ବ୍ରହ୍ମପୁର ଆଇଟିଆଇ ପ୍ରସ୍ତୁତ କଲା ସବୁଠୁ ଶସ୍ତା ଅଟୋମେଟିକ୍ ହ୍ୟାଣ୍ଡ ସାନିଟାଇଜର: ଭାରତର ସମସ୍ତ ଆଇଟିଆଇକୁ ଫେସ୍ ସିଲ ପ୍ରସ୍ତୁତି ତାଲିମ ଦେବ
ବ୍ରହ୍ମପୁର ଅଫିସ,୨୧ା୫: କରୋନା ମୁକାବିଲା ପାଇଁ ବ୍ରହ୍ମପୁର ଆଇଟିଆଇ ସ୍ବୟଂଚାଳିତ ଓ ପଦଚାଳିତ ସାନିଟାଇଜର ମେଶିନ ତିଆରି କରିଛି। ଇଲେକ୍ଟ୍ରିକାଲ ଓ ପ୍ଲମ୍ବର ସ୍କାର୍ପ ସାମଗ୍ରୀକୁ ବିନିଯୋଗ କରି ୭ଟି ମଡେଲର ଅଟୋମେଟିକ୍ ହ୍ୟାଣ୍ଡ ସାନିଟାଇଜର ଡିସ୍ପେନସିଭ୍ ମେଶିନ ପ୍ରସ୍ତୁତ...
ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା: କହିଲେ ‘ଓଡ଼ିଶା ବାତ୍ୟାକୁ ସାହସିକତାର ସହ ମୁକାବିଲା କରିଛି’
ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ଅମ୍ଫନ ମୁକାବିଲା ନେଇ ରାଜ୍ୟସରକାରଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ଗୁରୁବାର ଟୁଇଟ୍ ଯୋଗେ ପ୍ରଧାନମନ୍ତ୍ରୀ କହିଛନ୍ତି, ଓଡ଼ିଶା ସାହସିକତାର ସହ ବାତ୍ୟାକୁ ମୁକାବିଲା କରିଛି। ରାଜ୍ୟବାସୀଙ୍କ ସହ ମୋର ସମବେଦନା ରହିଛି। କ୍ଷତିଗ୍ରସ୍ତଙ୍କୁ ସମସ୍ତ...
‘ଅମ୍ଫନ୍’ରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ, ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’ ପରର ସ୍ଥିତି ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଗୁରୁବାର ସମୀକ୍ଷା କରିଛନ୍ତି। ବାତ୍ୟାରେ ଓଡ଼ିଶାର ୮୯ ବ୍ଲକ ପ୍ରଭାବିତ ହୋଇଛି। ୧୫୦୦ ପଞ୍ଚାୟତର ୪୪ ଲକ୍ଷ ୮୦ ହଜାର ଲୋକ କ୍ଷତିଗ୍ରସ୍ତ ହୋଇଛନ୍ତି।...
୨୬ରୁ ମାଟ୍ରିକ୍ ଖାତା ମୂଲ୍ୟାୟନ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ଆସନ୍ତା ୨୬ରୁ ମାଟ୍ରିକ୍ ଖାତା ମୂଲ୍ୟାୟନ କରାଯିବ। ଏନେଇ ଗୁରୁବାର ଅପରାହ୍ନରେ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ଖାତା ଦେଖା ହେବା ନେଇ ବିଭାଗ ପକ୍ଷରୁ କୁହାଯାଇଛି। ପ୍ରକାଶ ଯେ, ବାତ୍ୟା...
ପାଣି ଯୋଗାଣରେ ବିଳମ୍ବ ଯୋଗୁ ସଂଗରୋଧ କେନ୍ଦ୍ରରେ ଭଙ୍ଗାରୁଜା: ୩ ପ୍ରବାସୀଙ୍କ ନାମରେ ଏତଲା
ଜି.ଉଦୟଗିରି, ୨୧।୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଶ୍ରୀରାମପଦାସ୍ଥିତ ଅନ୍ବେସା ସଙ୍ଗରୋଧ କେନ୍ଦ୍ରରେ ରହିଥିବା ୩ ଜଣ ଅନ୍ତେବାସୀ ବୁଧବାର ସେଠାରେ କାର୍ଯ୍ୟରତ କର୍ମଚାରୀଙ୍କ ସହ ଗଣ୍ଡଗୋଳ କରିଛନ୍ତି। ଏଥିସହ ସେମାନେ କେନ୍ଦ୍ରର ପାଇପ୍ ଓ ପାଇଖାନା ଭାଙ୍ଗିଥିବା ନେଇ ଗ୍ରେସିଙ୍ଗିଆ...
ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍ ପରୀକ୍ଷା ରେଜଲ୍ଟ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ପ୍ରଥମେ କରୋନା କଟକଣା ଉପରେ ଅମ୍ଫନ ଯୋଗୁ ମାଟ୍ରିକ ପରୀକ୍ଷା ମୂଲ୍ୟାୟନକୁ ସ୍ଥଗିତ କରାଯାଇଥିଲା। ହେଲେ ଜୁଲାଇ ଶେଷ ସୁଦ୍ଧା ମାଟ୍ରିକ୍ ପରୀକ୍ଷାଫଳ ପ୍ରକାଶ ପାଇବ। ଗୁରୁବାର ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଗଣଶିକ୍ଷା ମନ୍ତ୍ରୀ ସମୀର...
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୫୦ କରୋନା ଆକ୍ରାନ୍ତ, ଗଞ୍ଜାମର ସର୍ବାଧିକ
ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ ଆଉ ୫୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୫୦ରୁ ସର୍ବାଧିକ ୨୨ଜଣ ଗଞ୍ଜାମ ଜିଲାର ରହିଛନ୍ତି। ସେହିଭଳି ବାଲେଶ୍ୱରରୁ ୧୫, ଭଦ୍ରକରୁ ୫, ଯାଜପୁର ଓ ବୌଦ୍ଧରୁ ୩, ମୟୁରଭଞ୍ଜ ଓ ରାଉରକେଲରୁ ଜଣେ ଲେଖାଏ ଆକ୍ରାନ୍ତ...
ଶେଷ ହେଲା ବୈଠକ: ସର୍ବନିମ୍ନ ସେବାୟତଙ୍କ ଦ୍ୱାରା ଶ୍ରୀଜିଉଙ୍କ ସ୍ନାନଯାତ୍ରା ହେବା ନେଇ ଆଲୋଚନା, ୨୫ ସୁଦ୍ଧା ଦେବେ ତାଲିକା
ପୁରୀ ଅଫିସ,୨୧।୫: ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ସମ୍ଭାବନା ବଢ଼ିଛି। ଗୁରୁବାର ୧୦ ନିଯୋଗ ସହ ବୈଠକ ପରେ ମୁଖ୍ୟ ପ୍ରଶାସକ ଡ. କ୍ରିଷନ୍ କୁମାର ଏନେଇ ସୂଚନା ଦେଇଛନ୍ତି। ସର୍ବନିମ୍ନ ସେବାୟତରେ କିଭଳି ସ୍ନାନଯାତ୍ରା କରିହେବ ସେ ନେଇ ଆଲୋଚନା...
ପୋଡ଼ାଡିହ ଗାଁ ଦାଣ୍ଡରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଭାଇରାଲ ହେଉଛି ଭିଡିଓ
ଖୋର୍ଦ୍ଧା ଅଫିସ,୨୧।୫ : ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ପୋଡାଡିହ ଗ୍ରାମରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଥିଲା। ଗାଁ ଦାଣ୍ଡରେ ଉପରେ ତାଙ୍କୁ ନିର୍ଦ୍ଦୟ ଭାବେ ମାଡ଼ ମରାଯାଉଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ...
‘ଅମ୍ଫନ୍’ ସମୟରେ କେନ୍ଦ୍ରାପଡ଼ାରେ ୨ ମହିଳାଙ୍କ ମୃତ୍ୟୁ ଘଟଣା: ଜିଲାପାଳ କହିଲେ ‘ବାତ୍ୟାରେ ହୋଇନାହିଁ’
କେନ୍ଦ୍ରାପଡ଼ା ଅଫିସ/ମହାକାଳପଡ଼ା(ଡି.ଏନ୍.ଏ.),୨୧।୫: ସାମୁଦ୍ରିକ ଝଡ ଅମ୍ଫନ୍ ସମୟରେ କେନ୍ଦ୍ରାପଡ଼ା ଜିଲାରେ ୨ ଜଣ ମହିଳାଙ୍କ ମୃତ୍ୟୁ ଘଟିଥିଲା। ହେଲେ ମହିଳାଦ୍ୱୟଙ୍କ ମୃତ୍ୟୁ ବାତ୍ୟାରେ ହୋଇ ନ ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ରାଜନଗର ବ୍ଲକ ସାତଭାୟା ଗ୍ରାମର...
ଶ୍ରୀଜିଉଙ୍କ ସ୍ନାନଯାତ୍ରା ନେଇ ଆରମ୍ଭ ହେଲା ବୈଠକ: ୧୦ ନିଯୋଗ ସହ ଆଲୋଚନା କରୁଛି ଶ୍ରୀମନ୍ଦିର ପ୍ରଶାସନ
ପୁରୀ ଅଫିସ,୨୧।୫: ଆସନ୍ତା ଜୁନ୍ ୫ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ଦାରୁଦିଅଁ। ତେଣୁ ସ୍ନାନଯାତ୍ରାକୁ କିଭଳି ଭାବେ ଶୃଙ୍ଖଳିତ ଭାବେ କରାଯିବ ସେ ନେଇ ଗୁରୁବାର ୧୦ଟି ନିଯୋଗ ସହ ଆଲୋଚନା କରୁଛି...
ଅମ୍ଫନ ସମୟରେ ଜନ୍ମିତ ଶିଶୁକନ୍ୟାର ଉଜ୍ଜ୍ୱଳ ଭବିଷ୍ୟତ କାମନା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧ା୫(ବ୍ୟୁରୋ): ବାତ୍ୟା ଅମ୍ଫନ୍ ସମୟରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଓଡ଼ିଶାର ଅଗ୍ନିଶମ ବାହିନୀର ଉତ୍ସର୍ଗୀକୃତ ତଥା ମାନବୀୟ କାର୍ଯ୍ୟକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିବା ସହ ଗୁରୁବାର ଟୁଇଟ୍ କରି ଏକ ନବଜାତ ଶିଶୁକନ୍ୟାର ଉଜ୍ଜ୍ୱଳ...
Archives


