ରାଜ୍ୟ

ଅତିବଡ଼ୀ ଜଗନ୍ନାଥ ଦାସ

ଓଡ଼ିଆ ସାହିତ୍ୟରେ ଜଗନ୍ନାଥ ଦାସ ହେଉଛନ୍ତି ଜଣେ ଅମର ସ୍ରଷ୍ଟା। ଓଡ଼ିଆ ଜାତି ପାଇଁ ଜଗନ୍ନାଥ ଦାସଙ୍କ ଓଡ଼ିଆ ଭାଗବତ ଏକ ଶ୍ରେଷ୍ଠ ଅବଦାନ। ତାଙ୍କ ରଚିତ ଭାଗବତ ଓଡ଼ିଶାର ଘରେ ଘରେ ଆଦୃତ। ଏକାଧାରରେ ସେଥିଲେ ଧର୍ମପ୍ରଚାରକ, ସମାଜସଂସ୍କାରକ, ପରମ…

ତୁଟୁନି ଭାଜପା-ବିଜେଡି ଆବାସ କଳି

ଭୁବନେଶ୍ୱର,୨୬।୮(ବ୍ୟୁରୋ): ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସବୁ ଜିଲାରେ ଦୁର୍ନୀତି ହୋଇଥିବା ନେଇ ଭାଜପା ଅଭିଯୋଗ କରିଛି। ଭାଜପାର ଅଭିଯୋଗ ପରେ ବିଜେଡି ମଧ୍ୟ ପଲଟା ଜବାବ ରଖିଛି। ଯଦି ଆବାସ ଯୋଜନରାରେ ଦୁର୍ନୀତି ହେଉଛି, ତେବେ କେଉଁ ଆଧାରରେ ଓଡିଶାକୁ ଏ…

ବଜେଟ୍‌ ପ୍ରକ୍ରିୟାରେ ସ୍ବଚ୍ଛତା: ୩ୟରେ ଓଡ଼ିଶା

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜ୍ୟର ଆର୍ଥିକ ପ୍ରସଙ୍ଗରେ ୫-ଟି ଫ୍ରେମଓ୍ବାର୍କ କାର୍ଯ୍ୟକାରୀ କରିବା ସହ ଅନ୍ୟ ରାଜ୍ୟଗୁଡିକ ତୁଳନାରେ ବଜେଟ୍‌ ସ୍ବଚ୍ଛତା ରକ୍ଷା କରିବାରେ ଓଡ଼ିଶା ଦେଶରେ ତୃତୀୟ ସ୍ଥାନ ଅଧିକାର କରିଛି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ…

‘ଡିଜିନ୍‌’ ମାଗାଜିନ୍‌ରେ ଓଡ଼ିଶା କୃଷିଭବନ

ଭୁବନେଶ୍ୱର, ୨୬।୮(ବ୍ୟୁରୋ): ଅନ୍ତର୍ଜାତୀୟ ସ୍ତରରେ ଅନେକ ପ୍ରଶଂସା ସାଉଣ୍ଟିଥିବା ଓଡ଼ିଶାର କଳା ଏବେ ଆଉ ଏକ ମାଇଲଖୁଣ୍ଟ ଛୁଇଁଛି। ବିଶ୍ୱସ୍ତରୀୟ ସ୍ଥାପତ୍ୟ କଳା ମାଗାଜିନ ‘ଡିଜିନ୍‌’ରେ ଓଡ଼ିଶା କୃଷି ଭବନର ସ୍ଥାପତ୍ୟ କଳା ସ୍ଥାନ ପାଇଛି। ଏହି ପତ୍ରିକାରେ କୌଣସି ଭାରତୀୟ…

ପ୍ରବଳ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖାପଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଆହୁରି ଘନୀଭୂତ ହୋଇଛି। ଲଘୁଚାପ ଯୋଗୁ ସୋମବାର ରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ତୁହାକୁ ତୁହା ଲଗାଣ ବର୍ଷା ଯୋଗୁ ଜୀବନଯାତ୍ରା…

ବଢ଼ିଲା ରତ୍ନଅଳଙ୍କାର ଯାଞ୍ଚ ସମ୍ଭାବନା

ପୁରୀ ଅଫିସ,୨୬ା୮:ଖୋଲିବ କି ଭିତର ରତ୍ନଭଣ୍ଡାର? ଯାଞ୍ଚ ହେବ କି ମହାପ୍ରଭୁଙ୍କ ଦୁର୍ମୂଲ୍ୟ ରତ୍ନଅଳଙ୍କାର? ଦୀର୍ଘଦିନ ଧରି ରତ୍ନଭଣ୍ଡାର ଖୋଲିବା ନେଇ ଯେଉଁ ଆଶା ଆଶଙ୍କା ଲାଗିରହିଛି ସେଥିରେ ପୂର୍ଣ୍ଣଚ୍ଛେଦ ପଡ଼ିବାର ସମ୍ଭାବନା ସୃଷ୍ଟି କରିଛି ଆଇନ ବିଭାଗର ଚିଠି। ୨…

ରାଜଧାନୀରେ ବିଗୁଡୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୩୩୨ ଆକ୍ରାନ୍ତ, ଜାଣନ୍ତୁ କେଉଁଠୁ କେତେ..

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜଧାନୀରେ ଦିନକୁ ଦିନ ସଙ୍ଗୀନ ହେଉଛି କରୋନା ସ୍ଥିତି। ମଙ୍ଗଳବାର ଭୁବନେଶ୍ୱରରୁ ପୁଣି ୩୩୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୭୩ଜଣ କ୍ୱାରାଣ୍ଟାଇନ୍‌ କେସ୍‌ ଥିବା ବେଳେ ୧୫୯ ଲୋକାଲ କେସ୍‌ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ…

ଏଣିକି ୨୨ଶହ ନୁହେଁ ୧୨ଶହ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଶସ୍ତା ହେଲା କୋଭିଡ ଟେଷ୍ଟ। ଏଣିକି ଘରୋଇ ସଂସ୍ଥାରେ କୋଭିଡ୍‌ ଟେଷ୍ଟ ପୂର୍ବଠାରୁ ଶସ୍ତା ହେବ। ଆର୍‌ଟି ପିସିଆର୍‌ ଟେଷ୍ଟ ୧୨ଶହ ଟଙ୍କାରେ ହେବ। ପୂର୍ବରୁ ଏହା ୨୨ଶହ ଟଙ୍କା ଥିଲା। ଏନେଇ ମଙ୍ଗଳବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ…

ସିଏମ୍‌ସି ଅଞ୍ଚଳରୁ ଆଉ ୧୨୫

କଟକ ଅଫିସ,୨୫।୮: କଟକ ମହାନଗର ନିଗମରୁ ମଙ୍ଗଳବାର ୧୨୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ କୁମ୍ଭାରସାହି କଣ୍ଟେନ୍‌ମେଣ୍ଟ ଅଞ୍ଚଳର ଥିବା ବେଳେ ୨୪ଜଣ ଇନ୍‌ଷ୍ଟିଚ୍ୟୁଶନାଲ କ୍ୱାରାଣ୍ଟାଇନ୍‌, ୩୩ ହୋମ୍‌ କ୍ୱାରାଣ୍ଟାଇନ୍‌ ଏବଂ ୩୪ଜଣ ଲୋକାଲ କେସ୍‌ ରହିଛି।…

କୋଭିଡ୍‌-୧୯ ସହାୟତା: ଗ୍ରାମାଞ୍ଚଳର ଗରିବ, ଅତିଗରିବଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ୍‌

ଭୁବନେଶ୍ୱର, ୨୫।୮(ବ୍ୟୁରୋ): କରୋନା ମହାମାରୀରେ କ୍ଷତିଗ୍ରସ୍ତ ହୋଇଥିବା ଗ୍ରାମାଞ୍ଚଳ ଜୀବନ ଜୀବିକାର ବିକାଶ ନିମନ୍ତେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର କୋଭିଡ୍‌-୧୯ ସହାୟତା ପ୍ୟାକେଜ୍‌କୁ ଅନୁମୋଦନ କରିଛନ୍ତି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ପ୍ରତାପ ଜେନା ଏହି ସୂଚନା…

ଝାରସୁଗୁଡା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଆରମ୍ଭ

ଝାରସୁଗୁଡା ଅଫିସ,୨୫।୮: ଝାରସୁଗୁଡା ଜିଲା କୋଭିଡ୍‌ ହସ୍ପିଟାଲରେ ପ୍ଲାଜମା ଥେରାପି ଜରିଆରେ ଚିକିତ୍ସା ଆରମ୍ଭ କରାଯାଇଛି। ସୋମବାର ଏହି ହସ୍ପିଟାଲରେ ଦୁଇ ଜଣ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା କରାଯାଇଥିଲା। ଏ ନେଇ ଜିଲାପାଳ ସରୋଜ କୁମାର ସାମଲ ଟୁଇଟ୍‌କରି ସୂଚନା…

ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ନବୀନଙ୍କ ଦାବି: କେନ୍ଦ୍ରକୁ ଲେଖିଲେ ଚିଠି

ଭୁବନେଶ୍ୱର, ୨୫।୮(ବ୍ୟୁରୋ): ଏନ୍‌ଇଇଟି ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ସେ ଅନୁରୋଧ କରିଛନ୍ତି। କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri