ରାଜ୍ୟ

ରାଜ୍ୟରେ ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୧୦୦ ଟପିଲା

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦୯୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…

ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା ସ୍ଥଗିତ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ):ବହୁ ବାଦବିବାଦ ପରେ ଶେଷରେ ସ୍ଥଗିତ ରହିଲା ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା। ଉଦ୍ୟାନରେ କଙ୍କ୍ରିଟ ଜଙ୍ଗଲ ନିର୍ମାଣ ପ୍ରସ୍ତାବକୁ ବିଭିନ୍ନ ମହଲରୁ ତୀବ୍ର ବିରୋଧ ହେବା ପରେ ଏପରି ନିଷ୍ପତ୍ତି ନେଇଛି ଉଦ୍ୟାନ କୃଷି ବିଭାଗ। ଏକାମ୍ର କାନନରେ…

ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩ ମାସ ପାଠ ପଢ଼ାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି ନ…

ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଆର୍‌ଡି ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ଅଫିସ, ୧୮।୧୧: ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତାଳଚେର କଣିହା ଗ୍ରାମ୍ୟ ନିର୍ମାଣ ବିଭାଗ (ଆର୍‌ଡି) ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ଢେଙ୍କାନାଳସ୍ଥିତ ଟାଉନପ୍ଲାନିଂ ଅଞ୍ଚଳରେ ଥିବା ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି। ଚନ୍ଦ୍ରମଣିଙ୍କ ତାଳଚେରସ୍ଥିତ…

ସରକାରୀ ଅଧିକାରୀଙ୍କୁ ଅନୁକମ୍ପା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାଧାରଣ ଲୋକ ଆଇନକୁ ହାତକୁ ନେଲେ ଅଭିଯୋଗର ୨୪ଘଣ୍ଟା ଭିତରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରି ଜେଲ୍‌ ପଠାଇ ଦେଉଛି। ହେଲେ ସରକାରୀ ପଦପଦବୀରେ ଥିବା ବରିଷ୍ଠ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ଏଭଳି ତତ୍ପରତା ଦେଖାଉ ନ…

‘ବାତ୍ସଲ୍ୟ’ ଅଭିଯାନର ଶୁଭାରମ୍ଭ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ୩ ବର୍ଷରୁ କମ୍‌ ଶିଶୁଙ୍କ ଯତ୍ନ ଏବଂ ଉଦ୍ଦୀପନାକୁ ଆଧାର କରି ସେମାନଙ୍କ ବିକଶିତ ଶୈଶବକୁ ଆନୁଷ୍ଠାନିକ ରୂପରେଖ ପ୍ରଦାନ ଲକ୍ଷ୍ୟରେ ‘ବାତ୍ସଲ୍ୟ’ ଅଭିଯାନ ଆରମ୍ଭ ହୋଇଛି। ମଙ୍ଗଳବାର ମହିଳା ଓ ଶିଶୁବିକାଶ ଏବଂ ମିଶନ ଶକ୍ତି ବିଭାଗ…

ଯୁବକଙ୍କୁ ଗୋଡ଼ାଇ ପିଟିଲେ ଯୁବତୀ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ରାଜମହଲ ଛକର ରାସ୍ତା ମଝିରେ ମଙ୍ଗଳବାର ଅପରାହ୍ନରେ ଜଣେ ଯୁବତୀଙ୍କ ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଥିଲା। ଯୁବତୀ ଜଣକ ସର୍ବସମ୍ମୁଖରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଥିଲେ। ଏପରି କି ପଥରରେ ଛେଚି ତାଙ୍କ ମୁଣ୍ଡ ଫଟାଇ ଦେଇଥିଲେ।…

ଓଟିଭି ସିଇଓଙ୍କୁ ଇଓଡବ୍ଲ୍ୟୁର ଜେରା

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ): ସାରୁଅ ଜମି ଦୁର୍ନୀତି ମାମଲାରେ ‘ଓଟିଭି’ ସିଇଓ ତଥା ଓଡ଼ିଶା ଇନ୍‌ଫ୍ରାଟେକ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଅନ୍ୟତମ ନିର୍ଦ୍ଦେଶକ ନିହାର ଭୂୟାଁଙ୍କୁ ମଙ୍ଗଳବାର କ୍ରାଇମବ୍ରାଞ୍ଚ ମାରାଥନ୍‌ ଜେରା କରିଛି। ଇଓଡବ୍ଲ୍ୟୁର ତଦନ୍ତକାରୀ ଟିମ୍‌ ଦିନତମାମ ତାଙ୍କୁ ଜେରା କରିଥିଲା। ପୂର୍ବାହ୍ନ ୧୦ଟାରେ…

ଶ୍ରୀମନ୍ଦିର ପାଇଁ ୧୫୪ କୋଟିର ବଜେଟ

ପୁରୀ ଅଫିସ,୧୮ା୧୧: ୨୦୨୦-୨୧ ଆର୍ଥିକବର୍ଷ ଲାଗି ଶ୍ରୀମନ୍ଦିର ପାଇଁ ୧୫୪କୋଟି ଟଙ୍କାର ବଜେଟ ଉପସ୍ଥାପନ କରାଯାଇଛି। ମଙ୍ଗଳବାର ଅନୁଷ୍ଠିତ ପରିଚାଳନା କମିଟି ବୈଠକରେ ଏହି ବଜେଟ ଅନୁମୋଦନ ଲାଭ କରିଛି। ଚଳିତବର୍ଷ କରୋନା ପାଇଁ ଶ୍ରୀମନ୍ଦିରର ଆୟ କମିଥିବାବେଳେ ବ୍ୟୟ ଯଥେଷ୍ଟ…

ସମ୍ବିତ୍‌ଙ୍କ ଯୋଗୁ ପୁରୀ ପରିଚିତ କହି ଲେଖାଶ୍ରୀ ସମାଲୋଚିତ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ପୁରୀ ଓଡିଶାର ବୋଲି ବାହାରେ କେହି ଜାଣି ନ ଥିଲେ। ଏହା କଲିକତାର ବୋଲି ସମସ୍ତେ ଭାବୁଥିଲେ। ପୁରୀ ଲୋକ ସଭା ଆସନରେ ସମ୍ବିତ ପାତ୍ର ନିର୍ବାଚନ ଲଢିବା ପରେ ଯାଇ ସମସ୍ତେ ଏହା ଓଡିଶାର ବୋଲି ଜାଣିପାରିଥିବା…

ଆନ୍ଧ୍ରକୁ ଇଞ୍ଚେ ଜମି ଛଡ଼ାଯିବନି: ମନ୍ତ୍ରୀ

ପଟ୍ଟାଙ୍ଗୀ, ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ପୂର୍ବରୁ କୋଟିଆ ଅଞ୍ଚଳକୁ ନିଜର ବୋଲି ଦାବି କରୁଥିବା ଆନ୍ଧ୍ର ଏବେ ପୁଣି ପଟାଙ୍ଗୀର ସମ୍ବାଇ ପଞ୍ଚାୟତକୁ ନିଜ ଅକ୍ତିଆରକୁ ନେବା ଲାଗି ଚକ୍ରାନ୍ତ କରୁଛି। ଏହି ବିବାଦର ସମାଧାନ ନ ହେଉଣୁ କୋଟିଆ ପଞ୍ଚାୟତର ବିଭିନ୍ନ…

‘କ୍ୟୁଆର୍‌ଏସ୍‌ଏଏମ୍‌’ର ପରୀକ୍ଷଣ ସଫଳ

ବାଲେଶ୍ୱର ଅଫିସ, ୧୮।୧୧: ବାଲେଶ୍ୱର ଜିଲା ଚାନ୍ଦିପୁରସ୍ଥିତ ଆଇଟିଆର୍‌ (ସମନ୍ବିତ ପରୀକ୍ଷଣ କେନ୍ଦ୍ର ପରିସର) ୩ନଂ. ଲଞ୍ଚପ୍ୟାଡ୍‌ରୁ ମଙ୍ଗଳବାର ‘କ୍ୟୁଆର୍‌ଏସ୍‌ଏଏମ୍‌’ (କୁଇକ୍‌ ରିଆକ୍‌ସନ୍‌ ସର୍ଫେସ୍‌ ଟୁ ଏୟାର) କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଛି। ଏହା ପାଇଲଟ ବିହୀନ ଟାର୍ଗେଟ୍‌ ଏୟାରକ୍ରାଫ୍ଟ ‘ବଂଶୀ’କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri