ରାଜ୍ୟ

ରାଜ୍ୟରେ ଖସିଛି, ଜାତୀୟସ୍ତରରେ ଉଠିଛି

ଅନୁଗୋଳ ଅଫିସ, ୨୨ା୮ ସ୍ବଚ୍ଛ ସର୍ବେକ୍ଷଣରେ ରାଜ୍ୟରେ ପଛେଇ ଯାଇଛି ଅନୁଗୋଳ ପୌରପାଳିକା। ଗତବର୍ଷ ମିଳିଥିବା ରାଜ୍ୟର ୧ନଂ. ସ୍ଥାନରୁ ଏହା ଖସିଆସିଛି ୯ମକୁ। ହେଲେ ଜାତୀୟସ୍ତରରେ ପ୍ରଦର୍ଶନ ଭଲ ଥିବା ତାଲିକାରୁ ସ୍ପଷ୍ଟ ହୋଇଛି। ୨୦୧୯ରେ ଅନୁଗୋଳ ପୌରପାଳିକା ଜାତୀୟସ୍ତରରେ…

ଦୁନିଆ ଦେଖିବା ଆଗରୁ ଆଖିବୁଜିଲା ଶିଶୁ

ଢେଙ୍କାନାଳ ଅଫିସ, ୨୨ା୮ ବିବାହର ଦୀର୍ଘ ୧୦ ବର୍ଷ ପରେ ଜନ୍ମ ହୋଇଥିଲା ଛୁଆଟିଏ। ହେଲେ ଡାକ୍ତରଙ୍କ ଦାୟିତ୍ୱହୀନତାରୁ ସମ୍ପୃକ୍ତ ନବଜାତକ ଦୁନିଆ ଦେଖିବା ଆଗରୁ ଆଖି ବୁଜି ଦେଇଥିବା ଅଭିଯୋଗ ଆଣିଛନ୍ତି ଢେଙ୍କାନାଳ ଜିଲା ଗଁଦିଆ ଥାନା ଚବିଶକୁଦ ଗ୍ରାମର…

ନୂଆଖାଇ ପାଇଁ ରାଉରକେଲାରେ ଶଟ୍‌ଡାଉନ୍‌ କଟକଣା କୋହଳ ହେବ

ଭୁବନେଶ୍ୱର,୨୧ା୮(ବ୍ୟୁରୋ)-ଆସନ୍ତା ୨୩ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଳିତ ହେବ। ଏହା ରବିବାର ପଡୁଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଉରକେଲା ମହାନଗର ନିଗମରେ ଅଗଷ୍ଟ ଶନିବାର ଓ ରବିବାର ସପ୍ତାହାନ୍ତ କଟକଣା କରାଯାଇଛି। ନୂଆଖାଇ ପର୍ବ ପାଇଁ ଆସନ୍ତା…

ରାଜ୍ୟରେ ସୁସ୍ଥ ହେଲେ ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ପୁଣି ୧୯୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୪୬ ଜଣ ସୁସ୍ଥ ହୋଇଥିବାବେଳେ ଗଞ୍ଜାମରୁ ୧୯୦, ନୟାଗଡରୁ ୧୫୧, ରାୟଗଡାରୁ ୧୪୬, ସୁନ୍ଦରଗଡରୁ ୧୦୮, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫, ମୟୂରଭଞ୍ଜରୁ ୮୮, କୋରାପୁଟରୁ…

କଟକରୁ ୧୪୯ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨୧।୮-କଟକ ସହରରୁ ଶୁକ୍ରବାର ୧୪୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୪୯ ମଧ୍ୟରୁ ୭୮ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୭୧ଟି ଲୋକାଲ କଣ୍ଟାକ୍ଟ କେସ ରହିଛି। ଏସ୍‌ସିବି ମେଡିକାଲ ଆଇସୋଲେଶନ ଓ୍ବାର୍ଡରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

ଭୁବନେଶ୍ୱରରେ ପୁଣି ୩୨୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ଶୁକ୍ରବାର ପୁଣି ୩୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରାଣ୍ଟାଇନରୁ ୧୭୩ ଜଣ ଚିହ୍ନଟ ହୋଇଥିବାବେଳେ ୧୫୧ଟି ଲୋକାଲ କଣ୍ଟାକ୍ଟ କେସ ରହିଛି। ୮ଜଣ ଟ୍ରାଫିକ କର୍ମୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ରାଜମହଲରୁ ୯, ବାଣୀବିହାରରୁ…

ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ କରୋନା

ଭୁବନେଶ୍ୱର,୨୧।୮(ବ୍ୟୁରୋ)-ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ କରୋନା  ଆକ୍ରାନ୍ତ ହୋଇଛନ୍ତି। ଆଜି ତାଙ୍କର କରୋନା ଟେଷ୍ଟ ହୋଇଥିଲା। ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ବିଧାୟକ ସଞ୍ଜୀବ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ଏଥିସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ…

ଯୁକ୍ତ ୨ ନାମ ଲେଖା: କେତେ ତାରିଖ ପର୍ଯ୍ୟନ୍ତ କରିପାରିବେ ଆବେଦନ, କେବେଠୁ ନାମ ଲେଖା ଜାଣନ୍ତୁ…

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ଯୁକ୍ତ ୨ ନାମଲେଖା ପ୍ରକ୍ରିୟା ଶୁକ୍ରବାରଠାରୁ ଆରମ୍ଭ ହୋଇଛି। ଅନ୍‌ଲାଇନ୍‌ରେ ଛାତ୍ରୀଛାତ୍ରମାନେ ଏଥିପାଇଁ ଆବେଦନ କରିପାରିବେ। ଏ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ମନ୍ତ୍ରୀ ଦାଶ କହିଛନ୍ତି ଯେ, ସାମସ…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ପୁଣି ଉଚ୍ଛେଦ ଆରମ୍ଭ: ୩ ଘରୋଇ ପ୍ଲଟ ଉଚ୍ଛେଦ ଲାଗି ଯୋଜନା

ପୁରୀ ଅଫିସ,୨୧ା୮: ଶ୍ରୀମନ୍ଦିର ସୁରକ୍ଷା ଓ ସୌନ୍ଦର୍ଯ୍ୟକରଣ ପାଇଁ ମେଘନା’ ପାଚେରୀ କଡ଼ରୁ ୭୫ ମିଟର ପରିଧି ମଧ୍ୟରେ ଥିବା ଜାଗା ଖାଲି କରାଯିବ । ସରକାରଙ୍କ ଏହି ନିଷ୍ପତ୍ତି ପରେ ଗତବର୍ଷ ଅଗଷ୍ଟ ୧୯ ତାରିଖରୁ ଉଚ୍ଛେଦ ଅଭିଯାନ ଆରମ୍ଭ…

ବିଦ୍ୟା ବାଲନଙ୍କ ସମ୍ବଲପୁରୀ ଶାଢ଼ୀ ନିଲାମ: କିଣିଲେ ଓଡ଼ିଆ ଛାତ୍ରୀ

ଭୁବନେଶ୍ୱର, ୨୧।୮(ବ୍ୟୁରୋ): ବଲିଉଡ୍‌ ଅଭିନେତ୍ରୀ ବିଦ୍ୟା ବାଲନ ତାଙ୍କ ଫିଲ୍ମ ‘ଶକୁନ୍ତଳା ଦେବୀ’ର ପ୍ରମୋଶନ ପାଇଁ ଯେଉଁ ସମ୍ବଲପୁରୀ ଶାଢ଼ି ପିନ୍ଧିଥିଲେ, ତାହା ନିଲାମ ହୋଇଯାଇଛି। ଅନ୍‌ଲାଇନ୍‌ରେ ଏହି ଶାଢ଼ିର ନିଲାମ ଡକାଯାଇଥିଲା। ତେବେ ଏହାକୁ ଜଣେ ଓଡ଼ିଆ ଛାତ୍ରୀ କିଣିଛନ୍ତି।…

ବିପଦ ସଙ୍କେତ ଉପରେ ବୈତରଣୀ

ଭଣ୍ଡାରିପୋଖରୀ,୨୧ା୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଆଖୁଆପଦାଠାରେ ବୈତରଣୀ ନଦୀର ଜଳସ୍ତର ବୃଦ୍ଧି ପାଇ ଶୁକ୍ରବାର ସକାଳ ୭ଟାରେ ବିପଦ ସଙ୍କେତ ଅତିକ୍ରମ କରିଛି। ଆନିକଟଠାରେ ବିପଦ ସଙ୍କେତ ୧୭.୮୩ ମିଟର ରହିଥିବା ବେଳେ ପୂର୍ବାହ୍ନ ୧୧ ଟାରେ ବନ୍ୟାଜଳ ବିପଦ…

ଆଜି ଆଉ ୧୦ ଜୀବନ ନେଲା କରୋନା: ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଶୁକ୍ରବାର ଆଉ ୧୦ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୯୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କରୋନାରେ ଆଜି ସର୍ବାଧିକ ଗଞ୍ଜାମରୁ ୪ ଜଣଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri