ଭୁବନେଶ୍ୱରରୁ ବିମାନ ଚଳାଚଳ ଆରମ୍ଭ
ଭୁବନେଶ୍ୱର, ୧୫।୫(ବ୍ୟୁରୋ): ଭୁବନେଶ୍ୱରରୁ ସୋମବାରଠାରୁ ଆରମ୍ଭ ହୋଇଛି ଘରୋଇ ବିମାନ ଚଳାଚଳ। ଭୁବନେଶ୍ୱରରୁ ୬୪ ଯାତ୍ରୀଙ୍କୁ ନେଇ ଦିଲ୍ଲୀ ଗଲା ଭିସ୍ତାର ବିମାନ। ଏ ନେଇ ନିର୍ଦ୍ଦେଶକ ଭି. ଭି ରାଓ ସୂଚନା ଦେଇଛନ୍ତି। ୭୦ ଯାତ୍ରୀଙ୍କୁ ନେଇ ଦିଲ୍ଲୀରୁ...
୨ କରୋନା ଯୋଦ୍ଧା ପଜିଟିଭ: ଦେବଗଡ଼ର ଆଶାକର୍ମୀ, ଶିକ୍ଷକ କରୋନା ଆକ୍ରାନ୍ତ
ଦେବଗଡ଼,୨୫ା୫(ଡି.ଏନ୍.ଏ): ରାଜ୍ୟରେ ସୋମବାର ୧୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଦେବଗଡ଼ ଜିଲାରେ ସର୍ବାଧିକ ୨୨ଜଣ ଆକ୍ରାନ୍ତ ରହିଛନ୍ତି। ତେବେ ଏହି ୨୨ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ କୋଭିଡ୍ ଯୋଦ୍ଧା କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ତେଲେଇବଣି ବ୍ଲକ...
ପହଣ୍ଡିରେ ସାମିଲ ଦଇତା ସେବକଙ୍କର କରୋନା ଟେଷ୍ଟ ହେଉ: ନିଯୋଗ ସଭାପତି
ପୁରୀ ଅଫିସ, ୨୫।୫: ଆସନ୍ତା ଜୁନ୍ ୫ରେ ଦେବସ୍ନାନ ପୂର୍ଣ୍ଣିମା। ମହାପ୍ରଭୁଙ୍କ ସ୍ନାନ ଯାତ୍ରାରେ ସର୍ବନିମ୍ନ ସେବକଙ୍କ ତାଲିକା ଦେବା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୧୦ ନିଯୋଗଙ୍କୁ ଚିଠି କରାଯାଇଥିଲା। ତେଣୁ ଦଇତାପତି ନିଯୋଗ ପକ୍ଷରୁ ଏ ନେଇ...
ଷ୍ଟକ୍ ଯାଞ୍ଚ ପରେ ଅନ୍ଲାଇନରେ ହେବ ମଦ ବୁକିଂ: ଗସ୍ତ ବାବଦ ୧୦୦ ରୁ ୩୦୦ ଟଙ୍କା ପର୍ଯ୍ୟନ୍ତ ଦେବାକୁ ପଡ଼ିବ ପ୍ରାପ୍ୟ
କେନ୍ଦୁଝର, ୨୫।୫(ସ୍ବ.ପ୍ର.): ସରକାର ମଦ ବିକ୍ରି ଉପରେ ଥିବା କରୋନା କଟକଣାକୁ କୋହଳ କରିଛନ୍ତି। କେବଳ ଅନ୍ଲାଇନରେ ମଦ ବିକ୍ରି ହେବ ବୋଲି ଘୋଷଣା ହୋଇଛି। ଫଳରେ ସୋମବାର ଅବକାରୀ ବିଭାଗ ପକ୍ଷରୁ କେନ୍ଦୁଝର ଜିଲା ମଦ ଦୋକାନ ଗୁଡ଼ିକରେ...
ଖୋର୍ଦ୍ଧା ଜିଲାରେ ୫ ନୂଆ ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ବାପ-ପୁଅ
ଖୋର୍ଦ୍ଧା ଅଫିସ,୨୫।୫: ଖୋର୍ଦ୍ଧା ଜିଲାରେ ସୋମବାର ଆଉ ୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୨କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଭୁବନେଶ୍ୱର ବାଲିପାଟଣା ଅଞ୍ଚଳର ଜଣେ ରହିଥିବା...
CORONAVIRUS UPDATE: ରାଜ୍ୟରେ ପୁଣି ୧୦୩ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଲା
ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୦୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୦ ଟପିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ଦେବଗଡ଼ରୁ...
ଭୂତଳ ଜଳ କମୁଛି: ଜଳାଭାବରେ ରାଜଧାନୀ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓଡ଼ିଶାରେ ଭବିଷ୍ୟତରେ ଜଳ ସଙ୍କଟ ଉଗ୍ରରୂପ ନେବ। ରାଜ୍ୟରେ ଭୂତଳ ଜଳସ୍ତର ଦିନକୁ ଦିନ କମୁଥିବାରୁ ଆସନ୍ତା ୧୦ରୁ ୨୦ବର୍ଷ ମଧ୍ୟରେ ଏହା ସଙ୍କଟଜନକ ପରିସ୍ଥିତି ସୃଷ୍ଟି କରିବ। ବିଶେଷକରି ଭୂତଳ ଜଳସ୍ତର କ୍ଷେତ୍ରରେ ଏହା ଅଧିକ ପରିଲ୍ଲକ୍ଷିତ...
କରୋନା ମାଡ଼: ଖାତାଦେଖା, ପରୀକ୍ଷା, ନୂଆ ନାମଲେଖା ପାଇଁ ଚାପରେ ସରକାର
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଲକ୍ଡାଉନ ଦେଶର ବିଭିନ୍ନ କ୍ଷେତ୍ର ଉପରେ ବ୍ୟାପକ ପ୍ରଭାବ ପକାଇଛି। ସମାନଭାବେ ଶିକ୍ଷା କ୍ଷେତ୍ର ଉପରେ ଏହା ବିଶେଷ ପ୍ରଭାବ ପକାଇଥିବା ଯୋଗୁ ଛାତ୍ରୀଛାତ୍ରମାନଙ୍କ ଭବିଷ୍ୟତ ପାଠପଢ଼ା ବର୍ତ୍ତମାନ ଦିଗହରା ହୋଇଛି। ଏବେ ସୁଦ୍ଧା ବିଭିନ୍ନ ଶ୍ରେଣୀର ପରୀକ୍ଷାଫଳ...
ଓମ୍ଫେଡ୍ ଜାରି କଲା ନୂତନ ଗାଇଡ୍ଲାଇନ: ଡାଏରୀ ପଏଣ୍ଟରୁ ସିଧାସଳଖ କିଣିହେବ ଓମ୍ଫେଡ୍ ସାମଗ୍ରୀ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଓମ୍ଫେଡ୍ ହୋଲ୍ସେଲର, ରିସେଲର୍ମାନଙ୍କ ଲାଗି ଏକ ନୂଆ ଗାଇଡ୍ଲାଇନ ରବିବାର ଜାରି କରାଯାଇଛି। ଏହି ପରିବର୍ତ୍ତିତ ଗାଇଡ୍ଲାଇନ ଅନୁଯାୟୀ, ସମସ୍ତ ବ୍ୟକ୍ତି, ଫାର୍ମ ଏଜେନ୍ସି, ହୋଲ୍ସେଲର ଏବଂ ଡିଷ୍ଟ୍ରିବ୍ୟୁଟର ଓମ୍ଫେଡ୍ର ସବୁ ପ୍ରକାର ଜିନିଷକୁ ରାଜ୍ୟର ଯେକୌଣସି ଡାଏରୀ...
ଆଜିଠୁ ମିଳିବ ଘରୋଇ ବିମାନ ସେବା
ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ଲକ୍ଡାଉନ୍ ଅବଧି ସରି ଆସୁଥିବାବେଳେ ଧୀରେ ଧୀରେ ଯାତ୍ରୀ ପରିବହନ ସେବା ସ୍ବାଭାବିକ ହେବାରେ ଲାଗିଛି। ପ୍ରାୟ ୨ମାସ ଧରି ବନ୍ଦ ରହିଥିବା ଘରୋଇ ବିମାନ ସେବା ସୋମବାରଠାରୁ ଆରମ୍ଭ ହେଉଛି। ଦେଶର ବିଭିନ୍ନ ସ୍ଥାନକୁ...
ଅଂଶୁଘାତ ମୁକାବିଲା ପାଇଁ ଜିଲାପାଳଙ୍କୁ ନିର୍ଦ୍ଦେଶ: ତୁରନ୍ତ ଅଚଳ ନଳକୂପ, ପାନୀୟ ଜଳ ପ୍ରକଳ୍ପ ମରାମତି କରିବାକୁ ପରାମର୍ଶ
ଭୁବନେଶ୍ୱର,୨୫।୫(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେଲାଣି। ପ୍ରବଳ ତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି। ଆସନ୍ତା ୨୮ତାରିଖ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ, ପଶ୍ଚିମ ଏବଂ ଉପକୂଳ ଓଡ଼ିଶାର ୧୦ଟି ଜିଲାରେ ଗ୍ରୀଷ୍ମ ପ୍ରବାହ ଅଧିକ ରହିବ। ଏପିରି କି...
‘ଉମଙ୍ଗ’ରେ ଭୁବନେଶ୍ୱର ପାଣିପାଗ କେନ୍ଦ୍ର
ଭୁବନେଶ୍ୱର,୨୫।୫(ବ୍ୟୁରୋ): ମୋବାଇଲ୍ ଆପ୍ ମାଧ୍ୟମରେ ମିଳିବ ପାଣିପାଗର ଆଗୁଆ ସୂଚନା। ଏଣିକି ଘରେ ବସି ଜାଣିହେବ ପାଣିପାଗର ଟିକିନିଖି ସୂଚନା। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଡିଜିଟାଲ ଇଣ୍ଡିଆ ମାଧ୍ୟମରେ ୨୦୧୭ରେ ପ୍ରସ୍ତୁତ ହୋଇଥିବା ଉମଙ୍ଗ ଆପ୍ରେ ଏବେ ଭୁବନେଶ୍ୱର...
Archives


