ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୦୩ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୨୫୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୮୧, ଗଞ୍ଜାମରୁ ୨୦୪, ରାୟଗଡାରୁ ୧୮୦, ସମ୍ବଲପୁରରୁ ୧୪୯, ନୟାଗଡରୁ ୧୩୫, ବାଲେଶ୍ୱରରୁ ୧୩୨, ମୟୂରଭଞ୍ଜରୁ ୧୦୭,…
ଜେଇଇ ପରୀକ୍ଷାର୍ଥୀଙ୍କୁ ସମସ୍ତ ସୁବିଧା ଯୋଗାଇ ଦେବେ ସରକାର
ଭୁବନେଶ୍ୱର,୨୮।୮(ବ୍ୟୁରୋ)- ଆସନ୍ତା ସେପ୍ଟେମ୍ବର ୧ରୁ ୬ ତାରିଖ ମଧ୍ୟରେ ସମଗ୍ର ଦେଶରେ ଜେଇଇ(ମେନ୍) ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥିସହିତ ସେପ୍ଟେମ୍ବର ୧୩ ତାରିଖରେ ଏନ୍ଇଇଟି ପରୀକ୍ଷା ହେବ। ଏଥିପାଇଁ ରାଜ୍ୟର ୭ଟି ସ୍ଥାନରେ ୨୬ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ରାଜ୍ୟରୁ…
କଟକରୁ ୨୦୪ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୭୪ ସ୍ଥାନୀୟ ସଂକ୍ରମିତ
କଟକ ଅଫିସ,୨୮।୮-କଟକ ସହରରୁ ଶୁକ୍ରବାର ପୁଣି ୨୦୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୭୪। ସିଡିଏ ସେକ୍ଟର-୬ରୁ ୫, କଲେଜ ସ୍କୋୟାରରୁ ୫, ବକ୍ସି ବଜାରରୁ…
ଭୁବନେଶ୍ୱରରୁ ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର,୨୮।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଶୁକ୍ରବାର ଆଉ ୩୫୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୫୨ଜଣ ରହିଥିବାବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୨୦୨। ଚନ୍ଦ୍ରଶେଖରପୁର ସପ୍ତମ ବାଟାଲିଅନରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମାରୁ…
ମହାନଦୀ ସମ୍ଭାଳିଛି ୧୬ ଲକ୍ଷ କ୍ୟୁସେକ ଜଳ: ମଧ୍ୟମ ଧରଣର ବନ୍ୟା ଆଶଙ୍କା
ଭୁବନେଶ୍ୱର, ୨୮।୮(ବ୍ୟୁରୋ): ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆଶଙ୍କା କରାଯାଉଛି। ଛତିଶଗଡ଼ରେ ପ୍ରବଳ ବର୍ଷା ଯୋଗୁ ହୀରାକୁଦ ଡ୍ୟାମକୁ ୮ ଲକ୍ଷ କ୍ୟୁସେକ ଜଳ ପଶୁଛି। ଏ ନେଇ ସ୍ବତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି)ପ୍ରଦୀପ ଜେନା ଶୁକ୍ରବାର ସୂଚନା ଦେଇଛନ୍ତି। ସେ…
ସେପ୍ଟେମ୍ବର ପହିଲାରୁ ସରକାରୀ ଅଫିସକୁ ଜନସାଧାଣଙ୍କୁ ଯିବା ପାଇଁ ଅନୁମତି
ଛତ୍ରପୁର,୨୮।୮(ଡି.ଏନ୍.ଏ): ଆସନ୍ତା ସେପ୍ଟେମ୍ବର ପହିଲାରୁ ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟକୁ ଜନସାଧାରଣଙ୍କୁ ଯିବା ପାଇଁ ଅନୁମତି ମିଳିବ। ଶୁକ୍ରବାର ଛତ୍ରପୁର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଦ୍ୱାରା ନିଯୁକ୍ତ ସ୍ବତନ୍ତ୍ର ଅତିିରିକ୍ତ ଜିଲାପାଳ (ଛତ୍ରପୁର) ପାରୁଲ…
ରାଜ୍ୟରୁ କରୋନା ନେଲାଣି ୪୫୬ ଜୀବନ, ଆଜି ୮ ଜଣଙ୍କ ମୃତ୍ୟୁ
ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଏବଂ ଖୋର୍ଦ୍ଧାରୁ…
CORONAVIRUS UPDATE: ରାଜ୍ୟରେ ୯୪,୦୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ଚିହ୍ନଟ ହୋଇଛନ୍ତି ୩,୬୮୨
ଭୁବନେଶ୍ୱର,୨୮ା୮(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୩,୬୮୨ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୨୨୪୧ ଜଣ ଚିହ୍ନଟ…
୧୫ ଷ୍ଟାର୍ଟଅପ୍, ଇନ୍କ୍ୟୁବେଟର୍ସ ଲାଗି ୧.୨୩ କୋଟି ପ୍ରଦାନ
ଭୁବନେଶ୍ୱର,୨୮। ୮ରାଜ୍ୟର ୧୫ଟି ଷ୍ଟାର୍ଟଅପ୍ ଓ ଗୋଟିଏ ଇନ୍କ୍ୟୁବେଟର୍ସ ନିମନ୍ତେ ଷ୍ଟାର୍ଟ ଅପ୍ ଓଡ଼ିଶା ଟାସ୍କଫୋର୍ସ ସହାୟତା ରାଶି ଭାବେ ୧.୨୩ କୋଟି ଟଙ୍କା ପ୍ରଦାନ କରାଯାଇଛି। ଗୁରୁବାର ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ପ୍ରମୁଖ ଶାସନ ସଚିବ…
୩୧ ଯାଏ ରେଭେନ୍ଶା ବିଶ୍ୱବିଦ୍ୟାଳୟ ବନ୍ଦ
କଟକ ଅଫିସ, ୨୮।୮: ରେଭେନ୍ଶା ବିଶ୍ୱବିଦ୍ୟାଳୟରେ କରୋନା ସଂକ୍ରମଣ ବ୍ୟାପିବାରେ ଲାଗିଛି। ଏଥିପାଇଁ ଗୁରୁବାରଠାରୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବିଶ୍ୱବିଦ୍ୟାଳୟକୁ ବନ୍ଦ ଘୋଷଣା କରିଛନ୍ତି କୁଳପତି ପ୍ରଫେସର ଈଶାନ କୁମାର ପାତ୍ର। କିଛିମାସ ପୂର୍ବରୁ ଜଣେ ହଷ୍ଟେଲ କର୍ମଚାରୀଙ୍କ ପୁଅ…
ହାତୀପଲଙ୍କ ଦ୍ୱାରା ଧାନ ଫସଲ ନଷ୍ଟ
ଅମରପାଲି,୨୮।୮(ଡି.ଏନ.ଏ)-ସୁବର୍ଣ୍ଣପୁର ବନଖଣ୍ଡ ବୀରମହାରାଜପୁର ରେଞ୍ଜ ଅନ୍ତର୍ଗତ ହାତିଲିମୁଣ୍ଡା ବିଟର ଗୌଡଗାଡ ଗ୍ରାମରେ ହାତୀପଲ ପଶି ବ୍ୟାପକ ଧାନ ଫସଲ ନଷ୍ଟ କରିଛନ୍ତି । ବୁଧବାର ରାତିରେ ହାତୀପଲ ଆସି ଗ୍ରାମର ମାଗୁଣି ଦୀପ ଓ ରାତ୍ର ଦୀପଙ୍କର ପ୍ରାୟ ୩ ଏକର…
ଲଗାଣ ବର୍ଷା : ଫୁଲୁଛି ମହାନଦୀ, ତେଲନଦୀ
ସୋନପୁର,୨୮।୮(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଜିଲାରେ ପ୍ରବାହିତ ମହାନଦୀ, ତେଲନଦୀ, ଅଙ୍ଗନଦୀ, ସୁକତେଲ, ନିବୃତ୍ତି ଯୋର ଓ ଅନ୍ୟ ଛୋଟ ବଡ ଯୋର ସବୁ ଫୁଲିବାରେ ଲାଗିଛି । ହୀରାକୁଦର ୧୬ଟି ଗେଟ୍ ଖୋଲିବା…
Archives


