ରାଜ୍ୟ

ଓଏଚ୍‌ଆର୍‌ସି: ପୂର୍ଣ୍ଣ ସଦସ୍ୟ ଥାଇ ମାମଲା ବଢୁଛି

ଭୁବନେଶ୍ୱର,୨୫।୮(ବ୍ୟୁରୋ): ପୋଲିସ, ପ୍ରଶାସନଠାରୁ ନ୍ୟାୟ ନ ମିଳିଲେ ସାଧାରଣ ଲୋକେ ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି)ଙ୍କ ଦ୍ୱାରସ୍ଥ ହୋଇଥାନ୍ତି। କମିଶନଙ୍କ ଉପରେ ଭରସା ଥିବାରୁ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ହେଲେ ତ୍ୱରିତ ଫଇସଲା ହୋଇପାରୁ ନ ଥିବାରୁ ଗଦାଗଦା ମାମଲା…

ଚାଷୀଙ୍କୁ ଆବଶ୍ୟକ ସାର ଦେବାକୁ କଂଗ୍ରେସର ଦାବି

ଭୁବନେଶ୍ୱର,୨୫।୮(ବ୍ୟୁରୋ): ସାରା ରାଜ୍ୟରେ ଅନୁକୂଳ ପାଣିପାଗ ଥିବା ଯୋଗୁ ଚାଷ ପାଇଁ ୟୁରିଆସାରର ଯଥେଷ୍ଟ ଚାହିଦା ରହିଛି। କିନ୍ତୁ ସରକାରଙ୍କ ପକ୍ଷରୁ ୟୁରିଆ ଯୋଗାଣ କ୍ଷେତ୍ରରେ ବିଳମ୍ବ ଯୋଗୁ ଚଳିତ ଖରିଫ୍‌ ଚାଷ ବାଧାପ୍ରାପ୍ତ ହେଉଛିି। ଚାଷୀମାନେ ସାର ପାଇଁ ବହୁ…

ବିଦ୍ୟାଶ୍ରୀଙ୍କ ସମେତ ୪ଜଣଙ୍କ ଲାଏ ଡିଟେକ୍ସନ ହେବ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ମାନବପ୍ରେମୀ ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତକୁ ଦେଢ ମାସରୁ ଊର୍ଦ୍ଧ୍ୱ ବିତିଛି। ହେଲେ ଜିଆର୍‌ପି ଭଳି କ୍ରାଇମବ୍ରାଞ୍ଚ କିଛି ବି ସୁରାକ ପାଇପାରୁନି। ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ,ସହଯୋଗୀ ବିକାଶ, ପପୁ ଓ ପ୍ରୀତମ୍‌ଙ୍କୁ ପଚରାଉଚରାବେଳେ ପରସ୍ପର ଉପରେ ଦୋଷ…

କମୁଛି ଗଞ୍ଜାମରେ, ବଢ଼ୁଛି ଖୋର୍ଦ୍ଧାରେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଏକ ପ୍ରକାର ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମ୍‌ ରହୁଥିବା ବେଳେ ବର୍ତ୍ତମାନ ଚିନ୍ତା ବଢ଼ାଇଛି ଖୋର୍ଦ୍ଧା ଜିଲା। ମଙ୍ଗଳବାର ରାଜ୍ୟରେ ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ୪୨୩ ଖୋର୍ଦ୍ଧା ଜିଲାରୁ ଚିହ୍ନଟ…

କୁଶେଇ ନଦୀରେ ଭାସୁଛି ଲକ୍ଷାଧିକ ଟଙ୍କାର ଗଛ ଚାରା: ତଦନ୍ତ ପାଇଁ ସ୍ଥାନୀୟ ଲୋକଙ୍କ ଦାବି

କେନ୍ଦୁଝର, ୨୫।୮(ସ୍ବ.ପ୍ର.): ସରକାର ଜଙ୍ଗଲ ଓ ପରିବେଶର ସୁରକ୍ଷା ପାଇଁ ବ୍ୟାପକ ବନୀକରଣ କାର୍ଯ୍ୟକ୍ରମ ହାତକୁ ନେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ବ୍ୟୟରେ ଚାରା ସୃଷ୍ଟି କରିବା ପାଇଁ ନର୍ସରି ତିଆରି କରିଛନ୍ତି। ମାତ୍ର ଜଙ୍ଗଲ ବିଭାଗର ଅବହେଳା ଓ…

ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବା ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୮ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ…

CORONAVIRUS UPDATE: ୩୦ ଜିଲାରୁ ୨୭୫୨ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୨୭୫୨ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୪୨୩୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ…

ଉଚ୍ଚସ୍ତରୀୟ ତଦନ୍ତ ଦାବିକଲା କଂଗ୍ରେସ

ଭୁବନେଶ୍ୱର,୨୫।୮(ବ୍ୟୁରୋ):  ପୁରୀ ବଗଲା ଧର୍ମଶାଳା ଜମି ବିକ୍ରିରେ ଆଇନକାନୁନକୁ ଜଳାଞ୍ଜଳି ଦିଆଯାଇ ନାହିଁ, ଶ୍ରୀମନ୍ଦିର ସୁରକ୍ଷା କରିଡର ନଁାରେ ସରକାର ଅଧିଗ୍ରହଣ କରିଥିବା ସମସ୍ତ ଜମି ବିବାଦୀୟ ଏବଂ ବେଆଇନ। ବଗଲା ଧର୍ମଶାଳା ଜମି ଲୋଭ ଦେଖାଇ ସରକାର ଏବଂ ଜିଲା…

କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଜୟନ୍ତ

ପୁରୀ ଅଫିସ,୨୫।୮:  ବଗଲା ଧର୍ମଶାଳା ଜମି ବିବାଦ ଦିନକୁ ଦିନ ଅଧିକ ଜଟିଳ ହୋଇପଡୁଛି। ଏହି ଧର୍ମଶାଳାର ଜମି ବିକ୍ରିକୁ ଭାଜପା, କଂଗ୍ରେସ ଏବଂ ସିପିଆଇ(ଏମ୍‌) ପକ୍ଷରୁ ବିରୋଧ, ବିକ୍ଷୋଭ ଓ ପ୍ରତିବାଦ ଜାରି ରହିଛି। ସୋମବାର ପୁରୀ ବିଧାୟକ ଜୟନ୍ତ…

ଖୁବ୍‌ଶୀଘ୍ର ଜଟାଧାର ମୁହାଣ ଇସ୍ପାତ ପ୍ରକଳ୍ପ ନିର୍ମାଣ

ଭୁବନେଶ୍ୱର,୨୫।୮(ବ୍ୟୁରୋ): ଜଗତ୍‌ସିଂହପୁର ଜିଲାର ଜଟାଧାର ମୁହାଣରେ ଜେଏସ୍‌ଡବ୍ଲ୍ୟୁ ୧୩.୨ ନିୟୁତ ଟନର ଷ୍ଟିଲ ପ୍ଲାଣ୍ଟ ନିର୍ମାଣ କରିବ। ଖୁବ୍‌ଶୀଘ୍ର ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ଆସନ୍ତା ୧୦ ବର୍ଷ ମଧ୍ୟରେ ଜେଏସ୍‌ଡବ୍ଲ୍ୟୁ ଓଡିଶାରେ ୧ ଲକ୍ଷ କୋଟିରୁ ଊର୍ଦ୍ଧ୍ୱ ପୁଞ୍ଜିନିବେଶ କରିବ।…

ଗୋଟିଏ କୋଠାରୁ ୨୪ ପଜିଟିଭ ଚିହ୍ନଟ: ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କଲା ସିଏମ୍‌ସି

କଟକ ଅଫିସ,୨୫।୮: କଟକ ସହରର ୨୬ ନମ୍ବର ୱାର୍ଡ଼ସ୍ଥିତ କୁମ୍ଭାରସାହିର ଗୋଟିଏ କୋଠାରୁ ୨୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାପରେ ସେହି କୋଠାକୁ ସୋମବାର ମାଇକ୍ରୋ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏଠାରେ ସମସ୍ତଙ୍କ କରୋନା ପରୀକ୍ଷା…

ଘରେ ରହି ଅନ୍‌ଲାଇନ୍‌ରେ ପଢ଼ାଇବେ ଦୃଷ୍ଟିବାଧିତ ଅଧ୍ୟାପକ

ଭୁବନେଶ୍ୱର, ୨୫।୮(ବ୍ୟୁରୋ):  ୟୁଜି ଓ ପିଜି ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ ପାଇଁ ନୂଆ ଗାଇଡ୍‌ଲାଇନ୍‌ ଆସିଛି। ମହାମାରୀ କରୋନା କଟକଣା ସମୟରେ ଦୃଷ୍ଟିବାଧିତ ଅଧ୍ୟାପକଙ୍କୁ ଆଉ କଲେଜ ଆସିବାକୁ କୌଣସି ଆବଶ୍ୟକତା ନାହିଁ। ସେମାନେ ଏଣିକି ଘରେ ରହି ଅନ୍‌ଲାଇନ୍‌ରେ ପାଠ ପଢ଼ାଇପାରିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri