ ତାଙ୍କ ପରିବାରକୁ ନ୍ୟାୟ ମିଳି ନାହିଁ । ପୋଲିସ ଓ ଜିଲା ପ୍ରଶାସନ ଉପରେ ଅସନ୍ତୋଷ…

ଦାରିଙ୍ଗବାଡ଼ିରେ ବଢ଼ିଲା ଶୀତ, ସର୍ବନିମ୍ନ ତାପମାତ୍ରା ୯ ଡିଗ୍ରୀ

ଦାରିଙ୍ଗବାଡ଼ି,୨୪।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ଚଳିତ ବର୍ଷର ପ୍ରଥମ ଶୀତ ଅନୁଭୁତ ହୋଇଛି। ମଙ୍ଗଳବାର ସକାଳ ୮ଟାରେ ସର୍ବନିମ୍ନ ତାପମାତ୍ରା ୯ଡିଗ୍ରୀ ରହିଥିବା ବ୍ଲକ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଗତ କିଛି ଦିନ ହେଲା ପାଗ ମେଘୁଆ ରହିବା…

କମୁନି କରୋନା ମୃତ୍ୟୁ ହାର : ପୁଣି ରାଜ୍ୟରେ ୧୪ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୬୭୧ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ରାଜ୍ୟରେ କରୋନା…

କମୁଛି ସଂଖ୍ୟା: ରାଜ୍ୟରେ ୬୪୨ନୂଆ ପଜିଟିଭ୍‌ ଚିହ୍ନଟ, ଆଗରେ କେନ୍ଦୁଝର

ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୬୪୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧୫୨୭୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୭୪…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri