ରାଜଧାନୀରୁ ୩୦ ଲକ୍ଷ ଟଙ୍କା ସହ ଧରାପଡ଼ିଲେ ଜଣେ ଯୁବକ
ଭୁବନେଶ୍ୱର,୨୦ା୧୧(ବ୍ୟୁରୋ): ରାଜଧାନୀର ଖଣ୍ଡଗିରି ତପୋବନ ପେଟ୍ରୋଲ ପମ୍ପ ପାଖରୁ ୩୦ ଲକ୍ଷ ଟଙ୍କା ସହ ଜଣେ ଯୁବକ ଧରା ପଡ଼ିଥିବା ସୂଚନା ମିଳିଛି। ଖଣ୍ଡଗିରି ପୋଲିସ ଯୁବକଙ୍କୁ ଧରି ପଚରାଉଚରା କରୁଛି । ଉକ୍ତ ଯୁବକଜଣକ ପାରଳାଖେମୁଣ୍ଡିରୁ ଟଙ୍କା ଆଣିଥିବା ପୋଲିସ…
ଗରିବ ହୃଦ୍ରୋଗୀ ଶିଶୁଙ୍କୁ ମାଗଣା ଚିକିତ୍ସା ଜାରି ରହିବ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ଗରିବ ହୃଦ୍ରୋଗୀ ଶିଶୁଙ୍କୁ ରାଜ୍ୟ ସରକାର ମାଗଣା ଚିକିତ୍ସା ଯୋଗାଇ ଦେଉଛନ୍ତି। ଏହି ସୁବିଧା ଜାରି ରଖିବା ପାଇଁ ଗୁରୁବାର ଓଡ଼ିଶା ସରକାର ପ୍ରଶାନ୍ତି ମେଡିକାଲ ସର୍ଭିସେସ୍ ଆଣ୍ଡ୍ ରିସର୍ଚ୍ଚ ସେଣ୍ଟର(ପିଏମ୍ଏସ୍ଆର୍ଏଫ୍) ସହ ଏମ୍ଓୟୁ ସ୍ବାକ୍ଷର କରିଛନ୍ତି। ଏହି ଏମ୍ଓୟୁ…
ମେଡିକାଲ ନାମଲେଖା ଆବେଦନ ଅବଧି ବୃଦ୍ଧି
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକର ଏମ୍ବିବିଏସ୍ ଓ ବିଡିଏସ୍ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ପୂର୍ବରୁ ଆବେଦନର ସମୟ ସୀମା ୧୮ ତାରିଖ ଥିବାବେଳେ ଏବେ ୨୩ ତାରିଖ ରାତି ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି।…
ପାଠପଢ଼, ପରୀକ୍ଷା ହେବ : ଦ୍ୱନ୍ଦ୍ୱ ଦୂରକଲେ ଉଚ୍ଚଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୨୦ା୧୧(ବ୍ୟୁରୋ) : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ସଂକ୍ରାନ୍ତ ଗାଇଡ୍ଲାଇନ୍ ଆସିବା ପରେ ରାଜ୍ୟରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ତତ୍ପରତା ପ୍ରକାଶ ପାଇଛି। ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ଉପରେ ସମସ୍ତଙ୍କର ନଜର ରହିଥିବାବେଳେ ପାଠପଢା…
ଆସନ୍ତା ଶିକ୍ଷାବର୍ଷରୁ ୩ ମେଡିକାଲ କଲେଜରେ ନାମଲେଖା
ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୩ଟି ନୂଆ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାର ପ୍ରତିଷ୍ଠା କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ ହୋଇଛି। ତେଣୁ ଡିସେମ୍ବର ଶେଷସୁଦ୍ଧା ଏଠାରେ ଆନୁଷଙ୍ଗିକ କାର୍ଯ୍ୟ ଶେଷକରି ଛାତ୍ରୀଛାତ୍ରଙ୍କ ନାମ ଲେଖା ନମନ୍ତେ ମେଡିକାଲ୍ କାଉନ୍ସିଲ୍ ଅଫ ଇଣ୍ଡିଆ (ଏମ୍ସିଆଇ)ର…
ଲୁଟିନେଲେ ୧୨କୋଟି
କଟକ ଅଫିସ,୨୦ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍ଫୋଲାଇନ ଫାଇନାନ୍ସ ଲିମିଟେଡ (ଆଇଆଇଏଫ୍ଏଲ୍)ର ଶାଖା କାର୍ଯ୍ୟାଳୟରୁ ଗୁରୁବାର ପୂର୍ବାହ୍ନରେ ଏକ ବଡ଼ଧରଣର ଲୁଟ୍ ହୋଇଛି। ଦୁର୍ବୃତ୍ତମାନେ କାର୍ଯ୍ୟାଳୟରେ ପଶି ବନ୍ଧୁକ ଦେଖାଇ କର୍ମଚାରୀଙ୍କୁ ଭୟଭୀତ କରିବା ସହ…
ଆବର୍ଜନା ଖତ ପ୍ରତି ବଢ଼ୁଛି ଆଗ୍ରହ
ଅନୁଗୋଳ ଅଫିସ, ୨୦ା୧୧ ସହରୀ ଆବର୍ଜନାରୁ ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର (ଏମ୍ସିସି) ଜରିଆରେ ଖତ ଉତ୍ପାଦନ କରାଯାଉଛି। ଅନୁଗୋଳର ୩ଟି ଏମ୍ସିସିରେ ଏହି ପ୍ରକ୍ରିୟା ଜାରି ରହିଛି। କେଇ ମାସ ମଧ୍ୟରେ ଏଠାରୁ ୧୫ କୁଇଣ୍ଟାଲ ଖତ ଉତ୍ପାଦନ କରାଯାଇଥିବା ବେଳେ…
ଆଜିଠୁ ବିଧାନସଭା
ଭୁବନେଶ୍ୱର,୨୦ା୧୧(ବ୍ୟୁରୋ):କୋଭିଡ୍ କଟକଣା ମଧ୍ୟରେ ଶୁକ୍ରବାର ଠାରୁ ବିଧାନସଭା ଶୀତ ଅଧିବେଶନ ଆରମ୍ଭ ହେବ। ଗୃହ ପ୍ରତ୍ୟହ ଦୁଇଟି ପର୍ଯ୍ୟାୟରେ ୪ ଘଣ୍ଟା ଚାଲିବ। ପୂର୍ବାହ୍ନ ୧୧ଟା ୩୦ମିନିଟ୍ରେ ଗୃହ କାର୍ଯ୍ୟ ଆରମ୍ଭ ହେବ। ପ୍ରଥମ ଦିବସରେ ଜାତୀୟ ସଙ୍ଗୀତ ଗାନ ପରେ…
ଝୋଲାଛାପ୍ ୱେବ୍ ସିରିଜ୍ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର
ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ ଥିବା ତାଙ୍କ ନିର୍ଦ୍ଦେଶିତ ୱେବ୍ ସିରିଜ୍ ଝୋଲାଛାପ୍ ସମ୍ପର୍କରେ ସବିଶେଷ ସୂଚନା ଦେଇଛନ୍ତି। ଝୋଲାଛାପ୍…
ହେଲମେଟ୍ ନ ପିନ୍ଧି ଗାଡି ଚଳାଇଲେ ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)-ଟ୍ରାଫିକ ନିୟମ କଡାକଡି ସତ୍ତ୍ୱେ ରାଜ୍ୟରେ ବଢି ଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ। ଏଥିରୁ ଅଧିକାଂଶ ମୃତ୍ୟୁ ବାଇକ ଆରୋହୀଙ୍କର ଘଟୁଛି। ସେଥିମଧ୍ୟରୁ ଅଧିକାଂଶ ହେଲମେଟ୍ ପିନ୍ଧିନଥିବାରୁ ମୃତ୍ୟୁ ହେଉଥିବା ଲକ୍ଷ୍ୟ କରାଯାଇଛି। ତେଣୁ ବାଇକ ଚଳାଇବା ସମୟରେ ହେଲମେଟ୍ ପିନ୍ଧିବା…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୦୧୯ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୧୯।୧୧(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୧୦୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୪୧ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୦୨, ଖୋର୍ଦ୍ଧାରୁ ୯୫, ଅନୁଗୋଳରୁ ୭୫, କେନ୍ଦ୍ରାପଡାରୁ ୫୯, ମୟୂରଭଞ୍ଜରୁ ୫୫, ଜଗତସିଂହପୁରରୁ ୫୦, କୋରାପୁଟରୁ ୪୧, ନୂଆପଡାରୁ…
ହାତୀ ଆକ୍ରମଣରେ ଚାଲିଗଲା ୨ ଜଣଙ୍କ ଜୀବନ
ରାଉରକେଲା ଅଫିସ,୧୯ା୧୧-ସୁନ୍ଦରଗଡ ଜିଲା ଲାଠିକଟା ବ୍ଲକ ଅଞ୍ଚଳରେ ଗୁରୁବାର ହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଗାନ୍ଧରୁ ଓରାମ(୭୫) ଓ କାର୍ତ୍ତିକ ଭୂମିଜ(୬୫)। ସକାଳୁ ମଲଙ୍ଗା ଗ୍ରାମର ଗାନ୍ଧରୁ ଓରାମ ନିଜ ଘର ପାଖ ବଗିଚା କାମ କରୁଥିଲେ।…
Archives


