ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…
CORONAVIRUS UPDATE: ୩୦ ଜିଲାରୁ ୨୭୫୨ ନୂଆ ପଜିଟିଭ୍ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…
ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା କଂଗ୍ରେସ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୁରୀ ବଗଲା ଧର୍ମଶାଳା ଜମି ବିକ୍ରିରେ ଆଇନକାନୁନକୁ ଜଳାଞ୍ଜଳି ଦିଆଯାଇ ନାହିଁ, ଶ୍ରୀମନ୍ଦିର ସୁରକ୍ଷା କରିଡର ନଁାରେ ସରକାର ଅଧିଗ୍ରହଣ କରିଥିବା ସମସ୍ତ ଜମି ବିବାଦୀୟ ଏବଂ ବେଆଇନ। ବଗଲା ଧର୍ମଶାଳା ଜମି ଲୋଭ ଦେଖାଇ ସରକାର ଏବଂ ଜିଲା…
କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୟନ୍ତ
ପୁରୀ ଅଫିସ,୨୫।୮: ବଗଲା ଧର୍ମଶାଳା ଜମି ବିବାଦ ଦିନକୁ ଦିନ ଅଧିକ ଜଟିଳ ହୋଇପଡୁଛି। ଏହି ଧର୍ମଶାଳାର ଜମି ବିକ୍ରିକୁ ଭାଜପା, କଂଗ୍ରେସ ଏବଂ ସିପିଆଇ(ଏମ୍) ପକ୍ଷରୁ ବିରୋଧ, ବିକ୍ଷୋଭ ଓ ପ୍ରତିବାଦ ଜାରି ରହିଛି। ସୋମବାର ପୁରୀ ବିଧାୟକ ଜୟନ୍ତ…
ଖୁବ୍ଶୀଘ୍ର ଜଟାଧାର ମୁହାଣ ଇସ୍ପାତ ପ୍ରକଳ୍ପ ନିର୍ମାଣ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଜଗତ୍ସିଂହପୁର ଜିଲାର ଜଟାଧାର ମୁହାଣରେ ଜେଏସ୍ଡବ୍ଲ୍ୟୁ ୧୩.୨ ନିୟୁତ ଟନର ଷ୍ଟିଲ ପ୍ଲାଣ୍ଟ ନିର୍ମାଣ କରିବ। ଖୁବ୍ଶୀଘ୍ର ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଆସନ୍ତା ୧୦ ବର୍ଷ ମଧ୍ୟରେ ଜେଏସ୍ଡବ୍ଲ୍ୟୁ ଓଡିଶାରେ ୧ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ପୁଞ୍ଜିନିବେଶ କରିବ।…
ଗୋଟିଏ କୋଠାରୁ ୨୪ ପଜିଟିଭ ଚିହ୍ନଟ: ମାଇକ୍ରୋ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କଲା ସିଏମ୍ସି
କଟକ ଅଫିସ,୨୫।୮: କଟକ ସହରର ୨୬ ନମ୍ବର ୱାର୍ଡ଼ସ୍ଥିତ କୁମ୍ଭାରସାହିର ଗୋଟିଏ କୋଠାରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ସେହି କୋଠାକୁ ସୋମବାର ମାଇକ୍ରୋ କଣ୍ଟେନ୍ମେଣ୍ଟ ଜୋନ୍ ଭାବେ ଘୋଷଣା କରାଯାଇଛି। ଏଠାରେ ସମସ୍ତଙ୍କ କରୋନା ପରୀକ୍ଷା…
ଘରେ ରହି ଅନ୍ଲାଇନ୍ରେ ପଢ଼ାଇବେ ଦୃଷ୍ଟିବାଧିତ ଅଧ୍ୟାପକ
ଭୁବନେଶ୍ୱର, ୨୫।୮(ବ୍ୟୁରୋ): ୟୁଜି ଓ ପିଜି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ନୂଆ ଗାଇଡ୍ଲାଇନ୍ ଆସିଛି। ମହାମାରୀ କରୋନା କଟକଣା ସମୟରେ ଦୃଷ୍ଟିବାଧିତ ଅଧ୍ୟାପକଙ୍କୁ ଆଉ କଲେଜ ଆସିବାକୁ କୌଣସି ଆବଶ୍ୟକତା ନାହିଁ। ସେମାନେ ଏଣିକି ଘରେ ରହି ଅନ୍ଲାଇନ୍ରେ ପାଠ ପଢ଼ାଇପାରିବେ।…
ସମୟସୀମା ସ୍ପଷ୍ଟ କରନ୍ତୁ ସରକାର
କଟକ ଅଫିସ,୨୫।୮: କରୋନା ମହାମାରୀ ଯୋଗୁ ଦୀର୍ଘ ୫ ମାସ ଧରି ବନ୍ଦ ପଡ଼ିଥିବା ସମସ୍ତ ଧର୍ମାନୁଷ୍ଠାନ ଖୋଲିବା ନେଇ ୨ଟି ଜନସ୍ବାର୍ଥ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ଏହାର ଶୁଣାଣି କରି ମନ୍ଦିର ଖୋଲିବା ନିଷ୍ପତ୍ତି ରାଜ୍ୟ ସରକାରଙ୍କ ଉପରେ…
ସେପ୍ଟେମ୍ବର ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷାଫଳ: ଜାଣନ୍ତୁ କାହିଁକି ହେଲା ବିଳମ୍ବ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଯୁକ୍ତ ଦୁଇ କଳା ପରୀକ୍ଷାଫଳ ପ୍ରକାଶ ପାଇବ। ଏହା ସହ ଯୁକ୍ତ ଦୁଇ ଧନ୍ଦାମୂଳକ ପରୀକ୍ଷା ଫଳ ମଧ୍ୟ ସେହିଦିନ ପ୍ରକାଶ ପାଇବ। ଏ ନେଇ ମଙ୍ଗଳବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ…
ଆନ୍ଥ୍ରାକ୍ସ ଆଳରେ ଚାପି ଦିଆଯାଉଛି ହାତୀ ମୃତ୍ୟୁ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଗତ ଦଶବର୍ଷ ମଧ୍ୟରେ ରାଜ୍ୟରେ ୭୮୪ ହାତୀ ମରିଛନ୍ତି। କେବଳ ଚଳିତବର୍ଷ ଅଗଷ୍ଟ ୨୩ ସୁଦ୍ଧା ୩୬ ହାତୀର ମୃତ୍ୟୁ ଘଟିଛି। ବିଦ୍ୟୁତ୍ ଆଘାତ, ଟ୍ରେନ୍ ଦୁର୍ଘଟଣା, ଶିକାର ଓ ରୋଗ ଆଦି ହାତୀ ମୃତ୍ୟୁର କାରଣ ବୋଲି ଅଧିକାଂଶ…
ଡିସେମ୍ବର ୩୧ ଯାଏ ଗାଡ଼ି କାଗଜପତ୍ର ଅବଧି ବୃଦ୍ଧି
କଟକ ଅଫିସ,୨୫।୮: ସମସ୍ତ ପ୍ରକାର ଯାନବାହନ କାଗଜପତ୍ରର ବୈଧତାକୁ ଡିସେମ୍ବର ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରଣାଳୟ ଏନେଇ ଘୋଷଣା କରିବା ପରେ ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ) ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ…
ଲଘୁଚାପ: ୨୭ ଯାଏ ପ୍ରବଳ ବର୍ଷା: ସ୍ଥିତି ଉପରେ ନଜର ରଖିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ
ଭୁବନେଶ୍ୱର,୨୫।୮(ବ୍ୟୁରୋ): ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖ ଅଞ୍ଚଳରେ ସୋମବାର ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖି ସତର୍କ ରହିବା ପାଇଁ…
Archives


