ରାଜ୍ୟ

ଅତିରିକ୍ତ ବଜେଟ ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ୨୦୨୦-୨୧ରେ ଅତିରିକ୍ତ ବଜେଟରେ ସରକାର ସ୍ବାସ୍ଥ୍ୟସେବାକୁ ଅଧିକ ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ୧୬୨୭ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ସେଥିରୁ ସ୍ବାସ୍ଥ୍ୟସେବା ମିଶନ ଅଧୀନ ମେଡିକାଲ କଲେଜ, ପ୍ରାଥମିକ, ମାଧ୍ୟମିକ ସ୍ବାସ୍ଥ୍ୟ ଅନୁଷ୍ଠାନଗୁଡ଼ିକର ଭିତ୍ତିଭୂମି ବିକାଶ ପାଇଁ ୧୦୦…

ସମ୍‌ରେ କୋଭାକ୍ସିନର ୩ୟ ପର୍ଯ୍ୟାୟ ମାନବ ପରୀକ୍ଷଣ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): କୋଭିଡ୍‌-୧୯ ବିରୋଧରେ ବହୁ ପ୍ରତୀକ୍ଷିତ ‘କୋଭାକ୍ସିନ’ ଟିକାର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ସ୍ଥାନୀୟ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସେସ୍‌ ଆଣ୍ଡ ସମ୍‌ ହସ୍ପିଟାଲରେ ଆରମ୍ଭ ହୋଇଛି। ହସ୍ପିଟାଲର ପ୍ରିଭେଣ୍ଟିଭ ଆଣ୍ଡ୍‌ ଥେରାପ୍ୟୁଟିକ୍‌ କ୍ଲିନିକାଲ ଟ୍ରାଏଲ ୟୁନିଟ୍‌ (ପିଟିସିଟିୟୁ)ରେ…

ଡାକ୍ତର ଚିତ୍ତରଞ୍ଜନ କରଙ୍କ ପରଲୋକ

କଟକ ଅଫିସ,୨୧। ୧୧: ବରିଷ୍ଠ କିଡ୍‌ନୀ ରୋଗ ବିଶେଷଜ୍ଞ ତଥା ଏସ୍‌ସିବି ନେଫ୍ରୋଲୋଜି ବିଭାଗୀୟ ମୁଖ୍ୟ ପ୍ରଫେସର ଚିତ୍ତରଞ୍ଜନ କର(୫୮)ଙ୍କର ଶୁକ୍ରବାର ସନ୍ଧ୍ୟାରେ ମାଡ୍ରାସ୍‌ର ଏମ୍‌ଜିଏମ୍‌ ହସ୍ପିଟାଲରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ହସ୍ପିଟାଲରେ ତାଙ୍କ ଦୁଇ ପୁଅ ଓ ସ୍ତ୍ରୀ ଉପସ୍ଥିତ…

ବି.ଟେକ୍‌ ଡିଗ୍ରୀଧାରୀଙ୍କ ନିଶା କାରବାର

ଜଗତ୍‌ସିଂହପୁର ଅଫିସ,୨୧। ୧୧: ଜଗତ୍‌ସିଂହପୁର ଜିଲାରେ ବ୍ରାଉନସୁଗାର କାରବାର ଚଳାଇଥିବା ଜଣେ ଉଚ୍ଚଶିକ୍ଷିତ ଯୁବକଙ୍କୁ ଗିରଫ କରାଯାଇଛି। ସେ ହେଲେ ପ୍ରଭାତ ରଞ୍ଜନ ମହାପାତ୍ର (୨୯), ଯିଏକି ଜଣେ ବି.ଟେକ୍‌ ଡିଗ୍ରୀଧାରୀ। ଜଗତ୍‌ସିଂହପୁର ଅବକାରୀ ଥାନା ଓ ସ୍ଥାନୀୟ ପୋଲିସ ପକ୍ଷରୁ…

ବିଧାନସଭାରେ ଶୋକ:ଭିଡିଓ କନ୍‌ଫରେନ୍ସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ):  ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନରେ ପୂର୍ବତନ ବାଚସ୍ପତି ଶରତ ଚନ୍ଦ୍ର କରଙ୍କ ସମେତ ଦିବଂଗତ ବିଧାୟକଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ ହୋଇଥିଲା। ପରମ୍ପରା ଅନୁଯାୟୀ ପୂର୍ବତନ ବାଚସ୍ପତିଙ୍କ ବିୟୋଗରେ ଗୃହ…

୮ ଜିଲାରେ ହେବ ତୈଳ, ଗ୍ୟାସ୍‌ର ସନ୍ଧାନ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୧। ୧୧(ବ୍ୟୁରୋ): ପୁରୀ ଜିଲା କାକଟପୁରସ୍ଥିତ ମହାନଦୀ ଅବବାହିକା ସମେତ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଓପନ ଏକ୍ରେଜ୍‌ ଲାଇସେନ୍ସିଂ ପଲିସୀ (ଓଏଏଲପି) ଅଧୀନରେ ତୈଳ ଏବଂ ପ୍ରାକୃତିକ ଗ୍ୟାସର ସନ୍ଧାନ କରାଯିବ। ଅଏଲ ଇଣ୍ଡିଆ ଲିମିଟେଡ ପକ୍ଷରୁ ରାଜ୍ୟର ୮…

୩ ଅଧ୍ୟାଦେଶ, ୫ ବିଲ୍‌ ଉପସ୍ଥାପିତ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଶୁକ୍ରବାର ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ୩ଟି ଅଧ୍ୟାଦେଶ ଏବଂ ୫ଟି ବିଲ୍‌କୁ ଗୃହରେ ଆଗତ କରାଯାଇଛି। ଆଗତ ଅଧ୍ୟାଦେଶ ମଧ୍ୟରୁ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂ ଚୁକ୍ତିଭିତ୍ତିକ ଶ୍ରମିକ(ବିନିୟମ ଓ ଉଚ୍ଛେଦ) ଓଡ଼ିଶା ସଂଶୋଧନ ଅଧ୍ୟାଦେଶ-୨୦୨୦ ଏବଂ…

୨ ମାସ ପରେ ବଢ଼ିଲା ତେଲ ଦର

ଭୁବନେଶ୍ୱର,୨୧। ୧୧: ପ୍ରାୟ ୨ ମାସ ହେବ ପେଟ୍ରୋଲ ଏବଂ ଡିଜେଲ ଦରରେ କୌଣସି ପରିବର୍ତ୍ତନ ହୋଇ ନ ଥିଲା। ଶୁକ୍ରବାର ଇନ୍ଧନ ଦରରେ ପୁଣି ଥରେ ପରିବର୍ତ୍ତନ ଦେଖାଯାଇଛି। ଫଳରେ ଭୁବନେଶ୍ୱରରେ ପେଟ୍ରୋଲ ଦର ୨୧ ପଇସା ବଢ଼ି ୮୧.୮୧…

୧୧,୨୦୦ କୋଟିର ଅତିରିକ୍ତ ବଜେଟ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକବର୍ଷ ପାଇଁ ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବଜେଟକୁ ଇଲେକ୍‌ଟ୍ରୋନିକ ମାଧ୍ୟମରେ ଗୃହରେ ଉପସ୍ଥାପନ କରିଛନ୍ତି। କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି…

ବଦଳିଲେ ପୁରୀ ଏସ୍‌ପି

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ପୁରୀ ଏସ୍‌ପି ଅଖିଳେଶ ସିଂଙ୍କୁ ବଦଳି କରାଯାଇଛି। ତାଙ୍କୁ ପୋଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି। ସମ୍ବଲପୁର ଏସ୍‌ପି ଥିବା କେ. ବିଶାଳ ସିଂଙ୍କୁ ପୁରୀ ଏସପି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ…

ହାଜତ ମୃତ୍ୟୁ: ବିରୋଧୀ କମ୍ପିଲେ

ଭୁବନେଶ୍ୱର,୨୧। ୧୧(ବ୍ୟୁରୋ): ଶୁକ୍ରବାର ବିଧାନସଭାର ଶୀତ ଅଧିବେଶନ ଆରମ୍ଭରୁ ସରଗରମ ହୋଇଛି। ପୁରୀ ଓ ସୁନ୍ଦରଗଡ ବୀରମିତ୍ରପୁରରେ ହାଜତ ମୃତ୍ୟୁ ମାମଲାକୁ ନେଇ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଗୋଟିଏ ପଟେ ହାଜତ ମୃତ୍ୟୁକୁ ବିରୋଧକରି ଉଭୟ ଭାଜପା…

ଆଶଙ୍କାରେ ଆ-କା-ମା-ବୈ

ଅନୁଗୋଳ ଅଫିସ, ୨୧।୧୧ – କାର୍ତ୍ତିକ ପୂର୍ଣ୍ଣମୀରେ ଡଙ୍ଗା ଭସା ସହ ଦିଅଁ ଦର୍ଶନ କରି ମାସକର ବ୍ରତ ଉଦ୍‌ଯାପନ କରନ୍ତି ବ୍ରତଧାରୀ। କିନ୍ତୁ ମହାମାରୀ କରୋନା ପାଇଁ ଚଳିତବର୍ଷ ଏହି ପରମ୍ପରାରେ ରୋକ ଲାଗିବା ସମ୍ଭାବନା ବଢ଼ିଯାଇଛି। ସେହିପରି ଡଙ୍ଗାଭସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri