ରାଜ୍ୟରେ ଆଉ ୯ଜଣଙ୍କ ଜୀବନ ନେଲା କରୋନା: ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଉଦ୍ବେଗଜନକ ହେବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରେ ପୁଣି କରୋନାଜନିତ ୯ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩୯୯କୁ ବୃଦ୍ଧି…
ସଫଳତା ଦେଲା ନୂତନ ମିସୋନିକ୍ସ ଡିଭାଇସ୍
ଭୁବନେଶ୍ୱର,୨୨।୮(ବ୍ୟୁରୋ): ପ୍ରାୟ ୧୫ ଦିନ ତଳେ ଦୁର୍ଘଟଣାରେ ମେରୁଦଣ୍ଡରେ ଗଭୀର ଆଘାତ ଯୋଗୁ ପଶ୍ଚିମବଙ୍ଗର ଜଣେ ୪୫ ବର୍ଷୀୟ ବ୍ୟକ୍ତି ପକ୍ଷାଘାତର ଶିକାର ହେବା ସହ ତାଙ୍କର ମଳ ଓ ମୂତ୍ର ପ୍ରକ୍ରିୟା ପ୍ରଭାବିତ ହୋଇଥିଲା। ଏଭଳି ଜଣେ ଜଟିଳ ରୋଗୀ…
ଆମ୍ବୁଲାନ୍ସ ପାଇଁ ଅଧକିଲୋମିଟର ଚାଲିଲେ ଗର୍ଭବତୀ
ଚୌଦ୍ୱାର,୨୨।୮(ଡି.ଏନ୍.ଏ): ଲଘୁଚାପ ବର୍ଷା ଯୋଗୁ ଟାଙ୍ଗୀ-ଚୌଦ୍ୱାର ବ୍ଲକର ବିଭିନ୍ନ ଅଞ୍ଚଳରେ ପାଣି ଜମି ରହିଥିବାରୁ ଲୋକଙ୍କ ସମସ୍ୟା ବଢିଯାଇଛି। ଫଳରେ ଲୋକେ ଘରୁ ବାହାରିପାରୁ ନ ଥିବାବେଳେ ରୋଗୀ ନେବା ପାଇଁ ଆମ୍ବୁଲାନ୍ସ ମଧ୍ୟ ସାହି ଭିତରକୁ ପଶିପାରୁ ନାହିଁ। ଏହି…
ଜୀବନ ସହ ଜୀବିକାକୁ ଗୁରୁତ୍ୱ ଦେଲେ ବିକାଶ ହୋଇପାରିବ: ନବୀନ
ଭୁବନେଶ୍ୱର,୨୨।୮(ବ୍ୟୁରୋ): କରୋନା ଯୁଦ୍ଧରେ ଜୀବନ ପାଇଁ ଚାଲିଥିବା ଲଢ଼େଇ ସାଙ୍ଗକୁ ଲୋକଙ୍କ ଜୀବିକା ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ରାଜ୍ୟରେ ସବୁ କ୍ଷେତ୍ରରେ ବିକାଶ ପ୍ରକ୍ରିୟାକୁ ଜୋରଦାର କରାଯିବ। ସଡ଼କ, ସେତୁ, କୃଷି, ଶିକ୍ଷା, ସ୍ବାସ୍ଥ୍ୟ ସବୁ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ…
ଆସୁଛି ଲଘୁଚାପ: ୨୪, ୨୫ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର,୨୨।୮(ବ୍ୟୁରୋ): ଆସନ୍ତା ୨୩ ତାରିଖରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ…
ବନ୍ୟା ପୀଡ଼ିତ ଛାତ୍ରୀଙ୍କ ଆଶା ସୋନୁ
କୋରୁକୋଣ୍ଡା,୨୨।୮(ଡି.ଏନ୍.ଏ.): ବନ୍ୟାରେ ଘରଦ୍ୱାର ହରାଇଥିବା ଜଣେ ଆଦିବାସୀ ଛାତ୍ରୀଙ୍କ ପାଇଁ ଆଶାର କିରଣ ପାଲଟିଛନ୍ତି ବଲିଉଡ ଅଭିନେତା ସୋନୁ ସୁଦ। ବହିପତ୍ର ନଷ୍ଟ ହୋଇଯାଇଥିବାରୁ ଛାତ୍ରୀ ଜଣକ କାନ୍ଦୁଥିବାର ଏକ ଭିଡିଓ ଟୁଇଟରରେ ଦେଖିବା ପରେ ସହାୟତା ପାଇଁ ସୋନୁ ଆଗେଇ…
କୋଭିଡ୍ ଟେଷ୍ଟରେ ଓଡ଼ିଶା ଦେଶରେ ଦ୍ୱିତୀୟ
ଭୁବନେଶ୍ୱର,୨୨।୮(ବ୍ୟୁରୋ): କୋଭିଡ୍-୧୯ ଟେଷ୍ଟରେ ଓଡ଼ିଶା ସମଗ୍ର ଦେଶରେ ଦ୍ୱିତୀୟ ସ୍ଥାନ ହାସଲ କରିଛି। ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନେଇ ଦୈନିକ ପ୍ରତି ନିୟୁତ(୧୦ ଲକ୍ଷ)ରେ ୧୪୦ରୁ ଅଧିକ କରାଯାଉଥିବା ଟେଷ୍ଟ ସୂଚକାଙ୍କରେ ଉକ୍ତ ସ୍ଥାନ ହାସଲ କରିଥିବା ଭାରତ ସରକାରଙ୍କ…
ରିପୋର୍ଟ ମାଗିଲେ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ
କଟକ ଅଫିସ,୨୨।୮: କିଶନନଗର ତହସିଲ ରତିଲୋ ମୌଜାର ମହାନଦୀ ପଠାରେ ପଞ୍ଚମୁଖୀ ହନୁମାନ ମନ୍ଦିର ଓ ଅନ୍ୟ ନିର୍ମାଣ କାର୍ଯ୍ୟକୁ ବିରୋଧକରି ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ୍ରେ ମାମଲା ଦାଏର ହୋଇଥିଲା। ଶୁଣାଣି ବେଳେ ନିର୍ମାଣ କାର୍ଯ୍ୟ ପାଇଁ ନିୟମ ଉଲ୍ଲଂଘନ କରାଯାଇଥିବା…
ଲଗାଣ ବର୍ଷାରେ ୫ ମୃତ
ଭୁବନେଶ୍ୱର, ୨୨।୮(ବ୍ୟୁରୋ): ଲଘୁଚାପ ଓ ମୌସୁମୀଜନିତ ବର୍ଷାରେ ରାଜ୍ୟରେ ୫ ଜଣଙ୍କ ମୃତ୍ୟୁ ଘଟିଛି। କାନ୍ଥ ପଡ଼ି ବଲାଙ୍ଗୀର ଜିଲା ପାଟଣାଗଡ଼ ବ୍ଲକ ଅଧୀନ ଘୁଙ୍ଗୁଟିପାଲ୍ଲୀ ଗ୍ରାମର ଦୀପା ବରାଲେଣ୍ଡିଆ, ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ଦେହୁରୀପାଲ୍ଲୀ ଗ୍ରାମର ଗୋପାଳ…
ଓଡ଼ିଶା ଚାଷୀଙ୍କୁ ପର୍ଯ୍ୟାପ୍ତ ୟୁରିଆ ସାର ଯୋଗାଇବାକୁ କେନ୍ଦ୍ର ପ୍ରତିଶ୍ରୁତିବଦ୍ଧ: ଧର୍ମେନ୍ଦ୍ର
ଭୁବନେଶ୍ୱର,୨୨।୮: ରାଜ୍ୟରେ ୟୁରିଆ ସାରର ଅଭାବ ନେଇ ଶୁକ୍ରବାର କେନ୍ଦ୍ର ସାର ଓ ରସାୟନ ରାଷ୍ଟ୍ରମନ୍ତ୍ରୀ ମନସୁଖଲାଲ ମାଣ୍ଡଭିୟଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଚଳିତ ଖରିଫ ଋତୁରେ ଓଡ଼ିଶାର ଚାଷୀଙ୍କୁ ପର୍ଯ୍ୟାପ୍ତ ପରିମାଣର ୟୁରିଆ…
ଓଡ଼ିଶାରେ ସାଇବର ଠକେଇର ଲଣ୍ଡନ ଲିଙ୍କ୍
ଭୁବନେଶ୍ୱର,୨୨।୮(ବ୍ୟୁରୋ): ରାଜ୍ୟରେ ଏବେ ବଡ଼ ବଡ଼ ସାଇବର ଠକେଇ ଘଟଣା ଘଟୁଛି। ସାଇବର ଠକମାନେ ବାହାର ରାଜ୍ୟ ଓ ଦେଶରେ ରହି ଅଭିନବ ଉପାୟରେ ଓଡ଼ିଶାର ଲୋକଙ୍କୁ ଟାର୍ଗେଟ କରୁଛନ୍ତି। ପୂର୍ବରୁ ବିଭିନ୍ନ ଥାନାରେ ଏକାଧିକ ମାମଲା ରୁଜୁ ହୋଇଥିବାବେଳେ ଏବେ…
୧୫ ଏକର ଫସଲ ଦଳିଦେଲେ
ଖମାର, ୨୨ା୮ ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ ଖମାରରେ ଥମୁନି ହାତୀ ଉପଦ୍ରବ। ବାରମ୍ବାର ଗଁା ନିକଟକୁ ଆସି ଧନ ଜୀବନ ନଷ୍ଟ କରୁଥିବାବେଳେ ଶୁକ୍ରବାର ପୁଣି ବ୍ୟାପକ ଫସଲ କ୍ଷତି ଘଟାଇଛନ୍ତି ହାତୀ ପଲ। ଖମାର ରେଞ୍ଜ ଝାଲକିଲିଣ୍ଡା ଗ୍ରାମ…
Archives


