ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀକୁ ମିଳିଲା ଅନୁମତି: ବିନା ଶୋଭାଯାତ୍ରାରେ ହେବ ଶିବ ବିବାହ
ଭୁବନେଶ୍ୱର,୨୫।୫(ବ୍ୟୁରୋ)-ପ୍ରଭୁ ଲିଙ୍ଗରାଜଙ୍କ ଶୀତଳ ଷଷ୍ଠୀ ଲାଗି ସୋମବାର ଅନୁମତି ମିଳିଛି। ଏ ନେଇ ବିଏମସି କମିଶନରଙ୍କ ପକ୍ଷରୁ କେତେକ ସର୍ତ୍ତମୂଳକ ଅନୁମତି ଦିଆଯାଇଛି। ନିର୍ଦ୍ଦିଷ୍ଟ କଟକଣା ସହ ଶିବ ବିବାହ ନୀତି ପାଳନ ହେବ। ବିନା ଶୋଭାଯାତ୍ରା ଓ ସାଜ...
କାଲିଠାରୁ କଟକ- ଭୁବନେଶ୍ୱରରେ ଗଡିବ ମୋ ବସ୍
ଭୁବନେଶ୍ୱର,୨୫।୫(ବ୍ୟୁରୋ)-ଆସନ୍ତା କାଲିଠାରୁ ଭୁବନେଶ୍ୱର ଓ କଟକରେ ଗଡ଼ିବ ମୋ ବସ। ପ୍ରଥମ ପର୍ଯ୍ୟାୟରେ ୭ଟି ରୁଟରେ ଅଣ ଶୀତତାପ ନିୟନ୍ତ୍ରିତ ବସ ଚଳାଚଳ କରିବ। ସକାଳ ୭ଟାରୁ ସା ୭ଟା ଯାଏ ବସ ଚଳାଚଳ କରିବ ବୋଲି ନିଷ୍ପତି ନିଆଯାଇଛି।...
ଆଜିଠୁ ଘରୋଇ ସେବା ଦେବ ମୋବସ୍
ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କ୍ୟାପିଟାଲ ରିଜିଅନ୍ ଅର୍ବାନ୍ ଟ୍ରାନ୍ସପୋର୍ଟ (କ୍ରୁଟ୍) ଦ୍ୱାରା ପରିଚାଳିତ ମୋବସ ସେବା ମଙ୍ଗଳବାରଠାରୁ ଘରୋଇ ସେବା ଯୋଗାଇବ। ସକାଳ ୭ରୁ ସନ୍ଧ୍ୟା ୭ଟା ଯାଏଁ ବିନା ଶୀତତାପ ନିୟନ୍ତ୍ରିତ ମୋବସ ସେବା...
ଝାରସୁଗୁଡା ବିମାନବନ୍ଦରରୁ ଉଡିଲା ବିମାନ
ଝାରସୁଗୁଡା ଅଫିସ,୨୫ା୫-ଝାରସୁଗୁଡାସ୍ଥିତ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ବିମାନ ଚଳାଚଳ ଆରମ୍ଭ ହୋଇଛି। ସୋମବାର ଏହି ବିମାନବନ୍ଦରରୁ ନୂଆଦିଲ୍ଲୀ ଓ ହାଇଦ୍ରାବାଦକୁ ବିମାନ ଚଳାଚଳ କରିଛି। ତେବେ କୋଲକତାକୁ ଯିବାକୁ ଥିବା ବିମାନ ବାତିଲ ହୋଇଥିବା ବିମାନବନ୍ଦର କର୍ତୃପକ୍ଷ ସୂଚନା...
ମଙ୍ଗଳବାରରୁ ମାଟ୍ରିକ ଖାତା ମୂଲ୍ୟାୟନ: ସାମାଜିକ ଦୂରତ୍ୱ ଉପରେ ଗୁରୁତ୍ୱ
ଭୁବନେଶ୍ୱର, ୨୫।୫(ବ୍ୟୁରୋ): ମଙ୍ଗଳବାରଠାରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ ହେବ। ସକାଳ ୧୦ଟାରୁ ଦିନ ୩ଟା ମଧ୍ୟରେ ଖାତା ମୁଲ୍ୟାୟନ ହେବ। ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ କମ୍ ପରୀକ୍ଷକ ଖାତା ଦେଖିବେ। ଏ ନେଇ ସୂଚନା ଦେଇଛନ୍ତି...
CORONAVIRUS UPDATE: ୯୯ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୬୪୯
ଭୁବନେଶ୍ୱର, ୨୫।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୯୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବାଲେଶ୍ୱରରୁ ସର୍ବାଧିକ ୩୪ଜଣ ରହିଥିବା ବେଳେ ଗଞ୍ଜାମରୁ ୧୫ଜଣ ରହିଛନ୍ତି। ସେହିପରି ଯାଜପୁର ଓ କେନ୍ଦ୍ରାପଡ଼ାରୁ ୧୩ଜଣ ଲେଖାଏ ରହିଥିବା ବେଳେ ପୁରୀରୁ...
ଭୁବନେଶ୍ୱରରୁ ବିମାନ ଚଳାଚଳ ଆରମ୍ଭ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାରଠାରୁ ଆରମ୍ଭ ହୋଇଛି ଘରୋଇ ବିମାନ ଚଳାଚଳ। ଭୁବନେଶ୍ୱରରୁ ୬୪ ଯାତ୍ରୀଙ୍କୁ ନେଇ ଦିଲ୍ଲୀ ଗଲା ଭିସ୍ତାର ବିମାନ। ଏ ନେଇ ନିର୍ଦ୍ଦେଶକ ଭି. ଭି ରାଓ ସୂଚନା ଦେଇଛନ୍ତି। ୭୦ ଯାତ୍ରୀଙ୍କୁ ନେଇ ଦିଲ୍ଲୀରୁ...
୨ କରୋନା ଯୋଦ୍ଧା ପଜିଟିଭ: ଦେବଗଡ଼ର ଆଶାକର୍ମୀ, ଶିକ୍ଷକ କରୋନା ଆକ୍ରାନ୍ତ
ଦେବଗଡ଼,୨୫ା୫(ଡି.ଏନ୍.ଏ): ରାଜ୍ୟରେ ସୋମବାର ୧୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଦେବଗଡ଼ ଜିଲାରେ ସର୍ବାଧିକ ୨୨ଜଣ ଆକ୍ରାନ୍ତ ରହିଛନ୍ତି। ତେବେ ଏହି ୨୨ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ କୋଭିଡ୍ ଯୋଦ୍ଧା କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ତେଲେଇବଣି ବ୍ଲକ...
ପହଣ୍ଡିରେ ସାମିଲ ଦଇତା ସେବକଙ୍କର କରୋନା ଟେଷ୍ଟ ହେଉ: ନିଯୋଗ ସଭାପତି
ପୁରୀ ଅଫିସ, ୨୫।୫: ଆସନ୍ତା ଜୁନ୍ ୫ରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ସର୍ବନିମ୍ନ ସେବକଙ୍କ ତାଲିକା ଦେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୧୦ ନିଯୋଗଙ୍କୁ ଚିଠି କରାଯାଇଥିଲା। ତେଣୁ ଦଇତାପତି ନିଯୋଗ ପକ୍ଷରୁ ଏ ନେଇ...
ଷ୍ଟକ୍ ଯାଞ୍ଚ ପରେ ଅନ୍ଲାଇନରେ ହେବ ମଦ ବୁକିଂ: ଗସ୍ତ ବାବଦ ୧୦୦ ରୁ ୩୦୦ ଟଙ୍କା ପର୍ଯ୍ୟନ୍ତ ଦେବାକୁ ପଡ଼ିବ ପ୍ରାପ୍ୟ
କେନ୍ଦୁଝର, ୨୫।୫(ସ୍ବ.ପ୍ର.): ସରକାର ମଦ ବିକ୍ରି ଉପରେ ଥିବା କରୋନା କଟକଣାକୁ କୋହଳ କରିଛନ୍ତି। କେବଳ ଅନ୍ଲାଇନରେ ମଦ ବିକ୍ରି ହେବ ବୋଲି ଘୋଷଣା ହୋଇଛି। ଫଳରେ ସୋମବାର ଅବକାରୀ ବିଭାଗ ପକ୍ଷରୁ କେନ୍ଦୁଝର ଜିଲା ମଦ ଦୋକାନ ଗୁଡ଼ିକରେ...
ଖୋର୍ଦ୍ଧା ଜିଲାରେ ୫ ନୂଆ ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ବାପ-ପୁଅ
ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧା ଜିଲାରେ ସୋମବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱର ବାଲିପାଟଣା ଅଞ୍ଚଳର ଜଣେ ରହିଥିବା...
CORONAVIRUS UPDATE: ରାଜ୍ୟରେ ପୁଣି ୧୦୩ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଲା
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଦେବଗଡ଼ରୁ...
Archives


